Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁଣି ବଢ଼ିଲାଣି ତାତି; ସାଢ଼େ ୧୧ଟା ସୁଦ୍ଧା ତାପମାତ୍ରା ୪୨ ପାର୍

ଭୁବନେଶ୍ୱର: ପୁଣି ବଢ଼ିଲାଣି ତାତି। ଅସ୍ତବ୍ୟସ୍ତ ଜନଜୀବନ। ସାଢ଼େ ୧୧ଟା ସୁଦ୍ଧା ତାପମାତ୍ରା ୪୨ ପାର୍। ଆଜି ୪୨.୮ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର। ସମ୍ବଲପୁର ୪୨.୨ ଓ ହୀରାକୁଦ ତାପମାତ୍ରା ୪୨ ଡିଗ୍ରୀ ଥିବା ବେଳେ ରାଉରକେଲା ୪୦.୮, କେନ୍ଦୁଝର ୪୦.୫, ଭୁବନେଶ୍ୱର ୩୮.୮…

ଶାସନରେ ରହି କ୍ଷମତାର ଅପବ୍ୟବହାର କରିଛନ୍ତି:ଭର୍ତ୍ତୃହରି

ଭୁବନେଶ୍ବର: ପାଣ୍ଡିଆନଙ୍କୁ କଡା ସମାଲୋଚନା କଲେ ବିଜେପି ନେତା ଭର୍ତ୍ତୃହରି ମହତାବ । ଇସିଆଇର କାର୍ଯ୍ୟାନୁଷ୍ଠାନକୁ ନେଇ ପାଣ୍ଡିଆନଙ୍କ ପ୍ରତିକ୍ରିୟାକୁ ସମାଲୋଚନା କରିଛନ୍ତି ଭର୍ତ୍ତୃହରି । କହିଲେ ଯିଏ ଯେଉଁ ପ୍ରକୃତିର ସିଏ ସେଇ ପ୍ରକୃତିର ଲୋକଙ୍କୁ ସମର୍ଥନ କରେ । ଇସିଆଇର…

ଯୌତୁକ ନିର୍ଯାତନା: ନିର୍ମମ ଭାବେ ପିଟିପିଟି ହତ୍ୟା କଲା ସ୍ବାମୀ

ଖଲ୍ଲିକୋଟ: ଯୌତୁକ ପାଇଁ ପୁଣି ଚାଲିଗଲା ଜଣେ ନବବଧୂଙ୍କ ଜୀବନ । ଯୌତୁକ ନଆଣି ପାରିବାରୁ ପିଟି ପିଟି ହତ୍ୟା କଲା ସ୍ବାମୀ । ଏଭଳି ବର୍ବର କାଣ୍ଡ ଘଟାଇ ଫେରାର ହେଲେ ଶାଶୂ, ଶ୍ବଶୁର, ଓ ନଣନ୍ଦ । ଘଟଣାସ୍ଥଳରେ ପହଞ୍ଚି ସ୍ବାମୀକୁ କାବୁ କଲା ପୋଲିସ । ଏଭଳି କିଛି ଅଭାବନୀୟ ଘଟଣା ଘଟଛି…

ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ: କୁଖ୍ୟାତ ମାଓ ନେତ୍ରୀଙ୍କ ସହ ଦୁଇ ମାଓବାଦୀ ନିହତ

ମାଲକାନଗିରି: ମାଲକାନିଗିର ସୀମାନ୍ତ ଛତିଶଗଡ଼ ବିଜାପୁରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର ଜାରି ରହିଛି। ମଦ୍ଦେଡ୍ ଥାନା ବଦ୍ଦେପାରା ଜଙ୍ଗଲରେ ଏନକାଉଣ୍ଟର ସମୟରେ କୁଖ୍ୟାତ ମାଓନେତ୍ରୀ ସମେତ ୨ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ଜଙ୍ଗଲରୁ କୁଖ୍ୟାତ ମାଓ ନେତ୍ରୀ ମନିଲାଙ୍କ ସହ ଦୁଇ…

ମୁଖ୍ୟମନ୍ତ୍ରୀଙ୍କ ଭିଡିଓକୁ ପୁଣି ଟାର୍ଗେଟ କଲେ ବୈଜୟନ୍ତ, କହିଲେ କଣ୍ଢେଇ ନଚାଳିଙ୍କୁ ବାଏ ବାଏ କହିବାର ସମୟ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ପ୍ରତି ପାଣ୍ଡିଆନଙ୍କ ବ୍ୟବହାରକୁ ନେଇ ଟାର୍ଗେଟ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ଏନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ବୈଜୟନ୍ତ । ନିଜ ଏକ୍ସ ହ୍ୟାଣ୍ଡେଲରେ ବୈଜୟନ୍ତ ଲେଖିଛନ୍ତି ଯେ, ଆଉ ଏକ ଏଆାଇ ପ୍ରସ୍ତୁତ ଡିଫ୍ ଫେକ୍…

ବିଜେପିରୁ ବିଦା ହେଲେ ହିମାଂଶୁ

ଯାଜପୁର: ବିଜେପିରୁ ବହିଷ୍କାର ହେଲେ ହିମାଂଶୁ ଶେଖର । ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ଯୁବ ନେତା ତଥା ସ୍ବାଧୀନ ବିଧାୟକ ପ୍ରାର୍ଥୀ ହିମାଂଶୁ ଶେଖର ସାହୁକୁ ଆଜି ଦଳ ବହିଷ୍କାର କରିଛି । ଦଳ ବିରୋଧୀ କାର୍ଯ୍ୟ ଏବଂ ଦଳର ଅନୁଶାସନ ଭଙ୍ଗ ପାଇଁ ରାଜ୍ୟ ବିଜେପି ସଭାପତି ମନମୋହନ…

ଆହୁରି ତିନି ଦିନ ତାତିରୁ ନାହିଁ ତ୍ରାହି, ୩୧ ତାରିଖ ଯାଏ ଉପରମୁହାଁ ହେବ ପାରଦ

ଭୁବନେଶ୍ୱର: ପଶ୍ଚିମ ଆକାଶରୁ ଅଗ୍ନିବର୍ଷା। ଗୁଳୁଗୁଳିରେ ଛଟପଟ ଉପକୂଳ ଓଡ଼ିଶା। ଆହୁରି ତିନି ଦିନ ତାତିରୁ ନାହିଁ ତ୍ରାହି । ୩୧ ତାରିଖ ଯାଏ ଉପରମୁହାଁ ହେବ ପାରଦ। ଆସନ୍ତା ୩ ଦିନରେ ଦିନ ତାପମାତ୍ରା ୨-୪ ଡିଗ୍ରୀ ସେଲସିୟସ୍ ଯାଏ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ, ଘରୋଇ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ ହୋଇପଡ଼ିଛନ୍ତି। ଏନେଇ ସେ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ଯୋଗେ ସୂଚନା ଦେଇଛନ୍ତି। ସୁଦର୍ଶନ ପଟ୍ଟନାୟକ ମଙ୍ଗଳବାର ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନିଶ୍ୱାସ…

ଅଳ୍ପକେ ବର୍ତ୍ତିଲେ ଯବାନ, ଘଞ୍ଚ ଜଙ୍ଗଲରେ ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ

କନ୍ଧମାଳ: କନ୍ଧମାଳରେ ମାଓବାଦୀ ଜଣେ ଯୁବକଙ୍କୁ ପୋଲିସ ଇନ୍‌ଫର୍ମର୍‌ ସନ୍ଦେହ କରି ନିର୍ମମ ଭାବେ ହତ୍ୟା କରିବା ପରେ ପୋଲିସ ପକ୍ଷରୁ ବଡ଼ ଧରଣର ଅଭିଯାନ ଆରମ୍ଭ ହୋଇଛି। ହେଲେ ଏହି ଅଭିଯାନ ବେଳେ ଅଳ୍ପକେ ବର୍ତ୍ତିଲେ ଯବାନ। ଘଞ୍ଚ ଜଙ୍ଗଲରେ ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ। ସୂଚନା…

ଏସସିବିରେ ଭର୍ତ୍ତି ହେଲେ ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା: ଏସସିବିରେ ଭର୍ତ୍ତି ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଖୋର୍ଦ୍ଧା ଜେଲରୁ ତାଙ୍କୁ ଅଣାଯାଇ କଟକ ଏସସିବିରେ ଭର୍ତ୍ତି କରାଯାଇଛି । ଅସୁସ୍ଥତା କାରଣ ଦର୍ଶାଇ ଓକିଲଙ୍କ ଆବେଦନ ଆଧାରରେ ଆଜି ଭୋର ୪ଟା ସମୟରେ ତାଙ୍କୁ ନମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ।…