Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜଳୁଛି ପଶ୍ଚିମ ଓଡିଶା: ଦିନ ସାଢ଼େ ୨ଟା ସୁଦ୍ଧା ୪୫.୨ ଡିଗ୍ରୀ ସହ ସମ୍ବଲପୁର ସବୁଠୁ ଉତ୍ତପ୍ତ

ଭୁବନେଶ୍ବର: ସମଗ୍ର ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଦିନ ୧୦ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ିଛି । ପଶ୍ଚିମ ଓଡିଶାରେ ପ୍ରବଳ ଗରମ ସହ ଉପକୂଳରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି । ଫଳରେ କଲବଲ ହେଉଛନ୍ତି ଲୋକେ । ଆଜି ଦିନ ସାଢ଼େ ୨ଟା ସୁଦ୍ଧା ସମ୍ବଲପୁର ରାଜ୍ୟର ସବୁଠୁ…

ପୁରୀ ବାଣ ବିସ୍ଫୋରଣ ଘଟଣା: ଆଖି ବୁଜିଲେ ଆଉ ୨ ଜଣ, ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି

ପୁରୀ/ଭୁବନେଶ୍ବର: ପୁରୀ ଭଉଁରୀ ଅବସରରେ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି । ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି) ଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି । ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ଏହି ଘଟଣାରେ ଆହତ…

ଓଡ଼ିଶାରେ ଶେଷ ପର୍ଯ୍ୟାୟ ନିର୍ବାଚନ ପ୍ରସ୍ତୁତି: ନିୟୋଜିତ ହେବେ ୩୬ ହଜାର ପୋଲିସ ଫୋର୍ସ

ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶାରେ ଅନୁଷ୍ଠିତ ହେବ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ । ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନ ପାଇଁ ପଡିବ ଭୋଟ୍ । ଏଥର ୧୦ ହଜାର ୮୮୨ଟି ବୁଥ୍ ହୋଇଥିବାବେଳେ, ଏଥିରୁ ୨୧ ପ୍ରତିଶତ ବୁଥ୍ ସମ୍ବେଦନଶୀଳ ଅଟେ । ଯାହାକୁ ନେଇ ସୁରକ୍ଷା ଦୃଷ୍ଟିରୁ ୩୬ ହଜାର…

ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ବର: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଜେପି ପ୍ରାର୍ଥି ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ ଖାରଜ । ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ କଲେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ-୨ । ବୁଥ୍ ଗଣ୍ଡଗୋଳ ଘଟଣାରେ ଗିରଫ ହୋଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ । ଶୁକ୍ରବାର  …

ଭୁବନେଶ୍ୱରରେ ବାର ଡ୍ୟାନସରଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ବର: ଭଡ଼ା ଘର ଭିତରୁ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର । ପାହାଳ ଥାନା ଶିବଶକ୍ତି ନଗର ସ୍ଥିତ ଏକ ବିଲ୍ଡିଂରୁ ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତ ଯୁବତୀଙ୍କ ଘର ଚଣ୍ଡିଗଡ଼ । ସେ  ବାର୍‌ ଡ୍ୟାନସର୍‌ ଭାବେ କାମ କରୁଥିଲେ । କେମିତି ଓ କେଉଁ ପରିସ୍ଥିତିରେ ଯୁବତୀଙ୍କ ମୃତ୍ୟୁ…

ଘର ଭିତରୁ ଶିକ୍ଷୟିତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ସ୍ୱାମୀ ଅଟକ

ନୟାଗଡ଼: ଘର ଭିତରୁ ଶିକ୍ଷୟିତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର। ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଚମ୍ପତିପୁର ଗାଁରେ ଘର ଭିତରୁ ମିଳିଲା ମୃତଦେହ। ଟଙ୍କା ପାଇଁ ଶାଶୁଘର ଲୋକ ପିଟି ପିଟି ମାରିଦେଇଥିବା ଅଭିଯୋଗ । ମୃତ ଶିକ୍ଷୟିତ୍ରୀଜଣକ ହେଉଛନ୍ତି ପଦ୍ମିନୀ ପ୍ରଧାନ। ସେ ଓଡ଼ଗାଁ ଆଦର୍ଶ…

ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ମାମଲା:ରାୟ ସଂରକ୍ଷିତ

ଭୁବନେଶ୍ବର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ମାମଲାର ଖୋର୍ଦ୍ଧା କୋର୍ଟରେ ଶୁଣାଣି ହୋଇଛି । କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି । ପୀତାମ୍ବର ଆଚାର୍ଯ୍ୟଙ୍କ ସମେତ ୪୦ ଆଇନଜୀବୀ ଏହି ମାମଲାରେ ଯୁକ୍ତି ଉପସ୍ଥାପନ କରିଥିଲେ । ଇଭିଏମ ଭଙ୍ଗା ଘଟଣାରେ ପୋଲିସ ଖୋର୍ଦ୍ଧା…

୨୦ ଫୁଟ ତଳକୁ ଖସିଲା ପିକ୍‌ଅପ୍‌, ୨ ମହିଳା ଶ୍ରମିକ ମୃତ

ସୁନ୍ଦରଗଡ଼: ୨୦ ଫୁଟ ତଳକୁ ଖସିଲା ପିକ୍‌ଅପ୍‌, ୨ ମହିଳା ଶ୍ରମିକ ମୃତ। ୫ ଗୁରୁତର ଆହତ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଅନ୍ତର୍ଗତ ଉସତାଲି ଘାଟିରେ ଏହି ଦୁର୍ଘଟଣା ଘଟିଛି। ଗୁରୁତର ଶ୍ରମିକଙ୍କୁ ହେମଗିରି ମେଡିକାଲରେ ଭର୍ତ୍ତି କରାଯାଇଛି। ରାସ୍ତା କାମ ପାଇଁ ହେମଗିରିରୁ…

ତାତିରୁ ନିସ୍ତାର ନାହିଁ: ସାଢ଼େ ୧୧ ରେ ୪୨ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର :ସାରା ରାଜ୍ୟରେ କଲବଲ କରୁଛି ତାତି । ରାଜ୍ୟରେ ଅସହ୍ୟ ଗୁଳୁଗୁଳି ସହ ପ୍ରବଳ ଗରମରେ ହନ୍ତସନ୍ତ ହେଉଛନ୍ତି ଲୋକେ । ଏପଟେ ଆଜି ସାଢ଼େ ୧୧ ରେ ୪୨ ଡିଗ୍ରୀ ଟପିଲା ତାପମାତ୍ରା । ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ା ତାପମାତ୍ରା ୪୨.୨ ଡିଗ୍ରୀସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ…

ଅସ୍ବାଭାବିକ ମୃତ୍ୟୁ ଘଟଣା:ଦିନ ୧୧ରୁ ୩ଟା ଭିତରେ ଖରାକୁ ନବାହାରିବାକୁ ପରାମର୍ଶ ଦେଲେ ଏସ୍‌ଆର୍‌ସି

ସୁନ୍ଦରଗଡ଼:ସୁନ୍ଦରଗଡ଼ ଜିଲ୍ଲାରେ ଅସ୍ବାଭାବିକ ମୃତ୍ୟୁର କରାଯିବ ତଦନ୍ତ । ପିକ୍ ଆୱାରରେ କାମ କରିବା ଯୋଗୁଁ ମୃତ୍ୟୁ ଘଟିଥିବା ପ୍ରାରମ୍ଭିକ ଅନୁମାନ କରାଯାଉଛି । ତେବେ ପିକ୍ ଆୱାର କାମ ବାରଣ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ନିର୍ଦ୍ଦେଶ ଉଲ୍ଲଂଘନ କଲେ, ଆଇନ ଅନୁସାରେ…