Latest Odisha News

BREAKING NEWS

Browsing Category

ଓଡିଶା

Odisha

ସ୍କୁଟିକୁ ଧକ୍କାଦେଲା ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ ଗାଡି : ମାଆ ଓ ଦୁଇ ଶିଶୁ ଗୁରୁତର

ସୁବଣ୍ଣର୍ପୁର:  ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମାରେ ମର୍ମନ୍ତୁଦ ଦୁର୍ଘଟଣା । ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀଙ୍କ ଗାଡି ଏକ ସ୍କୁଟିକୁ ଧକ୍କା ଦେଇଛି  । ଫଳରେ ସ୍କୁଟି ଚାଳକ ମାଆ ଏବଂ ଦୁଇ ଶିଶୁ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ ସୋନପୁର ସହରର ଏକ ଘରୋଇ ସ୍କୁଲରୁ ପରୀକ୍ଷା ଦେଇ…

ବାତ୍ୟା ସମ୍ଭାବନାକୁ ଆଖି ଆଗରେ ରଖି ରାଜ୍ୟ ସରକାର ଆରମ୍ଭ କଲେ ପ୍ରସ୍ତୁତି

ଭୁବନେଶ୍ୱର: ଓଡ଼ିଶା ସରକାର ଆଗାମୀ ଦିନରେ ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। କାରଣ ରାଜ୍ୟରେ ସାଧାରଣତଃ ଅକ୍ଟୋବର ମାସରେ ଏହି ବାତ୍ୟା ହୋଇଥାଏ। ଗୁରୁବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି…

କିସ୍‍ ଫାଉଣ୍ଡେସନ୍‍ର ସହାୟତା: ବଦଳିଲା ୪ ଅନାଥ ଝିଅଙ୍କ ଭାଗ୍ୟ

ଭୁବନେଶ୍ୱର: କିସ୍‍ ଫାଉଣ୍ଡେସନ୍‍ ଯୋଗୁଁ ପୁରୀ ଜିଲ୍ଲା ଚନ୍ଦନପୁର ନିକଟସ୍ଥ ରଘୁରାଜପୁର ଗ୍ରାମର ୪ ଅନାଥ ଭଉଣୀଙ୍କ ଭାଗ୍ୟ ବଦଳିଯାଇଛି । ସେମାନଙ୍କ ମୁହଁରେ ଆଜି ହସ ଫୁଟିଛି । ପୂର୍ବ ପ୍ରତିଶ୍ରୁତି ମୁତାବକ କିସ୍‍ ଫାଉଣ୍ଡେସନ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଗୁରୁବାର ଉକ୍ତ ୪ ଭଉଣୀଙ୍କ…

ଗୋଲଡେନ୍ ବାବା ବିରୋଧରେ ଚାର୍ଜସିଟ୍ ଦାଖଲ କଲା ଇଡି

ଭୁବନେଶ୍ୱର: ଗୁରୁବାର ଭୁବନେଶ୍ୱରସ୍ଥିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଜ୍ୟୋତି ରଞ୍ଜନ ବେଉରାଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରାଯାଇଛି। ଜ୍ୟୋତି ବେଉରା ଗୋଲଡେନ୍ ବାବା ନାମରେ ପରିଚିତ। ବେଉରାଙ୍କ ବ୍ୟାଙ୍କ ବାଲାନ୍ସକୁ ସିଜ୍ କରିବା ସହ ତାଙ୍କର ଦୁଇଟି ଦାମୀ ଗାଡ଼ି ଜବତ…

ନୀରଜ ଓ କିଶୋରଙ୍କୁ ବାଲୁକା କଳାରେ ଶୁଭେଚ୍ଛା ଜଣାଇଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଏସିଆନ ରୌପ୍ୟ ବିଜୟୀ ଓଡ଼ିଆ ପୁଅ କିଶୋର ଜେନାଙ୍କୁ ବାଲୁକାକଳାରେ ଶୁଭେଛା । ଏସିଆନ ଗେମ୍ସ ର ଜାଭେଳିନ  ଥ୍ରୋ ଇଭେଣ୍ଟରେ ନୀରଜ ଚୋପ୍ରା ସ୍ବର୍ଣ୍ଣ ଜିତିଥିବାବେଳେ ଓଡିଆ ପୁଅ କିଶୋର ଜେନା ରୌପ୍ୟ ପଦକ ଜିତିଛନ୍ତି  । ଦୁହେଁ ଭାରତ ପାଇଁ ଗର୍ଵ ଆଣିଥିବାବେଳେ ବାଲୁକାକଳା ମାଧ୍ୟମରେ…

ଆଜି ମୂଳାଷ୍ଟମୀ: ଆଜିଠୁ ରାଜ୍ୟର ବିଭିନ୍ନ ଶକ୍ତିପୀଠରେ ଆରମ୍ଭ ହୋଇଛି ଷୋଡଶ ପୂଜା

କଟକ : ଆଜି ହେଉଛି ମୂଳାଷ୍ଟମୀ । ଆଜିଠାରୁ ରାଜ୍ୟର ବିଭିନ୍ନ ଶକ୍ତିପୀଠରେ ଆରମ୍ଭ ହୋଇଛି ଷୋଡଶ ପୂଜା। ସକାଳୁ ସକାଳୁ ଶକ୍ତିପୀଠ ଗୁଡିକରେ ପୂଚାର୍ଚ୍ଚନା ଚାଲିଛି । ମୂଳାଷ୍ଟମୀରୁ ମହାଅଷ୍ଟମୀ ପର୍ଯ୍ୟନ୍ତ ମା’ଙ୍କୁ ୧୬ଟି ବେଶରେ ସଜ୍ଜିତ କରାଯିବ  । ଏହି ସମୟରେ ମାଙ୍କୁ ଦର୍ଶନ କଲେ କୋଟି…

ଆଜି ଜନ୍ମମାଟିରେ ପହଞ୍ଚିବ ସହିଦ ଯବାନ ସରୋଜଙ୍କ ପାର୍ଥିବ ଶରୀର

ଢେଙ୍କାନାଳ : ସବୁକିଛି ଛାରଖାର କରିଦେଇଛି ପ୍ରଳୟଙ୍କରୀ ବନ୍ୟା । ହଠାତ୍ ପାଣି ମାଡି ଆସି ୨୩ଜଣ ଯବାନଙ୍କୁ ଭସାଇ ନେଇଛି  । କେବଳ ଯବାନଙ୍କ ଭାସାଇ ନେଇନି ଏପର୍ଯ୍ୟନ୍ତ ୨୨ ଯବାନଙ୍କ ସହିତ ୧୦୩ ସାଧାରଣ ଲୋକଙ୍କର କୌଣସି ପତ୍ତା ମିଳୁନି  । ୩୦୦୦ ପର୍ଯ୍ୟଟକ ଏବେ ବି ବନ୍ୟାପାଣିରେ ଫସି…

ଦୁଇ ବର୍ଷରେ ଟିପିଏସ୍ଓଡିଏଲ୍ ନିର୍ମାଣ କରିଛି ୧୯୧୮ ସୁରକ୍ଷା ପାଚେରୀ

ବ୍ରହ୍ମପୁର: ସାଧାରଣ ଜନତାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ବିଦ୍ୟୁତ ଡିଷ୍ଟ୍ରିବ୍ୟୁସନ ସବ-ଷ୍ଟେସନ(ଡିଏସଏସ)ଗୁଡିକୁ ପାଚେରୀ ଘେରା କରାଯାଇଛି । ସବ-ଷ୍ଟେସନ ଚାରିପଟେ ପାଚେରୀ ନିର୍ମାଣ କରିବା ଦ୍ୱାରା ସ୍ଥାନୀୟ…

ଚାଷ ଜମିରେ କୀଟନାଶକ ଔଷଧ ବ୍ୟବହାର ଉପରେ ରୋକ୍ ଲଗାଇଲେ ସରକାର

ଭୁବନେଶ୍ୱର: ରାଜ୍ୟ ସରକାର ଅତ୍ୟନ୍ତ ବିଷାକ୍ତ କୀଟନାଶକ ଔଷଧ ବ୍ୟବହାର ଉପରେ ରୋକ୍ ଲଗାଇଛନ୍ତି। ଏହି ରାସାୟନିକ ପଦାର୍ଥର ମଣିଷ ଓ ଜୀବଜନ୍ତୁଙ୍କ ସ୍ୱାସ୍ଥ୍ୟ ଉପରେ ପଡୁଥିବା କୁପ୍ରଭାବକୁ ରୋକିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ଏହି ନିଷେଧାଦେଶ ତୁରନ୍ତ କାର୍ଯ୍ୟକାରୀ ହୋଇଛି, ଏବଂ…

ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀ ପ୍ରସ୍ତୁତ, ପ୍ରଧାନଶିକ୍ଷକ କିନ୍ତୁ ପ୍ରସ୍ତୁତ ହୋଇପାରିଲେନି…

କଟକ: ଦଶମ ଶ୍ରେଣୀ ଷାଣ୍ମାସିକ ପ୍ରଶ୍ନପତ୍ର ଠିକ୍ ସମୟରେ ପରୀକ୍ଷା କେନ୍ଦ୍ରକୁ ପଠାଇବାକୁ ପ୍ରଧାନ ଶିକ୍ଷକ ଭୁଲିଯିବା ପରେ କଟକ ଜିଲ୍ଲାର ଏକ ସ୍କୁଲରେ ହାଇ ଡ୍ରାମା ଦେଖିବାକୁ ମିଳିଛି। ଛାତ୍ରଛାତ୍ରୀଙ୍କୁ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିବାକୁ ପଡ଼ିଥିବା ବେଳେ ନିଜ ଘରେ ପ୍ରଶ୍ନପତ୍ର ରଖିଥିବା…