Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ବର: ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ସକାଳେ ପ୍ରଥମେ ୯ଟାରେ ପରୀକ୍ଷା ପରିଚାଳନା କମିଟିର ବୈଠକ ବସି ଫଳ ଉପସ୍ଥାପନ କରାଯିବ।ଏହାପରେ ଆନୁଷ୍ଠାନିକ ଭାବେ ଦିନ ସାଢ଼େ ୧୦ଟାରେ ବାହାରିବ ମାଟ୍ରିକ ପରୀକ୍ଷା ଫଳ । ୧୧ଟା ୩୦ରେ ବୋର୍ଡ ୱେବସାଇଟ୍ ରେ ଉପଲବ୍ଧ ହେବ ରେଜଲ୍ଟ…

ଗିରଫ ହେଲେ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ବର: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରିଛି ପୋଲିସ । ଗତକାଲି ବୋଲଗଡ଼ କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଫୋପଡ଼ା ମାମଲାରେ ଗିରଫ କରିଛି ପୋଲିସ । ଗିରଫ ପରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଯାଇଥିବା…

ବୈଜୟନ୍ତ ନା ଅଂଶୁମାନ?

ଭୁବନେଶ୍ଵର: କେନ୍ଦ୍ରାପଡା ଲୋକସଭା ଆସନ ଆରମ୍ଭରୁ ବିଜେଡିର ଗଡ ରହିଛି । ଦଳ ଗଠନ ପରଠୁ କେନ୍ଦ୍ରାପଡାରେ ଶଙ୍ଖନାଦ ହୋଇଆସୁଛି। ତେବେ ଦଳବଦଳ ସହ ଏଥର କେନ୍ଦ୍ରାପଡା ଗଣିତ ଗୋଳମାଳ ହୋଇଛି । ବିଜେଡି ସାଂସଦ ଅନୁଭବ ପଟ୍ଟନାୟକ ଏବେ ବିଜେପିରେ ତ ଗତଥର କଂଗ୍ରେସରୁ ରାଜନଗର ବିଧାନସଭା ଲଢି…

ସରିଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ, ୫ଟା ୩୦ ସୁଦ୍ଧା ୫୯.୬୦% ମତଦାନ

ଭୁବନେଶ୍ଵର: ସରିଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ । ଇଭିଏମରେ ବନ୍ଦ ଅଛି ବହୁ ହେଭିୱେଟଙ୍କ ଭାଗ୍ୟ । କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଭଳି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ସରିଛି ମତଦାନ । ଏହି ପର୍ଯ୍ୟାୟରେ ପ୍ରାୟ ସବୁ…

ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କ ଦାଦାଗିରି, ସିଇଓଙ୍କୁ ଭେଟିଲା ବିଜେଡି

ଭୁବନେଶ୍ଵର: ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡି । ବିଜେପି ଚାହୁଁଛି ଓଡ଼ିଶାରେ ହିଂସାରାଜ୍ ଚାଲୁ। । ଏଭଳି ଗୁଣ୍ଡା ବିଜେପି ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ…

ବବିବାବୁ ହେଉଛନ୍ତି ମୁଖ୍ୟମନ୍ତ୍ରୀଙ୍କ ସେନାପତି: ପାଣ୍ଡିଆନ

ଯାଜପୁର: ସରିଛି ତୃତୀୟ ପର୍ଯ୍ୟାୟ ମତଦାନ । ଏବେ ଅପେକ୍ଷା ଶେଷ ତଥା ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ । ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ରାଜନୈତୀକ ଦଳ ମାନଙ୍କର ପ୍ରଚାର ପ୍ରସାର । ଏହି ଅବସରରେ ଯାଜପୁର ଏବଂ ସୁକିନ୍ଦାରେ ନିର୍ବାଚନୀ ପ୍ରଚାର କରିଛନ୍ତି ବିଜେଡି ବରିଷ୍ଠ…

ଭାରତର ସହରଗୁଡିକରେ ୬୦% ଉତ୍ତାପ ବୃଦ୍ଧିର କାରଣ ସହରୀକରଣ: ରିପୋର୍ଟ

ଭୁବନେଶ୍ୱର: ଭାରତୀୟ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱରର ଗବେଷଣାକାରୀଙ୍କ ଦ୍ୱାରା ଏକ ଅଭିନବ ଅଧ୍ୟୟନରୁ ଜଣାପଡିଛି ଯେ, କେବଳ ସହରୀକରଣ ଭାରତୀୟ ସହରରେ ୬୦% ପର୍ଯ୍ୟନ୍ତ ଅତିରିକ୍ତ ଉତ୍ତାପ ସୃଷ୍ଟି କରିଛି ଏବଂ ବିଭିନ୍ନ ସହର ମଧ୍ୟରେ ପରିବର୍ତ୍ତନଶୀଳତା ରହିଛି । ଏହି…

ସମୀର ବଦଳାଇବେ ନିମାପଡ଼ା ଅଙ୍କ !

ଭୁବନେଶ୍ଵର: ଗତ ତିନି ଥର ହେଲା ନିମାପଡା ବିଧାନସଭା ଜିତିଆସୁଛନ୍ତି ସମୀର ଦାଶ । ଏଥର ବିଜେଡି ତାଙ୍କ ଟିକେଟ୍ କାଟି ଦିଲ୍ଲୀପ ନାୟକଙ୍କୁ ପ୍ରାର୍ଥୀ କରିଛି। ତେବେ ଟିକେଟ୍ କଟିବା ପରେ ଶକ୍ତି ପ୍ରଦର୍ଶନ କରିଥିଲେ ସମୀର । ତଥାପି ଦଳ ତାଙ୍କ କଥା ନଶୁଣିବାରୁ ସେ ବିଜେଡି ଛାଡି ବିଜେପିରେ ସାମିଲ…

କାଲି ୩ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତ  । ଏହା ଦକ୍ଷିଣ- ଦକ୍ଷିଣ ପୂର୍ବ ସାଗର ଦ୍ୱୀପ ଠାରୁ ୩୮୦ କିଲୋମିଟର ଏବଂ ବାଂଲାଦେଶ ଖେପୁପାରା ଠାରୁ ୪୯୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ରହିଛି। ଏହା କ୍ରମଶଃ ତୀବ୍ର ହୋଇ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ ।…

ନେତା ବାଛୁଛନ୍ତି ଜନତା:ଆଜି ଦିନ ୩ ଟା ସୁଦ୍ଧା ୪୮.୪୪% ଭୋଟିଂ ରେକର୍ଡ

ଭୁବନେଶ୍ବର: ନେତା ବାଛୁଛନ୍ତି ଜନତା । ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି । ଆଜି ଦିନ ୩ ଟା ସୁଦ୍ଧା ୪୮.୪୪ ପ୍ରତିଶତ ମତଦାନ ହୋଇଛି । ସକାଳ ୧୧ ଟା ସୁଦ୍ଧା ୨୧. ୩୦ ପ୍ରତିଶତ ମତଦାନ ହୋଇଥିବା ବେଳେ ସକାଳ ୯ଟା ସୁଦ୍ଧା   ୭.୪୩ ପ୍ରତିଶତ ମତଦାନ ହୋଇଥିଲା । ଦିନ ୩ ଟା…