Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାଣୀବିହାର ମେଟ୍ରୋ ଟାଓ୍ବାରରେ ଅଗ୍ନିକାଣ୍ଡ, ଦୁଇ ନାବାଳକ ଉଦ୍ଧାର

ଭୁବନେଶ୍ବର: ବାଣୀବିହାର ମେଟ୍ରୋ ଟାଓ୍ବାରରେ ଭୟାବହ ଅଗ୍ନିକାଣ୍ଡ । ଗତକାଲି କୋଠାର ୫ମ ମହଲାରେ ନିଆଁ ଲାଗିଯାଇଥିଲା । ଖବର ପାଇ ମଞ୍ଚେଶ୍ବର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଏଥିସହ ଘଟଣାସ୍ଥଳରେ ଫସିଥିବା ଦୁଇ ନାବାଳକଙ୍କୁ ମଧ୍ୟ ଉଦ୍ଧାର କରାଯାଇଛି । ଦୁଇ…

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀକୃଷ୍ଣଙ୍କ ବାମନ ଜନ୍ମ ନୀତି, ସେପଟେ ରାଜନଅରରେ ପାଳନ ହେବ ସୁନିଆଁ ପର୍ବ

ପୁରୀ: ଭାଦ୍ରବ ମାସ ଶୁକ୍କପକ୍ଷ ଦ୍ୱାଦଶୀ ତିଥିରେ ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ସେପଟେ ରାଜନଅରରେ ଆଜି ରାତିରେ ସୁନିଆଁ ପର୍ବ ପାଳିତ ହେବ । ଗଜପତି ମହାରାଜାଙ୍କ ଶାସନର ନୂଆ ଅଙ୍କ ଓ ନୂଆ ବର୍ଷ ଆଜି ଠାରୁ ଆରମ୍ଭ ହୋଇଛି । ମହାରାଜଙ୍କ ଶାସନର ୬୬ ଅଙ୍କ ଓ ୧୪୩୧…

ଅନୁଗୁଳରେ ଥମୁନି ଦନ୍ତା ଆତଙ୍କ : ଆଜି ବି ପୁଣି ଜଣଙ୍କୁ ଦଳି ମାରିଲା ହାତୀ

ଅନୁଗୁଳ: ଥମୁନି ହାତୀଙ୍କ ଦୌରାତ୍ମ୍ୟ  । ଦିନକୁ ଦିନ ହାତୀ ମଣିଷ ଲଢେଇ ବଢିବାରେ ଲାଗିଛି  । କେତେବେଳେ ହାତୀ ଆକ୍ରମଣରେ ମଣିଷର ଜୀବନ ଯାଉଛି ତ ଆଉ କେତେବେଳେ ହାତୀର ଜୀବନ ଯାଉଛି  । ଏହାରି ମଧ୍ୟରେ ଆଜି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି  । ଅନୁଗୁଳ ବଅଁରପାଳ ବ୍ଳକ ବାଇଝାଲିଆ ସାହିରେ…

ସୁନ୍ଦରଗଡର ପିଛା ଛାଡୁନି ସ୍କ୍ରବ୍ ଟାଇଫସ୍ : ପୁଣି ୧୪ ନୂଆ ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ୨୪୪କୁ ବୃଦ୍ଧି

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଳାର ପିଛା ଛାଡୁନି ସ୍କ୍ରବ୍ ଟାଇଫସ୍  । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ବଢି ଚାଲିଛି । କମିବାର ନାଁ ଧରୁନି  । ପୁଣି ୧୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  । ଯାହାକି ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୨୪୪ରେ ପହଞ୍ଚିଛି । ୮୬ ଜଣଙ୍କ…

ଆଜି ୩ୟ ଦିନରେ ବି କମ୍ପିବ ବିଧାନସଭା: ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ହେବ ଆଲୋଚନା

ଭୁବନେଶ୍ବର: ଆଜି ବିଧାନସଭା ମୌସୁମୀ ଅଧିବେଶନର ତୃତୀୟ ଦିନ । ଆଜି ବି  ବିଭିନ୍ନ ପ୍ରସଙ୍ଗରେ ଗୃହରେ ସରଗରମ ଆଲୋଚନା ହେବ  । ଗତକାଲି ଦିନ ତମାମ ହୁଲସ୍ତୁଲ ହୋଇଥିଲା ବିଧାନସଭା  । ପ୍ରଶ୍ନକାଳ ଆରମ୍ଭ ରୁ ହିଁ ଗୃହରେ ପ୍ରବଳ ହଟ୍ଟଗୋଳ ହୋଇଥିଲା  । ଫଳରେ ଗୃହକୁ ମୁଲତବୀ ରଖାଯାଇଥିଲା ।…

ଆଇଆଇଟି ଭୁବନେଶ୍ବର କ୍ଯାମ୍ପସରେ ଇ-ରିକ୍ସା ସେବାର ଶୁଭାରମ୍ଭ

ଭୁବନେଶ୍ୱର: ପରିବେଶ ଅନୁକୂଳ ପରିବହନକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଆଇଆଇଟି ଭୁବନେଶ୍ୱର ପକ୍ଷରୁ ସୋମବାର ଅନ୍ କ୍ୟାମ୍ପସ ଇଲେକ୍ଟ୍ରିକ୍ ରିକ୍ସା ସେବାର ଶୁଭାରମ୍ଭ କରାଯାଇଛି। ଆଇଆଇଟି ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର ଶ୍ରୀପଦ କରମଲକର ଅନ୍ୟ ଅତିଥିମାନଙ୍କ ଉପସ୍ଥିତିରେ ଏହି ସେବାକୁ…

ଦଳ ବିରୋଧୀ କାର୍ଯ୍ୟ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ବିଜୁ ଜନତା ଦଳ

ଭୁବନେଶ୍ୱର: ବିଜୁ ଛାତ୍ର ଜନତା ଦଳର ଜଣେ ଅଫିସ କର୍ମଚାରୀ ଏବଂ ଆଉ ଜଣେ ବିଜୁ ଯୁବ ଜନତା ଦଳରୁ ବହିଷ୍କୃତ ହୋଇଛନ୍ତି। ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ରବୀନ୍ଦ୍ର ପ୍ରଧାନଙ୍କୁ ଦଳ ବିରୋଧୀ କାମ ପାଇଁ ବିଜେଡିରୁ ନିଲମ୍ବିତ କରାଯାଇଛି ବୋଲି ବିଜେଡି ସାଧାରଣ ସମ୍ପାଦକ ମାନସ…

ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ତଦନ୍ତ କମିସନଙ୍କ ରିପୋର୍ଟ ସାର୍ବଜନୀନ କରିବାକୁ ଦାବି

ଭୁବନେଶ୍ୱର: ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାରର ଚାବି ହଜିବା ଘଟଣାର ତଦନ୍ତ କମିସନଙ୍କ ରିପୋର୍ଟକୁ ଓଡ଼ିଶା ସରକାର ସାର୍ବଜନୀନ କରନ୍ତୁ ବୋଲି ବିଜେପି ବିଧାୟକ ଗଣେଶ ରାମ ସିଂହ ଖୁଣ୍ଟିଆ ସୋମବାର ଦାବି କରିଛନ୍ତି। ଚଳିତ ମୌସୁମୀ ଅଧିବେଶନରେ ଓଡ଼ିଶା ବିଧାନସଭାରେ ଏହି ପ୍ରସଙ୍ଗ ଉଠାଇ…

୯ ଦିନରେ ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ ଦ୍ୱାରା ୧୧୬୦ରୁ ଊର୍ଦ୍ଧ୍ୱ ଆଇଡିଆ ସଂଗ୍ରହ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ୍ ଆଜି ଓଡିଶାର ୩ଟି ପ୍ରମୁଖ ଜିଲ୍ଲା ସୋନପୁର, ଗଜପତି ଏବଂ ବାଲେଶ୍ୱରରେ ପହଞ୍ଚି ଷ୍ଟାର୍ଟଅପ୍ ଆଇଡିଆ ସଂଗ୍ରହ କରିଛି । ଏହି ଯାତ୍ରା ଅର୍ନ୍ତଗତ ଭ୍ୟାନଗୁଡିକ ଆଜି ସମୁଦାୟ ୧୨ଟି କଲେଜ ଏବଂ ୩ଟି…

ସେପ୍ଟେମ୍ବର ୨୬ରୁ ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ପାଇଁ ଅନଲାଇନ୍‌ରେ ପ୍ରମାଣପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ

ଭୁବେନଶ୍ୱର: ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୩-୨୪ ବ୍ୟାଚରେ ନାମଲେଖା ପାଇଁ ଅନଲାଇନ ମାଧ୍ୟମରେ ସାଟିର୍ଫେିକଟ ଓ ଆବଶ୍ୟକ ବିଭିନ୍ନ ପ୍ରମାଣପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । ଅନଲାଇନ ଜରିଆରେ ଏହି ପ୍ରମାଣପତ୍ର ଦାଖଲ ପ୍ରକ୍ରିୟା…