Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାଚସ୍ପତି ନିର୍ବାଚନ ପାଇଁ ଆଜି ନାମାଙ୍କନ ଦାଖଲ କରିବେ ପ୍ରମିଳା ମଲ୍ଲିକ

ଭୁବନେଶ୍ବର: ଓଡ଼ିଶା ବିଧାନସଭାରେ ଇତିହାସ ସୃଷ୍ଟି ହେବାକୁ ଯାଉଛି  । ପ୍ରଥମଥର ପାଇଁ ଜଣେ ମହିଳା ବାଚସ୍ପତି ହେବାକୁ ଯାଉଛନ୍ତି  । ବିଞ୍ଛାରପୁର ବିଧାୟିକା ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ବିଜେଡି ଘୋଷଣା କରିଛି  ।…

ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ସେପ୍ଟେମ୍ବର ୨୭ରେ ଘରୋଇ ବସ୍ ସଂଘ ଦେଲା ବନ୍ଦ ଡାକରା

ଭୁବନେଶ୍ୱର: ଓଡ଼ିଶାର ଘରୋଇ ବସ୍ ମାଲିକମାନେ ସରକାରଙ୍କ ଲକ୍ଷ୍ମୀ ଯୋଜନା ଯୋଗୁଁ ଉପୁଜିବାକୁ ଥିବା ସମସ୍ୟାର ସମାଧାନ ନ ହେଲେ ଚକା ବନ୍ଦ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସଟିଏ)କୁ ଚିଠି ଲେଖି ସୂଚନା ଦେଇଛନ୍ତି, ଘରୋଇ ବସ୍ ମାଲିକ ସଙ୍ଘର ସମ୍ପାଦକ…

ରାଜ୍ୟର ବିଭିନ୍ନ ସ୍ଥାନରେ ‘ମେରୀ ମାଟି ମେରା ଦେଶ’ ଅଭିଯାନର ଦ୍ୱିତୀୟ ପର୍ଯ୍ୟାୟ ଜାରି

ଭୁବନେଶ୍ୱର: ଦେଶବାସୀଙ୍କ ମନରେ ଦେଶପ୍ରେମର ଭାବନା ଜାଗ୍ରତ କରିବା ଏବଂ ଦେଶ ପାଇଁ ପ୍ରାଣବଳୀ ଦେଇଥିବା ବୀରମାନଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା 'ମେରୀ ମାଟି ମେରା ଦେଶ' କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟ ସଫଳତା ପୂର୍ବକ ଗତ ଅଗଷ୍ଟ ୧୫…

୨୬ରେ ବିଧାନସଭା ସମ୍ମୁଖରେ ମହାସମାବେଶ କରିବାକୁ ପ୍ରାଥମିକ ଶିକ୍ଷକ ସଂଘର ଘୋଷଣା

ଭୁବନେଶ୍ୱର: ତିନି ଦଫା ଦାବି ପୂରଣ ଦାବିରେ ଓଡ଼ିଶାର ପ୍ରାଥମିକ ଶିକ୍ଷକମାନେ ବୁଧବାର ଆନ୍ଦୋଳନକୁ ଜୋରଦାର କରିବାକୁ ଘୋଷଣା କରିଛନ୍ତି। ସେପ୍ଟେମ୍ବର ୨୬ ତାରିଖରେ ବିଧାନସଭା ସମ୍ମୁଖରେ ମହାସମାବେଶ କରିବାକୁ ମଧ୍ୟ ଶିକ୍ଷକ ସଂଘ ଘୋଷଣା କରିଛି। ମହାସମାବେଶରେ ପ୍ରାୟ ୧ ଲକ୍ଷ ଶିକ୍ଷକ ଯୋଗ…

ରୋଗୀ ଦେଖିବାକୁ ଆସି ମୋ ବସରୁ ଲୁଟର ଶିକାର ହେଲେ ମହିଳା

ଭୁବନେଶ୍ୱର: ରାଜଧାନୀରେ ବୁଧବାର 'ମୋ ବସ୍'ରେ ଯାତ୍ରା କରୁଥିବା ଜଣେ ମହିଳା ଯାତ୍ରୀଙ୍କଠାରୁ ସୁନା ଅଳଙ୍କାର ଓ ନଗଦ ୬ ହଜାରରୁ ଅଧିକ ଟଙ୍କା ଲୁଟ୍ ହୋଇଛି। କଟକର ୪୨ ମୌଜାର ଅହଲ୍ୟା ଦାସ ନାମକ ଜଣେ ମହିଳା ଭୁବନେଶ୍ୱର ସମ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣେ ରୋଗୀଙ୍କୁ ଭେଟିବାକୁ…

ଓଡ଼ିଶାରେ ଗଣମାଧ୍ୟମ ଓ ସାମ୍ବାଦିକମାନଙ୍କୁ ଦମନ କରିବାକୁ ଅପପ୍ରୟାସ କରୁଛି ବିଜେଡ଼ି: କଂଗ୍ରେସ

ଭୁବନେଶ୍ୱର: ଓଡ଼ିଶାରେ ବିଗତ କିଛି ବର୍ଷ ହେଲା ସାମ୍ବାଦିକ ମାନଙ୍କ ଉପରେ ଚାଲିଛି ଦମନରାଜ। ଗଣତନ୍ତ୍ରର ଚତୁର୍ଥ ସ୍ତମ୍ବ ଉପରେ ଆକ୍ରମଣକୁ କଂଗ୍ରେସ କେବେ ହେଲେ ବରଦାସ୍ତ କରିବନାହିଁ। ଗଣତନ୍ତ୍ରକୁ ସଶକ୍ତ କରିବା ଜନସାଧାରଣଙ୍କ ଅଭାବ ଅସୁବିଧାକୁ ସରକାର ଏବଂ ସରକାରୀ ବ୍ୟବସ୍ଥାର ବିଭିନ୍ନ…

ଚାଷୀଙ୍କ ଆକାଉଣ୍ଟକୁ କାଳିଆ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପବିତ୍ର ନୂଆଁଖାଇ ପର୍ବ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ ପାଇଁ ଏହି ସହାୟତା ଦିଆଯାଇଛି। ପ୍ରତ୍ୟେକ…

ଗଣେଶ ବିସର୍ଜନ କରିବାକୁ ଯାଇ ନାଗାବଳୀ ନଦୀରେ ଭାସି ଗଲେ ଯୁବକ

ରାୟଗଡ଼ା: ନାଗାବଳୀ ନଦୀରେ ଗଣେଶ ମୂର୍ତ୍ତି ବିସର୍ଜନ କରିବାକୁ ଯାଇ ପ୍ରଖର ନଦୀ ଜଳସ୍ତରରେ ଭାସି ଗଲେ ଜଣେ ୩୨ ବର୍ଷ ଯୁବକ। ରାୟଗଡାର ନାଗାବଳୀ ନଦୀର ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଜଳସ୍ତର ପ୍ରଖର ଓ ଭୀଷଣ ଭାବେ ବଢ଼ିବାରେ ଲାଗିଛି। ସୂଚନା ଅନୁସାରେ ଆଜି ମଧହର୍ଣ୍ଣ ତିନି ଘଣ୍ଟା…

ପ୍ରମିଳା ମଲ୍ଲିକ ହେବେ ରାଜ୍ୟର ଆଗାମୀ ବାଚସ୍ପତି!

ଭୁବନେଶ୍ୱର: ଆସନ୍ତକାଲି ବାଚସ୍ପତି ନିର୍ବାଚନ ପଇଁ ନାମାଙ୍କନ ତାରିଖ ରହିଛି। ଏହା ପୂର୍ବରୁ ଶାସକ ଦଳ ବିଜେଡି ମହିଳା କାର୍ଡ ଖେଳି ଦଳର ବରିଷ୍ଠ ମହିଳା ନେତ୍ରୀ ତଥା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଘୋଷଣା କରିଛି। ସାରା ଦେଶରେ ମହିଳା ସଂରକ୍ଷଣ ବିଲ୍ ନେଇ ବିତର୍କ…

ପ୍ରାଥମିକ ଶିକ୍ଷକ ସଂଘକୁ ଆଲୋଚନା ପାଇଁ ସିଏମ୍‌ଓରୁ ଡକରା

ଭୁବନେଶ୍ୱର: ପ୍ରାଥମିକ ଶିକ୍ଷକ ସଂଘକୁ ଆଲୋଚନା ପାଇଁ ସିଏମ୍‌ଓରୁ ଡକରା। ଆସନ୍ତା ୨୩ ତାରିଖ ସନ୍ଧ୍ୟା ୫ଟାରେ ଆଲୋଚନା ପାଇଁ ଡକରା ଦେଇଛନ୍ତି ସିଏମଓ। ଆନ୍ଦୋଳନରୁ ଓହରିଥିବା ଶିକ୍ଷକ ସଂଘକୁ ଆଲୋଚନା ପାଇଁ ଡାକିଲେ। ଏନେଇ ସୂଚନା ଦେଲେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ମହାସଚିବ।…