Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଆରମ୍ଭରୁ ମତଦାନ କେନ୍ଦ୍ରରେ ଇଭିଏମ୍ ଅଚଳ, ଭୋଟର ଅସନ୍ତୁଷ୍ଟ

ସୁବର୍ଣ୍ଣପୁର: ଆଜି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏହି କ୍ରମରେ ସୁବର୍ଣ୍ଣପୁର ଜିଲ୍ଲା ଦୁଇ ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ଆରମ୍ଭ ହୋଇଛି। ଜିଲ୍ଲାର ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀ (୬୫)ରେ ମୋଟ ୨ ଲକ୍ଷ ୫୪ ହଜାର ୬୯୬ ଭୋଟର ନିଜର ମତ ସାବ୍ୟସ୍ତ କରୁଛନ୍ତି । ତେବେ…

ଆରମ୍ଭ ହେଲା ମୋଦୀଙ୍କ ମେଗା ରୋଡ ସୋ’, ଜନସମୁଦ୍ର ପାଲଟିଛି ବଡ଼ଦାଣ୍ଡ

ପୁରୀ: ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ ସାରିବା ପରେ ଆରମ୍ଭ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମେଗା ରୋଡ୍ ସୋ’। ମରିଚିକୋଟ ଛକରୁ ରୋଡ୍ ସୋ'ରେ ବାହାରିଲେ ମୋଦୀ। ମୋଦୀଙ୍କ ରୋଡ୍‌ ସୋ’ରେ ଜନସମୁଦ୍ର ପାଲଟିଛି ବଡ଼ଦାଣ୍ଡ। ତାଙ୍କ ସହ ଅଛନ୍ତି ମନମୋହନ ସାମଲ, ପୁରୀ ଲୋକସଭା ସାଂସଦ…

ଶ୍ରୀମନ୍ଦିରରେ ପ୍ରଧାନମନ୍ତ୍ରୀ ମୋଦୀ: ଦର୍ଶନ ପରେ ରୋଡ ସୋ’ ଆରମ୍ଭ, ୬୩ ପ୍ଲାଟୁନ୍ ଫୋର୍ସ ମୁତୟନ

ପୁରୀ: ଶ୍ରୀମନ୍ଦିରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ । ଭୁବନେଶ୍ୱରରୁ ବାହାରି ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ତାଳବଣିଆ ହେଲିପ୍ୟାଡରେ ସେ ନିର୍ଦ୍ଧାରିତ ସମୟ ପୂର୍ବରୁ ପୁରୀ ଅବତରଣ କରିଛନ୍ତି। ମୋଦୀଙ୍କ ପାଇଁ ଆଜି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନକୁ ବନ୍ଦ ରଖାଯାଇଛି। ତାଳବଣିଆ…

ବଙ୍ଗୋପସାଗରରେ ଦାନାବାନ୍ଧୁଛି ବାତ୍ୟା, ଓଡ଼ିଶାମୁହାଁ ହେବା ନେଇ ଆକଳନ

ଭୁବନେଶ୍ୱର: ଶହେରୁ ୧୨୦ କିମି ବେଗରେ ବହିପାରେ ପବନ। ତା ସାଙ୍ଗକୁ ପ୍ରବଳ ବର୍ଷା। ମେ ମାସରେ ପୁଣିଥରେ ଓଡ଼ିଶାକୁ ବାତ୍ୟା ହେବା ନେଇ ଆକଳନ କରାଯାଇଛି। ଆସନ୍ତା ୨୧ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପ ସାଗରରେ ସୃ‌ଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବା ସହ ଅଧିକ…

ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ୫ ଲୋକସଭା,୩୫ ବିଧାନସଭାର ଭାଗ୍ୟ ନିର୍ଦ୍ଧାରଣ

ଭୁବନେଶ୍ୱର: ଆଜି ଦ୍ୱିତୀୟ ପର୍ଯ୍ୟାୟ ଭୋଟ। ବରଗଡ଼, ବଲାଙ୍ଗୀର, କନ୍ଧମାଳ, ଆସ୍କା, ସୁନ୍ଦରଗଡ଼ରେ ଆଜି ପଡ଼ିବ ଭୋଟ୍‌। ୫ ଲୋକସଭା ଏବଂ ୩୫ ବିଧାନସଭା ଆସନ ପାଇଁ ନେତା ବାଛିବେ ଜନତା । ମୋଟ୍ ୯୧୪୮ଟି ମତଦାନ କେନ୍ଦ୍ରରେ ୭୯ ହଜାରରୁ ଅଧିକ ମତଦାତା ସେମାନଙ୍କର ପସନ୍ଦର ନେତା ବାଛିବେ। ନିର୍ବାଚନ…

ଭୁବନେଶ୍ଵରରେ ମୋଦୀ, ଦଳୀୟ କର୍ମୀଙ୍କୁ ଦେଲେ ଗୁରୁମନ୍ତ୍ର

ଭୁବନେଶ୍ଵର: ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ନିର୍ବାଚନ ଋଣନୀତି ନେଇ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗଦେଇ ବିଜେପି କର୍ମୀଙ୍କୁ ଦେଇଛନ୍ତି ଗୁରୁମନ୍ତ୍ର । ଏହାପରେ ରାଜଭବନ ଅଭିମୁଖେ ବାହାରିଛନ୍ତି ମୋଦୀ । ପ୍ରାୟ ୩୦ ମିନିଟ ଧରି ରାଜ୍ୟ ବିଜେପିର…

ଭଂଜନଗରରେ ନିର୍ବାଚନୀ ହିଂସା, ୨ ବିଜେପି କର୍ମୀ ରକ୍ତାକ୍ତ

ଭଂଜନଗର: ପୁଣି ରାଜ୍ୟରେ ନିର୍ବାଚନୀ ହିଂସା । ଭଂଜନଗରରେ ନିର୍ବାଚନୀ ଗଣ୍ଡଗୋଳ । ବିଜେଡି କର୍ମୀଙ୍କ ଆକ୍ରମଣରେ ୨ ବିଜେପି କର୍ମୀ ରକ୍ତାକ୍ତ । ଭଂଜନଗର ବେତାର ଛକରେ ଘଟିଛି ଏହି ଘଟଣା । ବିଜେପି କର୍ମୀଙ୍କୁ ବିଜେଡି କର୍ମୀ ମାଡ଼ ମାରିଥିବା ଅଭିଯୋଗ । ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଏକଏଚ…

ଭଦ୍ରାମୀ ଓ ସଂଯମତା ଭୁଲି ଯାଉଛନ୍ତି ବିଜେପି ନେତା: ବିଜେଡି

ଭୁବନେଶ୍ଵର: ଚଳିତ ନିର୍ବାଚନରେ ଶୋଚନୀୟ ଭାବେ ହାରିବାକୁ ଯାଉଥିବା ବିଜେପି ନେତା ବିଚଳିତ ଆଉ ବିବ୍ରତ ହୋଇ ଅତି ନିମ୍ନରୁଚିର ମନ୍ତବ୍ୟ ମାନ ଦେଉଛନ୍ତି । ଖଲ୍ଲିକୋଟ ପ୍ରସଙ୍ଗରେ ବିଜେପି ନେତା ଶ୍ରୀ ପିତାମ୍ବର ଆଚାର୍ଯ୍ୟ ଆଜି ଅତି ତଳସ୍ତରକୁ ଚାଲିଗଲେ । ରାଜନୀତିରେ ଏହାଠାରୁ ନିମ୍ନସ୍ତର ଆଉ…

ବିଜେପିକୁ ଆଶୀର୍ବାଦ କଲେ କୁଚିଣ୍ଡା ଆହୁରି ୨୦ ବର୍ଷ ପଛକୁ ପଳେଇବ: ପାଣ୍ଡିଆନ

ସମ୍ବଲପୁର: କୁଚିଣ୍ଡାରେ କେନ୍ଦ୍ରମନ୍ତ୍ରୀଙ୍କୁ ଶାଣିତ ଆକ୍ରମଣ କଲେ ଭିକେ ପାଣ୍ଡିଆନ । କେନ୍ଦ୍ରମନ୍ତ୍ରୀ ସବୁ କାମରେ ରାଜନୈତିକ ଫାଇଦା ଦେଖନ୍ତି, ଆମ ମୁଖ୍ୟମନ୍ତ୍ରୀ ସେବାରେ ବିଶ୍ୱାସ ରଖନ୍ତି ବୋଲି କହିଛନ୍ତି ପାଣ୍ଡିଆନ । ୧୦ ବର୍ଷରେ କଣ କାମ କରିଛ, ଲୋକଙ୍କୁ ହିସାବ ଦିଅ ବୋଲି…

ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଅସ୍ତ୍ର: ନବୀନ ପଟ୍ଟନାୟକ

କେନ୍ଦୁଝର: ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଅସ୍ତ୍ର । କୁମ୍ଭୀର କାନ୍ଦଣା ଏଠାରେ ଚଳିବନି ବୋଲି କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । କେନ୍ଦୁଝର ଲୋକସଭା ନିର୍ବାଚନ ମଣ୍ଡଳୀ ଏବଂ ଆନନ୍ଦପୁରରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେଇ ବିରୋଧିଙ୍କ ଉପରେ…