Latest Odisha News

BREAKING NEWS

Browsing Category

ଓଡିଶା

Odisha

ନିଆଁ ଲାଗି ଜଳିଗଲା ୧୭ଟି ଉଠା ଦୋକାନ

ଟିଟିଲାଗଡ: ନିଆଁ ଲାଗି ଜଳିଗଲା ୧୭ଟି ଉଠା ଦୋକାନ । ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁ ଲିଭା କାର୍ଯ୍ୟ ଜାରି । ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପୋଡ଼ି ନଷ୍ଟ । କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ଅଭିଯୋଗ । ଟିଟିଲାଗଡରେ ଘଟିଛି ଏହି ଘଟଣା । ପାଖାପାଖି ହୋଇ ସମସ୍ତ ଦେକାନ ଥିବାରୁ ନିଆଁ…

ଭୋଟ ଦେଉଛି ଓଡିଶା, ଫୋକସରେ ଚାରି ଲୋକସଭା ଆସନ

ଭୁବନେଶ୍ଵର: ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ । ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ହେବ ଭୋଟିଂ । ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ପାଇଁ ୬୪ ପ୍ରାର୍ଥୀ ଥିବାବେଳେ ୪୨ ବିଧାନସଭା ଆସନ ପାଇଁ ମୈଦାନରେ ଅଛନ୍ତି ୩୮୩ ପ୍ରାର୍ଥୀ । ଏହି…

ବାଲେଶ୍ୱର, ବାରିପଦାକୁ ନେଇ ଇଣ୍ଡଷ୍ଟ୍ରିଆଲ କ୍ଲଷ୍ଟର କରାଯିବ: ପାଣ୍ଡିଆନ

ବାଲେଶ୍ଵର: ଆପଣଙ୍କ ବିଜେପି ଏମ୍‍.ପି. ଆପଣଙ୍କ ପାଇଁ କଣ କରିଛନ୍ତି ବୋଲି ବାଲେଶ୍ଵର ଜନସଭାରେ ବାଲେଶ୍ୱରବାସୀଙ୍କୁ ପ୍ରଶ୍ନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବାଲେଶ୍ୱରରେ ବିଜେପି ନେତା ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

ମୁଖ୍ୟମନ୍ତ୍ରୀଙ୍କୁ ବନ୍ଧନ ମୁକ୍ତ କରିବା ଦାବିରେ ରାମମନ୍ଦିର ସମ୍ମୁଖରେ ବିଜେପିର ବିକ୍ଷୋଭ

ଭୁବନେଶ୍ୱର: ରାଜ୍ୟର ବୃହତର ସ୍ୱାର୍ଥ ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କୁ ବନ୍ଧନ ମୁକ୍ତ କରିବା ପାଇଁ ରାଜ୍ୟ ମୁଖପାତ୍ର ଶ୍ରୀ ଦିଲୀପ ମଲ୍ଲିକଙ୍କ ନେତୃତ୍ୱରେ ଭାରତୀୟ ଜନତା ପାର୍ଟି ରାମମମନ୍ଦିର ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୁଖ୍ୟ ଶାସନ ସଚିବଙ୍କୁ ମଧ୍ୟ ଚିଠି ମାଧ୍ୟମରେ ନିବେଦନ…

ଏ ମାଟିର ଝିଅଙ୍କୁ ସମ୍ମାନ ଦେଇ ସପୋର୍ଟ କରିଥିଲା ବିଜେଡି: ମୁଖ୍ୟମନ୍ତ୍ରୀ

ବାରିପଦା: ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ମୟୁରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଏବଂ ବାରିପଦାରେ ନିର୍ବାଚନୀ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହିତ ବରିଷ୍ଠ ବିଜେଡି ନେତା ଭିକେ ପାଣ୍ଡିଆନ ମଧ୍ୟ ଆୟୋଜିତ ଜନସମାବେଶରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ…

ଆସନ୍ତକାଲି ତୃତୀୟ ପର୍ଯ୍ୟାୟ ମତଦାନ, ବୁଥ୍ ଅଭିମୁଖେ ପୋଲିଂ ପାର୍ଟିଙ୍କ ଯାତ୍ରା

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟରେ ପଡିବ ତୃତୀୟ ପର୍ଯ୍ୟାୟ ଭୋଟ । ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ହେବ ଭୋଟିଂ । ୬ ଲୋକସଭା ଆସନ ପାଇଁ ୬୪ ପ୍ରାର୍ଥୀ ଲଢ଼ୁଥିବା ବେଳେ ୪୨ ବିଧାନସଭା ଆସନ ପାଇଁ ମୈଦାନରେ ଅଛନ୍ତି ୩୮୩ ପ୍ରାର୍ଥୀ । ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ବୁଥ୍ ଅଭିମୁଖେ ଯାତ୍ରା…

ରାତି ପାହିଲେ ନିର୍ବାଚନ, କଟକ ଓ ସମ୍ବଲପୁରରେ ୧୪୪ ଧାରା ଲାଗୁ

କଟକ: ଆସନ୍ତା ୨୫ ତାରିଖରେ ରାଜ୍ୟରେ ୬ ଲୋକସଭା, ୪୨ ବିଧାନସଭାରେ ମତଦାନ ହେବାକୁ ଯାଉଛି। ଚଳିତ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ହେବାକୁ ଥିବା ମତଦାନ ପାଇଁ କଟକ ଓ ସମ୍ବଲପୁର ଜିଲ୍ଲାରେ ୧୪୪ ଧାରା ଜାରି କରାଯାଇଛି । ଆସନ୍ତା ୨୬ ତାରିଖ ସକାଳ ୧୦ଟା ଯାଏଁ ୧୪୪ ଧାରା ଲାଗୁ ହୋଇଛି।…

କେଉଁଠି ମାଡ଼ ହେବ ବାତ୍ୟା ରେମାଲ, ୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି

ଭୁବନେଶ୍ୱର: ବାତ୍ୟା ରେମାଲ ପ୍ରଭାବରେ ୪ ଜିଲ୍ଲାରେ ବର୍ଷା ସହିତ ପବନ ସମ୍ଭାବନା ରହିଛି। ତେଣୁ ସଜାଗ ହୋଇଛନ୍ତି ଏସଆରସି। ସମ୍ଭାବ୍ୟ ବର୍ଷା, ପବନକୁ ଦେଖି ୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କହିଛନ୍ତି ଏସଆରସି। ଏହି ଚାରି ଜିଲ୍ଲା ହେଲେ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଏବଂ…

ଘସିପୁରାରେ ବିଜେଡି ନେତାଙ୍କ ଗାଡିରୁ ଜବତ ହେଲା ୫ ଲକ୍ଷରୁ ଅଧିକ ଟଙ୍କା

ଘସିପୁରା: ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାତ୍ର କିଛି ଘଣ୍ଟା ବାକି ରହିଛି। ଏହାପୂର୍ବରୁ ଅନ୍ଧାରିବିଜେ ନୁହଁ ବରଂ ଦିନ ଦ୍ବିପ୍ରହରରେ ଶୁକ୍ରବାର କେନ୍ଦୁଝର ଜିଲ୍ଲା ଘସିପୁରା ବିଧାନସଭାରୁ ଜବତ ହୋଇଛି ୫ ଲକ୍ଷ ଟଙ୍କା। ଆଉ ଏହି ଟଙ୍କା ଯିଏ ନେଇ ଯାଉଥିଲେ ସେ ବିଜେଡି ବିଧାୟକ ପ୍ରାର୍ଥୀ…

ପୁରୁଣା ଦାୟିତ୍ବକୁ ଫେରିଲେ ଅରବିନ୍ଦ ପାଢୀ, କିନ୍ତୁ ସୀମିତ ସମୟ ପାଇଁ

ଭୁବନେଶ୍ୱର: ବରିଷ୍ଠ ଆଇଏଏସ୍ ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏହାପୂର୍ବରୁ ୨୦୧୪ରେ ଅରବିନ୍ଦ ପାଢୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱରେ ରହିଥିଲେ। ଏଥର କିନ୍ତୁ ସମାନ ଦାୟିତ୍ବ ମିଳିଥିଲେ ମଧ୍ୟ ଏହାର ଅବଧି…