Latest Odisha News

BREAKING NEWS

Browsing Category

ଓଡିଶା

Odisha

ସମାଜର ମୁଖ୍ୟ ସ୍ରୋତରେ ସାମିଲ୍ ହେଲେ ୩ ମାଓବାଦୀ

ମାଲକାନଗିରି: ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେଲେ ୩ ମାଓବାଦୀ। ମାଲକାନଗିରି ଏସପିଙ୍କ ପାଖରେ ଆତ୍ମସମର୍ପଣ କଲେ ୩ ମାଓବାଦୀ । ଆତ୍ମସମର୍ପଣ କରିଥିବା ୩ ମାଓବାଦୀ ଛତିଶଗଡ଼ ଦକ୍ଷିଣ ବସ୍ତର ମାଓ ସଂଗଠନର ମିଲିସିଆ ମେମ୍ବର ହୋଇଥିବା ହୋଇଥିବା ସୂଚନା ମିଳିଛି। ଦୀର୍ଘ ୪ ବର୍ଷ ହେଲା ସେମାନେ ମାଓ…

‘ସରକାରଙ୍କ ବିକାଶମୂଳକ କାର୍ଯ୍ୟକ୍ରମ ଲୋକଙ୍କ ପାଖରେ ପହଞ୍ଚିବ, ଖାଲି ପଡିଥିବା ପଦବୀ ପୂରଣ ହେବ’

ଭୁବନେଶ୍ବର: ରାଜ୍ୟରେ ଆକ୍ଟିଭ ମୋଡରେ ନୂଆ ସରକାର । ଆଜି ରାଜ୍ୟ ଅତିଥିଭବନ ଠାରେ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ, ନିର୍ଦ୍ଦେଶକ ଓ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଭାଗରେ ଖାଲି ଥିବା ପଦବୀ ପୂରଣ ସମେତ ସାମ୍ବାଦିକଙ୍କ କଲ୍ୟାଣ…

ମହାପ୍ରଭୁଙ୍କ ସେନାପଟା ଲାଗି ନୀତି, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ପବିତ୍ର ସ୍ନାନ ପୂର୍ଣ୍ଣିମା ପାଇଁ ସେନାପଟା ଲାଗି ନୀତି ନିମନ୍ତେ ଆସନ୍ତାକାଲି ପୂର୍ବାହ୍ନ ୧୧ଟା ଯାଏଁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଆଜି ରାତି ୧୨ଟା ଠାରୁ କାଲି ଦିନ ୧୧ଟା ଯାଏଁ ଦର୍ଶନ ବନ୍ଦ ରହିବ। ସେପଟେ ଆଜି ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି ଅନୁଷ୍ଠିତ…

କାଲିଠୁ ସବୁ ସ୍କୁଲ ଖୋଲା, ଜୁନ୍ ୨୨ରୁ ସ୍ବାଭାବିକ ପାଠ୍ୟକ୍ରମ

ଭୁବନେଶ୍ବର: ସରିଗଲା ଛୁଟି । କାଲିଠୁ ଚାଲିବ ସ୍କୁଲ । ସ୍କୁଲ ଖୋଲିବା ନେଇ ବଡ ଘୋଷଣା କଲା ଗଣଶିକ୍ଷା ବିଭାଗ । ଏଥର ସ୍ବାଭାବିକ ଚାଲିବ ପାଠପଢା । ଆସନ୍ତାକାଲି ଅର୍ଥାତ୍ ଜୁନ୍ ୨୧ ତାରିଖରେ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ସ୍କୁଲ ଚାଲୁଥିବା ବେଳେ ତା ପରଦିନ ଠାରୁ ଅର୍ଥାତ୍ ଜୁନ୍ ୨୨ରୁ…

ବାହାଘର ଭୋଜି ଖାଇ ଘରକୁ ଫେରୁଥିବା ବେଳେ ବାଇକ ଦୁର୍ଘଟଣା, ୨ ମୃତ

କୋରାପୁଟ: ବୋରିଗୁମ୍ମା ଥାନା ବିଜାପୁର ନିକଟରେ ବାଇକ ଦୁର୍ଘଟଣା। ଘଟଣାସ୍ଥଳରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ବୋରିଗୁମ୍ମା ମେଡିକାଲରେ ବାଇକରେ ବସିଥିବା ଅନ୍ୟ ଜଣେ ଯୁବକଙ୍କ ମଧ୍ୟ ମୃତ୍ୟୁ ଘଟିଛି। ଉଭୟ ମୃତ ଯୁବକ ଦୁଇ ବନ୍ଧୁ ହୋଇଥିବା ବେଳେ ଏମାନେ ଜୟପୁର ସହର ବାସିନ୍ଦା ବୋଲି…

ହାଣ୍ଡିଶାଳରେ ଚଡ଼କ, ମୁଣ୍ଡ ବିନ୍ଧାର କାରଣ ପାଲଟିଛି ସବୁଜ ପରିବା

ଭୁବନେଶ୍ୱର : ନିର୍ବାଚନ ସରିବା ପରେ ଏବେ ପରିବା ଦରରେ ଲାଗିଲା ନିଆଁ । ଲଗାତାର ଭାବେ ବଢିଚାଲିଛି ପରିବା ଦର । ବଜାରରୁ ଘର, ଘରଠୁ ହୋଟେଲ ସବୁଠି ପରିବା ଚର୍ଚ୍ଚା । ବର୍ଦ୍ଧିତ ଦରରେ କେବେ ଲାଗିବ ରୋକ୍ ସେନେଇ ଚିନ୍ତାରେ ଖାଉଟି । ଅଧିକାଂଶ କଞ୍ଚା ପରିବା କିଲୋପ୍ରତି ଦାମ ୫୦ ଟଙ୍କା ଉପରେ…

ଡ୍ରେନ୍‌ ଯନ୍ତ୍ରଣା; ଜେଇଙ୍କୁ କାରଣ ଦର୍ଶାଅ ନୋଟିସ ଜାରି

ଭୁବନେଶ୍ବର: ଡ୍ରେନ୍ ଟ୍ରାଜେଡିରେ ନାବାଳକ ମୃତ୍ୟୁ ଘଟଣାକୁ ନେଇ ଏବେ ପୂରା ଆକ୍ଟିଭ୍ ବିଭାଗୀୟ ମନ୍ତ୍ରୀ । ଜୋରଦାର ଚଲାଇଛନ୍ତି ତନାଘନା । ସହରରେ କେତେ ମୁକୁଳା ଡ୍ରେନ ଅଛି, ଡ୍ରେନଗୁଡିକର ଅବସ୍ଥା କ’ଣ ଓ କେତେ କାମ ବାକି ଅଛି, ଏନେଇ ଘଟଣାସ୍ଥଳ ପରିଦର୍ଶନ କରି ନିଜର କ୍ଷୋଭ ପ୍ରକାଶ କରିବା…

୧୮ ଘଣ୍ଟା ପରେ ବି ମିଳୁନି ପତ୍ତା, ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେଲିକପ୍ଟର

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ବୁଡ଼ି ଛାତ୍ର ନିଖୋଜ ଘଟଣାର ୧୮ ଘଣ୍ଟା ବିତି ଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଛାତ୍ର ଜଣଙ୍କର ପତ୍ତା ମିଳିପାରିନାହିଁ। ନିଖୋଜ ଛାତ୍ର ଜଣକ ହେଉଛନ୍ତି କେ. ଆର୍ଯ୍ୟପଲ୍ଲୀ ଗ୍ରାମର ୨୨ବର୍ଷୀୟ ହେମନସେନ ବେହେରା । ଏସଆରସି ନିର୍ଦ୍ଦେଶ କ୍ରମେ…

ବଢିପାରେ ଖରା ଛୁଟି!, କିଛି ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ…..

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ମୌସୁମୀ କାରଣରୁ କିଛି କିଛି ସ୍ଥାନରେ ବର୍ଷା ଟିକେ ଆଶ୍ବସ୍ତି ଆଣିଥିଲେ ମଧ୍ୟ ଅସହ୍ୟ ଗୁଳୁଗୁଳିରେ ବୁକୁ ଫାଟୁଛି । ଏହାକୁ ଦୃଷ୍ଟିରେ ରଖି ଓଷ୍ଟା ପକ୍ଷରୁ ଖରା ଛୁଟିକୁ ବଢାଯିବା ପାଇଁ ନିବେଦନ କରାଯିବା ପରେ ସ୍କୁଲ ଛୁଟିକୁ ନେଇ…

ଆସନ୍ତାକାଲି ରାଜ୍ୟ ସ୍ତରୀୟ ଯୋଗ ଦିବସ ପାଳିବ ଓଡିଶା, ଜାଣନ୍ତୁ କେଉଁ ଜିଲ୍ଲାରେ ଉପସ୍ଥିତ ରହିବେ କିଏ?……

ଭୁବନେଶ୍ବର:  ଆସନ୍ତାକାଲି ଅନ୍ତର୍ଜାତୀୟ ଯୋଗ ଦିବସ । ନିରୋଗ ଓ ସୁସ୍ଥ ମନ ପାଇଁ ଆବଶ୍ୟକ ଯୋଗ । ଯାହା ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ ଏକ ଗୁରୁତ୍ବପୂର୍ଣ୍ଣ ଦିବସ । ଏଥିପାଇଁ ଜମ୍ମୁ-କାଶ୍ମୀର ଗସ୍ତରେ ମୋଦି । ଗୁରୁବାର ଶ୍ରୀନଗରରେ କିଛି ପ୍ରକଳ୍ପର ଲୋକାର୍ପଣ କରିବା ପରେ ଶୁକ୍ରବାର…