Latest Odisha News

BREAKING NEWS

Browsing Category

ଓଡିଶା

Odisha

ଉର୍ମାଗଡ଼ ଜଳପ୍ରପାତରେ ଖସିପଡ଼ି ଦଶମ ଶ୍ରେଣୀ ଛାତ୍ର ନିଖୋଜ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଗୋଚ୍ଛାପଡ଼ା ଥାନା ଅନ୍ତର୍ଗତ ପର୍ଯ୍ୟଟନ ସ୍ଥଳୀ ଉର୍ମାଗଡ଼ ଜଳପ୍ରପାତରେ ଖସିପଡ଼ି ଜଣେ ଛାତ୍ର ନିଖୋଜ ହୋଇଯାଇଛନ୍ତି। ନିଖୋଜ ଛାତ୍ର ଜଣକ ହେଲେ କଟ୍ରିଙ୍ଗିଆ ପଞ୍ଚାୟତ ନାକଡ଼ିସରୁ ଗ୍ରାମର ଲିଙ୍ଗା ବେହେରାଙ୍କ ପୁଅ ରାଖଲ ବେହେରା (୧୫)। ସେ ଆଦର୍ଶ ବିଦ୍ୟାଳୟର ଦଶମ…

ଟାଟା ପାଓ୍ବାରର ମନମୁଖୀ ଶାସନକୁ ବିରୋଧ: ୭ ଦଫା ଦାବି ନେଇ ବିଦ୍ୟୁତ୍ କର୍ମଚାରୀଙ୍କ ଧାରଣା

ମୟୁରଭଞ୍ଜ: ମୟୁରଭଞ୍ଜରେ ନେସ୍କୋ ପାଓ୍ବାର ଏମ୍ପ୍ଲଇଜ ୟୁନିୟନ୍ ପକ୍ଷରୁ ସଂଘର ଜିଲ୍ଲା ସଭାପତି ସୁବ୍ରମଣ୍ୟମଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି  । ସଂଘର ଉପଦେଷ୍ଟା ତଥା ପୂର୍ବତନ ଉପବାଚସ୍ପତି ସାନନ୍ଦ ମାରାଣ୍ଡି ଓ ସଂଘର ପରାମର୍ଶଦାତା ପୌରପରିଷଦ ଅଧ୍ୟକ୍ଷ…

ଜମିବାଡିକୁ କେନ୍ଦ୍ର କରି ପୁତୁରା ଦାଦାକୁ ହତ୍ୟା କରିବା ଘଟଣା: ଅଭିଯୁକ୍ତ ପୁତୁରା ଗିରଫ

ପୁରୀ: ପୁରୀ ସଦର ଗୋପାଳପୁର ସାହି ହତ୍ୟାକାଣ୍ଡ ଘଟଣା  । ଅଭିଯୁକ୍ତ ପୁତୁରାକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ  । ଗତ ୭ ତାରିଖରେ ଏହି ଘଟଣା ଘଟିଥିଲା । ଦୀର୍ଘଦିନ ଧରି ଜମିବାଡ଼ିକୁ କେନ୍ଦ୍ର କରି ପୁତୁରା ଭୀମସେନ ଓରଫ ପପୁ ବରାଳ ଏବଂ ଦାଦା ବୀର ବରାଳଙ୍କ ମଧ୍ୟରେ ବିବାଦ ଲାଗି…

ଅକ୍ଟୋବର ୩୧ ଯାଏଁ ଧର୍ମଘଟକୁ ସ୍ଥଗିତ ରଖିଲା ବସ୍ ମାଲିକ ସଂଘ

ଭୁବନେଶ୍ବର: ରାଜ୍ୟରେ ହେବନି ବସ୍ ଧର୍ମଘଟ  । ଅକ୍ଟୋବର ୩୧ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ରଖିବାକୁ ବସ୍ ମାଲିକ ସଂଘ ନିଷ୍ପତ୍ତି ନେଇଛି  । ବସ୍ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ଏ ନେଇ ସୂଚନା ଦେଇଛନ୍ତି । ରାଜ୍ୟ ସରକାର ଲକ୍ଷ୍ମୀ ଯୋଜନାରେ ୧୬ ଶହ ବସ୍ ଚଳାଇବେ । ୧୬ ଶହରୁ ୧…

ସୁଆଣ୍ଡ ଗ୍ରାମକୁ ମଦମୁକ୍ତ କରିବା ଉଦ୍ଦେଶ୍ୟରେ ସ୍ୱଚ୍ଛ ଅନୁଷ୍ଠାନ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର

ପୁରୀ: ସୁଆଣ୍ଡ ଗ୍ରାମକୁ ମଦମୁକ୍ତ କରିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ। ଆଜି ଗୋପବନ୍ଧୁ ଦାସଙ୍କ ପବିତ୍ର ୧୪୬ତମ ଜନ୍ମଦିନ ଅବସରରେ ସମାଜସେବା ସଂସ୍ଥା ସ୍ୱଚ୍ଛର ଅଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ସ୍ୱାଇଁଙ୍କ ଅଧକ୍ଷତାରେ ସମସ୍ତ ସଦସ୍ୟ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ…

ଏଥର ସହିଦନଗରରେ ଚମକିବ ଇକୋ ଫ୍ରେଣ୍ଡଲି ତୋରଣ : ଉଚ୍ଚତା ୮୫ ଫୁଟ

ଭୁବନେଶ୍ବର: ପାଖେଇ ଆସୁଛି ଦୁର୍ଗା ପୂଜା  । ଏହି  ଅବସରରେ  ଆଜି ସହିଦନଗର ଦୁର୍ଗା ପୂଜା ସମିତି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଛି । ସଭାପତି, ଉପସଭାପତି, ଉପଦେଷ୍ଟା,କର୍ମକର୍ତ୍ତା,ସମ୍ପାଦକ ଓ ୩୦ ନମ୍ବର ଓ୍ବାର୍ଡର କର୍ପୋରେଟର ଏଥିରେ ଉପସ୍ଥିତ ଥିଲେ । ଚଳିତବର୍ଷ ସମିତି…

ସ୍ୱାଧୀନତାକୁ ୭୭ବର୍ଷ ପରେବି ଗାଁ କୁ ନାହିଁ ରାସ୍ତା, ରେଳ ଧାରଣା ଦେଇ ଯାଉଛନ୍ତି ଗ୍ରାମବାସୀ

ଜଳେଶ୍ୱର: ଦେଶ ସ୍ୱାଧୀନତାକୁ ଇତି ମଧ୍ୟରେ ୭୭ବର୍ଷ ବିତିଗଲାଣି । କିନ୍ତୁ ଏପର୍ଯ୍ୟନ୍ତ ଗ୍ରାମକୁ ରାସ୍ତାଟିଏ ହୋଇପାରିଲା ନାହିଁ । ପ୍ରଧାନମନ୍ତ୍ରୀଙ୍କ ଆହ୍ଵାନ କ୍ରମେ ଦେଶ, ବିକାଶର ଅମୃତ ମହୋତ୍ସଵ ପାଳନ କରୁଥିବା ବେଳେ ଗ୍ରାମବାସୀ, ଛାତ୍ରଛାତ୍ରୀ ଓ ଚାଷୀମାନେ ରେଳ ଧାରଣାକୁ ମୁଖ୍ୟ ରାସ୍ତା…

ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣା : ଏଯାଏଁ ମୃତଦେହ ସତ୍କାର ନେଇ ହୋଇନି ତାରିଖ ଧାର୍ଯ୍ୟ

ଭୁବନେଶ୍ବର: ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣା  । ଚିହ୍ନଟ ହୋଇନଥିବା ୨୮ ମୃତଦେହର ସତ୍କାର ପ୍ରକ୍ରିୟା । ଏ ନେଇ ଭୁବନେଶ୍ବର ଏମ୍ସ ନିର୍ଦ୍ଦେଶକ ଆଶୁତୋଷ ବିଶ୍ବାସ ସୂଚନା ଦେଇଛନ୍ତି । ସତ୍କାର ପ୍ରକ୍ରିୟାରେ ସିବିଆଇ, ବିଏମସି, ଏମ୍ସ ଏବଂ ରାଜ୍ୟ ସରକାର ସାମିଲ ହେବେ । ଏଯାଏ ସତ୍କାର ନେଇ…

ଟ୍ରାଫିକ୍ ପୋଲିସ ପକ୍ଷରୁ ଏନଫୋର୍ସମେଣ୍ଟ ଡ୍ରାଇଭ୍ ଆରମ୍ଭ, ରଙ୍ଗ୍ ରୁଟରେ ଡ୍ରାଇଭିଂ କରି ୨୦୧ଟି ବାଇକ ଜବତ

ଭୁବନେଶ୍ବର: ରାଜଧାନୀର ଟ୍ରାଫିକ୍ ବ୍ୟବସ୍ଥାକୁ ନିୟନ୍ତ୍ରଣ କରିବା ପାଇଁ ଭୁବନେଶ୍ବର-କଟକ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶିଙ୍କ ନିର୍ଦ୍ଦେଶ କ୍ରମେ ଗତ ୦୭ ଏବଂ ୦୮ ତାରିଖରେ ଟ୍ରାଫିକ୍ ଥାନା ୧ ଏବଂ ୨ ପକ୍ଷରୁ ଭୁବନେଶ୍ବର ବିଭିନ୍ନ ଅଞ୍ଚଳରେ ଏନଫୋର୍ସମେଣ୍ଟ ଡ୍ରାଇଭ ହୋଇଥିଲା। ଏହି…

କଟକ ସହରରୁ ଉଠିଯିବ ମାଲଗୋଦାମ: କାହିଁକି ଉଠିବ ଏବଂ କେଉଁଠିକୁ ଯିବ, ଜାଣନ୍ତୁ ପୂରା ବିବରଣୀ

କଟକ:କଟକ ସହରର ପରିଚୟ…ଦେଢଶହ ବର୍ଷର ସଂସ୍କୃତିକୁ ଧରି ରଖିଥିବା ମାଲଗୋଦାମ ଏ ପୁରୁଣା ସହର ଛାତିରୁ ହଜିଯିବ । ଫୁଲନଖରାରୁ ମଙ୍ଗୁଳି ଭିତରେ ଜାତୀୟ ରାଜପଥ ପାର୍ଶକୁ ଏହା ସ୍ଥାନାନ୍ତର କରାଯିବ । ଏ ନେଇ ବ୍ୟବସାୟୀ ସଂଘ ନିଷ୍ପତ୍ତି ନେଇଛନ୍ତି । ଦିନକୁ ଦିନ ଜନସଂଖ୍ୟା ବଢୁଛି । ବ୍ୟବସାୟୀ…