Latest Odisha News

BREAKING NEWS

Browsing Category

ଓଡିଶା

Odisha

ବସ ଯାତ୍ରୀଙ୍କ ନିକଟରୁ ମୋବାଇଲ ଫୋନ ଓ ମନିପର୍ସ ଲୁଟିବା ଅଭିଯୋଗରେ ୫ ଜଣଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର: ବସ ଯାତ୍ରୀ ମାନଙ୍କ ନିକଟରୁ ବେଆଇନ ଟଙ୍କା ଏବଂ ମୋବାଇଲ ଫୋନ ଆଦାୟ କରିବା ଅଭିଯୋଗରେ ପାଞ୍ଚ ଅଭିଯୁକ୍ତ ଗିରଫ। ସୂଚନା ଅନୁଯାୟୀ ନାବାର୍ଡ ବସ ରହଣି ସ୍ଥଳ ନିକଟରେ ଅଭିଯୁକ୍ତ ମାନେ କୃତ୍ରିମ ଭିଡ ସୃଷ୍ଟି କରି ବସ ଯାତ୍ରୀ ମାନଙ୍କ ନିକଟରୁ ମୋବାଇଲ ଫୋନ ଏବଂ ମନିପର୍ସ ଲୁଟ…

୨୬ରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳାଫଳ

ଭୁବନେଶ୍ବର: ଆସନ୍ତା ମେ ୨୬ରେ ପ୍ରକାଶ ପାଇବ ଚଳିତ ବର୍ଷ ସିଏଚସିଇ ଦ୍ବାଦଶ ରେଜଲ୍ଟ । ୨୬ ତାରିଖ ଅପରାହ୍ଣ ସୁଦ୍ଧା ଛାତ୍ରଛାତ୍ରୀମାନେ ନିଜର ରେଜଲ୍ଟ ପାଇପାରିବେ । www.orissaresult.nic.in ପ୍ରକାଶ ପାଇବ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ସିଏଚସିଇ ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ ।…

ଆସନ୍ତା ୨୯ରେ ଓଡ଼ିଶା ଆସିବେ ମୋଦି,ସୂଚନା ଦେଲେ ଓଡ଼ିଶା ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର 

ଭୁବନେଶ୍ବର: ଚଳିତ ନିର୍ବାଚନ ପାଇଁ ବିଜେପିର ପୂରା ଫୋକସ ରହିଛି ଓଡ଼ିଶା ଉପରେ। କେନ୍ଦ୍ରୀୟ ବିଜେପି ନେତାମାନେ ଘନଘନ ଓଡିଶା ଗସ୍ତରେ ଆସି  ନିର୍ବାଚନୀ ପ୍ରଚାରକୁ ଆହୁରି ସରଗରମ କରାଉଛନ୍ତି । ଏହିମଧ୍ୟରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୨୯ ତାରିଖରେ…

ନୟାଗଡରୁ ପାଣ୍ଡିଆନଙ୍କ ତେରଚ୍ଛା ବାଣ, ‘ବିରୋଧୀ କେବେହେଲେ ବିକାଶ ଚାହାନ୍ତି ନାହିଁ’

ନୟାଗଡ଼: ୫ ବର୍ଷରେ ଥରେ ସୁଯୋଗ ଆସିଛି ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିବା ପାଇଁ, ଶଙ୍ଖ ଚିହ୍ନରେ ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ୍ ଦେବାକୁ ପୁରୀ ଲୋକସଭା କ୍ଷେତ୍ର ନୟାଗଡ଼ରୁ ନିବେଦନ କଲେ ପାଣ୍ଡିଆନ । ଅଲଗା ଲୋକ ସାଂସଦ ହେଲେ ବିକାଶ ରଥ ଅଟକି ଯିବ,…

ରାଜଧାନୀରେ ଶୃଙ୍ଖଳିତ ନିର୍ବାଚନ ପାଇଁ ପ୍ରସ୍ତୁତ ହେଲା ୨ଟି ଆପ୍ଲିକେସନ୍, ମତଦାନରେ ହେବ ସହାୟକ

ଭୁବନେଶ୍ୱର: ଆଗାମୀ ୨୫ ତାରିଖରେ ଭୁବନେଶ୍ବରରେ ସାଧାରଣ ନିର୍ବାଚନ ୨୦୨୪ ଅନୁଷ୍ଠିତ ହବାକୁ ଯାଉଛି। ଯେଉଁଥିରେ ୫ଟି ବିଧାନସଭା ଆସନ ନିମନ୍ତେ ସର୍ବମୋଟ ୧୧୩୨ ଟି ବୁଥ ପାଇଁ ୫୧ ଟି ମୋବାଇଲ ପାଟ୍ରୋଲିଂ ପାର୍ଟି ସହିତ ପ୍ରାୟ ତିନି ହଜାରରୁ ଉର୍ଦ୍ଧ୍ୱ ପୋଲିସ କର୍ମଚାରୀ ଶାନ୍ତିପୂର୍ଣ୍ଣ ମତଦାନ…

ପୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓକୁ ନେଇ ପ୍ରଶ୍ନ ଉଠାଇଲା ବିଜେପି

ଭୁବନେଶ୍ବର: ପୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓକୁ ନେଇ ପ୍ରଶ୍ନ ଉଠାଇଲା ବିଜେପି । ରତ୍ନଭଣ୍ଡାର ଚାବି ହଜିଗଲା  ନବୀନ ବାବୁ  କାହିଁକି ଚୁପ୍ ଅଛନ୍ତି । ତଦନ୍ତ କମିଶନ ରିପୋର୍ଟ କୁଆଡ଼େ ଗଲା? । ସର୍ଟ ଭିଡିଓରେ ନିଜେ କହୁଛନ୍ତି ନା ଏହା ଏଆଇ ମାଧ୍ୟମରେ କରାଯାଉଛି । ଯଦି ନବୀନ…

୨୪ ନିର୍ବାଚନରେ ପାଣ୍ଡିଆନ ହେବେ ମୁଖ୍ୟମନ୍ତ୍ରୀ; ଗିରିରାଜ ସିଂ

ସମ୍ବଲପୁର:  ନିର୍ବାଚନୀ ମହାସମରରେ ପୂରା ଆକ୍ସନ ମୋଡରେ ବିଜେପି ନେତା । ଜଣଙ୍କ ପରେ ଜଣେ କେନ୍ଦ୍ରୀୟ ବିଜେପି ନେତା ଓଡିଶା ଆସି ନବୀନ ସରକାରଙ୍କୁ କରିଛନ୍ତି ନିଶାନା । ଏଥର ଡବଲ ଇଞ୍ଜିନ ସରକାର ନାରାରେ ବିଜେଡି ସରକାର ହଟିବ ବୋଲି ଦୃଢୋକ୍ତି କରୁଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀଙ୍କ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଓଡିଶାରେ ନାହିଁ ପ୍ରଭାବ

ଭୁବନେଶ୍ବର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ କେନ୍ଦ୍ରୀୟ ବଙ୍ଗୋପସାଗର ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ଧିରେ ଧିରେ ଉତ୍ତର ବଙ୍ଗୋପସାଗର ଆଡକୁ ଗତି କରିବ । ୨୪ ତାରିଖ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଅବପାତର ରୂପ ନେବ  । ଏହା ପରେ ଅଧିକ ଘନିଭୂତ ହୋଇ ଉତ୍ତର…

ବିପଦ ସଙ୍କୁଳ ଅବସ୍ଥାରେ ଥିବା ବିଦ୍ୟୁତ୍ ତାରକୁ ଉଚ୍ଛେଦ ଦାବି ନେଇ ଖଡ଼ିଆଳ ସିନାପାଲି ରାସ୍ତା ଅବରୋଧ

ନୁଆପଡ଼ା: ଖଡ଼ିଆଳ ସିନାପାଲି ମୁଖ୍ୟ ରାସ୍ତା ଡୁଆଝର ନିକଟରେ ରାସ୍ତାରୋକ କରି ଆନ୍ଦୋଳନ କରିଛନ୍ତି ଡୁଆଝର ଗ୍ରାମବାସୀ । ଫଳରେ ସିନାପାଲି ଖଡ଼ିଆଳ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଏଠାରେ ଯାତାୟତରେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଗ୍ରାମବାସୀ। ଡୁଆଝର ଗାଁରେ ବିଦ୍ୟୁତ୍ ଆଘାତରେ…

ସ୍କୁଲ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା:୧୦ରୁ ଅଧିକ ଆହତ

ଝାରସୁଗୁଡ଼ା :ଝାରସୁଗୁଡ଼ା ବେଳପାହାଡରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସ୍କୁଲ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି l ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ବେଳପାହାଡ଼ର ଏକ ଘରୋଇ ହସ୍ପିଟାଲ ଏବଂ ମଣ୍ଡଳିଆ ସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି…