Latest Odisha News

BREAKING NEWS

Browsing Category

ଓଡିଶା

Odisha

ହୀରାକୁଦ ଓ ସାତକୋଶିଆ ବିକାଶ ପାଇଁ ୧୯୯ କୋଟି ମଞ୍ଜୁର

ଭୁବନେଶ୍ବର: ହୀରାକୁଦ ଓ ସାତକୋଶିଆ ବିକାଶ ପାଇଁ ୧୯୯ କୋଟି ମଞ୍ଜୁର। ବିଭିନ୍ନ କେନ୍ଦ୍ର ପ୍ରାୟୋଜିତ ଯୋଜନା ଜରିଆରେ କେନ୍ଦ୍ର ସରକାର ଓଡ଼ିଶା ସରକାରଙ୍କୁ ପର୍ଯ୍ୟଟନ ସ୍ଥଳୀର ବିକାଶ ପାଇଁ ଅନୁଦାନ ଯୋଗାଇ ଦେଇଥିବା କହିଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ।…

କଟକରେ ନୂଆ ତହସିଲ ଅଫିସ ଓ ସବ୍ ରେଜିଷ୍ଟର୍ ଅଫିସ୍ ଭିଭିପ୍ରସ୍ତର ସ୍ଥାପିତ କଲେ ମୁଖ୍ୟମନ୍ତ୍ରୀ

କଟକ: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ ଯାଇ କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲଡିଙ୍ଗ୍ ସମେତ ନୂଆ ତହସିଲ ଅଫିସ ଓ ସବ୍ ରେଜିଷ୍ଟର୍ ଅଫିସ୍ ପାଇଁ ଭିଭିପ୍ରସ୍ତର ସ୍ଥାପନ କରିଛନ୍ତି । ସୂଚନାଯୋଗ୍ୟ ଯେ, ସ୍ପେଶାଲ ସର୍କିଟ୍ ହାଉସ୍‌ ବିଲ୍‌ଡିଙ୍ଗଟି ୫…

Liquor Seized From medicine shop: ଔଷଧ ଦୋକାନରୁ ବାହାରିଲା ମଦ, ଦୋକାନୀ ଅଟକ

ଭଦ୍ରକ: ମେଡିସିନ୍ ଦୋକାନରୁ ଜବତ ହେଲା ମଦ । ଏଭଳି ଅଜବ ଘଟଣା ସାମ୍ନାକୁ ଆସିଛି ଭଦ୍ରକ ଜିଲ୍ଲାରୁ । ଭଦ୍ରକ ସହରର ବାଇପାସ ସ୍ଥିତ ଗଣେଶ ନାମକ ଏକ ଔଷଧ ଦୋକାନରୁ ମଦ ବୋତଲ ଜବତ ହୋଇଛି । ଟାଉନ ପୋଲିସ ପହଞ୍ଚି ମଦ ଜବତ କରିବା ସହ ଦୋକାନୀକୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି । ସୂଚନା…

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା 

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ତଥା ଏପ୍ରିଲ ୧୫ ତାରିଖରୁ ଭାରତର ନିୟନ୍ତ୍ରକ ତଥା ମହା ଲେଖା ପରୀକ୍ଷକ (ସିଏଜି) ର ପୂର୍ବାଞ୍ଚଳ ଶାଖା ଭୁବନେଶ୍ୱରରେ ଖୋଲିବାକୁ ସିଏଜି ଅନୁମୋଦନ କରିଛନ୍ତି। ଯାହା ପୂର୍ବ ଭାରତରେ ତଦାରଖ ବିକେନ୍ଦ୍ରୀକରଣ ଏବଂ ଅଡିଟ ପ୍ରଶାସନକୁ ସୁଦୃଢ଼ କରିବା ଦିଗରେ ଏକ…

ଦରମା ଓ ଭତ୍ତା ବୃଦ୍ଧିକୁ କାହିଁକି ସମର୍ଥନ କଲେନି ଏହି ବିଧାୟକ..

ଭୁବନେଶ୍ୱର: ଚାରିଥର ବିଧାୟକ ସାଜିଥିବା ସିପିଏମ ବିଧାୟକ ବୋନାଇ ଲକ୍ଷ୍ମଣ ମୁଣ୍ଡା ଙ୍କ ଆପତ୍ତି ଯୋଗୁଁ ବିଧାୟକ ମାନଙ୍କର ଦରମା ସଂଶୋଧନ ନିୟମ ଆବେଦନ ମଞ୍ଜୁରି ପାଇବାରେ ବିଳମ୍ବ ହୋଇ ଚାଲିଥିବା ନେଇ ସୂଚନା ମିଳିଛି। ତେବେ ନୂତନ ନିୟମ ଅନୁଯାୟୀ ବିଧାୟକ ମାନଙ୍କର ମାସିକ ଦରମା ବର୍ତ୍ତମାନ୍…

ଏମ୍ସ ଭୁବନେଶ୍ୱରରେ ଜୀବନ ପରିବର୍ତ୍ତନକାରୀ ଅସ୍ତ୍ରୋପଚାର, ଜଙ୍ଘକୁ ଛୁଇଁ ସାରିଥିଲା ମୁହଁ…

ଭୁବନେଶ୍ୱର: ଏମ୍ସ ଭୁବନେଶ୍ବର ଅର୍ଥୋପେଡିକ୍ ବିଭାଗ ଦ୍ୱାରା କରାଯାଇଥିବା ଚିକିତ୍ସା ଜଣେ ଯୁବକଙ୍କ ଜୀବନରେ ପ୍ରାୟ ଦୁଇ ଦଶନ୍ଧି ପରେ ଅସରନ୍ତି ଖୁସି ଆଣିଦେଇଛି। କେନ୍ଦ୍ରାପଡ଼ାର ଜଣେ ୩୭ ବର୍ଷୀୟ ଯୁବକ ବିଶ୍ୱ ଭୂଷଣ ରାଉତ ପ୍ରାୟ ୨୦ ବର୍ଷ ଧରି ଆଙ୍କାଇଲୋଜିଂ ସ୍ପଣ୍ଡିଲାଇଟିସ୍ ରୋଗରେ ପୀଡ଼ିତ…

ପାଞ୍ଚ ବର୍ଷରେ ଖାଲିଥିବା ସମସ୍ତ ଦେଢ ଲକ୍ଷ ପଦ ପୂରଣ ହେବ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନ ଠାରେ ଆୟୋଜିତ ତ୍ରୟୋଦଶ ନିଯୁକ୍ତି ମେଳା ୨୦୨୫ କାର୍ଯ୍ୟକ୍ରମ ଅବସରରେ ନବନିଯୁକ୍ତମାନଙ୍କୁ ଉପଦେଶ ଦେଇଛନ୍ତି । ସେ କହିଛନ୍ତି ଯେ, ଯିଏ ଯେଉଁ ପଦବୀରେ ବି ଅବସ୍ଥାପିତ ଥାଆନ୍ତୁ ନା କାହିଁକି, ସରକାରୀ…

OTET 2025 Exam: ଓଟିଇଟି ପ୍ରଶ୍ନପତ୍ର ଲିକ୍ ରୋକିବା ପାଇଁ ହେଇଛି ଏହି ବ୍ୟବସ୍ଥା…ଡିସେମ୍ବର ୧୭ରେ ପରୀକ୍ଷା

କଟକ: ସାରା ରାଜ୍ୟରେ OTET ପରୀକ୍ଷା ଆସନ୍ତା ୧୭ ତାରିଖରେ ଅନୁଷ୍ଠିତ ହେବ । ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ପ୍ରଶ୍ନପତ୍ର ଲିକ୍ ରୋକିବା ପାଇଁ ବୋର୍ଡ କାର୍ଯ୍ୟାଳୟ…

ଓଲଟିଲା ଗ୍ୟାସ ଟ୍ୟାଙ୍କର

ଭବାନୀପାଟଣା: ବୁଧବାର ସନ୍ଧ୍ୟାରେ କଳାହାଣ୍ଡି ଜିଲ୍ଲାର ବଞ୍ଜାରୀ ଘାଟ ଅଞ୍ଚଳର ଏକ ଘାଟି ରାସ୍ତାରେ ଏକ ଗ୍ୟାସ ଟ୍ୟାଙ୍କର ଓଲଟି ପଡ଼ିଥିଲା। ପ୍ରାରମ୍ଭିକ ରିପୋର୍ଟରେ ଗ୍ୟାସ ଲିକ୍ ହେବାର ସମ୍ଭାବନା ରହିଥିବା ବେଳେ ପୋଲିସ ଏନେଇ ସ୍ପଷ୍ଟ ସୂଚନା ଦେଇନାହିଁ। ଆନ୍ଧ୍ରପ୍ରଦେଶର…

ବାଙ୍କୋ ପଥର ଖଣିରୁ ବିସ୍ଫୋରକ ଲୁଟ୍ ମାମଲାରେ NIAର ଚାର୍ଜସିଟ୍ ଦାଖଲ; ୧୧ମାଓବାଦୀଙ୍କ ନାଁରେ…

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ ଲୁଟ୍ ଘଟଣାରେ ଚାର୍ଜସିଟ୍ ଦାଖଲ । ୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି NIA । ଏହି ଘଟଣାରେ ହଜାରେ ପୃଷ୍ଠା ସମ୍ବଳିତ ଚାର୍ଜସିଟ୍ ଦାଖଲ ସହ NIA ତା'ର ତଦନ୍ତ ଜାରି ରଖିଛି । ଚାର୍ଜସିଟରେ ଉଲ୍ଲେଖ…