Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଜେଡି ଛାଡିଲେ ଜ୍ୟୋତିପ୍ରକାଶ ପାଣିଗ୍ରାହୀ

ଭୁବନେଶ୍ବର: ବିଜେଡିକୁ ପୁଣି ଆଉ ଏକ ଶକ୍ତ ଝଟକା । ପୁଣି ଦଳରୁ ଇସ୍ତଫା ଦେଲେ ଆଉ ଜଣେ ଟାଣୁଆ ବିଧାୟକ । ଦଳ ସଭାପତିଙ୍କୁ ଇସ୍ତଫା ପତ୍ର ଦେଇ ଦଳ ଛାଡିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ । ଭିଡିଓ ବାର୍ତ୍ତାରେ ଦେଲେ ସୂଚନା । ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ…

ପୋଲ ତଳୁ ଯୁବକ ଓ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର

ଖୋର୍ଦ୍ଧା: ପୋଲ ତଳୁ ଯୁବକ ଓ ଯୁବତୀଙ୍କ ଗଳିତ ମୃତଦେହ ଠାବ ହୋଇଛି। ବେଗୁନିଆ ଥାନା ଅଠରାଙ୍ଗ ଗାଁ ପୋଲ ନିକଟରେ ପଡ଼ି ରହିଛି ମୃତଦେହ। ୨ ମୃତକ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି। ତେବେ ଗତ ୧୧ ଦିନ ହେବ ଉଭୟ ନିଖୋଜ ଥିଲେ। ମୃତକ ଯୁବକଙ୍କ ଘର ଅଠରାଙ୍ଗ ପଞ୍ଚାୟତ ବୋତଳମା ଗାଁରେ ଥିବା ବେଳେ…

ଆଜିଠୁ ରାଜ୍ୟରେ ହାତୀ ଗଣନା ଆରମ୍ଭ, ଗଛରେ ୧୧୩୬ଟି ମଞ୍ଚା ପ୍ରସ୍ତୁତ

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଆରମ୍ଭ ହେବ ହାତୀ ଗଣନା। ଏଥିପାଇଁ ଜଙ୍ଗଲ ବିଭାଗ ସମସ୍ତ ପ୍ରସ୍ତୁତି ଚଳାଇଛି। ଏହି ଗଣନା ୨୪ ତାରିଖ ପର୍ଯ୍ୟନ୍ତ ଅର୍ଥାତ ୩ ଦିନ ଧରି ଚାଲିବ। ହାତୀ ଗଣନା ପାଇଁ ଏକ ଟିମ୍ ନିୟୋଜିତ ହୋଇଛନ୍ତି। ସେମାନଙ୍କ ପାଇଁ ଜଙ୍ଗଲ ମଧ୍ୟରେ ବିଭିନ୍ନ ସ୍ଥାନରେ ଥିବା ବଡ଼ ବଡ଼…

ଆଜି ଉତ୍ତରରେ ନବୀନଙ୍କ ରୋଡ୍ ସୋ: ଖୋର୍ଦ୍ଧା, ନୟାଗଡ଼ ଓ ପୁରୀରେ ଜନସଭାକୁ କରିବେ ସମ୍ବୋଧନ

ଭୁବନେଶ୍ୱର: ମଧ୍ୟ ଓ ଏକାମ୍ର ପରେ ଉତ୍ତରରେ ଭୁବନେଶ୍ୱରକୁ ଫୋକସ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଆଜି ସନ୍ଧ୍ୟାରେ ଏହି ନିର୍ବାଚନ ମଣ୍ଡଳୀରେ ଗଡ଼ିବ ନବୀନଙ୍କ ହାଇଟେକ୍ ବସ୍। ରେଣ୍ଟାଲ କଲୋନୀଠୁ ପଟିଆ ଛକ ଯାଏଁ ଚାଲିବ ପାୱାର ସୋ। ୮ଟି ଛକରେ ଅଟକିବେ ନବୀନ ପଟ୍ଟନାୟକ।…

ଆଜି ଓଡ଼ିଶା ଆସୁଛନ୍ତି ଅରୁଣ ଗୋଭିଲ, ହିମନ୍ତ ବିଶ୍ୱଶର୍ମା: ୨୩ ରେ ଆସିବେ ଯୋଗୀ

ଭୁବନେଶ୍ୱର: ପ୍ରଚାର କରିବା ପାଇଁ ଓଡିଶା ଆସୁଛନ୍ତି ବିଜେପିର ବହୁ କେନ୍ଦ୍ରୀୟ ନେତା। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୨୩ ତାରିଖରେ ଓଡ଼ିଶା ଆସିବେ। ଏହା ତାଙ୍କର ପ୍ରଥମ ନିର୍ବାଚନୀ ଗସ୍ତ ହେବ। ଯୋଗୀ ଆଦିତ୍ୟନାଥ ୨୩ ତାରିଖ ପୂର୍ବାହ୍ନ ୧୦.୧୫ରେ ଚିଲିକା ନିର୍ବାଚନମଣ୍ଡଳୀର…

କଣ୍ଟାମାଳ ବିଧାନସଭା ଆସନର ୨ଟି ବୁଥରେ ପୁନଃ ମତଦାନ ପାଇଁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ବୌଦ୍ଧ ଜିଲ୍ଲା କଣ୍ଟାମାଳ ବିଧାନସଭା ଆସନର ଦୁଇଟି ବୁଥରେ ପୁନଃ ମତଦାନ ହେବ। ବିଜେପି ଏହାକୁ ନେଇ ଦାବି କରିବାର କିଛି ଘଣ୍ଟା ପରେ ଆଜି ନିର୍ବାଚନ କମିଶନ ପୁନଃ ମତଦାନ ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଏକ ପ୍ରେସ୍ ବିଜ୍ଞପ୍ତି…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ମତ୍ସଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆସନ୍ତାକାଲି (ବୁଧବାର) ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଲଘୁଚାପ ଉତ୍ତର-ପୂର୍ବ ଦିଗକୁ ଗତି କରିବା ସହିତ ୨୪ ତାରିଖ ସୁଦ୍ଧା ଅବପାତରେ ପରିଣତ ହୋଇପାରେ । ପରେ ଘନୀଭୂତ…

ମହାପ୍ରଭୁଙ୍କ ଅଳଙ୍କାର ସୁରକ୍ଷିତ ଅଛି ବୋଲି ପାଣ୍ଡିଆନ ନିଶ୍ଚିତ କରିପାରିବେ କି: ସମୀର ମହାନ୍ତି

ଭୁବନେଶ୍ବର : ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ରତ୍ନ ଭଣ୍ଡାରରୁ ନକଲି ଚାବି ବ୍ୟବହାର କରି କିଛି ଚୋରି ହୋଇନାହିଁ। ଏହା ଭିକେ ପାଣ୍ଡିଆନ୍ ସ୍ପଷ୍ଟ କରିପାରିବେ କି? ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଏହା ପ୍ରଶ୍ନ କରିଛନ୍ତି। ଦୀର୍ଘ ୪ ଦଶନ୍ଧି ପରେ ରତ୍ନଭଣ୍ଡାର ଖୋଲିବାକୁ…

ବୁର୍ଲା ଭୀମସାରରେ ଅଗ୍ନିକାଣ୍ଡ; କାରଣ ଅସ୍ପଷ୍ଟ

ସମ୍ବଲପୁର: ବୁର୍ଲା ଭୀମସାରରେ ଅଗ୍ନିକାଣ୍ଡ । ଭୀମସାରର ଫାର୍ମାକୋଲୋଜି ବିଭାଗର ଏମଆରୟୁରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ବୁର୍ଲା ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁ ଲିଭା କାର୍ଯ୍ୟ ଜାରି ରହିଛି ।…

‘ତାମିଲ କୋଟେରୀ’ ନବୀନଙ୍କ ଡିପଫେକ ଭିଡିଓ ବ୍ୟବହାର କରୁଛି: ବୈଜୟନ୍ତ

ଭୁବନେଶ୍ୱର: ବିଭିନ୍ନ ସମୟରେ ବିଜେଡି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଯେଉଁ ଭିଡିଓ ଜାରି କରୁଛି ତାକୁ ଡିପଫେକ ଭିଡିଓ ବୋଲି ସନ୍ଦେହ ପ୍ରକାଶ କରୁଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା। ସଂପୃକ୍ତ ଭିଡିଓର ସତ୍ୟତା ଉପରେ ସେ…