Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଢ଼ି ଚାଲିଛି ଧଳାଜହର କାରବାର, ମନ୍ତ୍ରୀ କହିଲେ ୪ ବର୍ଷରେ ୮ ଗୁଣ ଅଧିକ ଜବତ

ଭୁବନେଶ୍ୱର: ବ୍ରାଉନ୍ସୁଗାର ଜବତ ପରିମାଣ ୪ ବର୍ଷ ମଧ୍ୟରେ ୮ ଗୁଣ ବୃଦ୍ଧି ପାଇଛି ବୋଲି ଶନିବାର ବିଧାନସଭାରେ ରାଜସ୍ୱ ମନ୍ତ୍ରୀ ଅଶ୍ୱିନୀ ପାତ୍ର ଦେଇଥିବା ତଥ୍ୟରୁ ଜଣାପଡ଼ିଛି। ମନ୍ତ୍ରୀଙ୍କ ତଥ୍ୟରୁ ସ୍ପଷ୍ଟ ହୋଇଛି ଯେ ଅବକାରୀ ବିଭାଗଠୁ ଆରମ୍ଭ କରି ଏନସିବି ଟିମ୍ ଉପସ୍ଥିତ ଥିବା ସତ୍ବେ…

ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସାରା ବୁଲିବ ୩୪ଟି ସାଇବର ସୁରକ୍ଷା ରଥ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶନିବାର ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମରେ ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି। ୩୪ଟି ସାଇବର ସୁରକ୍ଷା ରଥ ସାରା ରାଜ୍ୟର ବିଭିନ୍ନ ସ୍କୁଲ, କଲେଜ ଓ ପଞ୍ଚାୟତ ଆଦି ଭ୍ରମଣ କରି ସାଇବର ସୁରକ୍ଷା ସଂପର୍କରେ ସଚେତନାର ବାର୍ତ୍ତା ପ୍ରଦାନ…

ଓଏସଏପିର ଅଧିକାରୀଙ୍କଠୁ ନଗଦ ୧୦ ଲକ୍ଷ ଟଙ୍କା ଜବତ କଲା ଭିଜିଲାନ୍ସ

କଟକ: ରାଜ୍ୟ ସଶସ୍ତ୍ର ପୋଲିସର ଜଣେ କମାଣ୍ଡାଣ୍ଟଙ୍କ ଠାରୁ ୧୦ ଲକ୍ଷରୁ ଅଧିକ ଟଙ୍କା ଜବତ କରିଛି ଭିଜିଲାନ୍ସ। ବିଶ୍ୱସ୍ତ ସୂଚନା ଆଧାରରେ ଶନିବାର ସନ୍ଧ୍ୟାରେ ଭିଜିଲାନ୍ସର ଏକ ଟିମ୍ ଢେଙ୍କାନାଳର ପ୍ରଥମ ବାଟାଲିୟନର କମାଣ୍ଡାଣ୍ଟ ସୁନୀଲ କୁମାର ବେହେରାଙ୍କୁ ସିଡିଏ ସେକ୍ଟର-୧୧ସ୍ଥିତ ମଧୁସୂଦନ…

ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ : କହିଲେ ପ୍ରତି ଜିଲ୍ଲାରେ କରାଯିବ Language Lab

ଭୁବନେଶ୍ବର: ସାନ୍ତାଳୀ ଭାଷା ହେବ ଆହୁରି ସମୃଦ୍ଧ  । ଏ ନେଇ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷର ଲୋକାର୍ପଣ କରିଛନ୍ତି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ପ୍ରତି ଜିଲ୍ଲାରେ କରାଯିବ Language Lab   । ଏଥିସହିତ ସୌରା, କୁଇ, କୁଭି, ଗୋଣ୍ଡି ଓ ମୁଣ୍ଡା ଭାଷାର ପ୍ରାଥମିକ ଶ୍ରେଣୀ ନିମନ୍ତେ…

ରାଚେଲ୍‍ ରୁଟୋଙ୍କୁ ମିଳିଲା ଦ୍ୱାଦଶ ‘କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ’

ଭୁବନେଶ୍ୱର: କେନିୟାର ବିଶିଷ୍ଟ ସମାଜସେବୀ ତଥା ଫାର୍ଷ୍ଟ ଲେଡି ରାଚେଲ୍‍ ରୁଟୋଙ୍କୁ ଦ୍ୱାଦଶ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୨ ପ୍ରଦାନ କରାଯାଇଛି । ଶନିବାର ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଚେଲ୍‌ଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ ।…

ଅସୁରକ୍ଷିତ ରାତିର ରାଜଧାନୀ: ଫୁଟପାଥ ଉପରେ ଶୋଇଥିବା ଶ୍ରମିକଙ୍କ ଉପରେ ଚଢିଗଲା କାର

ଭୁବନେଶ୍ୱର: ଅସୁରକ୍ଷିତ ହୋଇ ପଡୁଛି ରାତିର ରାଜଧାନୀ । ବାସହୀନ ଗରିବ ଲୋକମାନଙ୍କ ପାଇଁ ଆଉ ସୁରକ୍ଷିତ ନୁହେଁ ଏ ରାଜରାସ୍ତା । ଗତକାଲି ରାତିର ଘଟଣା ଏମିତି ଏକ ଭାବନା ମନରେ ଭୟ ସୃଷ୍ଟି କରୁଛି । ରାତିର ରାଜଧାନୀ ଶୂନଶାନ ହୋଇପଡିଥିବାବେଳେ ରାଜମହଲ ଫୁଟପାଥରେ ଆଶ୍ରୟ ନେଇଥିଲେ ବାସହୀନ…

ନରମିଲେ ସରକାର: ଗୃହ ବିବରଣୀରୁ ‘ମେଣ୍ଟାଲ୍ ଡିଜ୍ଅର୍ଡର’ ମନ୍ତବ୍ୟକୁ ବାଦ୍ ଦେଲେ

ଭୁବନେଶ୍ୱର:ଶେଷରେ ନରମିଲେ ସରକାର । ବିରୋଧୀ ଦଳଙ୍କ ଚାପରେ ଗୃହ ବିବରଣୀରୁ ବାଦ୍ ଦେଲେ 'ମେଣ୍ଟାଲ୍ ଡିଜ୍ଅର୍ଡର' ମନ୍ତବ୍ୟ । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ମାନସିକ ସ୍ଥିତି ଠିକ ନାହି ବୋଲି ବିଜେଡି ବିଧାୟକ ଅରୁଣ ସାହୁ ଦେଇଥିବା ମନ୍ତବ୍ୟକୁ ଗୃହ ବିବରଣୀରୁ ବାଦ ଦିଆ ଯାଇଥିବା…

ରାଜନୈତିକ ମୋଡ ନେଉଛି ସହକାରୀ ଜିଲ୍ଲାପାଳଙ୍କ ମୃତ୍ୟୁ ଘଟଣା: ୪ରେ ବିଶାଳ ଆନ୍ଦୋଳନ

ରାଉରକେଲା: ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ଘଟଣା ରାଜନୈତିକ ରୂପ ନେଉଛି । ପୋଲିସ ପ୍ରଶାସନ ଏହାକୁ ଆତ୍ମହତ୍ୟା ବୋଲି କହୁଥିବାବେଳେ ପରିବାର ଲୋକେ ସୁସ୍ମିତାଙ୍କୁ ହତ୍ୟା କରାଯାଇଛି ବୋଲି ଅଭିଯୋଗ କରିଛନ୍ତି । ସୁସ୍ମିତାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ପାଇଁ…

ବାଲେଶ୍ୱର ସଦରରେ ଏଥର ଜୀବନ ପ୍ରଦୀପ ଖେଳିବେ ଖେଳ !

ଭୁବନେଶ୍ୱର: ଆଗାମୀ ନିର୍ବାଚନ ପୂର୍ବରୁ ରାଜ୍ୟରେ ଯେଉଁ କେତୋଟି ବିଧାନସଭା ନିର୍ବାଚନ ମଣ୍ଡଳୀକୁ ନେଇ ଚର୍ଚ୍ଚା ହେଉଛି ସେଥିମଧ୍ୟରୁ ବାଲେଶ୍ୱର ସଦର ନିର୍ବାଚନ ମଣ୍ଡଳୀ ଅନ୍ୟତମ। ୨୦୧୯ ନିର୍ବାଚନରେ ଏହି ଆସନ ବିଜେପି ଦଖଲକୁ ଯାଇଥିଲା। ଲଗାତର ଦୁଇଥର ବିଜେଡି ଟିକେଟରୁ ଜିତିଥିବା ଜୀବନ…

୧୫୪ ଗାନ୍ଧୀଙ୍କ ଶୋଭାଯାତ୍ରା: ‘ବନ୍ଦେ ମାତରମ’ ନାରାରେ କମ୍ପିଲା ବଡଦାଣ୍ଡ

ପୁରୀ:ଗୋଟିଏ ବା ଦୁଇଟି ନୁହେଁ, ବାହାରିଲେ ୧୫୪ ଗାନ୍ଧୀ । ବଡଦାଣ୍ଡରେ ଜାତୀୟ ପତାକା ଓ ଝାଡୁ ଧରି ବାହାରିଲେ ୧୫୪ ଗାନ୍ଧୀ । ଗାନ୍ଧୀ ଜୟନ୍ତୀର ଦିନକ ପୂର୍ବରୁ ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ପୁରୀ ସହରର ବଡଦାଣ୍ଡରେ । ଗାନ୍ଧୀଜୀଙ୍କ ବାର୍ତ୍ତା ଏବଂ ଜନମାନସରେ ପହଞ୍ଚାଇ ଏକ ସଚେତନତା…