Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅସ୍ତବ୍ୟସ୍ତ କଲାଣି ତାତି: ରାଜ୍ୟରେ ଅଂଶୁଘାତ ମୃତ୍ୟୁ ସଂଖ୍ୟା ୩୦କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ବଢ଼ୁଥିବା ଗ୍ରୀଷ୍ମ ପ୍ରଭାବ କାରଣରୁ ଅଂଶୁଘାତରେ ଯାଉଛି ଜୀବନ । ବର୍ତ୍ତମାନ ସୁଦ୍ଧା ଅଂଶୁଘାତ ରେ ୩୦ ଜଣଙ୍କର ମୃତ୍ୟୁ ହୋଇସାରିଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଅଂଶୁଘାତରେ ମୋଟ ୧୪୭ ଜଣଙ୍କର ମୃତ୍ୟୁ…

ପୁରୀ ବାଣ ବିସ୍ଫୋରଣ ଘଟଣା, ସୁସ୍ଥ ହୋଇ ଘରକୁ ଫେରିଲେ ୩ ଜଣ

ପୁରୀ: ଚନ୍ଦନ ଯାତ୍ରା ଅବସରରେ ନରେନ୍ଦ୍ର ପୋଖରୀ ବାଣ ଦୁର୍ଘଟଣାରେ ଏଯାବତ୍ ୧୩ ଜଣଙ୍କ ମୃତ୍ୟୁ ହୋଇସାରିଲାଣି । ମୃତ୍ୟୁ ସଂଖ୍ୟା ବଢିବାକୁ ନେଇ ଗୋଟେ ପଟେ ଚିନ୍ତା ବଢିଥିବା ବେଳେ ସାମ୍ନାକୁ ଆସିଛି ଏକ ଭଲ ଖବର । କଟକ ବଡ ଡାକ୍ତରଖାନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୩ଜଣ । ସୂଚନା…

ପୁରୀରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ବିଜୟ ଉତ୍ସବ ପାଳନ ଉପରେ ଲାଗିଲା କଟକଣା

ପୁରୀ: ଆସନ୍ତାକାଲି ପ୍ରକାଶ ପାଇବ ନିର୍ବାଚନ ଫଳାଫଳା । ଆଉ ହାତୀ କାହା ମୁଣ୍ଡରେ କଳସ ଢାଳିବ, କିଏ ଗଢିବ ସରକାର ତାହା କାଲି ସ୍ପଷ୍ଟ ହୋଇଯିବ । ତେବେ ଫଳାଫଳ ଆସିବା ପରେ ବିଭିନ୍ନ ଦଳ ବିଜୟ ଉତ୍ସବ ପାଳନ ପାଇଁ ଏବେଠାରୁ ପ୍ରସ୍ତୁତ ହୋଇଗଲେଣି । ଯାହାକୁ ନେଇ ପୁରୀରେ ବିଜୟ ଉତ୍ସବ ପାଳନ ପାଇଁ…

ପୁଣି ଶ୍ରୀମନ୍ଦିର ଭିତର ବେଢାର ଫଟୋ ଭାଇରାଲ, ସୁରକ୍ଷା ଉପରେ ଉଠିଲା ପ୍ରଶ୍ନ

ପୁରୀ: ପୁଣି ଅସୁରକ୍ଷିତ ହୋଇପଡିଛି ଶ୍ରୀମନ୍ଦିର । ରାଜ୍ୟ ସରକାରଙ୍କ ପକ୍ଷରୁ ସୁରକ୍ଷା ନେଇ ବିଭିନ୍ନ ପଦକ୍ଷେପ ନିଆଯାଉଥିବା ସତ୍ତ୍ବେ ଏହା ବିଫଳ ହୋଇଛି । କାରଣ ଭିତର ବେଢାର ଫଟୋ ପୁଣି ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଖବର ମୁତାବକ, ଦୁଇ ଜଣ ଯୁବକ ଭିତର ବେଢାରେ ସେଲ୍ଫି ନେଇ ସୋସିଆଲ…

ରାତି ପାହିଲେ ନିର୍ବାଚନ ଫଳ, ପ୍ରାର୍ଥୀଙ୍କ ମନରେ ଛନକା, ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ଵର: ରାତି ପାହିଲେ ବାହାରିବ ନିର୍ବାଚନ ଫଳ । କିଏ ପିନ୍ଧିବ ବିଜୟ ମୁକୁଟ । ଫୋକସରେ ସମସ୍ତ ରାଜନୈତୀକ ଦଳ । ଏବେଠୁ ସମସ୍ତ ରାଜନୈତୀକ ଦଳର ପ୍ରାର୍ଥୀଙ୍କ ମନରେ ଛନକା ପଶିଲାଣି । ସେପଟେ ଷ୍ଟ୍ରଙ୍ଗ ରୁମ ସୁରକ୍ଷା ଠାରୁ ଆରମ୍ଭ କରି ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରିବା…

ସରିଲା ୨୪ ନିର୍ବାଚନ, ଭାଙ୍ଗିଲା ୧୯ ବିଧାନସଭା

ଭୁବନେଶ୍ବର: ସରିଯାଇଛି ୨୪ ବିଧାନସଭା । ଆସନ୍ତାକାଲି ଖୋଲିବ ସିଲ୍ ହୋଇଥିବା ଭାଗ୍ୟ । ଏହାରି ଭିତରେ ବିଧାନସଭା ଭଙ୍ଗ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ବିଧାନସଭା ନିର୍ବାଚନ ଫଳାଫଳର ଦିନକ ପୂର୍ବରୁ ଆଜି ୨୦୧୯ ବିଧାନସଭା ଭଙ୍ଗ କରାଯାଇଛି । ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏକ…

ଓଡିଶାରେ କାହାର ସରକାର ?

ଭୁବନେଶ୍ବର: ଓଡିଶାରେ ଏଥର କାହାର ସରକାର? ପୁଣି ନବୀନ ନା କ୍ଷମତା ପରିବର୍ତ୍ତନ ? ବିଜେପି ପ୍ରଥମ ଥର ପାଇଁ ଏକା ଗଠନ କରିପାରିବ କି ସରକାର? ନା ରାଜ୍ୟରେ କୌଣସି ଦଳକୁ ମିଳିବନି ବହୁମତ ! ଏକଜିଟ୍ ପୋଲରେ ଓଡିଶା ବିଧାନସଭା ଫଳାଫଳ ନେଇ ଆସୁଛି ଭିନ୍ନ ଭିନ୍ନ ତଥ୍ୟ। କେଉଁ ସର୍ଭେରେ କାଣ୍ଟେ କି…

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ, ଜାଣନ୍ତୁ କେମିତି ପାଇବେ ରେଜଲ୍ଟ…..

ଭୁବନେଶ୍ବର: ପ୍ରକାଶ ପାଇଲା ଚଳିତ ବର୍ଷର ଓଡିଶା ମିଳିତ ପ୍ରବେଶିକା ପରୀକ୍ଷା ବା ଓଜେଇଇ ଫଳାଫଳ । www.ojee.nic.inରେ ଛାତ୍ରଛାତ୍ରୀମାନେ ନିଜର ରେଜଲ୍ଟ ପାଇପାରିବେ । ତେବେ ଚଳିତ ବର୍ଷ ଓଜେଇଇରେ ଏମସିଏ/ଏମ. ଏସସି (କମ୍ପୁଟର ସାଇନ୍ସ)ରେ ବ୍ରହ୍ମାନନ୍ଦ ମହାରଣା ଟପ୍ପର ହୋଇଥିବା ବେଳେ…

ଡୁଙ୍ଗୁରିପାଲିରେ ଧାନ ବିକ୍ରି ସମସ୍ୟାକୁ ନେଇ ରାସ୍ତା ଅବରୋଧ

ସୁବର୍ଣ୍ଣପୁର: ଚାଷୀଙ୍କ ଧାନ ବିକ୍ରି ସମସ୍ୟାକୁ ନେଇ ରାସ୍ତା ଅବରୋଧ। ନବ ନିର୍ମାଣ କୃଷକ ସଂଗଠନ ଓ ଜିଲ୍ଲା ଚାଷୀ ସଂଗଠନ ପକ୍ଷରୁ ଡୁଙ୍ଗୁରିପାଲି ଆର୍ ଏମସି ଛକରେ ୨୬ ନଂ ଜାତୀୟ ରାଜପଥ ଅବରୋଧ କରିଛନ୍ତି ଚାଷୀ । ଫଳରେ ଯାତାୟତ ବାଧାପ୍ରାପ୍ତ ହେବା ସହ ଉଭୟ ପଟରେ ଶହ ଶହ ଯାନ ବାହନ ଅଟକି…

କାଳ ହେଲା କାଳବୈଶାଖୀ , ବଜ୍ରାଘାତରେ ୨୦ ଗୋରୁ ମୃତ

ଗୁଣୁପୁର: କାଳ ହେଲା କାଳବୈଶାଖୀ । କାଳବୈଶାଖୀର ପ୍ରକୋପରେ ବଜ୍ରାଘାତ ଯୋଗୁଁ  ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବ୍ଲକ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଢେପଗାଁ ଗ୍ରାମରେ ୨୦ଟି ଗୋରୁଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ, ରବିବାର ସନ୍ଧ୍ୟାରେ ପ୍ରବଳ ବର୍ଷା ପବନ ସହ ବିଜୁଳି ଘଡଘଡି ମାରିଥିଲା।…