Latest Odisha News

BREAKING NEWS

Browsing Category

ଓଡିଶା

Odisha

୧୦୦ ଦିନ ଭିତରେ ଲଞ୍ଚ ହେବ ସୁଭଦ୍ରା ଯୋଜନା, ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କା

ଭୁବନେଶ୍ୱର: ରାଜ୍ୟର ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ କଲ୍ୟାଣ ବିଭାଗର ମନ୍ତ୍ରୀ ପ୍ରଭାତୀ ପରିଡା ରାଜ୍ୟରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ନେଇ ବଡ଼ ବୟାନ ଦେଇଛନ୍ତି। ରାଜ୍ୟର ସମସ୍ତ ମହିଳାଙ୍କୁ ୧୦୦ ଦିନ ଭିତରେ ଏହି ଯୋଜନାରେ ଟଙ୍କା ମିଳିବ ବୋଲି ରବିବାର ଉପମୁଖ୍ୟମନ୍ତ୍ରୀ…

ତାରିଣୀ ମନ୍ଦିରର ଉନ୍ନତି ପାଇଁ ୫୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ଘଟଗାଁ ତାରିଣୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ୫୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମା' ତାରିଣୀଙ୍କୁ ଦର୍ଶନ କରି ତାଙ୍କ ଆଶିଷ ନେବା ପରେ କିଛି ଏମିତି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ତାରିଣୀ ମନ୍ଦିରରେ ୫୦ କୋଟିର କାମ ଚାଲିଥିବା ବେଳେ ଆଉ ୫୦…

୧୪ ଜିଲ୍ଲାକୁ ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ୩ ଘଣ୍ଟିଆ ସତର୍କତା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ବିଜୁଳି , ଘଡଘଡି ସହ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଗାମୀ ୩ ଘଣ୍ଟାରେ ନୟାଗଡ଼, କନ୍ଧମାଳ, ନୂଆପଡ଼ା, ପୁରୀ, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ମାଲକାନଗିରି, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ରାୟଗଡ଼ା ଜିଲ୍ଲା ପାଇଁ ଚେତାବନୀ ଜାରି…

ପାଟଣାଗଡ ସିଲିଣ୍ଡର ବିସ୍ଫୋରଣ ଘଟଣା: ୪ ମାସ ପରେ ମହିଳାଙ୍କ ମୃତ୍ୟୁ

ପାଟଣାଗଡ଼: ସିଲିଣ୍ଡର ବିସ୍ଫୋରଣର ୪ ମାସ ପରେ ମହିଳାଙ୍କ ମୃତ୍ୟୁ । ବେଲପଡ଼ା ଥାନା କାନୁଟ ଗାଁରେ ଗୁରୁତର ଅସୁସ୍ଥ ମହିଳାଙ୍କ ମୃତ୍ୟୁ ହୋଇଛି । ପୂର୍ବରୁ ପରିବାରର ୩ ସମେତ ୪ ଜଣଙ୍କ ମୃତ୍ୟୁ ହୋଇଥିଲା । ଗତ ୧୦ ଫେବୃଆରୀରେ ଘରେ ସିଲିଣ୍ଡର ବିସ୍ଫୋରଣ ଘଟିଥିଲା । ସୂଚନା ଥାଉକି, ପାଟଣାଗଡ଼…

‘କିସ୍’କୁ ଜଙ୍ଗଲ ଜମି ହସ୍ତାନ୍ତର: ରୋକ୍ ଲଗାଇଲେ କେନ୍ଦ୍ର ସରକାର

ଭୁବନେଶ୍ବର; କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସେସ(କିସ୍)କୁ ଜଙ୍ଗଲ ଜମି ହସ୍ତାନ୍ତର ପ୍ରକ୍ରିୟାକୁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଲେ କେନ୍ଦ୍ର ସରକାର।  କୌଣସି ସ୍ପଷ୍ଟୀକରଣ ନମିଳିବା ପର୍ଯ୍ୟନ୍ତ କିସ୍ କୁ ଜଙ୍ଗଲ ଜମି ହସ୍ତାନ୍ତର ନକରିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି କେନ୍ଦ୍ର…

ଦୀର୍ଘ ୫ ବର୍ଷ ପରେ ଶିମିଳିପାଳକୁ ଫେରିଲେ ୨ କୁମକୀ ହାତୀ ରାଜକୁମାର ଓ ମହେନ୍ଦ୍ର

ବାରିପଦା: ୫ ବର୍ଷ ପରେ ଶିମିଳିପାଳକୁ ଫେରିଲେ ରାଜକୁମାର ଓ ମହେନ୍ଦ୍ର । ୨ଟି ଟ୍ରକ୍‌ ଯୋଗେ ସାତକୋଶିଆରୁ ଏହି ଦୁଇ ହାତୀଙ୍କୁ ଶିମିଳିପାଳ ଅଭୟାରଣ୍ୟ ଅଣାଯାଇଛି । ସେମାନଙ୍କୁ କେଣ୍ଡୁମୁଣ୍ଡିରେ ରଖାଯିବ। ଏଠାରେ କିଛିଦିନ ନିରୀକ୍ଷଣରେ ରହିବା ପରେ ହାତୀ ଦୁଇଟିକୁ ପୂର୍ବଭଳି ଜଙ୍ଗଲ ସୁରକ୍ଷା…

ନିଜ ମାଟିରେ ମୁଖ୍ୟମନ୍ତ୍ରୀ, ଉତ୍ଫୁଲିତ କେନ୍ଦୁଝର ବାସୀ

କେନ୍ଦୁଝର; ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଜନ୍ମମାଟି କେନ୍ଦୁଝରରେ ପାଦ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭବ୍ୟ ସମ୍ବର୍ଦ୍ଧନା ସହ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି କେନ୍ଦୁଝରବାସୀ । ମନରେ ଭରି ରହିଛି ଅନେକ ଉତ୍କଣ୍ଠା ଓ ଉଦ୍ଦୀପନ । ନିଜ ମାଟିର ପୁଅକୁ…

ଜିଦ୍ ରେ ଅଟଳ ଘରୋଇ ବସ୍ ସଂଘ, ବାରିପଦା ବସଷ୍ଟାଣ୍ଡରୁ ଗଡିଲା ୧୪ଟି ସରକାରୀ ବସ୍‌

ବାରିପଦା: ବାରିପଦା ବସଷ୍ଟାଣ୍ଡରୁ ଗଡିଲା ୧୪ଟି ସରକାରୀ ବସ୍‌ । ପ୍ରଶାସନର ହସ୍ତକ୍ଷେପ ପରେ ଆରଟିଓଙ୍କ ଉପସ୍ଥିତିରେ ପ୍ରଥମ ପର୍ଯ୍ୟାୟରେ ୧୪ଟି ସରକାରୀ ବସ୍ ଗଡ଼ିଛି । ଘରୋଇ ବସ୍‌ ଚଳାଚଳ ବନ୍ଦ ଥିବାରୁ ବାରିପଦାରେ ସରକାରୀ ବସ୍ ଗଡିଛି । ସମୟ ନିର୍ଘଣ୍ଟକୁ ନେଇ ହଣାକଟା ପରେ ଗତକାଲିଠି…

ମର୍ମନ୍ତୁଦ ସଡକ ଦୁର୍ଘଟଣା,ସଫେଇ କର୍ମଚାରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ମାଲକାନଗିରି: ମାଲକାନଗିରି ଡିଏମକେ ଛକରେ ସିରିଜ୍‌ ଦୁର୍ଘଟଣା । ସଫେଇ କର୍ମଚାରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌ । ମହିଳା ସଫେଇ କର୍ମଚାରୀଙ୍କୁ ଧକ୍କାଦେଇ ସାଇକେଲକୁ ପିଟିଲା ଟ୍ରକ । ଘଟଣାସ୍ଥଳରେ ସଫେଇ କର୍ମଚାରୀ ମୃତ, ସାଇକେଲ ଆରୋହୀ ଗୁରୁତର । ଦୁର୍ଘଟଣା ପରେ ଗାଡ଼ି ଛାଡ଼ି ଟ୍ରକ୍‌…

ଜ୍ୱରରେ କମ୍ପୁଛନ୍ତି ମହାପ୍ରଭୁ, ଅଣସର ଘରେ ଚାଲିଛି ଗୁପ୍ତସେବା

ପୁରୀ: ସୁନା କୂଅରୁ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅସୁସ୍ଥତା ଯୋଗୁ ଅଣସର ବାସରେ ରହିଛନ୍ତି ଶ୍ରୀବିଗ୍ରହ। ବିଳମ୍ବିତ ରାତିରେ ସ୍ନାନବେଦିରୁ ବାହୁଡ଼ା ପହଣ୍ଡିରେ ଯିବା ବେଳେ ଅଣସର ପିଣ୍ଡିରେ ଅଟକିଛନ୍ତି ତିନି ଠାକୁର। କେବଳ ଏକ ଦୀପକୁ ଛାଡ଼ିଦେଲେ ଅଣସର…