Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଧାନସଭା ନିର୍ବାଚନରେ ବହୁତ ଭଲ କରିବୁ: ନବୀନ

ଭୁବନେଶ୍ବର: ଏଏନଆଇକୁ ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ମନ୍ତବ୍ୟ । ଆଜି ଏଏନଆଇକୁ ସାକ୍ଷାତକାର ଦେବା ଅବସରରେ ମୁଖ୍ୟମନ୍ତ୍ରୀ ଅନେକ ଗୁରୁତ୍ବପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଚଳିତ ବିଧାନସଭା ନିର୍ବାଚନରେ ଆମେ ବହୁତ ଭଲ କରିବୁ ।  ଲୋକସଭା ନିର୍ବାଚନରେ ବି ବହୁତ ଭଲ…

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ଆଜୀବନ କାରାଦଣ୍ଡରେ ଦଣ୍ଡିତ

ସୁନ୍ଦରଗଡ଼: ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲାରେ ଦଣ୍ଡାଦେଶ। ଦୋଷୀ ସୁଜିତ ମିଞ୍ଜକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କଲେ ସ୍ୱତନ୍ତ୍ର ପୋକ୍ସୋ କୋର୍ଟ। ୨୦୧୭ ଫେବ୍ରୁଆରୀ ୧୧ରେ ସୁନ୍ଦରଗଡ ତଳସରା ଥାନା କଣ୍ଟାବହାଲ ଗାଁରେ ୧୧ ବର୍ଷର ନାବାଳିକାକୁ ଦୁଷ୍କର୍ମ କରିଥିବା ଅଭିଯୋଗ ଥିଲା।…

ଓଡିଶାରେ ବିଜେପି ଓ ବିଜେଡି ମିଶିକି ଅଛନ୍ତି: ରାହୁଲ

ବାଲେଶ୍ବର: ଆସନ୍ତା ୧ ତାରିଖ ଦିନ ରାଜ୍ୟରେ ଶେଷ ପର୍ଯ୍ୟାୟରେ ୬ଟି ସଂସଦୀୟ କ୍ଷେତ୍ରରେ ଭୋଟ ଗ୍ରହଣ ହେବ । ଏଥିପାଇଁ  ଆଜି ସରୁଛି ପ୍ରଚାର। ଶେଷ ଦିନରେ ୩ ରାଜନୈତିକ ଦଳ ନିଜର ଜୋରଦାର ପ୍ରଚାର ଚଳାଇଛନ୍ତି । ଏହିମଧ୍ୟରେ ଆଜି କଂଗ୍ରେସ ନେତା ରାହୁଲ ଗାନ୍ଧି ଓଡ଼ିଶା ଗସ୍ତରେ ଆସି ସିମୁଳିଆ…

କେମିତି ହେଲା ବାଣ ବିସ୍ଫୋରଣ, ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି; କାହିଁକି ପ୍ରଶାସନକୁ ଦୋଷାରପ କରୁଛନ୍ତି ଲୋକେ?

ପୁରୀ: ଚନ୍ଦନ ଯାତ୍ରା ଅବସରରେ ନରେନ୍ଦ୍ର ପୋଖରୀର ମହାପ୍ରଭୁଙ୍କ ଚାପ ଖେଳ ସମୟରେ ବାଣ ବିସ୍ଫୋରଣ । ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ଘଟିଥିବା ବେଳେ ୩୦ରୁ ଅଧିକ ଶ୍ରଦ୍ଧାଳୁ ଗୁରୁତର ଆହତ ହୋଇଛନ୍ତି। ଯେଉଁମାନେ କି ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ନାବାଳକ…

ପୁରୀ ବାଣ ବିସ୍ଫୋରଣ: ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୁରୀ ଚନ୍ଦନ ଯାତ୍ରା ବେଳେ ହୋଇଥିବା ଭୟଙ୍କର ବାଣ ବିସ୍ଫୋରଣ ଆହତଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ ଅଲଟିମେଟରେ ଆହତଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଚିକିତ୍ସା ବ୍ୟବସ୍ଥା ନେଇ ବରିଷ୍ଠ…

ଠିକାଦାରଙ୍କ ବାସଭବନରେ ଆୟକର ବିଭାଗର ଚଢ଼ାଉ

ଯାଜପୁର: ନିର୍ବାଚନ ସମୟରେ ଶକ୍ତ ହୋଇଛି ଆୟକର ବିଭାଗ। ସ୍ଥାନେ ସ୍ଥାନେ ଚାଲିଛି ରେଡ। ଗୁପ୍ତ ସୂଚନା ପାଇବା ମାତ୍ରେ ଅକ୍ସନ କରୁଛି ଆୟକର ବିଭାଗ। ଏହାରି ଭିତରେ ଯାଜପୁର ଜିଲ୍ଲାରେ ହାଟପାଟଣା ଅଞ୍ଚଳରେ ଆଇଟି ରେଡ୍ ଖବର ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କ ବାସଭବନରେ ଆୟକର ବିଭାଗର ଚଢ଼ାଉ ।…

ଭୁବନେଶ୍ୱର ଏମ୍ସରେ ଆଇପିଏସ ଆଶିଷ ସିଂ, ସ୍ୱାସ୍ଥ୍ୟ ଯାଞ୍ଚ କରୁଛନ୍ତି ଏମ୍ସର ୬ ଜଣିଆ ବୋର୍ଡ

ଭୁବନେଶ୍ୱର: ଓଡ଼ିଶାରେ ନିର୍ବାଚନ ପ୍ରଚାର ସମୟରେ ଭାରତୀୟ ନିର୍ବାଚନ କମିଶନଙ୍କ ବଡ଼ ପଦକ୍ଷେପ। ୨୦୧୦ ବ୍ୟାଚ୍ ଆଇପିଏସ୍ ଆଶିଷ ସିଂଙ୍କ ସ୍ୱାସ୍ଥ୍ୟ ଖରାପର ଯାଞ୍ଚ ଭୁବନେଶ୍ୱର ଏମ୍ସ ଡାକ୍ତର ବୋର୍ଡ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କମିଶନର। ମେ’ ୪ ତାରିଖରୁ ସ୍ୱାସ୍ଥ୍ୟ ପରୀକ୍ଷା ଦର୍ଶାଇ…

ଶେଷ ପର୍ଯ୍ୟାୟର ଶେଷ ମାରାଥନ୍, ମଇଦାନରେ ଚାଲିଛି ସମରସଜ୍ଜା

ଭୁବନେଶ୍ବର: ଦେଶରେ ୭ମ ଓ ରାଜ୍ୟରେ ୪ର୍ଥ । ଶେଷ ପର୍ଯ୍ୟାୟ ନିର୍ବାଚନକୁ ଆଉ ଦିନଟିଏ ମାତ୍ର । ଏହାରି ଭିତରେ ଦେଶ ତଥା ରାଜ୍ୟରେ ଆଜି ହେଉଛି ମଇଦାନ ପ୍ରଚାରର ଶେଷ ଦିନ । ଆଜି ସନ୍ଧ୍ୟା ପରେ ପ୍ରଚାର ମଇଦାନ ହେବ ଖାଁ ଖାଁ । ଏଥିପାଇଁ ନିଜର ଜି ଜାନ ଲଗାଇ ଦେଇଛନ୍ତି ରାଜ୍ୟ ତଥା ଦେଶର ପ୍ରମୁଖ…

ପ୍ରବଳ ଗୁଳୁଗୁଳି, ସକାଳୁ ସକାଳୁ ପାରଦ ୩୯ ଛୁଇଁଲାଣି

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି ସହ, ପ୍ରବଳ ଗୁଳୁଗୁଳି । ଆଜି ସକାଳୁ ସକାଳୁ ଏହାର ପ୍ରଭାବ ରାଜ୍ୟରେ ଅନୁଭୂତ ହେଲାଣି । ଆଜି ସକାଳ ୮ଟା  ୩୦ ସୁଦ୍ଧା ୩୯ ଡିଗ୍ରୀ ତାପମାତ୍ରା ସହ ଭବାନୀପାଟଣା ସବୁଠୁ ଉତପ୍ତ ସହର । ସେହିପରି ଟିଟିଲାଗଡ଼ ୩୮ ଡିଗ୍ରୀ,  ବଲାଙ୍ଗୀରରେ ୩୭.୪, …