Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁତୁରାର ଟାଙ୍ଗିଆ ଚୋଟରେ ମାଆ-ଝିଅ ଗୁରୁତର, ଅଭିଯୁକ୍ତ ଗିରଫ

ବରଗଡ଼ : ଅତାବିରା ବ୍ଲକ ଅମଲିପାଲି ପଞ୍ଚାୟତ ଗୁତୀ ପାଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି। ପୁତୁରାର ଟାଙ୍ଗିଆ ଚୋଟରେ ମାଆ-ଝିଅ ଗୁରୁତର ହୋଇଛନ୍ତି। ସାମାନ୍ୟ ଘରୋଇ କଳହକୁ ନେଇ ଜଣେ ବ୍ୟକ୍ତି ତାର ସମ୍ପର୍କୀୟ ବଡ ମାଆ ଓ ଝିଆରୀକୁ ଟାଙ୍ଗିଆରେ ହାଣି ମାରିବା ପାଇଁ ମରଣାନ୍ତକ ଆକ୍ରମଣ କରିଛି।…

ଘରକୁ ଫେରୁଥିବା ବେଳେ ବଜ୍ରପାତରେ ଚାଲିଗଲା ଦୁଇ ଜଣଙ୍କ ଜୀବନ

ଖୋର୍ଦ୍ଧା: ଖୋର୍ଦ୍ଧା ପୁବୁସାହି ପଞ୍ଚାୟତର ଜୟମଙ୍ଗଳ ଗାଁରେ ଅଭାବନୀୟ ଘଟଣା। ବଜ୍ରାଘାତରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଦ୍ବୟ ହେଲେ ୬୨ ବର୍ଷୀୟ ନାରଣ ପ୍ରଧାନ ଓ ୪୨ ବର୍ଷୀୟ ସରୋଜ ଜେନା। ଜୟମଙ୍ଗଳ ଗାଁର ନାରାୟଣ ପ୍ରଧାନ ଓ ସରୋଜ ଜେନା ବିଲରୁ କାମ ସାରି ଘରକୁ ଫେରୁଥିଲେ। ରାସ୍ତାରେ…

ଆଗାମୀ ୫ ବର୍ଷ ଭିତରେ ଓଡ଼ିଶାକୁ ସର୍ବାଧିକ ୧ ଲକ୍ଷ କୋଟ ଟଙ୍କାର ଆସିବ ରେଳ ପ୍ରୋଜେକ୍ଟ: ଅଶ୍ଵିନୀ

ଭୁବନେଶ୍ବର: ଭୁବନେଶ୍ୱରରେ ଆୟୋଜିତ ବିଜେପିିର ବିଜୟ ସମ୍ବର୍ଦ୍ଧନା ସଭାରେ ରାଜ୍ୟବାସୀଙ୍କୁ କୃତଜ୍ଞତା ଜଣାଇବା ସହ ରେଲୱେ ବିକାଶର ଭବିଷ୍ୟତ ନେଇ ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଓଡିଶାକୁ ୧ ଲକ୍ଷ କୋଟିର ପ୍ରକଳ୍ପ ଦିଆଯିବାକୁ ନେଇ ଘୋଷଣା କରିଛନ୍ତି…

ମର୍ମନ୍ତୁଦ ସଡକ ଦୁର୍ଘଟଣା: ଅଟୋ ଓ ବାଇକ ମଧ୍ୟରେ ଧକ୍କା, ଜଣେ ମୃତ ଓ ୧୩ ଆହତ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ମା’ ମଝିଘରିଆଣୀ ମନ୍ଦିର, ପିତମୋହଲ ରାସ୍ତାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଠାରେ ଅଟୋ ଓ ବାଇକ ମଧ୍ୟରେ ଧକ୍କା ହେବା ଫଳରେ ଜଣେ ମୃତ ଓ ୧୩ ଆହତ ହୋଇଥିବା ସୂଚନା ରହିଛି। ମୃତକଙ୍କ ନାଁ ଗଣେଶ ପିଡ଼ିକା ହୋଇଥିବା ବେଳେ ତାଙ୍କ ଘର ରାୟଗଡ଼ାରେ ବେହେରାଗୁଡ଼ା…

ଓଡ଼ିଶାର ଶାସନ ସଚିବ ଭାବରେ ଦାୟିତ୍ଵ ନେଲେ ମନୋଜ ଆହୁଜା

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା। ଲୋକସେବା ଭବନରେ ସେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି। କେନ୍ଦ୍ର ସରକାରରେ କୃଷି ସଚିବ ଏବଂ ଚାଷୀ କଲ୍ୟାଣ ସଚିବ ଭାବେ…

ସକ୍ରିୟ ଲଘୁଚାପ: ଆଉ ଦୁଇ ଦିନ ପ୍ରବଳ ବର୍ଷା

ଭୁବନେଶ୍ବର: ଉତ୍ତରପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଆହୁରି ୨ଦିନ ଯାଏଁ ରାଜ୍ୟରେ ଏପରି ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର…

ରତ୍ନଭଣ୍ଡାର ଶୀଘ୍ର ଖୋଲିବ, ଯଦି ଗଡ଼ବଡ଼ ଥିବ ଦୋଷୀକୁ ଦଣ୍ଡ ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ରତ୍ନଭଣ୍ଡାର ନିଶ୍ଚିତ ଖୋଲିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଜେପିର ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରତ୍ନଭଣ୍ଡାର ନିଶ୍ଚିତ ଖୋଲାଯିବ । ଆଉ ଗଣତି ହେବ। ଯଦି କିଛି…

ସ୍ୱାମୀର ଗୁଳିମାଡରେ ସ୍ତ୍ରୀ ମୃତ ଓ ଝିଅ ଗୁରୁତର

କଳାହାଣ୍ଡି: ଦେଶୀ ବନ୍ଧୁକରୁ ଗୁଳିଫୁଟି ଜଣେ ମୃତ, ଜଣେ ଗୁରୁତର। କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ରରପୁ କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗାଁରେ ଏପରି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଗାଁର ଜେମା ଦେଇ ମାଝୀ । ଜେମାଙ୍କ ଝିଅ ବିଦ୍ୟା ମାଝୀ ବୁର୍ଲା ମେଡିକାଲରେ ଭର୍ତ୍ତି…

‘କାଳିଆ, ବଳିଆ ଓ ସୁଭଦ୍ରା ସଦୃଶ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ’

ଭୁବନେଶ୍ବର: ଭୁବନେଶ୍ବର ପ୍ରଦର୍ଶନୀ ପଡିଆରେ ଆୟୋଜିତ ହୋଇଛି ବିଜେପି ସମ୍ବର୍ଦ୍ଧନା ସଭା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡା ଓ କେନ୍ଦ୍ରମନ୍ତ୍ରୀଙ୍କ ସମେତ ମନ୍ତ୍ରିମଣ୍ଡଳର ମନ୍ତ୍ରୀମାନେ ମଧ୍ୟ ଏହି ସମ୍ବର୍ଦ୍ଧିତ…

ରଥଯାତ୍ରା ପାଇଁ ରେଳବାଇ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା: ୩୧୫ ସ୍ୱତନ୍ତ୍ର ଟ୍ରେନ, ଷ୍ଟେସନରେ ୧୫ ହଜାର ଭକ୍ତଙ୍କ ରହଣି…

ପୁରୀ: ପବିତ୍ର ରଥଯାତ୍ରା ପାଇଁ ରେଳବାଇ ତରଫରୁ ଯାତ୍ରୀମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା । ପୁରୀରେ ସ୍ଥିତି ସମୀକ୍ଷା କରିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଗତବର୍ଷ ପ୍ରାୟ ୧୧ ଲକ୍ଷ ଭକ୍ତଙ୍କ ପାଇଁ ବିଭିନ୍ନ ବ୍ୟବସ୍ଥା କରାଯାଇଥିବା ବେଳେ ଚଳିତ ବର୍ଷ ୧୫ ଲକ୍ଷ ଭକ୍ତଙ୍କ…