Latest Odisha News

BREAKING NEWS

Browsing Category

ଓଡିଶା

Odisha

ଚାଲିଛି ଶେଷ ପର୍ଯ୍ୟାୟ ମତଦାନ: ଦିନ ୩ଟା ସୁଦ୍ଧା ରାଜ୍ୟରେ ୪୯.୭୭ ପ୍ରତିଶତ ଭୋଟିଂ

ଭୁବନେଶ୍ବର: ରାଜ୍ୟରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ । ଦିନ ୩ଟା ସୁଦ୍ଧା ୪୯.୭୭ ପ୍ରତିଶତ ଭୋଟିଂ ହୋଇଛି । ବାଲେଶ୍ୱରରେ ୫୪.୦୪ ପ୍ରତିଶତ ମତଦାନ ହୋଇଥିବାବେଳେ ଭଦ୍ରକରେ ୪୬.୩୩%, ଜଗତସିଂପୁରରେ ୫୨.୫୨ ପ୍ରତିଶତ, ଯାଜପୁରରେ ୪୮.୮୦ ପ୍ରତିଶତ,…

ଛିଡା ଛିଡା ଜଳିଗଲା ୪ ବସ

ବିଷମ କଟକରେ : ହୁତୁହୁତୁ ହୋଇ ଜଳିଲା, ମିନିଟ ଭିତରେ ଜଳି ପୋଡି ପାଉଁଶ | ଏଭଳି କିଛି ଘଟଣା ଘଟିଛି ରାୟଗଡା ଜିଲ୍ଲା ବିଷମ କଟକ ବ୍ଲକ ବିଜୁ ପଟ୍ଟନାୟକ ବସଷ୍ଟାଣ୍ଡରେ | ଛିଡା ଛିଡା ଜଳିଗଲା ୪ ବସ| ସୂଚନା ଅନୁଯାୟୀ, ବିଜୁ ପଟ୍ଟନାୟକ ବସଷ୍ଟାଣ୍ଡରେ ଜଣେ ମାଲିକଙ୍କର ୬ ଟି ବସ ରହିଥିଲା |…

ରାଜସ୍ବ ଗ୍ରାମ ଦାବି ନେଇ ଭୋଟ୍ ବର୍ଜନ କଲେ ରାମଚନ୍ଦ୍ରପୁର ବାସିନ୍ଦା

ମୟୂରଭଞ୍ଜ: ଆଜି ରାଜ୍ୟରେ ଶେଷ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ ଭୋଟ ବର୍ଜନ କରିଛନ୍ତି ରାମଚନ୍ଦ୍ର ପୁର ବାସିନ୍ଦା । ମୌଳିକ ସୁବିଧାରୁ ବଞ୍ଚିତ ଥିବାରୁ ଏଭଳି ପଦକ୍ଷେପ ନେଇଛନ୍ତି ମୟୂରଭଞ୍ଜ ଜିଲ୍ଲା ସାରସକଣା ନିର୍ବାଚନ ମଣ୍ଡଳୀର ବିଜାତଳା ବ୍ଲକ ଖନ୍ତ ପଞ୍ଚାୟତ ଅନ୍ତର୍ଗତ ୧୧/୧୨ ନମ୍ବର…

ସାଲେପୁରରେ ନିର୍ବାଚନୀ ହିଂସା, ଏଜେଣ୍ଟଙ୍କୁ ପନିକିରେ ମରଣାନ୍ତକ ଆକ୍ରମଣ

ସାଲେପୁର: ସାଲେପୁରରେ ନିର୍ବାଚନୀ ହିଂସା। କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ସାଲେପୁର ମାଳଶାସନ ବୁଥ ନଂ ୧୮୪ ଏବଂ ୧୮୫ ରେ ହିଂସାକାଣ୍ଡ ଘଟିଛି। ବୁଥ କ୍ୟାପଚରିଂକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଏଭଳି ପରିସ୍ଥିତି ଦେଖା ଦେଇଛି ଯେଉଁଥିରେ ଜଣେ ବିଜେପି ଏଜେଣ୍ଟଙ୍କ ସହ ୩ ବିଜେପି ସମର୍ଥକ ଆହତ…

ପୁରୀ ବାଣ ବିସ୍ଫୋରଣ ଘଟଣା: ଆଖି ବୁଜିଲେ ଆଉ ଦୁଇ ଜଣ, ମୃତ୍ୟୁ ସଂଖ୍ୟ ୯କୁ ବୃଦ୍ଧି

ପୁରୀ/କଟକ: ପୁରୀ ବାଣ ବିସ୍ଫୋରଣ ଘଟଣାରେ ବୃଦ୍ଧି ପାଉଛି ମୃତ୍ୟୁ ସଂଖ୍ୟା । ଚିକିତ୍ସାଧୀନ ଅବସ୍ଥାରେ ଆଜି ଆଖି ବୁଜିଲେ ଆଉ ଦୁଇ ଜଣ ଆହତ । ଜଣେ ମୃତକ ହେଉଛନ୍ତି ଶଙ୍କର ବେହେରା (୩୮) ଅନ୍ୟ ଜଣଙ୍କ ନାଁ ଘୋଷଣା ହୋଇନାହିଁ । ଏହାକୁ ମିଶାଇ ୯ରେ ପହଞ୍ଚିଛି ମୃତ୍ୟୁସଂଖ୍ୟା । ତେବେ ଶଙ୍କର…

କାର୍ଯ୍ୟରେ ଅବହେଳା ଯୋଗୁଁ ପ୍ରିଜାଇଡିଂ ଅଫିସର ନିଲମ୍ବିତ

କଟକ: ପ୍ରିଜାଇଡିଂ ଅଧିକାରୀ ନିଲମ୍ବିତ । କଟକ ଜିଲା ନିଆଳି ନିର୍ବାଚନ ମଣ୍ଡଳୀରେ ୭୫ନଂ ବୁଥ୍‌ରେ ନିୟୋଜିତ ପ୍ରିଜାଇଡିଂ ଅଧିକାରୀ ନିଲମ୍ବିତ ହୋଇଛନ୍ତି । ନିର୍ବାଚନ କାର୍ଯ୍ୟରେ ଅବହେଳା ଯୋଗୁଁ କଟକର ହରେକୃଷ୍ଣ ମହତାବ ଆଦର୍ଶ ସଂସ୍କୃତ ମହାବିଦ୍ୟାଳୟର ଅଧ୍ୟାପକ ଲକ୍ଷ୍ମୀ ନାରାୟଣ ଦାଶଙ୍କୁ…

ରାଜ୍ୟରେ ଅପରାହ୍ନ ୧ଟା ସୁଦ୍ଧା ୩୭.୬୪ ପ୍ରତିଶତ ମତଦାନ

ଭୁବନେଶ୍ବର: ରାଜ୍ୟରେ ୬ ଲୋକସଭା ଏବଂ ୪୨ ବିଧାନସଭା ଆସନ ପାଇଁ ଜାରି ରହିଛି ମତଦାନ । ଭୋଟ୍ ଦେଉଛନ୍ତି ରାଜ୍ୟବାସୀ । ମିଳିଥିବା ସୂଚନା ଅନୁସାରେ, ଅପରାହ୍ନ ୧ ଟା ସୁଦ୍ଧା ୩୭.୬୪ ପ୍ରତିଶତ ମତଦାନ ହୋଇଛି । ତେବେ ଭଦ୍ରକରେ ୩୪.୭୩ ପ୍ରତିଶତ ମତଦାନ ହୋଇଥିବାବେଳେ, ବାଲେଶ୍ୱରରେ ୪୧.୪୪…

ଭୋଟ୍ ପାଇଁ କିଏ ରକ୍ତମୁଖା?

ଭୁବନେଶ୍ବର: ଗଡ଼ିଲା ମୁଣ୍ଡ, ବହିଲା ରକ୍ତ । କେଉଁଠି ମରଣାନ୍ତକ ଆକ୍ରମଣ ତ କେଉଁଠି ଯାଇଛି ଜୀବନ। ବ୍ୟାପକ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ବି ନିର୍ବାଚନ ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ରାଜନୈତିକ ହିଂସା ସାମନାକୁ ଆସିଛି । ଖଲ୍ଲିକୋଟରେ ଦିଲ୍ଲୀପ ପାହାନଙ୍କ ମୃତ୍ୟୁ ହୋଇଥିବା ବେଳେ ଲହୁଲୁହାଣ…

ବରୀରେ ବୁଥ୍‌ ରିଗିଂ ଅଭିଯୋଗକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ, ସାନି ମତଦାନ ଦାବି ନେଇ ଧାରଣା

ଯାଜପୁର: ରାଜ୍ୟରେ ଚାଲିଛି ଅନ୍ତିମ ପର୍ଯ୍ୟାୟ ମତଦାନ । ଏହି ସମୟ ଭିତରେ ଯାଜପୁର ବରୀ ଅଞ୍ଚଳରେ ଦେଖାଦେଇଛି ନିର୍ବାଚନୀ ହିଂସା । ବୁଥ୍ ରିଗିଂ ଅଭିଯୋଗ ଆସିଛି । ଏହାକୁ ନେଇ ବରୀ ସାହୁପଡ଼ା ୧୦୬ନଂ ବୁଥ୍ ରେ ବିଜେପି-ବିଜେଡି ମୁହାଁମୁହିଁ ହୋଇଛନ୍ତି । ତେବେ ଭୋଟ୍ ଦେବାକୁ ଆସିଥିବା କିଛି…

ପଦ୍ମଶ୍ରୀ ମାଗୁଣି ଚରଣଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ବିଶିଷ୍ଟ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । 'ଏକ୍ସ' ଆକାଉଣ୍ଟରେ ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦୁଝର ଜିଲ୍ଲାର ଗୁରୁ ମାଗୁଣି କୁଅଁରଙ୍କର ଓଡିଶାର…