Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜାଲ୍ ନୋଟ୍ କାରବାର କରି ଲିଙ୍ଗରାଜ ବେହେରା ସଶ୍ରମ କାରାଦଣ୍ଡରେ ଦଣ୍ଡିତ

ବଲାଙ୍ଗୀର: ଜାଲ ନୋଟ୍ କାରବାରରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଗତବର୍ଷ ନକଲି ଭାରତୀୟ ମୁଦ୍ରା ନୋଟ୍ ବ୍ୟବହାର କରୁଥିବା ମାମଲାରେ ଏବେ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ହୋଇଛନ୍ତି।  କଳାହାଣ୍ଡିର ଲିଙ୍ଗରାଜ ବେହେରା ନାମକ ଏହି ଅଭିଯୁକ୍ତଙ୍କୁ ଟିଟିଲାଗଡ଼ ସହକାରୀ…

ନେତାଙ୍କ ନାଁରେ ଆପତ୍ତିଜନକ ପୋଷ୍ଟ, ଛାଟ ମାରିଲା କମିଶନରେଟ ପୋଲିସ

ଭୁବନେଶ୍ୱର: ନିର୍ବାଚନ ବେଳେ ନେତା ଏବଂ ରାଜନୈତିକ ଦଳ ନାଁରେ ଟିକା ଟିପ୍ପଣୀ। ତାପୁଣି ଆପତ୍ତିଜନକ। ଏପରି ସୋଶିଆଲ ମିଡିଆ ପୋଷ୍ଟ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି କମିଶନରେଟ ପୋଲିସ। କମିଶନରେଟ୍ ପୁଲିସ ଏପର୍ଯ୍ୟନ୍ତ ଭିଡିଓ, ଫଟୋ ଓ ବୟାନ ସମେତ ୨୪୯ଟି ପୋଷ୍ଟକୁ ଆପତ୍ତିଜନକ ବୋଲି…

ତେଜୁଛି ମାଗଣା ବିଜୁଳି ରାଜନୀତି: ବିଜେପିର ଆହ୍ବାନ, ଘରୁ ମିଟର ହଟେଇବାକୁ ନିର୍ଦ୍ଦେଶ ଦିଆଯାଉ

ଭୁବନେଶ୍ୱର: ତେଜୁଛି ମାଗଣା ବିଜୁଳି ରାଜନୀତି । ବିଜେଡି ନିର୍ବାଚନୀ ସଭାରେ ଜୁଲାଇରୁ ଆଉ ଆସିବନି ବିଜୁଳି ବିଲର ନାରା ଦେଇ ଭୋଟ ହାତେଇବାକୁ ଚେଷ୍ଟା କରୁଥିବା ବେଳେ ବିରୋଧୀ ବିଜେପି ମଧ୍ୟ ଏହାକୁ ନେଇ ଘେରିବା ଆରମ୍ଭ କରିଛି। ରାଜ୍ୟ ବିଜେପି ଏହି ଯୋଜନାକୁ ଚ୍ୟାଲେଞ୍ଜ କରି ଶାସକ ଦଳକୁ…

ବିଜେପି ନେତାମାନେ ଟୁରିଷ୍ଟ ଭଳି ଆସୁଛନ୍ତି, ସମୁଦ୍ରକୂଳ ବୁଲିବା ବଦଳରେ ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନ…

ପୁରୀ: ପିପିଲିରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ନିର୍ବାଚନ ପ୍ରଚାର କରିଛନ୍ତି । ସେ ବିଜେପି ନେତାଙ୍କୁ ଟୁରିଷ୍ଟ ବୋଲି ସମ୍ବୋଧନ କରିଛନ୍ତି । ବିଜେପି ନେତାମାନେ ଟୁରିଷ୍ଟ ଭଳି ଆସୁଛନ୍ତି, ସମୁଦ୍ରକୂଳ, ଜଗନ୍ନାଥ ମନ୍ଦିର ଭ୍ରମଣ କରିବା ବଦଳରେ ଆମ ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନ…

ଗତ ୧୦ ବର୍ଷ ହେବ ଚିଲିକା ନିର୍ବାଚନ ମଣ୍ଡଳୀରେ ଯେତିକି ଉନ୍ନତି ହେବା କଥା ହୋଇନାହିଁ: ପାଣ୍ଡିଆନ

ବାଣପୁର: ସାଧାରଣ ନିର୍ବାଚନ ପାଇଁ ଚାରିଆଡ଼େ ନିର୍ବାଚନୀ ଉଷ୍ମତା ଲାଗିରହିଛି। ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ନିଜର ପ୍ରଚାରକୁ ଜୋରଦାର କରୁଛନ୍ତି। ଏହାରିଭିତରେ ଚିଲିକା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ । ସେଠାରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗ ଦେଇ ଯୋଡି…

୧୦ ବର୍ଷ କେନ୍ଦ୍ରରେ କ୍ଷମତାରେ ରହି ମଧ୍ୟ ବିଫଳ ହୋଇଛି ବିଜେପି :ସଚିନ ପାଇଲଟ

ବାଲେଶ୍ୱର: ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସଚିନ ପାଇଲଟ ଆଜି ବାଲେଶ୍ୱରରେ କଂଗ୍ରେସ ପାଇଁ ପ୍ରଚାର କରିଛନ୍ତି  । ଏହି ଅବସରରେ ସେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ବିଜେଡି ଓ ବିଜେପି ଉଭୟ ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ବ । ଏବେ ପରସ୍ପର…

ରୋଡ୍ ଶୋ ରାଜନୀତି

ଭୁବନେଶ୍ବର : ନିର୍ବାଚନ ପ୍ରଚାର ପାଇଁ ରୋଡ୍ ଶୋ କରୁଛନ୍ତି ହେଭିଓ୍ବେଟ୍ ନେତା। ଭୁବନେଶ୍ବର ଜନପଥରେ ମୋଦି ରୋଡ୍ ଶୋ କରିଛନ୍ତି ତ ସିଲଭର ସିଟିରେ ପାଓ୍ବାର ଶୋ କରିଛନ୍ତି ବିଜେପିର ନମ୍ବର ଟୁ ଅମିତ ଶାହା। ଜେପି ନଡ୍ଡା, ହେମାମାଳିନୀ ବି ଗୋଟେ ପରେ ଗୋଟେ ରୋଡ୍ ଶୋ କରି ଲୋକଙ୍କ ପାଖରେ…

କଟକରେ ସଂତୃପ୍ତ ନା ଭର୍ତ୍ତୃହରି ?

ଭୁବନେଶ୍ବର : କଟକରେ ସଂତୃପ୍ତ ମିଶ୍ର ବନାମ ଭର୍ତ୍ତୃହରି ମହତାବ ମହାମୁକାବିଲା। କଟକ ଲୋକସଭା ଆସନରୁ ଗତ ୬ଥର ହେଲା ଜିତି ଆସୁଛନ୍ତି ଭର୍ତ୍ତୃହରି ମହତାବ । ତେବେ ଏଥର ସେ ଟିମ୍ ବଦଳାଇଛନ୍ତି। ବିଜେଡି ଛାଡି ବିଜେପିରେ ମିଶିଛନ୍ତି, ପ୍ରାର୍ଥୀ ବି ହୋଇଛନ୍ତି । ସେପଟେ ବିଜେଡି କର୍ପୋରେଟ୍…

‘ଚାନ୍ଦା କରି ପାଣ୍ଡିଆନଙ୍କୁ ତାମିଲନାଡୁ ପଠାଅ’; ବିଶ୍ବଶର୍ମା

ସତ୍ୟବାଦୀ: ‘ଚାନ୍ଦା କରି ପାଣ୍ଡିଆନଙ୍କୁ ତାମିଲନାଡୁ ପଠାଅ । ଟଙ୍କାଏ ଦୁଇଟଙ୍କା ଚାନ୍ଦା କର, ପାଣ୍ଡିଆନଙ୍କୁ ପ୍ଲେନ୍ ଟିକଟ କିଣିକି ଦିଅନ୍ତୁ ।’ ଏମିତି କିଛି କହି ବିଜେଡି ନେତା ଭି. କେ ପାଣ୍ଡିଆନଙ୍କୁ ସମାଲୋଚନା କରିଛନ୍ତି ବିଶ୍ବଶର୍ମା । ଆଜି ପୁରୀ ଜିଲ୍ଲା ସତ୍ୟବାଦୀରେ ନିର୍ବାଚନୀ…

ଆସନ୍ତା ଜୁନ ୧୦ରେ ଓଡ଼ିଶାର ଜଣେ ପୁଅ ବା ଝିଅ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ:ବୈଜୟନ୍ତ

ବାଲେଶ୍ବର: ଓଡ଼ିଶାରେ ଏବେ ୨ ଜଣ ଏକାଠି ବୁଲୁଛନ୍ତି । ହେଲିକପ୍ଟରରେ କମେଡି ଭିଡିଓ ଛାଡୁଛନ୍ତି । ସଭା କଲେ ଲୋକ ହେଉନାହାଁନ୍ତି । ଲୁଚିଛପି ଏଆଇ, ଡିପଫେକ୍ ଭିଡିଓ କରୁଛନ୍ତି କହି ଆଜି ବାଲେଶ୍ବରରେ କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ରାଜ୍ୟସରକାରଙ୍କୁ କଟାକ୍ଷ କରିଛନ୍ତି ବୈଜୟନ୍ତ । …