Latest Odisha News

BREAKING NEWS

Browsing Category

ଓଡିଶା

Odisha

କ’ଣ ହେବ କାଳିଆ ଯୋଜନାର ଭବିଷ୍ୟତ? କୃଷିମନ୍ତ୍ରୀଙ୍କ ଜବାବ ବଢ଼ାଇଲା ଦ୍ବନ୍ଦ୍ବ

ଭୁବନେଶ୍ୱର: ଓଡ଼ିଶାରେ ବିଜେପି ସରକାର ଗଠନ କରିବା ପରେ ବିଦାୟୀ ବିଜେଡି ସରକାର ଆରମ୍ଭ କରିଥିବା କାଳିଆ ଯୋଜନାର ଭବିଷ୍ଯତ କଣ ହେବ ତାକୁ ନେଇ ଚର୍ଚ୍ଚା ଜାରି ରହିଛି। କାଳିଆ ଯୋଜନା ବିଜେଡି ସରକାରର ଅନ୍ୟତମ ଲୋକପ୍ରିୟ ଯୋଜନା ଯଦି ଏହା ଚାଲୁ ରହେ ତାହେଲେ ଶାସକ ଦଳ ଭବିଷ୍ୟତରେ ଭୋଟ୍…

ସାର୍ବଜନୀନ ହେବ ରତ୍ନ ଭଣ୍ଡାର ରିପୋର୍ଟ

ଭୁବନେଶ୍ବର: ଖୋଲିବ ରତ୍ନଭଣ୍ଡାରର ଗୁମର । ଆସନ୍ତା ଜୁଲାଇ ୮ରେ ରତ୍ନଭଣ୍ଡାର ଖୋଲାଯିବା ନେଇ ବଡ ଘୋଷଣା ହେବା ପରେ । ଏବେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ସାର୍ବଜନୀନ ହେବ ବୋଲି ସୂଚନା ଦିଆଯାଇଛି । ଯାହାକୁ କାହିଁ କେବେଠୁ ଓଡିଶାବାସୀ ଚାହିଁ ବସିଥିଲେ ତାହା ତାହା ଏବେ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ ଘଟଣା; ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ

ବାଲେଶ୍ୱର: ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ ଘଟଣାକୁ ନେଇ ଦୁଇ ଦିନ ହେବ ପୂରା ସହରରେ କର୍ଫ୍ୟୁ ଲାଗିଥିବାବେଳେ ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଚାରି ଘଣ୍ଟା ପାଇଁ କୋହଳ କରାଯାଇଛି । ଆସନ୍ତାକାଲି ସକାଳ ୭ଟାରୁ ଦିନ ୧୧ଟା ପର୍ଯ୍ୟାନ୍ତ କର୍ଫ୍ୟୁ କୋହଳ କରିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା…

ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ନିର୍ବାଚିତ

ଭୁବନେଶ୍ବର: ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଲେ ବିଜେଡି ବିଧାୟକ ଦଳର ନେତା। ଆଜି ବିଧାୟକ ଦଳର ବୈଠକରେ ତାଙ୍କୁ ଦଳର ନେତା ଭାବେ ବିଧାୟକ ମାନେ ନିର୍ବାଚିତ କରିଛନ୍ତି। ଶଙ୍ଖଭବନରେ ଅନୁଷ୍ଠିତ ହୋଇଥିଲା ବିଜେଡି ବିଧାୟକ ଦଳ ବୈଠକ । ଯେଉଁଥିରେ…

ସ୍ବାସ୍ଥ୍ୟ ବିଭାଗର ଅବହେଳା; ଡିପଥେରିଆରେ ଗଲା ୫ ଜୀବନ

ରାୟଗଡା: ବଡ ଭୁଲ୍ କରିଛି ସ୍ବାସ୍ଥ୍ୟ ବିଭାଗ । ୪ ବର୍ଷ ହେଲା ହୋଇନି ଟିକାକରଣ । ଯେଉଁ କାରଣରୁ ଜିଲ୍ଲାର ବିଭିନ୍ନ ଦୁର୍ଗମ ଅଞ୍ଚଳରେ ବ୍ୟାପିବାରେ ଲାଗିଛି ରୋଗ। ବିଶେଷକରି କାଶୀପୁର, କଲ୍ୟାଣସିଂହପୁର, ଗୁଡ଼ାରୀ ଓ ଚନ୍ଦ୍ରପୁର ବ୍ଲକରେ ସବୁବେଳେ ବିଭିନ୍ନ ରୋଗରେ ପୀଡିତ ହେଉଛନ୍ତି ଲୋକେ ।…

ଆଜିଠୁ ୨୦ ଯାଏଁ ପ୍ରବଳ ବର୍ଷା;୨୪ଘଣ୍ଟା ମଧ୍ୟରେ ୧୫ ଜିଲ୍ଲା ପାଇଁ ସତର୍କ ଘଣ୍ଟି

ଭୁବନେଶ୍ବର: ରାଜ୍ୟରେ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ମଧ୍ୟରେ ଆସିଛି ଆଶ୍ବସ୍ତି କଲାପରି ଖବର । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି । ଫଳରେ ରାଜ୍ୟରେ ଆଜିଠୁ ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାତି କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ…

ଡ୍ରେନ୍ ଯନ୍ତ୍ରଣା; ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଭୁବନେଶ୍ବର: ଦିନକୁ ଦିନ ବଢିଚାଲିଛି ଡ୍ରେନ୍ ସମସ୍ୟା । କେଉଁଠି ମୁକୁଳା ତ ଆଉ କେଉଁଠି ଧସେଇ ପଡିଲାଣି ମାଟି । ଆଉ ବର୍ଷା ଦିନ ଆସିଲେ ତ କଥା ସରିଲା । ଜଳମୟ ରାସ୍ତାରେ ଡ୍ରେନ୍ ଚିହ୍ନିବା ଅସମ୍ଭବ । ଯେଉଁଥିରେ ପ୍ରତିବର୍ଷ ଲୋକଙ୍କ ମୃତ୍ୟୁ ହେଉଛି । ଏହି ସମସ୍ୟାର ଅଧିକ ସମ୍ମୁଖୀନ…

ବିଧାନସଭା ନିର୍ବାଚନ: ତିନି ପ୍ରମୁଖ ଦଳକୁ କନ୍ଦାଇଦେଲେ ସ୍ବାଧୀନ ପ୍ରାର୍ଥୀ

ଭୁବନେଶ୍ବର : ନା କୌଣସି ଦଳର ଟିକେଟ୍ ନା ପାର୍ଟି ଫଣ୍ଡିଂ। ମଇଦାନରେ ରାଜ୍ୟର ତିନି ପ୍ରମୁଖ ଦଳଙ୍କୁ ସିଧା ଟକ୍କର । ଦଳୀୟ ସଂଗଠନ ନାହିଁ କି ପ୍ରଚାର ମଇଦାନରେ ନାହାନ୍ତି ଷ୍ଟାର ପ୍ରଚାରକ । ନିଜେ ହିଁ ପ୍ରାର୍ଥୀ ନିଜେ ହିଁ କ୍ୟାମ୍ପେନର । ତଥାପି ବଡ଼ ରାଜନୈତିକ ଦଳର ପ୍ରାର୍ଥୀଙ୍କ ଉପରେ…

ସେପଟେ କର୍ଫ୍ୟୁ, ଏପଟେ ମହଙ୍ଗା ମାଡ଼, ଆକାଶ ଛୁଆଁ ପରିବା ଦର

ଭୁବନେଶ୍ବର: ଅମଳ ସମୟରେ ଆକାଶଛୁଆଁ ପରିବା ଦର । ଯେଉଁ ପରିବା କିଣିଲେ କିଲୋପ୍ରତି ୪୦ ଟଙ୍କାରୁ କମ ନାହିଁ । ସ୍ଥିତି ଏମିତିକି ହୋଇଛି ଯେ, ଜଣେ ସାଧାରଣ ଲୋକ ପକ୍ଷେ ପରିବା କିଣିବା କଷ୍ଟକର ହୋଇପଡିଲାଣି । ଯେଉଁ ପରିବା ଦର ଗତମାସ ସୁଦ୍ଧା ସ୍ୱାଭାବିକ ରହିଥିଲା, ତାହା ଏବେ ବୃଦ୍ଧି ପାଇଛି ।…

ମହାନଦୀ ପ୍ରସଙ୍ଗ ଉଠାଇ ମୋହନ ସରକାର ଆଗରେ ବଡ ଆହ୍ବାନ ରଖିଲା ବିଜେଡି ଓ କଂଗ୍ରେସ

ଭୁବନେଶ୍ବର: ପୁଣି ତେଜିଲା ମହାନଦୀ ବିବାଦ । ବିଜେପି ସରକାରକୁ ଆସିବା ପରେ ମହାନଦୀ ପାଣି ପ୍ରସଙ୍ଗକୁ ତେଜି ବିରୋଧୀଙ୍କ ଆରମ୍ଭ ହୋଇଛି ବୟାନ ବାଜି ।  ଧିରେ ଧିରେ ଶୁଖିଯିବାକୁ ବସିଲାଣି ମହାନଦୀ ପାଣି । ସେହି ପୁରୁଣା ପ୍ରସଙ୍ଗ ଉଠାଇ ନୂଆ ସରକାରଙ୍କୁ ଆହ୍ବାନ ଦେଇଛନ୍ତି ବିରୋଧୀ ।…