Latest Odisha News

BREAKING NEWS

Browsing Category

ଓଡିଶା

Odisha

ମହୁମାଛି ଆକ୍ରମଣରେ ଚାଲିଗଲା ଜେଜେଙ୍କ ଜୀବନ, ନାତି ଗୁରୁତର

ମାଲକାନଗିରି: ମାଲକାନଗିରି ଜିଲ୍ଲା ମାଛକୁଣ୍ଡ ଥାନା ଅନ୍ତର୍ଗତ ବାରଙ୍ଗବାଡ଼ି ଗାଁରେ ମହୁମାଛି ଆକ୍ରମଣରେ ଜେଜେଙ୍କର ମୃତ୍ୟୁ ଘଟିଥିବାବେଳେ ନାତି ଗୁରୁତର ହୋଇଛନ୍ତି । ଆହତ ନାତିଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବର ମୁତାବକ, ଆଜି ସକାଳେ ବାରଙ୍ଗବାଡ଼ି ଗାଁ…

ବବିଙ୍କୁ ନେଇ ବଢିଲା ଚର୍ଚ୍ଚା, ସରକାରୀ ବାସଭବନରେ ଚାଲିଛି ଭଙ୍ଗାରୁଜା

ଭୁବନେଶ୍ବର; ବିଜେଡି ନେତା ପ୍ରଣବ ପ୍ରକାଶ ଦାସ ଓରଫ ବବିଙ୍କ ଘରେ ଚାଲିଛି ଭଙ୍ଗାରୁଜା । ବବି ରହୁଥିବା ସରକାରୀ ବାସଭବନରେ ଭଙ୍ଗା ରୁଜା ଚାଲିଛି ବୋଲି ଖବର ମିଳିଛି । ଘରର ଅଣ୍ଡର ଗ୍ରାଉଣ୍ଡରେ କିଛି ନିର୍ମାଣ ହୋଇଥିଲା, ଯାହାକୁ ବର୍ତ୍ତମାନ ଭଙ୍ଗା ଯାଉଛି । ବାହାରେ ଗେଟ୍ ତାଲା ପଡି ଭିତରେ…

ମାସକରେ ମୁକୁଳା ଡ୍ରେନ୍‌ ଉପରେ ପଡ଼ିବ ସ୍ଲାବ, ସପ୍ତାହକରେ ବାରିକେଡ କାମ ସରିବ: ବିଏମସି କମିଶନର

ଭୁବନେଶ୍ୱର: ରାଜଧାନୀରେ ଯୁଦ୍ଧକାଳୀନ ଭିତ୍ତିରେ ସରିବ ମୁକୁଳା ଡ୍ରେନ୍‌ କାମ। ମାସକରେ ମୁକୁଳା ଡ୍ରେନ୍‌ ଉପରେ ପଡ଼ିବ ସ୍ଲାବ। ସପ୍ତାହକରେ ବାରିକେଡ କାମ ସରିବ। ଏନେଇ ସୂଚନା ଦେଲେ ବିଏମ୍‌ସି କମିଶନର ରାଜେଶ ପ୍ରଭାକର ପାଟିଲ। ଭୁବନେଶ୍ବର ସହରରେ ମୋଟ ୧୮୦୦ କିଲୋମିଟର ଡ୍ରେନ୍‌ ରହିଛି।…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ: ୨୬ରୁ ରାଜ୍ୟରେ ବଢିବ ବର୍ଷା, ୯ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ବଙ୍ଗୋପସାଗରରେ ଆସନ୍ତାକାଲି ବେଳକୁ ସୃଷ୍ଟି ହେବାକୁ ଯାଉଛି ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୨୬ରୁ ରାଜ୍ୟରେ ବଢିବ ବର୍ଷା। କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ଆଲର୍ଟ ଜାରି କରାଯାଇଛି। ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା,…

ଆଜି ସଂସଦରେ ଶପଥ ନେବେ ଓଡ଼ିଶାର ୧୮ ସାଂସଦ

ନୂଆଦିଲ୍ଲୀ/ଭୁବନେଶ୍ୱର: ମୋଦୀ ସରକାରଙ୍କ ତୃତୀୟ ପାଳିର ନୂଆ ମନ୍ତ୍ରିମଣ୍ଡଳ ଗଠନର କିଛିଦିନ ପରେ ଗତକାଲି ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି। କାମଚଳା ବାଚସ୍ପତି ଭାବେ ବିଜେପି ସାଂସଦ ଭର୍ତ୍ତୃହରି ମହତାବଙ୍କୁ ପ୍ରଥମେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

ଆଜି କଳା ଦିବସ ପାଳନ କରିବ ବିଜେପି, ଜରୁରୀକାଳୀନ ପରିସ୍ଥିତିକୁ ବିରୋଧ କରିଥିବା ବ୍ୟାକ୍ତିଙ୍କୁ କରାଯିବ ସମ୍ମାନୀତ

ଭୁବନେଶ୍ୱର: ଆଜି କଳା ଦିବସ ପାଳନ କରିବ ବିଜେପି । ୪୯ ବର୍ଷ ତଳେ କଂଗ୍ରେସ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରି ଗଣତନ୍ତ୍ର ଓ ସମ୍ମିଧାନକୁ ହତ୍ୟା କରିବାକୁ ଚେଷ୍ଟା କରିଥିଲା। ଆଉ ଏହି ପରିସ୍ଥିତିକୁ ଯେଉଁ ବ୍ୟକ୍ତି ବିରୋଧ କରିଥିଲେ ଆଜି ତାଙ୍କୁ ସମ୍ମାନୀତ କରାଯିବ। ଏନେଇ ରାଜ୍ୟ ବିଜେପି…

ମୁଖ୍ୟମନ୍ତ୍ରୀଙ୍କ ଉପସଚିବ ଭାବେ ଦେବୀ ପ୍ରସାଦ ମିଶ୍ରଙ୍କୁ ନିଯୁକ୍ତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟରେ ଆଉ ଜଣେ ଅଫିସରଙ୍କୁ ନିଯୁକ୍ତି ମିଳିଛି । ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଉପସଚିବ ଦେବୀ ପ୍ରସାଦ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ଭାବେ ନିଯୁକ୍ତ କରାଯାଇଛି । ଏନେଇ ସୋମବାର ଗୃହନିର୍ମାଣ ଓ ନଗର…

ରେଳଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଜାରି

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ନୂଆଗାଁରେ ଅଘଟଣ । ରେଳଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣକ ହେଲେ ବାହାର୍ଦା ପଞ୍ଚାୟତର ମେଳକ ଗାଁର ପ୍ରତାପ ନାୟକଙ୍କ ପୁଅ ଦେବାଶିଷ ନାୟକ (୨୩) ବୋଲି ଜଣାପଡିଛି । ଖବର ମୁତାବକ, ସୋମବାର ରେଳ ଧାରଣା ଉପରେ ଯୁବକଙ୍କର ମୃତ…

ଖୋର୍ଦ୍ଧା ରୋଡରେ ଫ୍ଲାଏଓଭର ନିର୍ମାଣ ପାଇଁ ରେଳ ମନ୍ତ୍ରଣାଳୟର ମଞ୍ଜୁରୀ

ଭୁବନେଶ୍ୱର: ଖୋର୍ଦ୍ଧା ରୋଡ ଷ୍ଟେସନରେ ବୃଦ୍ଧି ପାଉଥିବା ଟ୍ରେନ ଚଳାଚଳ ଏବଂ ଯାତାୟାତକୁ ଦୃଷ୍ଟିରେ ରଖି ପୂର୍ବ ତଟ ରେଳପଥ ଏକ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ପ୍ରକଳ୍ପକୁ ମଞ୍ଜୁରୀ ଦେଇଛି। ଟ୍ରେନ୍ ଚଳାଚଳକୁ ସୁଗମ କରିବା ଏବଂ ହାଓ୍ବଡ଼ା-ଚେନ୍ନାଇ ମେନ୍ ଲାଇନ୍ ଏବଂ ଖୋର୍ଦ୍ଧା ରୋଡ୍-ପୁରୀ…

ମନ୍ତ୍ରୀ ପଦ ଯଚାଯାଇଥିଲା: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗର ଜବାବ ଦେଲା ବିଜେଡି, ଏବେ କହିବା କେତେ ଉପଯୁକ୍ତ?

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦୁଇ ଦିନିଆ ଗସ୍ତ ସାରି ଫେରି ଆସିଛନ୍ତି ମୋହନ ମାଝୀ। କିନ୍ତୁ ଗସ୍ତ ବେଳେ ଉଦବୋଧନ ଦେଇ କହିଥିଲେ, କିଭଳି ସୁନାର କେନ୍ଦୁଝରର ଲୁଟ୍ ହୋଇଛି। କହିବା ଆଳରେ କହିଥିଲେ ଯେ ସେ ଯେତେବେଳେ ବିରୋଧୀ ଦଳରେ ଥିଲେ ସେତେବେଳର ବିଜେଡି ସରକାର…