Latest Odisha News

BREAKING NEWS

Browsing Category

ଓଡିଶା

Odisha

ୟାଟସ ବିଜେତାଙ୍କ ଇସ୍ରୋ ପରିଦର୍ଶନ, ୩୦ଟି ଜିଲ୍ଲାର ୨୦ ଜଣ ସ୍କୁଲ ଛାତ୍ରଛାତ୍ରୀଙ୍କ ଚୟନ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଅଧୀନରେ ପରିଚାଳିତ ପଠାଣି ସାମନ୍ତ ପ୍ଲାନେଟୋରିୟମ ସହଯୋଗରେ ଆୟୋଜିତ ଟାଟା ଷ୍ଟିଲର ୟାଟ୍‌ସ ୨୦୨୩ର ବିଜେତାମାନେ ଆଜି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ସ୍ପେସ୍ ଆପ୍ଲିକେସନ୍ ସେଂଟର ପରିଦର୍ଶନ କରିବାକୁ ଯାତ୍ରା…

ସକ୍ରିୟ ଲଘୁଚାପ, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ଆଜିଠୁ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୁଳ -ଢେଙ୍କାନାଳ,…

କୁମ୍ଭୀର ଆକ୍ରମଣରେ ନାବାଳକ ମୃତ ଘଟଣା, ୬ ଲକ୍ଷ ଟଙ୍କା ଅନୁକମ୍ପା ରାଶୀ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଅନୁଗୁଳ: ଅନୁଗୁଳ ଜିଲ୍ଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣାରେ ମୂଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ଏହା ସହିତ ମୃତ ବାଳକର ପରିବାରର ନିକଟତମ ଆତ୍ମୀୟଙ୍କୁ ୬…

ଖୁବଶୀଘ୍ର ଓଡିଶା ବିଧାନସଭା ହେବ ପେପରଲେସ୍

ଭୁବନେଶ୍ଵର: ଓଡ଼ିଶା ବିଧାନସଭାକୁ ପେପରଲେସ୍‌ କରାଯିବ । ଏନେଇ ସୂଚନା ଦେଇଛନ୍ତି ବାଚସ୍ପତି ସୁରମା ପାଢ଼ୀ । ବାଚସ୍ପତିଙ୍କ କହିବାନୁସାରେ, ବିଧାନସଭାକୁ ସଂପୂର୍ଣ୍ଣ କାଗଜମୁକ୍ତ କରିବାକୁ ଯୋଜନା କରାଯାଇଛି । ବିଧାନସଭାକୁ ପେପରଲେସ୍‌ କରିବାକୁ ନେଭା ଦାୟିତ୍ବ ନେଇଛି । ପୁରୁଣା ଓ ନୂଆ ସମସ୍ତ…

ଲାଞ୍ଚ ନେଇ ଧରାପଡ଼ିଲେ ପଟ୍ଟାମୁଣ୍ଡାଇ ତହସିଲ୍‌ର କିରାଣି

ପଟ୍ଟାମୁଣ୍ଡାଇ :ଭିଜିଲାନ୍ସ ଜାଲରେ ପଟ୍ଟାମୁଣ୍ଡାଇ ତହସିଲ କାର୍ଯ୍ୟାଳୟର ବଡ଼ବାବୁ ଜନ୍‌ ଉଇଲିୟମ ବରାଳ। ଜମି ବିଭାଜନ ସମ୍ବନ୍ଧୀୟ କେସ୍ ରେକର୍ଡର ସାର୍ଟିଫାଏ ନକଲ କପି ଦେବା ପାଇଁ ଜଣେ ବ୍ୟକ୍ତିଙ୍କ ନିକଟରୁ ୧୦ ହଜାର ଲାଞ୍ଚ ନେବା ବେଳେ ବଡ଼ବାବୁ ଜନ୍‌ ଉଇଲିୟମ ବରାଳଙ୍କ ମାଡ଼ି ବସିଲା…

ଜୁଲାଇ ୧ରୁ ସାଧାଣଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପହିଲାରୁ ମୁଖ୍ୟମନ୍ତ୍ରୀ ଶୁଣିବେ ଅଭିଯୋଗ । ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ଜୁଲାଇ ୧ରୁ ୟୁନଟି-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ସକାଳ ୧୧ଟାରୁ ଅଭିଯୋଗ ଶଣାଣି କରିବେ…

ମହିଳା ସାମ୍ବାଦିକାଙ୍କ ଉପର କୁକୁର ଛାଡ଼ିବା ମାମଲା, ପୁଣି ରଘୁନନ୍ଦନଙ୍କ ଘରେ ପୋଲିସ

ଭୁବନେଶ୍ୱର: ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିଦେବା ଅଭିଯୋଗ ମାମଲା । ପୁଣି ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ଘରେ ପହଞ୍ଚିଲା ପୋଲିସ । ରଘୁନନ୍ଦନ ଦାସଙ୍କ କ୍ୱାର୍ଟରରେ କ୍ୟାପିଟାଲ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି। ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର…

ଟିକରପଡ଼ା ମହାନଦୀ କୂଳରୁ ୮ ବର୍ଷର ନାବାଳକକୁ ଘୋଷାଡିନେଲା କୁମ୍ଭୀର

ଅନୁଗୋଳ: ଅନୁଗୋଳ ଜିଲ୍ଲା ଟିକରପଡ଼ା ଘାଟ ସାହି ଅଞ୍ଚଳରରେ ଦେଖିବାକୁ ମିଳିଛି ଶୋକାକକୂଳ ପରିବେଶ । ମହାନଦୀ କୂଳରୁ ୮ ବର୍ଷର ନାବାଳକକୁ ଘୋଷାଡିନେଲା କୁମ୍ଭୀର । ମୃତ ନାବାଳକର ଘର ଟିକରପଡ଼ା ଘାଟ ସାହି ଅଞ୍ଚଳରରେ ବୋଲି ଜଣାଯାଇଛି । ଖବର ମୁତାବକ, ପିଲାଟି ଆଜି ଟିକରପଡା ମହାନଦୀ କୂଳରେ…

ଶିକ୍ଷାନୁଷ୍ଠାନରେ ଓଲଟା ଦୃଶ୍ୟ; କଲେଜ ଛାତ୍ର ସାଜିଛନ୍ତି ପରୀକ୍ଷା ନିୟନ୍ତ୍ରକ

ଯାଜପୁର: ସାଧାରଣତଃ ପରୀକ୍ଷା ସମୟରେ ପରୀକ୍ଷା ହଲରେ କୌଣସି ଶିକ୍ଷକ କିମ୍ବା ଅଧ୍ୟାପକ ପରୀକ୍ଷା ନିୟନ୍ତ୍ରକ ଭାବେ କାର୍ଯ୍ୟ କରିଥାନ୍ତି । ହେଲେ ଯାଜପୁର ନରସିଂହ ଚୌଧୁରୀ ମହାବିଦ୍ୟାଳୟରେ ଏହାର ଦୃଶ୍ୟ ସମ୍ପୂର୍ଣ୍ଣ ଓଲଟା ରହିଛି । ଏପରି ଏକ ଚିତ୍ର ସାମ୍ନାକୁ ଆସିଛି ଯାହାକି ବିପର୍ଯ୍ୟସ୍ଥ…

ବଦଳିବ ନାଁ, ‘ଲକ୍ଷ୍ମୀ’ ଜାଗାରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’

ଭୁବନେଶ୍ବର: ହଟିବ ଲକ୍ଷ୍ମୀ ବସର ନାଁ । ଲେଖା ହେବ ‘ମୁଖ୍ୟମନ୍ତ୍ରୀ ବସ ସେବା’ । ଲକ୍ଷ୍ମୀ ବସ୍‌  ଭବିଷ୍ୟତ ନେଇ ଆଜି ସ୍ପଷ୍ଟ କରିଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଜେନା । ଲକ୍ଷ୍ମୀ ବସ୍‌ ନାଁ ବଦଳାଇ ଏହାକୁ ମୁଖ୍ୟମନ୍ତ୍ରୀ ବସ୍‌ ସେବା କରାଯିବ ବୋଲି କହିଛନ୍ତି ମନ୍ତ୍ରୀ ।  ଯାହା…