Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଗଣା ବିଜୁଳି ବିରୋଧୀଙ୍କୁ ଅଡୁଆରେ ପକାଇ ଦେଇଛି: ବିଜେଡି

ଭୁବନେଶ୍ଵର: ନିର୍ବାଚନ ଯୋଗୁଁ ବିରୋଧୀ ମିଛ ଓ ଭୁଲ ତଥ୍ୟ ଦେଇ ଭ୍ରମ ସୃଷ୍ଟି କରୁଛନ୍ତି । ଶକ୍ତିର ଆବଶ୍ୟକତା ବଢିଲେ ଦେଶର ବିକାଶ ହୁଏ । ମେକ ଇନ୍ ଓଡିଶା ପରି କାର୍ଯ୍ୟକ୍ରମ ଦ୍ୱାରା ଶିଳ୍ପ ଆସୁଛି । ମାଗଣା ବିଜୁଳି ବିରୋଧୀଙ୍କୁ ଅଡୁଆରେ ପକାଇ ଦେଇଛି । କାରଣ ୯୦% ଓଡ଼ିଶାବାସୀ ଏହି ଲାଭ…

ବାହାରିଲା ମାଟ୍ରିକ ଫଳାଫଳ; ସବୁଠୁ ଆଗରେ ଖୋର୍ଦ୍ଧା, ପଛରେ ପଡିଗଲା ନୂଆପଡା

କଟକ: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ । ସମସ୍ତଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ଖୋର୍ଦ୍ଧା ଛାତ୍ରଛାତ୍ରୀ । ୯୭. ୯୮ ପ୍ରତିଶତ ରେକର୍ଡ କରି ସବୁଠୁ ଆଗରେ ରହିଛି ଖୋର୍ଦ୍ଧା । ପଛରେ ପଡିଯାଇଛି ନୂଆପଡା । ୯୩.୯୧ ପ୍ରତିଶତ ପାସ୍ ହାର ସହିତ ନୂଆପଡା ସର୍ବନିମ୍ନରେ ରହିଛି…

‘ତୃତୀୟ ପର୍ଯ୍ୟାୟ ପରେ ପୁଣି ଥରେ ସରକାର ଗଢିସାରିଲାଣି ବିଜେଡି’

ଭୁବନେଶ୍ବର: ବିଜେପିର ପ୍ରଶ୍ନବାଣକୁ କଡା ଉତ୍ତର ଦେଇଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ । ମୁଖ୍ୟମନ୍ତ୍ରୀ କ’ଣ କରିଛନ୍ତି ତାହା ଓଡିଶାର ଲୋକ ଜାଣିଛନ୍ତି । ବିଜେପି କେବଳ ଅପପ୍ରଚାର କରି କୁମ୍ଭୀର କାନ୍ଦଣା କାନ୍ଦୁଛି । ଶନିବାର ଓଡିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ନିଶାନା…

ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ: ମିଳିବ ୧୫ ଲକ୍ଷ ଟଙ୍କାର ସହାୟତ ରାଶି

କଟକ: ଡ୍ୟୁଟି ବେଳେ ମହିଳା ପୋଲିସଙ୍କ ମୃତ୍ୟୁ, ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ନିର୍ବାଚନ ଅଧିକାରୀ । ଗତକାଲି ନିର୍ବାଚନ ଡ୍ୟୁଟି ସମୟରେ ବାଖରାବାଦ୍ ସରକାରୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଜାତା ମିତ୍ରଙ୍କ ମୃତ୍ୟୁ ଘଟିଥିଲା । ଏହାକୁ ନେଇ ନିୟମ ଅନୁଯାୟୀ ତାଙ୍କ…

ଆମ୍ବୁଲାନ୍ସ ନଆସିପାରିବାରୁ ଗଲା ପ୍ରସୂତିଙ୍କ ଜୀବନ

ନୟାଗଡ: ଗାଁକୁ ନଥିଲା ରସ୍ତା, ଆସିପାରିଲାନି ଆମ୍ବୁଲାନ୍ସ । ଶେଷରେ ଚାଲିଗଲା ପ୍ରସୂତିଙ୍କ ଜୀବନ । ନୟାଗଡ଼ ଜିଲ୍ଲା ବାଣୀଗୋଛା ଥାନା କଣପାଜୁ ଗାଁରେ ଦେଖିବାକୁ ମିଳିଛି ଏଭଳି ଘଟଣା । ତେବେ ତାଙ୍କର ମୃତ୍ୟୁ ବେଳକୁ ଶିଶୁଟି ଜନ୍ମ ହୋଇସାରିଥିଲା । ତୁରନ୍ତ ନବଜାତ ଶିଶୁକୁ ଦଶପଲ୍ଲା ଗୋଷ୍ଠୀ…

ତୃତୀୟ ପର୍ଯ୍ୟାୟ ମତଦାନ: ୭୧ ପ୍ରତିଶତ ମତଦାନ ସହିତ ଇଭିଏମରେ ସିଲ ହେଲା ୪୪୭ ପ୍ରାର୍ଥୀଙ୍କ ଭାଗ୍ୟ

ଭୁବନେଶ୍ବର: ରାଜ୍ୟରେ ସରିଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ । ଇଭିମରେ ସିଲ୍ ହୋଇଛି ରାଜଧାନୀ ଭୁବନେଶ୍ବର ସମେତ ପୁରୀ, କଟକ, ସମ୍ବଲପୁର, କେନ୍ଦୁଝର ଏବଂ ଢେଙ୍କାନାଳର ଅନେକ ହେଭିଓ୍ବେଟ ନେତାଙ୍କ ଭାଗ୍ୟ । ତୃତୀୟ ପର୍ଯ୍ୟାୟରେ ମୋଟ ୭୧% ଭୋଟ ଗ୍ରହଣ ହୋଇଛି ।ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ…

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ଗତବର୍ଷ ଠାରୁ କମିଲା ପାସ୍ ହାର

ଭୁବନେଶ୍ଵର: ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । ମୋଟ୍ ପାସ୍ ହାର ୯୬.୦୭% ଥିବା ବେଳେ ଛାତ୍ରଙ୍କ ତୁଳନାରେ ଭଲ କରିଛନ୍ତି ଛାତ୍ରୀ। ଗତ ବର୍ଷ ପରି ଏଥର ମଧ୍ୟ ବାଜି ମାରିଛନ୍ତି କଟକ, ଜଗତସିଂହପୁରର ଛାତ୍ରଛାତ୍ରୀ । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୯୭.୯୮% ପାସ୍ ହାର ଥିବା ବେଳେ ନୂଆପଡାରେ…

ଆଜି ଅପରାହ୍ନରେ ପ୍ରକାଶ ପାଇବ ଦ୍ବାଦଶ ପରୀକ୍ଷା ଫଳ

ମୁବନେଶ୍ବର: ଆଜି ଅପରାହ୍ନରେ ପ୍ରକାଶ ପାଇବ ଦ୍ବାଦଶ ପରୀକ୍ଷା ଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦ୍ବାଦଶ ପରୀକ୍ଷା ଫଳ ଆଜି ଅପରାହ୍ନ ୩ ଟାରେ ପ୍ରକାଶ ପାଇବ । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ଆସିବ । ଛାତ୍ରଛାତ୍ରୀମାନେ…

ଜୁନ ୨୩ରୁ ଓଜେଏସ ୨୦୨୩ ପ୍ରିଲିମିନାରୀ ପରୀକ୍ଷା

ଭୁବନେଶ୍ଵର: ଆସନ୍ତା ଜୁନ ୨୩ରେ ଅନୁଷ୍ଠିତ ହେବ ଓଜେଏସ ୨୦୨୩ ପ୍ରିଲିମିନାରୀ ପରୀକ୍ଷା । ସକାଳ ୧୦ଟାରୁ ପରିକ୍ଷା ଆରମ୍ଭ ହୋଇ ୧୧.୩୦ ପର୍ଯ୍ୟନ୍ତ ଚାଲିବ । ପରବର୍ତ୍ତୀ ସମୟରେ ଜାରି କରାଯିବ ସେଣ୍ଟର ଲିଷ୍ଟ । ଏନେଇ ଏନେଇ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଏକ ବିଜ୍ଞପ୍ତି ଜାରି…

ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ବର: ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ସକାଳେ ପ୍ରଥମେ ୯ଟାରେ ପରୀକ୍ଷା ପରିଚାଳନା କମିଟିର ବୈଠକ ବସି ଫଳ ଉପସ୍ଥାପନ କରାଯିବ।ଏହାପରେ ଆନୁଷ୍ଠାନିକ ଭାବେ ଦିନ ସାଢ଼େ ୧୦ଟାରେ ବାହାରିବ ମାଟ୍ରିକ ପରୀକ୍ଷା ଫଳ । ୧୧ଟା ୩୦ରେ ବୋର୍ଡ ୱେବସାଇଟ୍ ରେ ଉପଲବ୍ଧ ହେବ ରେଜଲ୍ଟ…