Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶକ୍ତିପୀଠର କାହାଣୀ: ଯେଉଁଠି ମାଆ ସରସ୍ୱତୀଙ୍କ ରୂପରେ ପୂଜା ପାଆନ୍ତି ଜଗତଜନନୀ

ଭୁବନେଶ୍ଵର: ଚାଲିଛି ପାର୍ବଣର ଋତୁ । ଆଉ ଦିନ କେଇଟା ପରେ ଧରାବତରଣ କରିବେ ମା ଦୁର୍ଗା । ଏଥିପାଇଁ ଚଳ ଚଞ୍ଚଳ ହୋଇ ଉଠିଛି ଗାଁ ରୁ ସହର । ମା'ଙ୍କ ଆଵାହନ ପାଇଁ ମର୍ତ୍ତ୍ୟବାସୀ ବେଶ ଉତ୍ସାହର ସହ ଲାଗି ପଡିଛନ୍ତି । ସାର୍ବଜନୀନ ମଣ୍ଡପ ଠାରୁ ଆରମ୍ଭ କରି ଶକ୍ତିପୀଠରେ ଚାଲିଛି ମା'ଙ୍କ ଷୋଡଶ…

ଜାତୀୟ ରାଜପଥ ପ୍ରଶସ୍ତିକରଣ ଅବହେଳା ପ୍ରତିବାଦରେ ୧୨ଘଣ୍ଟିଆ ରାସ୍ତା ଅବରୋଧ

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ନିକଟ ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ । ଜାତୀୟ ରାଜପଥର ପ୍ରଶସ୍ତିକରଣ ଅବହେଳା ପ୍ରତିବାଦରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସଚେତନ ନାଗରିକ କମିଟି ପକ୍ଷରୁ ୧୨ ଘଣ୍ଟିଆ ବରଗଡ଼ ବୋରିଗୁମା ରାସ୍ତାର  ଡୁଙ୍ଗୁରିପାଲି ଠାରେ  ୨୬ ନମ୍ବର…

ଫସଲ ଜଗିବାକୁ ମଞ୍ଚାରେ ଶୋଇଥିଲେ ବ୍ୟକ୍ତି, ବେକ କାଟିଦେଲା ଦୁର୍ବୃତ୍ତ

ଅନୁଗୁଳ: ଅନୁଗୁଳ ଜିଲ୍ଲା ପୁରୁଣାକୋଟ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଫସଲ ଜଗିବାକୁ ମଞ୍ଚାରେ ଶୋଇଥିବା ବ୍ୟକ୍ତିଙ୍କ ତଣ୍ଟି କାଟିଦେଲା ଦୁର୍ବୃତ୍ତ । କେହି କିଛି ଜାଣିବା ପୂର୍ବରୁ ଘଟଣାସ୍ଥଳରୁ ଚମ୍ପଟ ମାରିଛି ଅଭିଯୁକ୍ତ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା…

ଗୋପବନ୍ଧୁ ଜୟନ୍ତୀ : ନିଃସ୍ବାର୍ଥ ସେବାର ମୂର୍ତ୍ତିମନ୍ତ ବିଗ୍ରହ ଉତ୍କଳମଣୀ

“ମିଶୁ ମୋର ଦେହ ଏ’ ଦେଶ ମାଟିରେ ଦେଶବାସୀ ଚାଲି ଯାଆନ୍ତୁ ପିଠିରେ, ଦେଶର ସ୍ଵରାଜ୍ୟ ପଥେ ଯେତେ ଗାଢ଼ ପୁରୁ ତହିଁ ପଡି ମୋର ମାଂସ ହାଡ଼” – ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଭୁବନେଶ୍ଵର: ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କର ଜନ୍ମଜୟନ୍ତୀ । ଦିନଦରିଦ୍ରଙ୍କ ସେବାରେ ନିଜ…

ଜେଏସପି ଫାଉଣ୍ଡେସନର ‘ମିଶନ ଜିରୋ ହଙ୍ଗର’ କାର୍ଯ୍ୟକ୍ରମ, ଲୋଡିଲା ସାମାଜିକ ସହାୟତା, ସହଯୋଗ

ଭୁବନେଶ୍ୱର: ଏକ କ୍ଷୁଧାମୁକ୍ତ ଭାରତ ଗଠନ ପାଇଁ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି) ର ସାମାଜିକ ସଂଗଠନ ଜେଏସପି ଫାଉଣ୍ଡେସନ ଦୃଢ ସଂକଳ୍ପବଦ୍ଧ । ଏହି କ୍ରମରେ ଜେଏସପିର ଅଧକ୍ଷ ନବୀନ ଜିନ୍ଦଲଙ୍କ କ୍ଷୁଧାମୁକ୍ତ ଭାରତ ଲକ୍ଷକୁ ହାସଲ କରିବା ପାଇଁ ଫାଉଣ୍ଡେସନ ତାର ମହତ୍ୱାକାଂକ୍ଷୀ…

କିଟ୍ ଆନ୍ତର୍ଜାତିକ ଛାୟା ଜାତିସଂଘ ଉଦ୍‌ଯାପିତ

ଭୁବନେଶ୍ୱର : କିଟ୍ ବିଶ୍ୱବିଦ୍ୟାଳୟରେ ତିନିଦିନ ଧରି ଚାଲିଥିବା କିଟ୍ ଇଣ୍ଟରନ୍ୟାସନାଲ ମଡେଲ ୟୁନାଇଟେଡ୍ ନେସନସ୍ (ଏମୟୁଏନ୍‌)ର ୧୧ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି । ଏଥିରେ ଦେଶବ୍ୟାପୀ ୫ଶହ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ୧୩ଶହରୁ ଅଧିକ ପ୍ରତିନିଧି ଯୋଗ ଦେଇଥିଲେ । ଏହା…

ଜାତୀୟ ସ୍ତରରେ ଓଡ଼ିଶା ପାଇଁ ଗୌରବ ଆଣିଲେ ଏକଲବ୍ୟ ଛାତ୍ରଛାତ୍ରୀ, ୨୧ ଜଣ ଛାତ୍ରଛାତ୍ରୀଙ୍କୁ ସଫଳତା

ଭୁବନେଶ୍ବର: ଜାତୀୟ ସ୍ତରରେ ଗୌରବ ଆଣିଲେ ଓଡ଼ିଆ ଛାତ୍ରଛାତ୍ରୀ। ଏକଲବ୍ୟ ବିଦ୍ୟାଳୟରେ ପଢୁଥିବା ଛାତ୍ରଛାତ୍ରୀ ଚତୁର୍ଥ ଜାତୀୟ ସ୍ତରୀୟ ସାଂସ୍କୃତିକ ସାହିତ୍ୟ ତଥା କଳା ଉତ୍ସବରେ ଯୋଗ ଦେଇ ଓଡିଶା ପାଇଁ ଗୌରବ ଆଣିଛନ୍ତି। ଉତ୍ତରାଖଣ୍ଡସ୍ଥିତ ଡେରାଡୁନଠାରେ ଅକ୍ଟୋବର୩ ତାରିଖରୁ ୬ ତାରିଖ ମଧ୍ୟରେ…

‘ଜଣେ ଅଭିଯୁକ୍ତର ମୃତ୍ୟୁରେ ଖୁସି, ଅନ୍ୟ ଜଣେ ଦଣ୍ଡିତ ହେବା ଦରକାର’, କାହାକୁ ଇସାରା କଲେ ମମିତାଙ୍କ ମା?

ବଲାଙ୍ଗୀର: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାରେ ଆଉ ଜଣେ ଅଭିଯୁକ୍ତ ଦଣ୍ଡିତ ହେବା ଦରକାର। ସେ ଏବେ ବୁଲୁଛନ୍ତି। ମମିତାଙ୍କ ମା ଆଜି ଏହା କହିଛନ୍ତି। ସଂପୃକ୍ତ ଅଭିଯୁକ୍ତଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଇନି ସିବିଆଇ ଏହି ମାମଲାର ତଦନ୍ତ କଲେ ସଂପୃକ୍ତ ଅଭିଯୁକ୍ତ ଦଣ୍ଡିତ…

ସୁନ୍ଦରଗଡ: ରାସ୍ତାରୁ ଉଲଗ୍ନ ଅବସ୍ଥାରେ ଉଦ୍ଧାର ମାଆ, ଝିଅଙ୍କ ଘଟଣା, ଥାନାକୁ ପଠାଗଲା ଫଟୋ

ସୁନ୍ଦରଗଡ: ସୁନ୍ଦରଗଡ ରାସ୍ତାରେ ଉଲଗ୍ନ ଅବସ୍ଥାରେ ଉଦ୍ଧାର ହୋଇଥିବା ମା-ଝିଅଙ୍କ ଘଟଣା ଏବେ ଚର୍ଚ୍ଚାରେ। ସ୍ବାମୀର ମୃତ୍ୟୁ ପରେ କିଭଳି ତାଙ୍କ ଦିଅର ତାଙ୍କୁ ଓ ଝିଆରିଙ୍କୁ ବାରମ୍ବାର ଦୁଷ୍କର୍ମ କରୁଥିଲା ଚିକିତ୍ସାଧୀନ ଅବସ୍ଥାରେ ପୋଲିସକୁ ସେହି କାଳ କାହାଣୀ କହିଥିବା ସୂଚନା ରହିଛି।…

ରାଜ୍ୟ ମେଡିକାଲ ଆଉଟ ସୋରସିଙ୍ଗ କର୍ମଚାରୀ ସଂଘ ପକ୍ଷରୁ ସ୍ଥାୟୀ ନିଯୁକ୍ତି ଦାବି

ପୁରୀ: ମେଡିକାଲ ଆଉଟ ସୋରସିଙ୍ଗ କର୍ମଚାରୀମାନଙ୍କର ରାଜ୍ୟସ୍ତରୀୟ କନଭେନସନ ସ୍ଥାନୀୟ ବଳ ଗଣ୍ଡି ସ୍ଥିତ ଜାନକୀ ରେସିଡେନ୍ସି ହଲରେ ଅନୁଷ୍ଠିତ ହୋଇଯାଇଛି। ମେଡିକାଲରେ ସ୍ଥାୟୀ ନିଯୁକ୍ତି ଦାବି ନେଇ ରାଜ୍ୟ ମେଡିକାଲ ଆଉଟ ସୋରସିଙ୍ଗ କର୍ମଚାରୀ ସଂଘ ପକ୍ଷରୁ ବୈଠକ ଅନୁଷ୍ଠିତ ହୋଇଯାଇଛି।ସାରା…