Latest Odisha News
Browsing Category

ଓଡିଶା

Odisha

ଲଘୁଚାପ ପ୍ରଭାବ: ଆଜି ୧୪ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର:  ଶୁକ୍ରବାର ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସୋମବାର ୧୪ଟି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ସ୍ପଷ୍ଟ ସଦୃଶ ଲଘୁଚାପ ଏବେ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଆଡ଼କୁ ମୁହାଁଇଛି। ତେବେ ରାଜ୍ୟରେ ଆଜି ସକାଳଠୁ ଆକାଶ ମେଘାଛନ୍ନ…

ଭୁଲିଗଲା ମା’ର ମମତା, ମାଆକୁ ପୋଡି ମାରି ଦେଲା ପୁଅ

କନ୍ଧମାଳ: ଫୁଲବାଣୀରେ ଚାଞ୍ଚଲ୍ୟ । ପୁଅ ଭୁଲିଗଲା ମାଆର ମମତା । ଜେଲରୁ ଫେରି ଘଟାଇଲା ଉନ୍ମୁତ୍ତକାଣ୍ଡ । ଘର ଭିତରେ ୯୨ ବର୍ଷୀୟ ମାଆକୁ ଜୀଅନ୍ତା ଜାଳି ମାରିଦେଲା ପୁଅ । ଟିକାବାଲି ଥାନା ଅନ୍ତର୍ଗତ ବଡିମୁଣ୍ଡା ଖଜୁରୀସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା ଘଟିଛି । ହତ୍ୟାକାଣ୍ଡର କାରଣ…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଯିଏ ଜନ ବିରୋଧୀ, ସିଏ ମନ୍ତ୍ରୀ ପ୍ରତାପ ଦେବଙ୍କ ପାଇଁ ଜରୁରୀ !

ଭୁବନେଶ୍ୱର: ରେମୁଣା ବିଧାୟକ ସୁଧାଂଶୁ ପରିଡା ଏବଂ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ବିଜେଡି ସୁପ୍ରିମୋ ଗତ 21 ତାରିଖରେ ଦଳରୁ ବହିଷ୍କୃତ କରିଥିଲେ। ଜନ ବିରୋଧାୀ ବୋଲି କହି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳରୁ ଆଉଟ୍ କରିଥିଲେ। ଏହି ପ୍ରସଙ୍ଗ ଆଜି ବି ଚର୍ଚ୍ଚାରେ ଥିବା…

ଭିଡ ନିୟନ୍ତ୍ରଣ କରିବାକୁ ଯାଇ ଆହତ ହୋଇଥିବା ମହିଳା ଏଏସଆଇଙ୍କ ମୃତ୍ୟୁ

ରାଉରକେଲା: ରାଉରକେଲା ଉଦିତନଗର ଥାନାର ଜଣେ ମହିଳା ଏଏସ୍ଆଇଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ଆଲିଶ ନରମି ଲୁଗୁନ(36)। ସେ ଭିଡ ନିୟନ୍ତ୍ରଣ କରିବାକୁ ଯାଇଥିବା ବେଳେ ଠେଲାପେଲାର ଶିକାର ହୋଇ ଆହତ ହୋଇଥିଲେ ପରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା…

ସୁନ୍ଦରଗଡରେ ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍ : ୨୪ ଘଣ୍ଟାରେ ପୁଣି ୯ ପଜିଟିଭ ଚିହ୍ନଟ

ସୁନ୍ଦରଗଡ:  ସୁନ୍ଦରଗଡ ଜିଲ୍ଲାର ପିଛା ଛାଡୁନି  ସ୍କ୍ରବ୍ ଟାଇଫସ୍  । ଦିନକୁ ଦିନ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି  । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୯ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି  । ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୩୦୪କୁ ବୃଦ୍ଧି…

ସରକାରଙ୍କ ଲକ୍ଷ୍ମୀ ଯୋଜନାକୁ ବିରୋଧ, କୋରାପୁଟ ଓ ମାଲକାନଗିରିରେ ବସ ସେବା ପ୍ରଭାବିତ

ମାଲକାନଗିରି/କୋରାପୁଟ: ରାଜ୍ୟ ସରକାରଙ୍କ ସ୍ଥାୟୀ ଓ ଶସ୍ତା ପରିବହନ ଯୋଜନା ଲକ୍ଷ୍ନୀ (LAccMI)କୁ ବିରୋଧ କରି ଓଡିଶାରେ ବସ୍ ମାଲିକ ସଂଘ ଆନ୍ଦୋଳନକୁ ଓହ୍ଲାଇଛି। ସୋମବାର ଠାରୁ ଏହି ବନ୍ଦ ପାଳନ ଆରମ୍ଭ ହୋଇଥିବା ବେଳେ ଅବିଭକ୍ତ କୋରାପୁଟ ଜିଲ୍ଲାର ମାଲକାନଗିରି, ନବରଙ୍ଗପୁର, ରାୟଗଡା ବସ୍…

ଏହି ମହାନାୟକଙ୍କ କଥାରେ ଗୋଟିଏ ଓଳି ଖାଦ୍ୟ ଛାଡିଥିଲେ ଦେଶବାସୀ, ଜାଣନ୍ତୁ ଏହାର କାରଣ…

ଭୁବନେଶ୍ଵର: ଆଜି ଅର୍ଥାତ୍ ଅକ୍ଟୋବର ୨ ତାରିଖରେ ଭାରତ ମାଆ ପାଇଥିଲା ୨ଟି ମହାନ ବ୍ୟକ୍ତିତ୍ୱ । ଏହି ଦିନ ଜନ୍ମ ଗ୍ରହଣ କରିଥିଲେ ଦେଶର ଜାତୀୟ ପିତା ମହାତ୍ମା ଗାନ୍ଧୀ ଓ ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ । ଗୋଟିଏ ଦିନରେ ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜନ୍ମ । ଦେଶର…

ଆଜି ଗାନ୍ଧି ଓ ଶାସ୍ତ୍ରୀ ଜୟନ୍ତୀ ! ଦୁଇ ମହାନାୟକଙ୍କୁ ମନେ ପକାଉଛନ୍ତି ଦେଶବାସୀ

ଭୁବନେଶ୍ଵର: ଆଜି ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ। ୧୮୬୯ ମସିହା ଆଜିର ଦିନରେ ଜନ୍ମ ନେଇଥିଲେ ଜାତିର ପିତା ମହାତ୍ମା ଗାନ୍ଧୀ। ଭାରତକୁ ଗୋଟିଏ ସୁତ୍ରରେ ବାନ୍ଧି ରଖିବାକୁ ସେ ଅହରହ ଉଦ୍ୟମ କରୁଥିଲେ। ମୁଠାଏ ଲୁଣକୁ ଗୋଟେ ଜାତିର ସ୍ୱାଭିମାନର ପ୍ରତୀକ ବୋଲି ଚିହ୍ନେଇ ଦେବା ସହ ବିନା…

ଯାଜପୁରର ଅଧିଷ୍ଠାତ୍ରୀ ମା’ ବିରଜାଙ୍କୁ ଦର୍ଶନ କଲେ ବାଚସ୍ପତି ପ୍ରମିଳା ମଲ୍ଲିକ

ଯାଜପୁର: ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କୁ ଦର୍ଶନ କଲେ ବାଚସ୍ପତି ପ୍ରମିଳା ମଲ୍ଲିକ। ମା'ଙ୍କୁ ଦର୍ଶନ କରିବା ପରେ ନିଜ ଗାଁକୁ ଗଲେ ପ୍ରମିଳା। ମା'ଙ୍କ ଆଶୀର୍ବାଦ ଏବଂ ବାବା ବରୁଣେଶ୍ୱର୍ ମହାଦେବଙ୍କ ଆଶୀର୍ବାଦ ଯୋଗୁଁ ଆଜି ଏ ଜାଗାରେ ପହଞ୍ଚି ପାରିଛି କହିଲେ ପ୍ରମିଳା। ତେବେ ଓଡ଼ିଆ ଘରର…

ବିଜେପି ଯୁବମୋର୍ଚ୍ଚା ରାଜ୍ୟ ପଦାଧିକାରୀ ଓ କାର୍ଯ୍ୟକାରିଣୀ ତାଲିକା ପ୍ରକାଶ

ଭୁବନେଶ୍ୱର: ବିଜେପି ଯୁବମୋର୍ଚ୍ଚା ରାଜ୍ୟ ପଦାଧିକାରୀ ଏବଂ କାର୍ଯ୍ୟକାରିଣୀ ସଦସ୍ୟ ନାମ ତାଲିକା ଘୋଷଣା। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ବିଜେପି ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଆଜି ଯୁବ ମୋର୍ଚ୍ଚା ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ,…