Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୂର୍ବତନ ମନ୍ତ୍ରୀ ସମୀର ଦାସଙ୍କୁ ପୁରୀରେ କଳାପତାକା ପ୍ରଦର୍ଶନ

ପୁରୀ: ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ସମୀର ରଞ୍ଜନ ଦାସ ରବିବାର ନିଜ ନିର୍ବାଚନ ମଣ୍ଡଳୀ ନିମାପଡା ଗସ୍ତରେ ଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କୁ କଳାପତାକା ପ୍ରଦର୍ଶନ କରିଛନ୍ତି। ଆଜି ସକାଳେ ଜିଲ୍ଲାର ଗୋପ ବ୍ଲକ୍ ଅନ୍ତର୍ଗତ ବେଦପୁର ଠାରେ ଏକ ପ୍ରକଳ୍ପର ଉଦଘାଟନ ପାଇଁ ସମୀର…

ରାଜଧାନୀରେ ଅଘଟଣ, ପୋଖରୀରେ ବୁଡି ୨ ଛାତ୍ର ମୃତ

ଭୁବନେଶ୍ୱର: ପୋଖରୀପୁଟରେ ଅଘଟଣ। ପୋଖରୀରେ ବୁଡ଼ିଗଲେ ଦଶମ ଶ୍ରେଣୀର ଦୁଇ ଜଣ ଛାତ୍ର। ପୋଖରୀରେ ଗାଧୋଉଥିବା ବେଳେ ସେଥିରୁ ଦୁଇ ଜଣ ବୁଡିଯାଇଥିବା ସୂଚନା ମିଳିଛି। ସେମାନଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି। ମୃତ…

ସେପ୍ଟେମ୍ବର ୨୫ରୁ ଅକ୍ଟୋବର ୧୫ ସାରା ଓଡ଼ିଶାରେ ଆରମ୍ଭ ହେବ କଂଗ୍ରେସର ପଦଯାତ୍ରା

ଭୁବନେଶ୍ୱର: ଆସନ୍ତାକାଲିଠାରୁ ଅକ୍ଟୋବର ମାସ ୧୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ପ୍ରତ୍ୟେକ ପଞ୍ଚାୟତରେ କଂଗ୍ରେସ ପଦଯାତ୍ରା କରିବ। ଏନେଇ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଆହୁତ ଏକ ସାମ୍ବାଦିକ ସମ୍ମିଳିନୀରେ ସାମ୍ବାଦିକମାନଙ୍କୁ ସମ୍ବୋଦିତ କରି ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ସୂଚନା…

ନାଗସାପ ଗିଳିଲା ୧୨ ଫୁଟର ଅହିରାଜ

ମୟୂରଭଞ୍ଜ: ଜଣେ ବ୍ୟକ୍ତିଙ୍କ ଘରୁ ୧୨ ଫୁଟର ବିଶାଳ ଅହିରାଜ ସାପକୁ ଉଦ୍ଧାର କରିଛନ୍ତି ସ୍ନେକ ଲାଇଫ୍ ଲାଇନର ସଦସ୍ୟ। ଉଦଳା ବନାଞ୍ଚଳ ଅଧିନ ବଡଖମଣ ଗ୍ରାମର ହମବିର ମୁର୍ମୁଙ୍କ ଘର ଭିତରେ ଏକ ଅହିରାଜ ସାପ ପଶିଥିବା ପରିବାର ଲୋକେ ଦେଖିବାକୁ ପାଇଥିଲେ। ଅହିରାଜ ସାପଟି ଘର ଭିତରେ ଚାଳ ନିକଟରେ ଏକ…

ଓଡ଼ିଶାରେ ‘ଟୁରିଷ୍ଟ ଗାଇଡ଼ କ୍ଲବ’ର ଗଠନ

ଭୁବନେଶ୍ୱର: ସେପ୍ଟେମ୍ବର ୨୪ ରବିବାର ଭୁବନେଶ୍ୱର ଖଣ୍ଡଗିରିଠାରେ ଓଡ଼ିଶାର କୋଣ ଅନୁକୋଣରେ କାର୍ଯ୍ୟରତ ଥିବା ଜାତୀୟସ୍ତରୀୟ ଟୁରିଷ୍ଟ ଗାଇଡ଼, ରିଜିଅନାଲ୍ ସ୍ତରୀୟ, ରାଜ୍ୟ ସ୍ତରୀୟ, ଇକୋ ଟୁରିଷ୍ଟ ଗାଇଡ଼, କୋଣାର୍କ, ନନ୍ଦନକାନନ, ଶିମିଳିପାଳ, ଦେବ୍ରିଗଡ଼ର ଟୁରିଷ୍ଟ ଗାଇଡ଼ମାନେ ସଂଗଠିତ ହୋଇ…

ଶ୍ରୀମନ୍ଦିର ଚାରିଦୁଆର ଖୋଲିବା ପ୍ରସଙ୍ଗ: ଲିଖିତ ପ୍ରତିଶୃତି ନଦେଲେ ଅକ୍ଟୋବର ୩ରେ ଓଡ଼ିଶା ବନ୍ଦ କରିବ ଜଗନ୍ନାଥ ସେନା

ପୁରୀ: ଅକ୍ଟୋବର ୩ ତାରିଖରେ ଶ୍ରୀମନ୍ଦିର ଚାରିଦୁଆର ଭକ୍ତଙ୍କ ପାଇଁ ଖୋଲିବା ଓ ରତ୍ନଭଣ୍ଡାର ସୁରକ୍ଷା ନେଇ ଓଡିଶା ବନ୍ଦ ପ୍ରସଙ୍ଗ। ଜଗନ୍ନାଥ ସେନା ସହ ଆଲୋଚନା କଲେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା। ଆଲୋଚନା ବିଫଳ ହୋଇଥିବା ଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ଦେଲେ ସୂଚନା।…

ବିଧାନସଭା ଘେରାଉ କରିବେ ଓଡ଼ିଶା ଜୀବିକା ମିଶନର ଗୋଷ୍ଠୀ ସହାୟିକା

ପୁରୀ: ବିଧାନସଭା ଘେରାଉ କରିବେ ଓଡି଼ଶା ଜୀବିକା ମିଶନର ଗୋଷ୍ଠୀ ସହାୟିକା। ବିଭିନ୍ନ ଦାବି ନେଇ ଆସନ୍ତାକାଲିଠାରୁ ଓଡିଶା ଜୀବିକା ମିଶନ ଅଧୀନରେ କାର୍ଯ୍ୟରତ ଗୋଷ୍ଠୀ ସହାୟିକା ବିଧାନସଭା ଘେରାଉ କରିବେ। ସ୍ଥାୟୀ ନିଯୁକ୍ତି, ସର୍ବନିମ୍ନ ମଜୁରୀ, ଅତିରିକ୍ତ କାମ ପାଇଁ ବୋନସ, ବ୍ୟାଙ୍କ…

ନୀଳ ଗାଡ଼ିଆରେ ମହିଳାଙ୍କର ମୃତଦେହ ଉଦ୍ଧାର, ପୋଲିସ ତଦନ୍ତ ଆରମ୍ଭ

ପୁରୀ: ପୁରୀ ଜିଲ୍ଲା ତାଳବଣିଆରେ ଅଘଟଣ। ତାଳବଣିଆ ମଝୀ ଜଙ୍ଗଲର ନୀଳ ଗାଡ଼ିଆରେ ଏକ ମୃତଦେହ ଭାସୁଥିବା ପରିଲକ୍ଷିତ ହୋଇଛି। ଭାସୁଥିବା ମୃତଦେହଟି ଏକ ମହିଳାଙ୍କର ବୋଲି ଆନୁମାନ କରାଯାଉଛି। କିନ୍ତୁ ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ। ତେବେ ଏହି ଘଟଣାଟି ହତ୍ୟାକାଣ୍ଡ ବୋଲି…

ହାତରେ ହାତ ଯୋଡିବ କଂଗ୍ରେସ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ କଂଗ୍ରେସ ଆରମ୍ଭ କରିବ ଘରେ ଘରେ ହାତ କାର୍ଯ୍ୟକ୍ରମ। ଯାହାକୁ ନେଇ ଦଳୀୟ ନେତା ବେଶ ଉତ୍ସାହିତ। ଘରେ ଘରେ କଂଗ୍ରେସ ଘରେ ଘରେ ହାତ କାର୍ଯ୍ୟକ୍ରମ ପାଇଁ ଦଳ ପକ୍ଷରୁ କେବେଠୁ ପ୍ରସ୍ତୁତି କରାଯାଉଛି। ରାଜ୍ୟର ପ୍ରତ୍ୟେକ ପଂଚାୟତ ଓ ଗାଁ ଗାଁରେ ଏହି ଅଭିଯାନକୁ…

ରାଜ୍ୟରେ କମିବ ବର୍ଷା, ଆଗାମୀ ୨ ଦିନ ପାଇଁ ବଜ୍ରପାତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସେପ୍ଟେମ୍ବର ୨୯ ପର୍ଯ୍ୟନ୍ତ ରାଜ୍ୟରେ କୌଣସି ବର୍ଷା ହେବାର ସତର୍କ ସୂଚନା ଜାରି କରାଯାଇ ନଥିବା ବେଳେ ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଏବଂ ବଙ୍ଗୋପସାଗରର ପୂର୍ବ ମଧ୍ୟଭାଗରେ ଲଘୁଚାପ ସୃଷ୍ଟି ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।…