Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଧାନସଭା ଆରମ୍ଭରୁ ପ୍ରବଳ ହଟ୍ଟଗୋଳ, ଗୃହକୁ ୪ଟା ଯାଏଁ ମୁଲତବି କଲେ ବାଚସ୍ପତି

ଭୁବନେଶ୍ଵର: ଗୃହକାର୍ଯ୍ୟ ଆରମ୍ଭରୁ ଗୃହରେ ବିରୋଧୀ ମାନଙ୍କର ପ୍ରବଳ ହଟ୍ଟଗୋଳ । ବିରୋଧୀ ଦଳ ନେତାଙ୍କୁ ଅସମ୍ମାନ ଏବଂ ଦୁଇ ବିଧାୟକଙ୍କ ନିଲମ୍ବନ ପ୍ରତ୍ୟାହାର କରିବାକୁ ଦାବି କରି ଗୃହ ମଧ୍ୟ ଭାଗରେ ବିଜେପି ସଦସ୍ୟମାନେ ହଟ୍ଟଗୋଳ କରିଥିଲେ । ପୋଡିୟମ ପାଖରେ ପ୍ଲାକାର୍ଡ ଧରି ବିଜେପି ବିଧାୟକ…

ବଜ୍ରାଘାତ ନେଲା ଜୀବନ: ଜଣେ ମହିଳା ମୃତ, ୩ ଗୁରୁତର

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ କୋଟସମଲାଇ ଗାଁରେ ଅଘଟଣ । ବଜ୍ରାଘାତରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି  । ମୃତ ମହିଳା ଜଣକ ସୁବାସିନୀ ନାୟକ ବୋଲି ଜଣାପଡିଛି  । ଗତକାଲି ଅପରାହ୍ନରେ ୪ଜଣ ମହିଳା ବିଳରେ କାମ କରୁଥିବା ବେଳେ ବଜ୍ରାଘାତ ହୋଇଥିଲା  । ଫଳରେ ୪ ମହିଳା…

ସୃଷ୍ଟି ହେଲା ସୁଦୃଶ ଲଘୁଚାପ କ୍ଷେତ୍ର , ଆଜିଠୁ ପ୍ରବଳ ବର୍ଷିବ !

ଭୁବନେଶ୍ୱର : ବଙ୍ଗୋପସଗାରରେ ସୁଦୃଶ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ  । ଯାହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଏହା ଉତ୍ତର-ପଶ୍ଚିମକୁ ଗତି କରି ଉତ୍ତର ଓଡିଶା ମୁହାଁ ହେବ…

ରାସ୍ତା ତଳକୁ ଖସିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୩୦ରୁ ଉର୍ଦ୍ଧ୍ବ ଯାତ୍ରୀ

ମୋହନା : ଗଜପତି ଜିଲ୍ଲା ମୋହନା ଥାନା ହିକିରିକୁପା ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ ରାସ୍ତାକଡକୁ ଖସିପଡିଛି  । ଫଳରେ ଏକ ବଡ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ୩୦ରୁ ଉର୍ଦ୍ଧ୍ବ ଯାତ୍ରୀ । ଗତକାଲି ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି । ଆର.ବି. କୋଚ୍ ନାମକ ଘରୋଇ…

ଆଜିଠୁ ପିତୃପକ୍ଷ: ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଭିଡ଼

ପୁରୀ: ଆଜିଠୁ ଆରମ୍ଭ ହୋଇଛି ପିତୃପକ୍ଷ । ଆଶ୍ୱିନ ମାସର ପ୍ରଥମ ପକ୍ଷ "ପିତୃ ପକ୍ଷ" ନାମରେ ଜଣା । ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ "ପିତୃପର୍ବ" ମଧ୍ୟ କୁହାଯାଏ । ଆଶ୍ୱିନ ମାସ କୃଷ୍ଣ ପକ୍ଷ ପ୍ରତିପଦାଠାରୁ ଅମାବସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ…

ଭୟ ବଢାଉଛି ସ୍କ୍ରବ୍ ଟାଇଫସ: ସୁନ୍ଦରଗଡ଼ରୁ ପୁଣି ୨୦ ପଜିଟିଭ୍ ଚିହ୍ନଟ

ସୁନ୍ଦରଗଡ: ଅଟକିବାର ନାଁ ଧରୁନି ରାଜ୍ୟରେ ସ୍କ୍ରବ୍ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା । ଦିନକୁ ଦିନ ବଢିବାରେ ଲାଗିଛି ସ୍କ୍ରବ୍ ଟାଇଫସ । ରାଜ୍ୟର ସୁନ୍ଦରଗଡ଼ ଜିଲ୍ଲା ସ୍କ୍ରବ୍‌ ଟାଇଫସ୍‌ ଆକ୍ରାନ୍ତଙ୍କର ହଟସ୍ପଟ ପାଲଟିଛି । ସବୁଦିନ ଚିହ୍ନଟ ହେଇଛନ୍ତି ଆକ୍ରାନ୍ତ । ଗତକାଲି ପରୀକ୍ଷା…

ପୂର୍ବତନ ମେୟରଙ୍କ କାରକୁ ବୋମାମାଡ଼, ପୋଲିସର ତଦନ୍ତ ଜାରି

ବ୍ରହ୍ମପୁର: ପୂର୍ବତନ ମେୟରଙ୍କ କାରକୁ ବୋମାମାଡ଼ । ଅଳ୍ପକେ ବର୍ତ୍ତିଲେ ମେୟର । ଗତକାଲି ଗୋଷାଣି ନୂଆଁଗାଁ ବଡ଼ ସାହିଠାରେ ବ୍ରହ୍ମପୁରର ପୂର୍ବତନ ମେୟର ଶିବଶଙ୍କର ଦାସଙ୍କ ଗାଡ଼ି ଉପରକୁ ବୋମାମାଡ଼ ହୋଇଛି । ଏଥିରେ କେହି ଆହତ ହୋଇନଥିବା ବେଳେ ଗାଡିର ଆଗ ଭାଗ ଭାଙ୍ଗିରୁଜି ଯାଇଛି ।…

ଓଡ଼ିଶା ହାଇକୋର୍ଟକୁ ମିଳିବ ନୁଆ ମୁଖ୍ୟ ବିଚାରପତି, ଏହି ତାରିଖରେ କରିବେ ଶପଥ ପାଠ

କଟକ: ଓଡ଼ିଶା ହାଇକୋର୍ଟକୁ ମିଳିବ ନୁଆ ମୁଖ୍ୟ ବିଚାରପତି । ନୁଆ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିବେ ଜଷ୍ଟିସ ଡକ୍ଟର ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ । ଆସନ୍ତା ଅକ୍ଟୋବାର ୪ ତାରିଖରେ ସେ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିବେ । ଏନେଇ ବିଜ୍ଞପ୍ତି ପ୍ରକାଶ କରିଛି…

ଚାଷ ବିଲରେ କାମ କରିବା ବେଳେ ବଜ୍ରପାତ, ୪ ମହିଳା ଗୁରୁତର

ସୁବର୍ଣ୍ଣପୁର: ଜିଲ୍ଲା ଉଲୁଣ୍ଡା ବ୍ଳକ କୋଟସମଲାଇ ଗ୍ରାମରେ ଆଜି ଅପରାହ୍ନ ପ୍ରାୟ ୪ଟା ରେ ଚାଷ ବିଲରେ କାମ କରୁଥିବା ସମୟରେ ଅଚାନକ ବଜ୍ରପାତ ହୋଇଥିଲା। ସେହି ବଜ୍ରାଘାତରେ ୪ ଜଣ ମହିଳା ଗୁରୁତର ହୋଇଛନ୍ତି। ଯାହା ଫଳରେ ସମସ୍ତେ ଗୁରୁତର ଅବସ୍ଥାରେ ଅଚେତ ହୋଇ ଯାଇଥିଲେ। ପରେ ଗାଁ ଲୋକଙ୍କ…

ପାଇକ ସଂଗ୍ରାମ କାହାଣୀକୁ ନେଇ ଆଧାରିକ ଫିଲ୍ମ : ଜୟୀ ରାଜଗୁରୁ ସିନେମା ଦେବ ଦେଶପ୍ରେମର ବାର୍ତ୍ତା

ଭୁବନେଶ୍ବର: ଜୟୀ ରାଜଗୁରୁ ସିନେମା ଦେବ ଦେଶପ୍ରେମର ବାର୍ତ୍ତା । ଏହି ବୀର ସନ୍ତାନଙ୍କ ସଂଘର୍ଷମୟ ପାଇକ ସଂଗ୍ରାମ କାହାଣୀକୁ ନେଇ ଜୟଭାରତ  ଏଣ୍ଟନମେଣ୍ଟ ତରଫରୁ ‘ଜୟୀ ରାଜଗୁରୁ’ନାମକ ଏକ ଚଳଚିତ୍ର ନିର୍ମାଣ ହୋଇଛି  ।  ଏହି ଚଳଚ୍ଚିତ୍ରଟି  ସୁଟିଂ  ଆରମ୍ଭରୁ ହିଁ ଚର୍ଚ୍ଚାକୁ ଆସିଛି। କାରଣ…