Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ବାତ୍ୟା ପାଇଁ କୌଣସି ପୂର୍ବାନୁମାନ କରାଯାଇ ନଥିବାରୁ ଭୟଭୀତ ହେବାର ଆବଶ୍ୟକତା ନାହିଁ’

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଆସନ୍ତା ୨୨ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ହେଲେ ବାତ୍ୟା ସୃଷ୍ଟି ନେଇ କୌଣସି ପୂର୍ବାନୁମାନ କରାଯାଇନ ଥିବାରୁ ଭୟଭୀତ ହେବାର କୌଣସି…

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ସୁବର୍ଣ୍ଣପୁରର ସମସ୍ତ ମତଦାନ କେନ୍ଦ୍ର ଅଭିମୁଖେ ପୋଲିଙ୍ଗ୍ ପାର୍ଟି

ସୁବର୍ଣ୍ଣପୁର: ଆସନ୍ତାକାଲି ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ। ଏହି କ୍ରମରେ ସୁବର୍ଣ୍ଣପୁର ଜିଲ୍ଲା ଦୁଇ ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବ ମତଦାନ। ଜିଲ୍ଲାର ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀ (୬୫)ରେ ମୋଟ ୨ ଲକ୍ଷ ୫୪ ହଜାର ୬୯୬ ଭୋଟର ନିଜର ମତ ସାବ୍ୟସ୍ତ କରିବେ ଏଥିପାଇଁ…

‘ଭୁଲ ରାଜନୈତିକ ବୁଝାମଣାରୁ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଠକେଇ ଅଭିଯୋଗ’, ମାମଲା ପ୍ରତ୍ୟାହାର…

ବ୍ରହ୍ମପୁର: ବହୁ ଚର୍ଚ୍ଚିତ ଟାଟା କମ୍ପାନିରେ ନିଯୁକ୍ତି ନାଁରେ ଠକେଇ ମାମଲାରେ ଚର୍ଚ୍ଚାକୁ ଆସିଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଅଭିଯୋଗକାରୀ ସତ୍ୟପାଠ ଦାଖଲ କରିଛନ୍ତି। ଭୁଲ୍‌ ରାଜନୈତିକ ବୁଝାମଣା ଯୋଗୁଁ ସେ ଏତଲା…

ସ୍କ୍ରପିଓ ଗାଡିରୁ ୩ ଲକ୍ଷ ୪୦ ହଜର ଟଙ୍କା ଜବତ, ୨ ଅଟକ

ସୁବର୍ଣ୍ଣପୁର: ନିର୍ବାଚନ ପାଇଁ ବିନିକା ଅଞ୍ଚଳରେ ଗାଡ଼ିମଟର ଗୁଡ଼ିକୁ କଡାକଡି ଭାବରେ ଯାଞ୍ଚ ଚାଲିଛି । ଏହି ଅବସରରେ ଗତକାଲି ରାତିରେ ବିନିକା ଏସଏସଟି ଟିମ ଦ୍ବାରା ଗାଡି ମଟର ଗୁଡିକ ଯାଞ୍ଚ ଚାଲିଥିଲା ବେଳେ ସ୍କର୍ପିଓ ଗାଡ଼ିରୁ ଜବତ ହେଲା ବେଆଇନ ନଗଦ ଟଙ୍କା। ଏହି ଘଟଣାରେ ଗାଡ଼ିକୁ ଜବତ କରି…

ବିବାଦୀୟ ନେତା ସମୀର ଦାଶ ବଦଳାଇଲେ ଦଳ, ମୋଦୀଙ୍କୁ ରୋଡ୍ ଶୋ ପୂର୍ବରୁ ବିଜେପିକୁ ଲାଭ ନା କ୍ଷତି?

ଭୁବନେଶ୍ୱର: ନିମାପଡା ବିଧାୟକ ସମୀର ରଞ୍ଜନ ଦାଶ ଶେଷରେ ବିଜେପିରେ ସାମିଲ ହୋଇଛନ୍ତି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସଭାପତି ସମୀର ମହାନ୍ତି ଏବଂ ପ୍ରଭାରୀଙ୍କ ଉପସ୍ଥିତିରେ ସେ ଏବଂ ତାଙ୍କ ସମର୍ଥକ ବିଜେପିରେ ସାମିଲ ହୋଇଛନ୍ତି। ବିଜୁ ଜନତା ଦଳ ତାଙ୍କୁ ଚଳିତଥର ଟିକେଟ୍ ଦେଇନଥିଲା। ତାଙ୍କ…

ପଦ୍ମ ଧରୁ ଧରୁ ମୋଦିଙ୍କ ପ୍ରଶଂସାରେ ଶତମୁଖ ସମୀର

ଭୁବନେଶ୍ଦର: 'ମୋଦିଙ୍କ ନେତୃତ୍ବରେ ଅନୁପ୍ରାଣିତ ହୋଇ ବିଜେପିରେ ମିଶିଲି । ମୋଦି କେବଳ କୁହନ୍ତିନି, କାର୍ଯ୍ୟରେ କରି ଦେଖାନ୍ତି । ପ୍ରଭାତୀ ପରିଡ଼ାଙ୍କ ବିଜୟକୁ କେହି ଅଟକାଇ ପାରିବେନି । ମୋଦି ଆତ୍ମବିଶ୍ବାସ ଓ ଭରସାର ବାତାବରଣ ସୃଷ୍ଟି କରିଛନ୍ତି । ନିର୍ବାଚନ ବେଳେ ଓ ନିର୍ବାଚନ ପରେ,  ଦଳ…

କେନ୍ଦୁଝରରେ ହେବିୱେଟଙ୍କ କଡ଼ା ଟକ୍କର: ରାଜନାଥ, ନବୀନଙ୍କ ଗସ୍ତକୁ ନେଇ ରାଜନୀତି ଚଳଚଞ୍ଚଳ

କେନ୍ଦୁଝର: କେନ୍ଦୁଝର ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳିକୁ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦୁଝରରେ ଭୋଟଗ୍ରହଣକୁ ଆଉ ମାତ୍ର କିଛି ଦିନ ବାକି ରହିଥିବା ବେଳେ କେନ୍ଦୁଝର ମୁହାଁ ହେଉଛନ୍ତି ରାଜ୍ୟ ଓ କେନ୍ଦ୍ରୀୟ ନେତା। ଏହାକୁ ନେଇ ଚଳଚଞ୍ଚଳ ରାଜନୀତି। ଏହି ପରିପେକ୍ଷୀରେ…

ଆସନ୍ତାକାଲି ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ

ଭୁବନେଶ୍ବର: ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ସରିଛି ପ୍ରଚାର । ଏବେ କେବଳ ଭାଗ୍ୟ ନିର୍ଦ୍ଧାରଣର ପାଳି ଆସିଛି।ନେତାମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ଆସନ୍ତାକାଲି ପଡିବ ଭୋଟ୍। ଗଞ୍ଜାମ ଜିଲ୍ଲାର ଆସିକା ସମେତ ବଲାଙ୍ଗିର, ସୁନ୍ଦରଗଡ଼,ବରଗଡ଼, ଓ କନ୍ଧମାଳ ଲୋକସଭା ଏବଂ…

ବିଜେଡି ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ

ଭୁବନେଶ୍ବର: ବିଜେଡି ଛାଡ଼ିଲେ  ସମୀର ଦାଶ । ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଟିକେଟ କଟିବାରୁ ଅସନ୍ତୁଷ୍ଟ ଥିଲେ ସମୀର । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି ତାଙ୍କର ଇସ୍ତଫାପତ୍ର ।…

ବିଜେଡି ଘେରିବା ପରେ ରାଜ୍ୟ ବିଜେପି ମୈଦାନକୁ ଛାଡିଲାକି ମୁଖ୍ୟମନ୍ତ୍ରୀ ଚେହେରା?

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର ଗଢ଼ିବ ବୋଲି ଦାବି କରୁଛି, କିନ୍ତୁ କିଏ ମୁଖ୍ୟମନ୍ତ୍ରୀ ଚେହେରା ତାହା ଦଳ ଅସ୍ପଷ୍ଟ ରଖିଛି। ଯାହାକୁ ନେଇ ବିଜେଡି ରାଜ୍ୟ ବିଜେପି ସହିତ କେନ୍ଦ୍ରୀୟ ନେତାଙ୍କୁ ଘେରୁଛି। ଶାସକ ଦଳର ନମ୍ବର ଟୁ ନେତା ଭି.କେ ପାଣ୍ଡିଆନ୍ ହୁଅନ୍ତୁ ଅବା ଦଳର ସାଂଗଠନିକ…