Latest Odisha News

BREAKING NEWS

Browsing Category

ଓଡିଶା

Odisha

ତାତିରେ ଛଟପଟ ଅଧା ଓଡ଼ିଶା, ୪୧ ଡିଗ୍ରୀ ଉପରେ ୫ ସହର

ଭୁବନେଶ୍ବର: ତତଲା କଡେଇରେ ଭାଜି ହଉଛି ଓଡ଼ିଶା। ମୌସୁମୀ ଓଡ଼ିଶା ଛୁଇଁଥିଲେ ମଧ୍ଯ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରୁ ମିଳୁନି ରକ୍ଷା। ଆଜି ୪୧ ଡିଗ୍ରୀ ଉପରେ ରହିଛି ରାଜ୍ୟର ୫ ସହର। ନୂଆପଡ଼ାରେ ସର୍ବାଧିକ ୪୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ବଲାଙ୍ଗିରରେ ୪୧.୫, ବୌଦ୍ଧରେ…

ଗାଧୋଇବାକୁ ଯାଇ ଦେବୀ ନଦୀରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ

ପୁରୀ: ପୁରୀ ଜିଲ୍ଲା ବାଲିଡ଼ିଆରେ ଅଘଟଣ । ଗାଧୋଉଥିବା ବେଳେ ଦେବୀ ନଦୀରେ ବୁଡି ୩ ଜଣ ନାବାଳକ ଛାତ୍ରଙ୍କ ମୃତ୍ୟୁ ଘଟିଛି । ମୃତକମାନେ ହେଲେ ରୋହନ ବେହେରା, କାହ୍ନା ବେହେରା ଓ ଓମ୍ ବେହେରା । ଏହି ତିନି ଜଣ ଆଜି ଗାଧୋଇବାକୁ ଦେବୀ ନଦୀକୁ ଯାଇଥିଲେ । ହେଲେ ବହୁ ସମୟ ଧରି ଘରକୁ ଫେରିବାରେ…

ରାଜଧାନୀର ମୁକୁଳା ଡ୍ରେନ୍‌ରେ ଭାସିଯାଇଥିବା ନାବାଳକ ମୃତ

ଭୁବନେଶ୍ବର: ରାଜଧାନୀରେ ଅଘଟଣ । ପ୍ରବଳ ବର୍ଷା ଯୋଗୁଁ ଭୁବନେଶ୍ୱରର ଡ୍ରେନ ପାଣିରେ ଭାସିଯାଇଥିବା ୮ ବର୍ଷର ନାବାଳଙ୍କୁ ମୃତ ଘୋଷଣା କଲେ ଡାକ୍ତର । ମୃତକ ହେଲେ ଏସକେ ରାଜେଶ୍‌ । ସେ ଆଜି ୟୁନିଟ୍-୩ ମସଜିଦ କଲୋନୀ ପାଖ ଡ୍ରେନ୍ ପାଣି ସୁଅରେ ଭାସି ଯାଇଥିଲା । ତାଙ୍କୁ ଉଦ୍ଧାର କରାଯାଇ…

ସାଂସଦରୁ ବିଧାୟକ, ବିଧାୟକରୁ ସରପଞ୍ଚ ହେବା ମୋର ଶେଷ ଇଚ୍ଛା: ସିଦ୍ଧାନ୍ତ ମହାପାତ୍ର

ଭୁବନେଶ୍ବର: ମାନ୍ୟବର ମୁଖ୍ୟମନ୍ତ୍ରୀ ସରପଞ୍ଚରୁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ମୁଁ ବିଧାୟକ ଅଛି କିନ୍ତୁ ଥରୁଟେ ସରପଞ୍ଚ ହୋଇ ସେ ଅନୁଭୂତି ନେବାକୁ ଚାହୁଁଛି । ବିଧାନସଭାର ପ୍ରଥମ ଦିନରେ କିଛି ଏପରି ପ୍ରତିକ୍ରିୟା ଦେଇଛନ୍ତି ବ୍ରହ୍ମପୁରରୁ ଦୁଇ ଦୁଇ ଥର ସାଂସଦ ହୋଇଥିବା ଦିଗପହଣ୍ଡି ବିଧାୟକ…

ପ୍ରଚଣ୍ଡ ଖରାରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି, ଭୁବନେଶ୍ୱରରେ ପ୍ରବଳ ବର୍ଷା

ଭୁବନେଶ୍ବର: ପ୍ରଚଣ୍ଡ ଖରା ଓ ଗୁଳୁଗୁଳିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି । ରାଜଧାନୀ ଭୁବନେଶ୍ଵରର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା । ଆଚାର୍ଯ୍ୟ ବିହାର, ନାଲକୋ, ପଟିଆରେ ଘଡ଼ଘଡ଼ି ସହ ବର୍ଷା। ତେବେ ଗତ କାଲି ମଧ୍ୟ ରାଜଧାନୀରେ ପବନ ବର୍ଷା ଦେଖିବାକୁ ମିଳିଥିଲା । ସୂଚନାଯୋଗ୍ୟ ଯେ,…

ଚିନ୍ତା ବଢାଉଛି ଡିପଥେରିଆ; ୨୧ ସଂକ୍ରମିତ ଚିହ୍ନଟ, ମାସ୍କ ପିନ୍ଧିବାକୁ ପରାମର୍ଶ

ଭୁବନେଶ୍ୱର: ଓଡିଶାର କିଛି ଜିଲ୍ଲାରେ ଏବେ ଡିପଥେରିଆ ସଂକ୍ରମଣ ବ୍ୟାପିବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ୩ ଜିଲ୍ଲାରୁ ୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ ୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ, ଜଣେ ଗୁରୁତର ଅଛନ୍ତି । ତେବେ ରାୟଗଡାରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ…

କନିଷ୍ଠ ଶିକ୍ଷକ ଚୟନ ମାମଲାରେ ଆସିଲା ଗୁରୁତ୍ୱପୂର୍ଣ୍ଣ ରାୟ, କାଏମ ରହିଲା ଓସେପା ମେରିଟ୍ ଲିଷ୍ଟ

କଟକ: କନିଷ୍ଠ ଶିକ୍ଷକ ଚୟନ ମାମଲାରେ ଆଜି ଆସିଛି ଗୁରୁତ୍ୱପୂର୍ଣ୍ଣ ରାୟ। ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜୁନିଅର ଶିକ୍ଷକ ନିଯୁକ୍ତି ପାଇଁ ଓଡ଼ିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (OSEPA) ଦ୍ୱାରା ପ୍ରସ୍ତୁତ ଯୋଗ୍ୟତା ତାଲିକାକୁ ମଙ୍ଗଳବାର ଓଡ଼ିଶା ହାଇକୋର୍ଟ ସମର୍ଥନ…

ବିବାହ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ

ଭୁବନେଶ୍ୱର: ବିବାହ ବନ୍ଧନରେ ଆବଦ୍ଧ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ । ଅରୁଣ ନେଦରଲାଣ୍ଡରେ ବିବାହ କରିଛନ୍ତି । ଏନେଇ ତାଙ୍କ ଭଉଣୀ ଗାୟତ୍ରୀ ପଟ୍ଟନାୟକ ସୋସିଆଲ ମିଡିଆରେ ଅରୁଣଙ୍କ ବିବାହର ଫଟୋ ସେୟାର କରି ସୂଚନା ଦେଇଛନ୍ତି । ଫଟୋରେ ଅରୁଣ…

ଆଜି ରୁକ୍ମିଣୀ ହରଣ ଏକାଦଶୀ; ୩ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି । ଏହି ପବିତ୍ର ଦିନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହୋଇଥାଏ । ଯାହାକୁ ରୁକ୍ମଣୀ ହରଣ ଏକାଦଶୀ ବୋଲି କୁହାଯାଏ । ତେବେ ଆଜି ମହାପ୍ରଭୁଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି ପାଇଁ ସାଧାରଣ ଦର୍ଶନ ବନ୍ଦ…

‘ପାଣ୍ଡିଆନ୍ ପାଇଁ ବିଜେଡି ନିର୍ବାଚନରେ ହାରିଗଲା କି, ଦଳରେ ଆଲୋଚନା ହେବ’

ଭୁବନେଶ୍ୱର: ବିଜେଡି କାହିଁକି ହାରିଲା ଏହାର କାରଣ ଖୋଜାଯିବ ବୋଲି ଦଳର ନେତା କହି ଆସୁଛନ୍ତି। କିନ୍ତୁ ରାଜନୀତିରୁ ସନ୍ୟାସ ନେଇଛନ୍ତି ବୋଲି ଘୋଷଣା କରିଥିବା ଭି.କେ ପାଣ୍ଡିଆନ୍ ବିପର୍ଯ୍ୟୟ କାରଣ କି ଏଯାବତ ବିଜେଡିର ପ୍ରମୁଖ ନେତା ଖୋଲି କରି କହି ନାହାନ୍ତି। ଏହାରି ଭିତରେ ଘଷିପୁରା…