Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠାରୁ ମହାପ୍ରଭୁଙ୍କ ୨୧ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ

ପୁରୀ: ଶ୍ରୀମନ୍ଦିରରେ ଆଜିଠାରୁ ମହାପ୍ରଭୁଙ୍କ ୨୧ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ଏହା ଦେବସ୍ନାନ ପୂର୍ଣ୍ଣମୀ ପୂର୍ବଦିନ ପର୍ଯ୍ୟନ୍ତ ଚାଲୁରହିବ । ଆସନ୍ତା ରବିବାର ଜ୍ୟେଷ୍ଠ କୃଷ୍ଣ ଏକଦଶୀରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଜଳକ୍ରୀଡ଼ା କରିବେ। ବୈଶାଖ ଶୁକ୍ଳ ତୃତୀୟା ବା…

କୁଟିମସ୍କା ଜଙ୍ଗଲରୁ ଦନ୍ତା ହାତୀର ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

କଳାହାଣ୍ଡି: ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ସେମେଲପଦର ଗାଁ ନିକଟସ୍ଥ କୁଟିମସ୍କା ଜଙ୍ଗଲରୁ ଏକ ଦନ୍ତା ହାତୀର ମୃତଦେହ ଠାବ କରାଯାଇଛି। ମୃତ ହାତୀର ବୟସ ୧୦ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ଖବର ପାଇ ଘଟଣାସ୍ଥଳରେ ବନବିଭାଗ ଜଗି ରହିଛି। ହାତୀ-ହାତୀ ମଧ୍ୟରେ ଲଢେଇ ହୋଇ ହାତୀଟିର ମୃତ୍ୟୁ…

ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ୫ ଗିରଫ, ଭଦ୍ରକରେ ୧୪୪ ଧାରା ଜାରି

ଭଦ୍ରକ: ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଏବଂ ସମ୍ପାଦକ ସୁବ୍ରତ ବିଶ୍ୱାଳଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ୫ ଜଣଙ୍କୁ ପୋଲିସ ଗିରଫ କରିଛି। ଗତକାଲି ଅଭିଳାଷଙ୍କ ସହ ଅନ୍ୟ ୨୦ଜଣଙ୍କୁ ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କରଞ୍ଜମାଳ ପଂଚାୟତର ଖପୁରିଆ ଛକ ନିକଟରେ ଏମାନଙ୍କ ଉପରକୁ…

ଦିନକରେ ସୁନ୍ଦରଗଡ଼ ଜିଲ୍ଲାରେ ୧୪ ଅସ୍ବାଭାବିକ ମୃତ୍ୟୁ, ରାଜ୍ୟରେ ଅଂଶୁଘାତ ନେଲାଣି ୪୦ରୁ ଉର୍ଦ୍ଧ୍ୱ ଜୀବନ

ସୁନ୍ଦରଗଡ଼: ଅସହ୍ୟ ତାତିରେ ଜଳୁଛି ପଶ୍ଚିମ ଓଡ଼ିଶା । ଗତକାଲି ୪୭ ଡିଗ୍ରୀ ଛୁଇଁଥିଲା ଝାରସୁଗୁଡ଼ାର ପାରଦ । ଦୁଇରୁ ୩ ଦିନ ରାଜ୍ୟର କିଛି ସ୍ଥାନରେ ହିଟ୍ ୱେଭ୍ ଚେତାବନୀ ଦେଇଛି ପାଣିପାଗ ବିଭାଗ। ଏହାରି ଭିତରେ ଦିନକରେ ସୁନ୍ଦରଗଡ଼ ଜିଲ୍ଲାରେ ୧୪ ଜଣଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସାରା…

ଖୁବଶୀଘ୍ର ଓଡ଼ିଶାରେ ଛୁଇଁବ ମୌସୁମୀ, ଜୁନ ୧୨ ପରେ ରାଜ୍ୟରେ ବର୍ଷା

ଭୁବନେଶ୍ୱର: ଭୀଷଣ ତାତି ଯୋଗୁଁ ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ସ୍ଥିତି ଉପୁଜିଛି । ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଲାଗି ରହିଛି । ଗତକାଲି ବଲାଙ୍ଗିର ଜିଲ୍ଲାରେ ସର୍ବାଧିକ ତାପମାତ୍ରା ୪୬.୩ ଡିଗ୍ରୀ ସେଲସିୟସ୍ ରହିଥିବା ବେଳେ ଆଜି ୪୭ ଡିଗ୍ରୀରେ ପହଞ୍ଚିଛି । ଝାରସୁଗୁଡ଼ାର ତାପମାତ୍ରା ୪୭…

ବସଷ୍ଟାଣ୍ଡରେ ବସ୍‌ ହେଲ୍‌ପରକୁ ଛୁରାମାଡ଼

ସମ୍ବଲପୁର: ସମ୍ବଲପୁର ବସଷ୍ଟାଣ୍ଡରେ ବସ୍‌ ହେଲ୍‌ପରକୁ ଛୁରାମାଡ଼ । ଦୁର୍ବୃତ୍ତଙ୍କ ଛୁରାମାଡ଼ରେ ଗୁରୁତର ହେଲେ ହେଲପର । ଗୁରୁତର ହେଲପରଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଛୁରାମାଡ଼ର କାରଣ ଅସ୍ପଷ୍ଟ ଥିବା ବେଳେ ୩ ରୁ ୪ ଜଣ ଛୁରାମାଡ଼ କରିଥିବା ସୂଚନା ମିଳିଛି । ସେପଟେ…

ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ପଛରେ ବିଜେଡି ହାତ

ଭଦ୍ରକ: ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ । ପ୍ରଚାରରୁ ଫେରିବା ବେଳେ ସସିତାଦେଇପୁର ନିକଟରେ ଅଭିଲାଷଙ୍କୁ ଆକ୍ରମଣ କରିଥିଲେ କିଛି ଦୁର୍ବୃତ୍ତ । ତେବେ ଅଭିଳାଷଙ୍କୁ କିଛି ବିଜେଡି କର୍ମୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଆକ୍ରମଣରେ ଅଭିଳାଷଙ୍କ ମୁଣ୍ଡ ଫାଟିବା ସହ…

ଅନ୍ଧାରି ବିଜେ ବେଳେ ବିଜେଡି ନେତାଙ୍କ ବାସଭବନରେ ରେଡ୍

କେନ୍ଦ୍ରାପଡ଼ା: ସରିଛି ଶେଷ ପର୍ଯ୍ୟାୟ ପାଇଁ ପ୍ରଚାର। ଏବେ ଅନ୍ଧାରି ବିଜେ। ଜୁନ ଏକରେ ପଡ଼ିବ ଭୋଟ୍। ପଟ୍ଟାମୁଣ୍ଡାଇସ୍ଥିତ ଜଣେ ବିଜେଡି ନେତାଙ୍କ ବାସଭବନରେ ଗୁରୁବାର ବିଭିନ୍ନ ଏଜେନ୍ସି ଚଢ଼ାଉ କରିଛି। ମିଳିଥିବା ସୂଚନା ଅନୁଯାୟୀ, ବିଜେଡି ପଟ୍ଟାମୁଣ୍ଡାଇ ନଗର ସଭାପତି ଖଗେଶ୍ୱର…

ପାଣ୍ଡିଆନଙ୍କ ପାଇଁ ଭୋଟ୍ ମାଇନସ୍ ହେଉଥିବା ଚର୍ଚ୍ଚା ପରେ ଡ୍ୟାମେଜ କଣ୍ଟ୍ରୋଲ ମୋଡକୁ ଆସିଲା କି ବିଜେଡି ?

ଭୁବନେଶ୍ୱର: ଅଫିସରରୁ ନେତା ପାଲଟିଥିବା ଭିକେ ପାଣ୍ଡିଆନ ନୁହଁନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉତ୍ତରାଧିକାରୀ । ଖବର ସରବରାହ ସଂସ୍ଥା ଏଏନଆଇକୁ ସାକ୍ଷାତକାର ଦେଇ ନବୀନଙ୍କ ଏହି ବୟାନକୁ ନେଇ ସରଗରମ ରାଜ୍ୟ ରାଜନୀତି। ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରଚାରର ଶେଷ ଦିନରେ କାହିଁକି…

‘ପରାଜୟ ଭୟରେ ହିଂସାକାଣ୍ଡ କରୁଛି ବିଜେଡି, ଅପରାଧୀଙ୍କୁ ତୁରନ୍ତ ଗିରଫ କରାଯାଉ’

ଭୁବନେଶ୍ୱର: ନିର୍ବାଚନ ହାରିବା ସୁନିଶ୍ଚିତ ଜାଣିବା ପରେ ବିଜେଡି ରକ୍ତମୁଖା ହୋଇପଡିଛି । ରାଜ୍ୟରେ ହିଂସାର ବାତାବରଣ ସୃଷ୍ଟି କରି ଜନମତକୁ ବିଭ୍ରାନ୍ତ କରିବା ପାଇଁ ଅପଚେଷ୍ଟା କରୁଥିବା କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସେ ଆହୁରି କହିଛନ୍ତି, ଗୁରୁବାର ଅପରାହ୍ନରେ…