Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାସ୍ତା ଉପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ମୁଣ୍ଡିଆ ମାରିଲେ  ଆୟୁଷ ଛାତ୍ରଛାତ୍ରୀ

ଭୁବନେଶ୍ୱର:ରାସ୍ତାରେ ଗର୍ଜିଲେ ନିଖିଳ ଓଡ଼ିଶା ଆୟୁଷ ଛାତ୍ରସଂଘ । ଲୋୟର ପିଏମଜି ଆଜି ଏହି ଛାତ୍ରଛାତ୍ରୀଙ୍କ ନାରାରେ କମ୍ପୁଥଲା । ୨୧ବର୍ଷ ଧରି ଏହି ଆୟୁଷ ଛାତ୍ରଛାତ୍ରୀ ଚାକିରୀ ପାଇଁ ଅପେକ୍ଷା କରି ବସିଛନ୍ତି । ଶେଷରେ ହତାଶ ହୋଇ ରାସ୍ତାକୁ ଓହ୍ଲାଇଛନ୍ତି । ରାସ୍ତା ଉପରେ ସରକାରଙ୍କୁ…

ପତ୍ନୀଙ୍କ ସହ ବିଜେପିରେ ସାମିଲ ହେଲେ ଅର୍କକେଶରୀ ଦେଓ

ଭୁବନେଶ୍ୱର: ପଦ୍ମ ଧରିଲେ ଅର୍କ କେଶରୀ ଦେଓ ।   ବୁଧବାର  ବିଜେପିରେ ସାମିଲ ହୋଇଛନ୍ତି  କଳାହାଣ୍ଡି ପୂର୍ବତନ ବିଜେଡି ସାଂସଦ ଅର୍କ କେଶରୀ  । ପତ୍ନୀ ମାଳବିକା ଦେବୀଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି ପୂର୍ବତନ ବିଜେଡି ସାଂସଦ । ଭୁବନେଶ୍ୱରରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ବରିଷ୍ଠ…

ମୁଖ୍ୟମନ୍ତ୍ରୀ, ପୂର୍ତ୍ତମନ୍ତ୍ରୀଙ୍କ ବିରୋଧରେ ସ୍ୱାଧୀକାର ଭଙ୍ଗ ନୋଟିସ: ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର: ୪ର୍ଥ ଦିନରେ ସ୍ୱାଭାବିକ ଚାଲିବା ଆରମ୍ଭ ହୋଇଥିଲା ବିଧାନସଭା । ହେଲେ ମୁଖ୍ୟମନ୍ତ୍ରୀ ଓ ପୂର୍ତ୍ତମନ୍ତ୍ରୀଙ୍କ ବିରୋଧରେ ଆସିଥିଲା ସ୍ୱାଧୀକାର ଭଙ୍ଗ ପ୍ରସ୍ତାବ । ଏହାକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ହୋଇଥିଲା । ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ…

କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଘଟଣା: ମହିଳା ଆଟେଣ୍ଡାଣ୍ଟ ସସପେଣ୍ଡ

ଭୁବନେଶ୍ବର : କ୍ୟାପିଟାଲ ହସ୍ପିଟାଲ୍‌ରେ ଶିଶୁ ଅଦଳବଦଳ ଘଟଣାରେ କାର୍ଯ୍ୟାନୁଷ୍ଠାନ  ।  ଗାଇନିଂ ୱାର୍ଡ ଆଟେଣ୍ଡାଣ୍ଟ ନିଲମ୍ବିତ ହୋଇଛନ୍ତି  । ଦାୟିତ୍ବରେ ଅବହେଳା ପାଇଁ ହସ୍ପିଟାଲ ନିର୍ଦ୍ଦେଶକ ତାଙ୍କୁ ସସ୍‌ପେଣ୍ଡ କରିଛନ୍ତି  । ଆବଶ୍ୟକ ପଡିଲେ ଦୋଷୀଙ୍କ ବିରୋଧରେ ମଧ୍ୟ କଡା…

୩ ଟଙ୍କା ପାଇଁ ଗ୍ରାହକଙ୍କୁ ଅପମାନିତ କଲେ ଦୋକାନୀ, ଏବେ ଗଣିବେ ୨୫ ହଜାର

ସମ୍ବଲପୁର : ଟଙ୍କେ/ଦୁଇ ଟଙ୍କା ବା ୫ ଟଙ୍କା ପାଇଁ ଅନେକ ସମୟରେ ଦୋକାନୀ-ଗ୍ରାହକ ମୁହାଁମୁହିଁ ହେଉଥିବା ଘଟଣା ପ୍ରାୟ ସମସ୍ତଙ୍କ ନଜରକୁ ଆସିଥିବ । ହେଲେ ଏଇ ଝଗଡା ଯେ କେତେ ମହଙ୍ଗା ପଡିପାରେ ତାହାର ଏକ ଉଦାହାରଣ ଏବେ ଦେଖିବାକୁ ମିଳିଛି । ଜଣେ ଦୋକାନୀ ମାତ୍ର ୩ ଟଙ୍କା ପାଇଁ ଜଣେ…

କ୍ରୀଡା ଉତ୍ସବକୁ ଯିବାବେଳେ ଘାଟିରେ ଓଲଟି ପଡିଲା ବସ: ଚାଲିଗଲା ଖେଳ ଶିକ୍ଷକଙ୍କ ଜୀବନ

ନବରଙ୍ଗପୁର: ଘାଟିରେ ଓଲଟି ପଡିଲା ବସ । ପିଲାଙ୍କୁ ନେଇ କ୍ରୀଡା ଉତ୍ସବରେ ଯୋଗ ଦେବାକୁ ଯାଉଥିଲେ ଖେଳ ସାର । ବାଟରେ ଚାଲିଗଲା ଜୀବନ । ଦୁର୍ଘଟଣାରେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି ।  ଦୁର୍ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକରେ । ମିଳିଥିବା ସୂଚନା…

ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି ନୂଆ ସାଲ ଓ ଅଙ୍କର ପ୍ରବେଶ

ପୁରୀ:  ଆଜିଠାରୁ ରାଜତନ୍ତ୍ର ପରମ୍ପରା ଅନୁସାରେ ଆରମ୍ଭ ହୋଇଛି ନବବର୍ଷ । ରାଜନଅରରେ ଉତ୍ସବର ଦିନ। ରାଜତନ୍ତ୍ର ଲୋପ ପାଇଥିଲେ ବି ପାରମ୍ପରିକ ଭାବରେ ବଞ୍ଚି ରହିଛି ପ୍ରଥା ପରମ୍ପରା । ଭାଦ୍ରବ ଶୁଳ୍କ ଦ୍ଵାଦଶୀ ତିଥିରେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତିଙ୍କ ଶ୍ରୀନଅରରେ ବି ବିଧି ପାଳନ ହୋଇଛି।…

ତିନି ଦିନ ପରେ ଆଜି ସ୍ୱାଭାବିକ ଭାବେ ଚାଲିଛି ବିଧାନସଭା

ଭୁବନେଶ୍ୱର: ତିନି ଦିନପରେ ଆଜି ସ୍ୱାଭାବିକ ଭାବେ ଚାଲିଛି ବିଧାନସଭା । ଉଭୟେ ବିରୋଧୀ ଓ ଶାସକ ନାରାବାଜି କାରଣରୁ ୩ ଦିନ ଧରି ଅଚଳ ରହିଥିଲା ଗୃହ । ବାଚସ୍ପତି ପ୍ରମିଳା ମଲ୍ଲିକ ସର୍ବଦଳୀୟ ବୈଠକ ଡାକିବା ପରେ ଆଜି ସ୍ୱାଭାବିକ ହୋଇଛି ଗୃହକାର୍ଯ୍ୟ । ଅଧିବେଶନର ୪ର୍ଥ ଦିନରେ…

ମା ବିରଜାଙ୍କ ବନଜାଗ ଯାତ୍ରା ଅନୁଷ୍ଠିତ : ସୁନିଆଁରୁ ମାଙ୍କର ଶାରଦୀୟ ପୂଜାର ହୋଇଛି ଶୁଭାରମ୍ଭ

ଯାଜପୁର: ପରମ୍ପରା ଅନୁଯାୟୀ ପବିତ୍ର ସୁନିଆରୁ ମା ବିରଜା ଙ୍କ ଶାରଦୀୟ ପୁଜାର ଶୁଭାରମ୍ଭ ହୋଇଛି  । ରଥ ନିର୍ମାଣ ପାଇଁ କାଷ୍ଠ ସଂଗ୍ରହ ତଥା ବିଲ୍ୱ ବରୁଣ ପୁଜା ଲାଗି ବନଜାଗ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିଲାଗି ନବାଙ୍କ ପୁଜା କରାଯାଇ ସାରଣୀ ଲେଖା ସହ ଷୋଡଶ ଉପଚାର ଲାଗି ନିୟୋଜିତ…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୂଙ୍କର ବଳିବାମନ ବେଶ: ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ ହେବେ ବଡ ଠାକୁର

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଳିବାମନ ବେଶ ଅନୁଷ୍ଠିତ ହେବ ।  ଗତକାଲି ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହୋଇଛି । ଏଥିପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି କରାଯିବ  । ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ବିରାଜମାନ କରିବେ ।  ଏବଂ ଶ୍ରୀବଳଭଦ୍ର…