Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜଳିଗଲା ଆମ୍ବୁଲାନ୍ସ, ୪ ଗୁରୁତର

ଜଳେଶ୍ୱର: ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ । ଦୁର୍ଘଟଣା ପରେ ହୁତୁ ହୁତୁ ହୋଇ ଜଳିଗଲା ଆମ୍ବୁଲାନ୍ସ । ଏନ୍‌ଏଚ୍‌-୧୬ ମିରିଗିମୁଣ୍ଡି ଛକରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ୪ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ…

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ପୁରୀ: ସରିଛି ମହାପ୍ରଭୁଙ୍କ ମହାସ୍ନାନ। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଥିବାରୁ ମହାପ୍ରଭୁଙ୍କୁ ଜର ହୋଇଛି। ଏଥିପାଇଁ ମହାପ୍ରଭୁ ଅଣସର ଗୃହରେ ରହିଛନ୍ତି। ଅଣସର ପିଣ୍ଡିରେ ମହାପ୍ରଭୁଙ୍କ ଗୁପ୍ତ ନୀତି କରାଯାଉଛି। ମହାପ୍ରଭୁଙ୍କ ଅଣସର ସମୟରେ ବିକଳ୍ପ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପଟିଦିଅଁ…

ଲାଞ୍ଚ ନେଉଥିବା ବେଳେ ସିବିଆଇ ଦ୍ବାରା ଡାକ ବିଭାଗର ଦୁଇ ଅଧିକାରୀ ଗିରଫ

ଭୁବନେଶ୍ୱର: ଲାଞ୍ଚ ନେଉଥିବା ଡାକ ବିଭାଗର ଦୁଇ ଅଧିକାରୀଙ୍କୁ ଗିରଫ କରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)। ମୟୂରଭଞ୍ଜ ଜିଲ୍ଲାରେ ବଡ଼ସାହି ସବ୍ ପୋଷ୍ଟ ଅଫିସର ଡାକ ନିରୀକ୍ଷକ ରୁବି ଦାସ ଓ ଓଭରସିୟର ସୁଶାନ୍ତ କୁମାର ଦାସ ୫୦ ହଜାର ଟଙ୍କା ଲାଞ୍ଚ ମାଗୁଥିବା ବେଳେ ସିବିଆଇ ହାତରେ…

କାମ୍ ଦେଲାନି ଆଲୋଚନା, ବାରିପଦା ବସଷ୍ଟାଣ୍ଡରୁ ଗଡ଼ିଲା ନାହିଁ ବସ୍

ବାରିପଦା: ପ୍ରଶାସନ, ପୋଲିସ ଏବଂ ଘରୋଇ ବସ୍ ସଂଘର କର୍ମକର୍ତ୍ତାଙ୍କ ସହ ବୈଠକ ହୋଇଥିଲା। ସଂଧ୍ୟାରେ ବାରିପଦା ବସଷ୍ଟାଣ୍ଡରୁ ବସ୍ ଗଡିଥାନ୍ତା। କିନ୍ତୁ ଯେଉଁମାନେ ଗଣ୍ଡଗୋଳ ଘଟଣାରେ ଜେଲରେ ଅଛନ୍ତି ସେମାନଙ୍କୁ ଜାମିନ୍ ନନିଳିବାରୁ ବସ୍ ଚଳାଚଳ ପୂର୍ବଭଳି ରହିଛି। ଅର୍ଥାତ୍ ପ୍ରଶାସନ ବସ…

ରାଜ୍ୟର ସବୁ ନିଗମ ଅଧ୍ୟକ୍ଷଙ୍କୁ ହଟାଇଲେ ସରକାର

ଭୁବନେଶ୍ଵର: ବିଭିନ୍ନ ନିଗମ ଅଧ୍ୟକ୍ଷଙ୍କୁ ଦାୟିତ୍ବରୁ ଅବ୍ୟାହତି ଦେଲେ ରାଜ୍ୟ ସରକାର । ପୂର୍ବ ସରକାରଙ୍କ ସମୟରେ ନିଯୁକ୍ତ ଅଧ୍ୟକ୍ଷଙ୍କୁ ଅବ୍ୟାହତି ଦେଲେ ରାଜ୍ୟର ନୂତନ ସରକାର । ନିଗମଗୁଡ଼ିକର ପରିଚାଳନାରେ ଗୁଣାତ୍ମକ ଉନ୍ନତି ହେଉ ନଥିବାରୁ ଏପରି ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର ।…

ସୁଧୁରୁଛି ସ୍ଥିତି, କୋହଳ କରାଯାଉଛି ବାଲେଶ୍ଵର କର୍ଫ୍ୟୁ

ବାଲେଶ୍ଵର: ବାଲେଶ୍ବରରେ ପୁଣି କର୍ଫ୍ୟୁ କୋହଳ । ସହଦେବଖୁଣ୍ଟା ଥାନା ଅଞ୍ଚଳରେ କର୍ଫ୍ୟୁ କୋହଳ କଲା ପ୍ରଶାସନ । ସକାଳ ୫ଟାରୁ ରାତି ୯ଟା ଯାଏଁ କୋହଳ ହେଲା କର୍ଫ୍ୟୁ । ଟାଉନ୍ ଥାନା ଅଞ୍ଚଳରେ ସକାଳ ୫ରୁ ଦିନ ୨ଟା ଯାଏଁ କୋହଳ । ସୂଚନାଯୋଗ୍ୟ, ସୋମବାର ହୋଇଥିବା ଗୋଷ୍ଠୀ ସଂଘର୍ଷରେ ଏକାଧିକ…

ପ୍ରାକ-ବଜେଟ୍ ପରାମର୍ଶ ବୈଠକ: ସମ୍ବଲପୁରରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ପାଇଁ ପ୍ରସ୍ତାବ ରଖିଲା ରାଜ୍ୟ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତି ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଯୋଗ ଦେଇଛନ୍ତି ଓଡିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ । ଆଗାମୀ କେନ୍ଦ୍ର ବଜେଟ୍, ୨୦୨୪-୨୫ ପାଇଁ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ…

ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ୱର: କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି । କିଟ୍‍ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ଇଣ୍ଡିଆନ୍‍ ସୋସାଇଟି ଫର୍‍ ଟେକ୍‍ନିକାଲ୍‍ ଏଜୁକେସନ୍‍ ର ୫୩ତମ ଜାତୀୟ ବାର୍ଷିକ ସମ୍ମିଳନୀରେ ଆଜି ଶ୍ରୀ ସାମନ୍ତଙ୍କୁ ଏହି…

ବନ୍ୟା ନିୟନ୍ତ୍ରଣ ଲାଗି ଏବେଠୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଓଡିଶାର ପ୍ରାୟ ଅଧିକାଂଶ ସ୍ଥାନରେ ପହଞ୍ଚିସାରିଲାଣି ମୌସୁମୀ। ୨ ରୁ ୩ ଦିନ ଭିତରେ ରାଜ୍ୟର ସମସ୍ତ ଜିଲ୍ଲାକୁ ସ୍ପର୍ଶ କରିବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ସେପଟେ ନୂତନ ସରକାର ଗଢ଼ିବା ପରେ ଆକ୍ସନ ମୋଡରେ ଅଛନ୍ତି ମୂଖ୍ୟମନ୍ତ୍ରୀ ମୋହନ ମାଝୀ। ବନ୍ୟା ନିୟନ୍ତ୍ରଣ ଲାଗି ଏବେଠୁ…

ତମଣ୍ଡୋ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କଲା କମିଶନରେଟ୍ ପୋଲିସ

ଭୁବନେଶ୍ବର: ଗତକାଲି ତମାଣ୍ଡୋ ଅଞ୍ଚଳରେ ହୋଇଥିବା ଛତିଥରା ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ୍। ମଦ ନିଶାରେ ନିଜର ରାଗକୁ ନିୟନ୍ତ୍ରଣ କରିନପାରି ଏଭଳି କାଣ୍ଡ ଭିଆଇଛି ହତ୍ୟାକାରୀ। ଗିରଫ ହୋଇଥିବା ଅଭିଯୁକ୍ତ ଜଣଙ୍କ ଦେଉଛନ୍ତି ବୌଦ୍ଧ ଜିଲ୍ଲାର ରଞ୍ଜନ ଦୀପ। ତେବେ ଅଭିଯୁକ୍ତ…