Latest Odisha News

BREAKING NEWS

Browsing Category

ଓଡିଶା

Odisha

ଯୁବକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ;୪ ହଜାର ଟଙ୍କା ନେଇଯାଇଥିବା ସନ୍ଦେହରେ ବନ୍ଧୁକୁ ହତ୍ୟା

କଟକ: ୪ ହଜାର ଟଙ୍କା ବନ୍ଧୁ ନେଇଯାଇଥିବା ସନ୍ଦେହ କରି ପଥରରେ ଛେଚି କଲା ହତ୍ୟା ବନ୍ଧୁ । କଟକ ଖାନନଗରରେ ଯୁବକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ । ଏହି ଘଟଣାରେ ଯୋବ୍ରା ଅଞ୍ଚଳର ଅଭିଯୁକ୍ତ ଅଶୋକ ସାମଲକୁ ଗିରଫ କରିଛି ବାଦାମବାଡ଼ି ଥାନା ପୋଲିସ । କଟକ ଡିସିପି ଏ ନେଇ ପ୍ରେସମିଟ୍…

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ

ଖୋର୍ଦ୍ଧା:ଖୋର୍ଦ୍ଧାର ଏକ ସରକାରୀ ସ୍କୁଲର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆଦର୍ଶ ଥାନା ପୋଲିସ ଜଣେ ଶିକ୍ଷକଙ୍କୁ ଗିରଫ କରିଛି । ଏନେଇ ଥାନାରେ ପୋକ୍‌ସୋ ଆକ୍ଟରେ ଏକ ମାମଲା (ନଂ.୩୧/୨୬) ରୁଜୁ ହୋଇଛି । ଅସଦାଚରଣ ଘଟଣାକୁ ନେଇ ଟାଉନ ଥାନାରେ ଅଭିଯୋଗ ହୋଇଥିଲା…

ମିଶନ ଶକ୍ତି ଏବଂ ପର୍ଯ୍ୟଟନ ଓ ଆତିଥେୟତା ଦକ୍ଷତା ପରିଷଦ ମଧ୍ୟରେ ବୁଝାମଣା, ୪୦୦୦ ମହିଳାଙ୍କୁ ମିଳିବ…

ଭୁବନେଶ୍ୱର: ଭୁବନେଶ୍ୱରର ମିଶନ ଶକ୍ତି ଭବନଠାରେ ଆଜି ମିଶନ ଶକ୍ତି ବିଭାଗ ଏବଂ ପର୍ଯ୍ୟଟନ ଓ ଆତିଥେୟତା ଦକ୍ଷତା ପରିଷଦ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ ମିଶନ ଶକ୍ତି ନିର୍ଦ୍ଦେଶିକା ଡ. ମୋନିକା ପ୍ରିୟଦର୍ଶିନୀ ଏବଂ…

group clash: ଗୋଷ୍ଠୀ ସଂଘର୍ଷ ପରେ ଆସନ୍ତାକାଲି ସୁନ୍ଦରଗଡ଼ ସହରରେ ସବୁ ସ୍କୁଲ,କଲେଜ ବନ୍ଦ

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଆସନ୍ତାକାଲି ସହରର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବ । ଗୋଷ୍ଠୀ ସଂଘର୍ଷ ପରେ ସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ସମ୍ପୂର୍ଣ୍ଣ ସହରରେ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ ରହିବା ସହ BNSର ଧାରା ୧୬୩ ଲାଗୁ କରିଛି ପ୍ରଶାସନ ।…

ଆଉ ଜଣେ ଠକ ଡାକ୍ତର ଗିରଫ; ମିଥ୍ୟା ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କ ପରିବାରଠୁ ୨୨ ଲକ୍ଷ ଠକେଇ

ଭୁବନେଶ୍ୱର: ଭୁବନେଶ୍ୱରରେ ଜଣେ ବ୍ୟକ୍ତି ନକଲି ଡାକ୍ତର ପ୍ରମାଣ ପତ୍ର ଦେଖାଇ ବିବାହର ମିଥ୍ୟା ପ୍ରତିଶୁତି ଦେଇ ଜଣେ ମହିଳା ଓ ତାଙ୍କ ପରିବାର ଠାରୁ ୨୨.୭୦ ଲକ୍ଷ ଟଙ୍କା ନେଇଥିବା ଅଭିଯୋଗ ହୋଇଥିଲା। ବର୍ତ୍ତମାନ ପାହାଳ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ତେବେ…

ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ର ବିଜେଡିରୁ ନିଲମ୍ବିତ

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକ ଗୁରୁବାର ଦିନ ଦୁଇ ବିଧାୟକଙ୍କୁ ନିଲମ୍ବିତ କରିଛନ୍ତି। ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡଙ୍କୁ ଦଳ ବିରୋଧୀ କାର୍ଯ୍ୟକଳାପରେ ସମ୍ପୃକ୍ତି ଅଭିଯୋଗରେ ତୁରନ୍ତ ପ୍ରଭାବରୁ ନିଲମ୍ବିତ କରାଯାଇଥିବା ନେଇ ସୂଚନା ମିଳିଛି।…

ନୂତନ ବିଧାନସଭା ଏବଂ ଲୋକସେବା ଭବନ ନିର୍ମାଣର ଆବଶ୍ୟକତା ଉପରେ ପ୍ରଶ୍ନ ଉଠାଇଲା ବିଜେଡି

ଭୁବନେଶ୍ୱର: ରାଜ୍ୟ ବିଜେପି ସରକାରଙ୍କ ଦ୍ୱାରା ନୂତନ ବିଧାନସଭା ଓ ଲୋକସେବା ଭବନ ନିର୍ମାଣ ପାଇଁ ନିକଟରେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିବା ବେଳେ ଏହାର ଆବଶ୍ୟକତାକୁ ନେଇ ବିଜୁ ଜନତା ଦଳ ପ୍ରଶ୍ନ ଉଠାଇଛି । ରାଜ୍ୟରେ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ବିଫଳତା କାରଣରୁ ରାଜ୍ୟବାସୀ…

Nipah Virus: ଓଡ଼ିଶାକୁ ନାହିଁ ନିପା ଭୟ, ରୋଗୀ ଚିହ୍ନଟ ହୋଇନାହାନ୍ତି: ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର:ପଶ୍ଚିମବଙ୍ଗରେ ନିପା ଭାଇରସରେ ୨ ସ୍ୱାସ୍ଥ୍ୟକର୍ମୀ ଆକ୍ରାନ୍ତ ଘଟଣା । ଏହାପରେ ଓଡ଼ିଶାରେ ଭୟ ବଢିଛି । ଏପଟେ ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି ଯେ,ଓଡ଼ିଶାକୁ ନାହିଁ ନିପା ଭୟ । ଓଡ଼ିଶାରେ ନିପା ଭାଇରସ୍‌ ରୋଗୀ ଚିହ୍ନଟ ହୋଇନାହାନ୍ତି ।…

ଜାନୁଆରୀ ୧୭ ଯାଏଁ ଥରିବ ଓଡ଼ିଶା…

ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଗୁରୁବାର ପୂର୍ବାନୁମାନ କରିଛି ଯେ ରାଜ୍ୟର ବିଭିନ୍ନ ସ୍ଥାନରେ ଅତି କମରେ ଆଉ ଦୁଇ ଦିନ ପର୍ଯ୍ୟନ୍ତ ପ୍ରବଳ ଥଣ୍ଡା ଜାରି ରହିବ। ଜାନୁଆରୀ ୧୭ ସକାଳ ପର୍ଯ୍ୟନ୍ତ ଅନୁଗୁଳ, ଝାରସୁଗୁଡ଼ା, ଢେଙ୍କାନାଳ, ସୁନ୍ଦରଗଡ଼, ଖୋର୍ଦ୍ଧା, କଟକ,…

Community Clash: ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ; ୧୪୪ ଧାରା ଜାରି, ଶାନ୍ତି ବଜାୟ ରଖିବାକୁ ଅପିଲ କଲେ…

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି । ଟାଉନ ଥାନା ଅନ୍ତର୍ଗତ ରିଜେଣ୍ଟ ବଜାରରେ ଗୋଷ୍ଠୀ ସଂଘର୍ଷ କାରଣରୁ ଘଟଣା ସ୍ଥଳରେ BNS ର ଧାରା ୧୪୪ ଲାଗୁ । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ପରେ ପରସ୍ପରକୁ ଢେଲାପଥର ମାଡ଼ କରିଥିବା ନେଇ ସୂଚନା ରହିଛି । ତେବେ ଏଥିରେ…