Latest Odisha News

BREAKING NEWS

Browsing Category

ଓଡିଶା

Odisha

ରତ୍ନଭଣ୍ଡାର ଚାବି ଓଡ଼ିଶାରେ ନାହିଁ, ତାମିଲନାଡୁ ପଳାଇଛି:ମୋଦି

କଟକ: ଓଡ଼ିଶା ସରକାରଙ୍କର ଓଡିଶା ସଂସ୍କୃତି ପାଇଁ ଚିନ୍ତା ନାହିଁ । ଲୋକେ କହୁଛନ୍ତି ରତ୍ନଭଣ୍ଡାର ଚାବି ତାମିଲନାଡୁ ପଳାଇଛି । ବିଜେପି ସରକାର ଆସିବା କ୍ଷଣି ଚାବିର ହଜିବାର ପ୍ରକୃତ ରାଜ୍ ଖୋଲିବ। ଯାଞ୍ଚ ରିପୋର୍ଟକୁ ସାର୍ବଜନୀନ କରାଯିବ । ଆଜି କଟକରେ ନିର୍ବାଚନୀ ସଭାରେ ରତ୍ନଭଣ୍ଡାର ଚାବି…

ବରଗଡରେ ଅଟୋଚାଳକଙ୍କୁ ହତ୍ୟା, ବ୍ୟକ୍ତିଗତ କହିଲେ ମୁଖ୍ୟ ନିର୍ବଚନୀ ଅଧିକାରୀ

ବରଗଡ: ବରଗଡରେ ଦିନ ଦ୍ବିପହରେ ହତ୍ୟା ଅଭିଯୋଗ । ଜଣେ ଅଟୋ ଚାଳକଙ୍କୁ ଏକ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛି ଦୁର୍ବୃତ୍ତ। ରକ୍ତାକ୍ତ ଅବସ୍ଥାରେ ଡାକ୍ତଖାନକୁ ନିଆଯାଇଥିଲେ ମଧ୍ୟ ମୃତ ଘୋଷଣା କଲେ ଡାକ୍ତର । ଏଭଳି କିଛି ବର୍ବର କାଣ୍ଡ ଘଟିଛି ବରଗଡ ସଦର ଥାନା ଅନ୍ତର୍ଭୁକ୍ତ ସରସରା…

ମତଦାନ ସମୟରେ ଭଞ୍ଜନଗର ବୁଥ୍‌ ଭିତରେ ହିଂସା, ବୁଥ୍ ରିଗିଂ କରୁଥିବା ଅଭିଯୋଗ

ଭଞ୍ଜନଗର: ଆଜି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚାଲିଛି । ୫ ଲୋକସଭା ଏବଂ ୩୫ ବିଧାନସଭା ଆସନ ପାଇଁ ଭେଟ୍ ହେଉଛି । ଏହି ସମୟରେ ପୁଣି ଦେଖିବାକୁ ମିଳିଛି ନିର୍ବାଚନୀ ହିଂସା । ଭଞ୍ଜନଗରର ତୁରୁମୁ ପଞ୍ଚାୟତର ବେରୁଆବାଡି ଗାଁର ୪୭୮ ନମ୍ବର ବୁଥ୍‌ରେ ଏହି ହିଂସା ଘଟିଛି । ଖବରମୁତାବକ,…

୨୫ ବର୍ଷ ପରେ ଓଡ଼ିଶା ନୂଆ ଇତିହାସ ରଚିବ:ମୋଦି

କଟକ: ଅନୁଗୁଳ ପରେ କଟକରେ ମଧ୍ୟ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ମୋଦି । କଟକରେ ଆୟୋଜିତ ଜନସଭାକୁ ସମ୍ବୋଧନ କରି ୨୫ ବର୍ଷ ପରେ ଓଡ଼ିଶା ନୂଆ ଇତିହାସ ରଚିବ ବୋଲି କହିଛନ୍ତି ମୋଦି ।ଭାରତ ବର୍ଷର ପୁରୂଣା ସହର ମଧ୍ୟରୁ କଟକ ହେଉଛି ଗୋଟିଏ । ଜୁନ୍‌ ୧୦ରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ…

ଘସିପୁରା ଗୁଣ୍ଡାଗର୍ଦ୍ଦିକୁ ନେଇ ସିଇଓଙ୍କ ଚେତାବନୀ: ହିଂସା ପ୍ରତି ଜିରୋ ଟଲେରାନ୍ସ ନୀତି ଗ୍ରହଣ କରାଯିବ

ଭୁବନେଶ୍ୱର: ଘାସିପୁରା ନିର୍ବାଚନୀ ହିଂସାକୁ ନେଇ ଓଡିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ନିକୁଞ୍ଜା ବିହାରୀ ଧଳଙ୍କ କଡ଼ା ଚେତାବନୀ। କୌଣସି ପ୍ରକାର ହିଂସାକୁ ବରଦାସ୍ତ କରାଯିବନି ବୋଲି କହିଛନ୍ତି ସିଇଓ। ସେ କହିଛନ୍ତି ଯେ ହିଂସା ପ୍ରତି ଜିରୋ ଟଲେରାନ୍ସ ନୀତି ଗ୍ରହଣ କରାଯିବ।…

ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟିଂ; ୧୧ଟା ସୁଦ୍ଧା ୨୧ ପ୍ରତିଶତ ମତଦାନ

ଭୁବନେଶ୍ଦର: ଦ୍ବିତୀୟ ପର୍ଯ୍ୟାୟ ଭୋଟିଂରେ ସକାଳ ୧୧ ଟା ସୁଦ୍ଧା ୨୧ ପ୍ରତିଶତ ଭୋଟ ଗ୍ରହଣ କରାଯାଇଛି । ତେବେ ସକାଳ ୯ଟା ସୁଦ୍ଧା ୬.୯୯ ଭୋଟ ଗ୍ରହଣ କରାଯାଇଥିବା ବେଳେ ଏବେ ଏହା ପାଖାପାଖି ୨୧ ପ୍ରତିଶତ ମତଦାନ ଗ୍ରହଣ କରାଯାଇଛି । ସବୁଠୁ ଅଧିକ ସୁନ୍ଦରଗଡ ବଣେଇ ନିର୍ବାଚନ ମଣ୍ଡଳୀରେ ୩୫…

ବିଜେପି ସରକାର ଆସିଲେ ଓଡ଼ିଶାରେ ଧାନ ୩୧୦୦ ଟଙ୍କା ହେବ:ମୋଦି

ଅନୁଗୁଳ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ ସାରିବା ପରେ ଆରମ୍ଭ କରିଥିଲେ  ମେଗା ରୋଡ୍ ସୋ । ମୋଦୀଙ୍କ ରୋଡ୍‌ ସୋ’ରେ ଜନସମୁଦ୍ର ପାଲଟିଥିଲା ବଡ଼ଦାଣ୍ଡ । ପୁରୀରେ ରୋଡ୍ ସୋ କରିବା  ପରେ ଅନୁଗୁଳରେ ଆୟୋଜିତ ସଭାରେ ଯୋଗ ଦେଇ  ପ୍ରଧାନମନ୍ତ୍ରୀ  …

ରତ୍ନ ଭଣ୍ଡାର ଚାବି ଗାଏବ ପଛରେ ବିଜେଡି, ବିଜେପି ସରକାର ଆସିଲେ ଯାଞ୍ଚ ରିପୋର୍ଟ ହେବ ସାର୍ବଜନୀନ

ଅନୁଗୁଳ: ଆଜି ପୁରୀରେ ମଗା ରୋଡ ଶୋ' ପରେ ଅନୁଗୁଳବାସୀଙ୍କୁ ସମ୍ବୋଧିତ କରିଛନ୍ତି ମୋଦୀ । ଅନୁଗୁଳରେ ରତ୍ନଭଣ୍ଡାର ପ୍ରସଙ୍ଗ ନେଇ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ରତ୍ନ ଭଣ୍ଡାର ଚାବି ୬ ବର୍ଷ ହେଲା ମିଳୁନାହିଁ । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିଜ କବ୍ଜାରେ ରଖିଥିବା…

ଓଡିଶା ସୁରକ୍ଷିତ ନାହିଁ, ଏଥିପାଇଁ ଦାୟୀ ମୁଖ୍ୟମନ୍ତ୍ରୀଙ୍କୁ ନିଜ କବ୍ଜାରେ ରଖିଥିବା ଭ୍ରଷ୍ଟାଚାରୀ

ଅନୁଗୁଳ: ‘ସମୃଦ୍ଧ ଓଡିଶାର ଜନସାଧାରଣ ଏତେ ଗରିବି ଭିତରେ ବଞ୍ଚିବାକୁ ବାଧ୍ୟ ହେଉଛନ୍ତି । ଏ ସବୁର କାରଣ ବିଜେଡି ସରକାର । ଭ୍ରଷ୍ଟାଚାର କବଳରେ ଫସିରହିଛି ଓଡିଶା । କିଛି ଭ୍ରଷ୍ଟାଚାରୀମାନେ ମୁଖ୍ୟମନ୍ତ୍ରୀଙ୍କ ଆବାସ ଓ ତାଙ୍କ କାର୍ଯ୍ୟାଳୟକୁ ନିଜ କବ୍ଜାରେ ରଖିଛନ୍ତି ।’ ଅନୁଗୁଳରେ ଜନସଭାକୁ…

ସୁନାବେଡ଼ା ଅଭୟାରଣ୍ୟରେ ମାଓବାଦୀ-ଏସଓଜି ମଧ୍ୟରେ ଗୁଳି ବିନିମୟ, ଜଣେ ଯବାନ ଗୁରୁତର

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସୁନାବେଡ଼ା ଅଭୟାରଣ୍ୟ ମଧ୍ୟରେ ମାଓବାଦୀ ଓ ଏସଓଜି ଯବାନ ମଧ୍ୟରେ ଗୁଳି ବିନିମୟ ହୋଇଥିବା ସୂଚନା ମିଳିଛି। ସୁନାବେଡ଼ା ଅଭୟାରଣ୍ୟ ଚାଲିଥିବା ଗୁଳି ବିନିମୟରେ ଜଣେ ଯବାନ ଗୁରୁତର ହୋଇଥିବା ସୂଚନା ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ କୁମ୍ବିଂ ଅପରେସନ ଜାରି ରହିଥିବା…