Latest Odisha News

BREAKING NEWS

Browsing Category

ଓଡିଶା

Odisha

Wood Seized: ୧୦ ଲକ୍ଷ ଟଙ୍କାର ଖଇର ଓ କେନ୍ଦୁ କାଠ ଜବତ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ବନାଞ୍ଚଳ ମହଗାଁ ସିଲଣ୍ଡା ନିକଟ ଜଣଙ୍କ ବଗିଚାରେ ଚଢାଉ ହୋଇଛି । ଚଢାଉ ବେଳେ ୧୦ ଲକ୍ଷ ଟଙ୍କାର ଖଇର ଓ କେନ୍ଦୁ କାଠ ଜବତ ହୋଇଛି । ଜବତ ହୋଇଥିବା କାଠ ଗଣ୍ଡିକୁ ଟ୍ରାକ୍ଟର ଯୋଗେ ବଙ୍ଗୋମୁଣ୍ଡା ରେଞ୍ଜେର କାର୍ଯ୍ୟାଳୟକୁ…

Two Arrest: ଭିଜିଲାନ୍ସର ପରିଚୟ ଦେଇ ବଡ଼ ବଡ଼ ଅଫିସରଙ୍କୁ ଠକୁଥିବା ଦୁଇ ଅଭିଯୁକ୍ତ ଗିରଫ

ରାଉରକେଲା: ଭିଜିଲାନ୍ସ ଅଫିସର କହି ବଡ ବଡ ଅଫିସରଙ୍କୁ ଠକୁଥିବା ଦୁଇ ଜଣ ଠକକୁ ଗିରଫ କରିଛି ରାଉରକେଲା ପୋଲିସ । ଗିରଫ ଦୁଇ ଠକ ହେଲେ ସୁବର୍ଣ୍ଣପୁର ଜିଲ୍ଲା ମେଣ୍ଡାମାଳ ଗାଁର ଗଣେଶ ପ୍ରସାଦ ନନ୍ଦ ଓ ତାଙ୍କ ସମ୍ପର୍କୀୟ ପ୍ରଦୀପ କୁମାର ପଣ୍ଡା । ଜଣେ ଓଏଏସ ଅଫିସରଙ୍କ ଠାରୁ ୪ ଲକ୍ଷ ଟଙ୍କା…

ରାଜଧାନୀରେ ପୁଣି ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ ନାବାଳିକା ଦୁଷ୍କର୍ମର ଶିକାର ହୋଇଛନ୍ତି। ଗୁରୁତର ଅବସ୍ଥାରେ ନାବାଳିକା ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଅଭିଯୁକ୍ତ ଘର ମାଲିକଙ୍କୁ ଗିରଫ କରିଛି ପୋଲିସ। ପୀଡିତାଙ୍କୁ ଭେଟିଲେ ମହିଳା କମିଶନ ସଦସ୍ୟା। ପୀଡିତା ଓ ପରିବାର ଲୋକଙ୍କୁ ଭେଟି କଲେ…

ଏକାମ୍ର ଓ୍ଵାକ୍ସରେ ଓଡ଼ିଆ ଭାଷାର ଗୌରବ ଗାଥା ସାହିତ୍ୟ ଟ୍ରେଲ୍ ଏବଂ ଫିଲ୍ମ ସ୍କ୍ରିନିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ

ଭୁବନେଶ୍ୱର: ଏକାମ୍ର ଓ୍ଵାକ୍ସରେ ଆସନ୍ତା ରବିବାର ଓଡ଼ିଶାର ସମୃଦ୍ଧ ଐତିହ୍ୟକୁ ସାଂସ୍କୃତିକ ଅନୁଭୂତି ପ୍ରଦାନ କରୁଥିବା ଓଡ଼ିଆ ଭାଷାର ଗୌରବ ଗାଥା ସାହିତ୍ୟ ଟ୍ରେଲ୍ ଏବଂ ଫିଲ୍ମ ସ୍କ୍ରିନିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସକାଳ ୧୧ଟା ୩୦ରେ ଓଡିଆ ଭାଷାର ଗୌରବ ଗାଥା ସାହିତ୍ୟ ସହିତ ଆରମ୍ଭ…

Malkangiri Community Clash: ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ରିପୋର୍ଟ

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲା ଏମ୍‌ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଉପମୁଖ୍ୟମନ୍ତ୍ରୀ କେନକ ବର୍ଦ୍ଧନ ସିଂହଦେଓ ରିପୋର୍ଟ ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମାଲକାନଗିରିରେ ସ୍ଥିତି ସମୀକ୍ଷା…

ଜବରଦଖଲ ମୁକ୍ତ ହେବ ଓଡ଼ିଶା, ଅଣ୍ଟା ଭିଡ଼ିଛି ରାଜସ୍ୱ ବିଭାଗ

ଭୁବନେଶ୍ବର: ଜବରଦଖଲ ମୁକ୍ତ ହେବ ଓଡ଼ିଶା। ଓଡ଼ିଶାକୁ ଜବରଦଖଲ ମୁକ୍ତ କରିବାକୁ ରାଜସ୍ବ ବିଭାଗ ଅଣ୍ଟା ଭିଡ଼ିଛି। ବିଭାଗସ୍ତରରେ ଏଥିପାଇଁ ତତ୍ପରତା ପ୍ରକାଶ ପାଇଛି। ଯେଉଁ ପ୍ରଭାବଶାଳୀ ବା ପ୍ରତିପତ୍ତି ସମ୍ପନ୍ନ ବ୍ୟକ୍ତି ବେଆଇନ ଭାବେ ଜମି ମାଡ଼ି ବସିଛନ୍ତି, ସେମାନଙ୍କୁ ଆଉ ତ୍ରାହି…

କୌନ୍ ବନେଗା କରୋଡ଼ପତିରେ କଟକ ଝିଅ, ଅମିତାଭ ବଚ୍ଚନଙ୍କୁ ଶିଖାଇଲେ ଓଡ଼ିଶୀ ନୃତ୍ୟ

କଟକ: କଟକବାସୀଙ୍କ ପାଇଁ ଗୌରବର ଆଣିଛନ୍ତି ବିଦ୍ୟାଧରପୁର ନିବାସୀ ଶୀତଲ ସ୍ନିଗ୍ଧା ମହାରଣା। କୌନ୍ ବନେଗା କରୋଡ଼ପତି ୧୭ର ସଦ୍ୟତମ ଏପିସୋଡ୍ କଟକ ଝିଅ ଶୀତଲଙ୍କ ଆଗମନ ସହିତ ଆରମ୍ଭ ହୋଇଛି। ଶୀତଲ ବର୍ତ୍ତମାନ ତାଙ୍କ ପାଠପଢ଼ା ଜାରି ରଖିଛନ୍ତି। ହୋଷ୍ଟ ଅମିତାଭ ବଚ୍ଚନ ତାଙ୍କୁ ସ୍ୱାଗତ କରି…

ରାଜଧାନୀର ଏକ ବାର୍‌ରେ ଭୟାବହ ଅଗ୍ନିକାଣ୍ଡ

ଭୁବନେଶ୍ୱର: ଭୁବନେଶ୍ୱର ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଭୟାବହ ଅଗ୍ନିକାଣ୍ଡ। ହୁତୁହୁତୁ ହୋଇ ଜଳୁଛି ବାର୍‌, ଧୂଆଁମୟ ପରିବେଶ। ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ହୋଟେଲ୍ ପାରାଡାଇଜ୍ ରେ ଅଗ୍ନିକାଣ୍ଡ ଘଟିବା ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…

Cold Wave: ହାଡ଼ଭଙ୍ଗା ଶୀତରେ ଥରୁଛି ଓଡ଼ିଶା: ଆହୁରି କଲବଲ କରିବ ଥଣ୍ଡା

ଭୁବନେଶ୍ୱର: ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ଶୀତ ଲହରୀରୁ ନାହିଁ ନିସ୍ତାର। ଆସନ୍ତା ଦୁଇ ସପ୍ତାହ ଯାଏ ରାଜ୍ୟରେ ଶୀତ ଲହରି ବହିପାରେ। ୧୨ରୁ ୧୮ ତାରିଖ ଯାଏ ରାଜ୍ୟରେ ଶୀତ ଲହରିର ସମ୍ଭାବନା ଅଧିକ। ପାହାଡିଆ ଅଞ୍ଚଳରେ ୫ ଡିଗ୍ରୀ ତଳେ ରହିପାରେ ତାପମାତ୍ରା। ରାଜ୍ୟର ଅନ୍ୟାନ୍ୟ ସ୍ଥାନ ଗୁଡ଼ିକରେ…

ମୋକିମଙ୍କ ବୟାନକୁ ନେଇ ତେଜୁଛି କଂଗ୍ରେସ କନ୍ଦଳ, ଦଳ ଭିତରେ ଛକାପଞ୍ଝା

ଭୁବନେଶ୍ବର: ରାଜ୍ୟ କଂଗ୍ରେସରେ ପୁଣି ବାହାରିଲା ପୁରୁଣା ରୋଗ। କଂଗ୍ରେସରେ ଦେଖା ଦେଲାଣି ନେତୃତ୍ବ ସଂକଟ। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ବକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ନିଜ ଦଳର ନେତା। ଦଳ ଭିତରେ ଚାଲିଛି ଛକାପଞ୍ଝା। ମୋକିମଙ୍କ ବୟାନକୁ ନେଇ ତେଜୁଛି କଂଗ୍ରେସ କନ୍ଦଳ।…