Latest Odisha News

BREAKING NEWS

Browsing Category

ଓଡିଶା

Odisha

ରତ୍ନଭଣ୍ଡାର ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ଓ ମରାମତି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୂର୍ବରୁ ମଧ୍ୟ ଏହି ପ୍ରସଙ୍ଗରେ ଏକ ବାଲୁକା ଚିତ୍ରକଳା କରି ରାଜ୍ୟ ସରକାରଙ୍କୁ ରତ୍ନଭଣ୍ଡାର ଖୋଲିବା ପାଇଁ ଅନୁରୋଧ…

ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିଦେବା ଘଟଣା, ବିଜେଡି ନେତାଙ୍କ ଘରେ ପୋଲିସ

ଭୁବନେଶ୍ବର: ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିଦେବା ଅଭିଯୋଗ ଘଟଣାରେ ବିଜେଡି ନେତା ରଘୁନନ୍ଦନ ଦାସଙ୍କ କ୍ୱାର୍ଟର୍ସରେ ପହଞ୍ଚିଲା ପୋଲିସ । ତଦନ୍ତ ଓ ପଚରାଉଚରା ପାଇଁ ପୂର୍ବତନ ମନ୍ତ୍ରୀ ରଘୁନନ୍ଦନଙ୍କ କ୍ୱାର୍ଟର୍ସରେ ପହଞ୍ଚିଲା କ୍ୟାପିଟାଲ ଥାନା ପୋଲିସ । ସୂଚନା ଅନୁସାରେ,…

ରାଜଧାନୀ ଭୁବନେଶ୍ବରରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ଟ୍ବିନ୍‌ ସିଟିରେ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ। ଏଥିସହ ପୁରୀ ଓ ନୟାଗଡ଼କୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ୫ ଦିନ ମଧ୍ୟରେ ସାରା ରାଜ୍ୟରେ…

ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ଥିର ହେଲା ଗସ୍ତ ସୂଚୀ

ଭୁବନେଶ୍ୱର: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୬ ତାରିଖ ସଂଧ୍ୟାରେ ଆସି ୯ ତାରିଖ ପର୍ଯ୍ୟନ୍ତ ରହିବେ ରାଷ୍ଟ୍ରପତି। ୭ ତାରିଖରେ ପୁରୀ ରଥଯାତ୍ରାରେ ଅଂଶଗ୍ରହଣ କରିବେ ରାଷ୍ଟ୍ରପତି। ସେହିପରି ଭୁବନେଶ୍ୱରରେ ପହଞ୍ଚିବା ପରେ ସଂଧ୍ୟାରେ ରାଷ୍ଟ୍ରପତି…

ପୁଞ୍ଜି ନିବେଶ ପ୍ରସ୍ତାବ କ୍ଷେତ୍ରରେ ଓଡ଼ିଶା ଶ୍ରେଷ୍ଠ ସ୍ଥାନରେ, ଖୁସି ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁଞ୍ଜି ନିବେଶ ପ୍ରସ୍ତାବ କ୍ଷେତ୍ରରେ ଓଡ଼ିଶା ଶ୍ରେଷ୍ଠ ସ୍ଥାନ ହାସଲ କରିଛି। ଏହାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋସିଆଲ ମିଡିଆ ଏକ୍ସରେ ଏକ ପୋଷ୍ଟ ସେୟାର କରିଛନ୍ତି। ସେ ଏହି ପୋଷ୍ଟରେ ଲେଖିଛନ୍ତି, ସାରା ଦେଶର ଅଗ୍ରଣୀ ରାଜ୍ୟମାନଙ୍କ ମଧ୍ୟରେ ପୁଞ୍ଜି ନିବେଶ…

ଭୁଲିଗଲା ରକ୍ତ ସମ୍ପର୍କ; ବାପା ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା ପୁଅ

ବଲାଙ୍ଗୀର: ଜମିବାଡ଼ି ବିବାଦ ସାଜିଲା କାଳ ବାପା ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା ଜନ୍ମ କଲା ପୁଅ । ଏଭଳି ଲୋମ ଟାଙ୍କୁରା ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ଥାନା ଅନ୍ତର୍ଗତ ଦୋର୍ଲୋ ଗାଁରେ । ମୃତ ବ୍ୟକ୍ତିଙ୍କ ପରିଚୟ ଗୋପୀନାଥ ଭରାସାଗର ବୋଲି ଜଣା ପଡିଛି । ଅମାନୁଷିକ କାଣ୍ଡ…

ମଣିପାଲ ହସ୍ପିଟାଲରେ ସାତ ଦିନ ଶିଶୁର ବିରଳ ହୃଦ୍ ରୋଗର ସଫଳ ଚିକିତ୍ସା

ଭୁବନେଶ୍ୱର: ମଣିପାଲ୍ ହସ୍ପିଟାଲ୍‌ରେ ସାତ ଦିନର ଶିଶୁର ଏକ ବିରଳ ଓ ଜଟିଳ ହୃଦରୋଗ ଜନିତ ଚିକିତ୍ସା ସଫଳତାର ସହ ସମ୍ପନ୍ନ ହୋଇଛି । ମଣିପାଲ୍ ହସ୍ପିଟାଲରେ ବିରଳ ହାଇପୋପ୍ଲାଷ୍ଟିକ୍ ରାଇଟ୍ ହାର୍ଟ ସିଣ୍ଡ୍ରୋମ (HRHS)ର ପୀଡ଼ିତ ସାତ ଦିନର ଶିଶୁର ସଫଳତାର ସହିତ ଚିକିତ୍ସା କରିଛି। ଯାହା ଏକ…

ଆଜି ଦିଲ୍ଲୀ ଯିବେ ମୋହନ ମାଝୀ, ବିଜେପି ସରକାର ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିଜେପି ସରକାର ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ୨ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ମୁଖ୍ୟମନ୍ତ୍ରୀ…

ରଥଯାତ୍ରାକୁ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ପୁରୀ ରଥଯାତ୍ରାରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜୁଲାଇ ୬ରୁ ୯ ଯାଏଁ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ବ୍ୟତିତ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ…

ଆଗାମୀ ୫ ଦିନ ମଧ୍ୟରେ ପ୍ରବଳ ବର୍ଷା, ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସୁଛି ବର୍ଷା । ଏବେ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଖୁବଶୀଘ୍ର ପାଗରେ ହେବାକୁ ଯାଉଛି ଏକ ପରିବର୍ତ୍ତନ । ତେବେ ଆଜିଠୁ ବଢିପାରେ ବର୍ଷା। ଆଗାମୀ ୫ ଦିନ ମଧ୍ୟରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଲାଗିରହିବ। କାଁ ଭାଁ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବୁଧବାର…