Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଜୁ ଶ୍ରମିକ ସାମ୍ମୁଖ୍ୟର ନୂତନ କର୍ମକର୍ତ୍ତା ନିଯୁକ୍ତି: ଜାଣନ୍ତୁ, କିଏ ପାଇଲେ କେଉଁ ବିଭାଗ

ଭୁବନେଶ୍ୱର: ବିଜେଡି ପକ୍ଷରୁ ନିଯୁକ୍ତି ପାଇଲେ ବିଜୁ ଶ୍ରମିକ ସାମ୍ମୁଖ୍ୟର ନୂତନ କର୍ମକର୍ତ୍ତା । ବିଭିନ୍ନ ବିଭାଗର ଶ୍ରମିକ ସଂଗଠନରେ ନୂତନ କର୍ମକର୍ତ୍ତା ନିଯୁକ୍ତି ଦିଆଯାଇଥିବା ଦଳ ପକ୍ଷରୁ ଏକ ପ୍ରେସ ରିଲିଜରେ କୁହାଯାଇଛି । ତଥ୍ୟ ଅନୁଯାୟୀ, ନିର୍ମାଣ ଶ୍ରମିକ ସଂଘର ମୁଖ୍ୟ ସଂଯୋଜକ…

କଂଗ୍ରେସ ଭବନ ନିକଟରେ ଯୁବକଙ୍କ ମୃତଦେହ ଫିଙ୍ଗି ଚାଲିଗଲେ

ଭୁବନେଶ୍ୱର: ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ସ୍ଥିତ କଂଗ୍ରେସ ଭବନ ନିକଟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଯୁବକଙ୍କ ବୟସ ୩୫ ପାଖାପାଖି ହେବ । ତେବେ ଏହି ଯୁବକଜଣକ କିଏ  ଏବଂ ଏଠାକୁ ତାଙ୍କର ମୃତଦେହ କେମିତି ଆସିଲା ସେ ନେଇ କୌଣସି ସ୍ପଷ୍ଟ ଚିତ୍ର ଆସିନାହିଁ ।…

ନୂଆଁଖାଇ ପାଇଁ ଚଳଚଞ୍ଚଳ ସୁବର୍ଣ୍ଣପୁର, ପାହୁର ଭୋଗ ପରେ ନବାନ୍ନ ଗ୍ରହଣ କଲେ ଅଞ୍ଚଳବାସୀ

ସୁବର୍ଣ୍ଣପୁର: ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ। ସୋନପୁର ଗଡଜାତରେ ନୂଆଁଖାଇ ପାଇଁ ରହିଛି କିଛି ରୀତିନୀତି ଓ ପରମ୍ପରା। ଏହି ପବିତ୍ର ଦିନରେ ଇଷ୍ଟଦେବୀ ମାଁ ସୁରେଶ୍ୱରୀଙ୍କ ପାଖରେ ଲାଗିହୁଏ ନାନାଦି ଭୋଗ। ମାଁ ସୁରେଶ୍ୱରୀଙ୍କ ସମେତ ସହରର ଅଷ୍ଟଚଣ୍ଡୀଙ୍କ ପାଖକୁ ଏକ ଆଡମ୍ବରପୂର୍ଣ୍ଣ…

ଯାଜପୁରରେ ସୁନା ଅଳଙ୍କାର ଓ ମୋବାଇଲ ଲୁଟ ଘଟଣା : ୪ ଲୁଟେରା ଗିରଫ

ଯାଜପୁର: ଯାଜପୁର ପୋଲିସକୁ ବଡ ସଫଳତା ମିଳିଛି  । ଘରେ ପଶି ସୁନା ଅଳଙ୍କାର ଲୁଟି ନେଉଥିବା ଲୁଟେରା ଗ୍ୟାଙ୍ଗକୁ ପୋଲିସ ଗିରଫ କରିଛି  । ସୂଚନା ଅନୁସାରେ ଏହି ଲୁଟେରା ଗ୍ୟାଙ୍ଗ ରାମବାଗ ବାମଦେବପୁର ଗାଁର ସୁଦୀପ ମହାରଣାଙ୍କ ଘରେ ପଶି ସୁନା , ରୂପା ଅଳଙ୍କାର ଓ ମୋବାଇଲ ଫୋନ୍ ଲୁଟି…

ଆଉ ୭ ଜଣ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ ପରେ ୨୦୦ ଛୁଇଁଲା ସଂଖ୍ୟା

ସୁନ୍ଦରଗଡ଼: ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୭ ଜଣ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏହା ଫଳରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ରେ ପହଞ୍ଚିଛି। ଜଣେ ସ୍ବାସ୍ଥ୍ୟ ଅଧିକାରୀ ବୁଧବାର ଏହି ସୂଚନା ଦେଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ନମୁନା…

ଅନୁଗୁଳରେ ଥମୁନି ହାତୀ ଉପଦ୍ରବ: ହାତୀ ଆକ୍ରମଣରେ ଜଣେ ମୃତ

ଅନୁଗୁଳ : ଅନୁଗୁଳ ଜିଲ୍ଲାରେ ଥମୁନି ହାତୀ ଉପଦ୍ରବ  । କେତେବେଳେ ହାତୀ ଆକ୍ରମଣରେ ମଣିଷ ଜୀବନ ଯାଉଛି  । ତ ଆଉ କେତେବେଳା ହାତୀ-ମଣିଷ ଲଢେଇ ମଧ୍ୟରେ ହାତୀର ଜୀବନ ଯାଉଛି  । ଅନେକ ସ୍ଥାନରେ ଖାଦ୍ୟ ଅନ୍ବେଶଣରେ ଆସି ଗାଁ ମୁହାଁ ହେଉଛନ୍ତି ହାତୀ ପଲ  । ଆଜି ଏମିତି କିଛି ଘଟଣା ଦେଖିବାକୁ…

ଶ୍ରୀମନ୍ଦିର ଚାରିଦ୍ବାର ଖୋଲାଯିବା ପ୍ରସଙ୍ଗ : ଅକ୍ଟୋବର ୩ ତାରିଖରେ ଓଡିଶା ବନ୍ଦ ଡାକରା ଦେଲା ଶ୍ରୀଜଗନ୍ନାଥ ସେନା

ପୁରୀ: ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦୁଆର ଖୋଲାଯିବା ପ୍ରସଙ୍ଗ  । ଶ୍ରୀମନ୍ଦିର ରତ୍ନଭଣ୍ଡାର ସୁରକ୍ଷା ଦାବି କରି ଆସନ୍ତା ମାସ ଅକ୍ଟୋବର ୩ ତାରିଖରେ ଓଡିଶା ବନ୍ଦ ଡାକରା ଦେଇଛି ଶ୍ରୀଜଗନ୍ନାଥ ସେନା। କାଳିଆ ଠାକୁର ଓ ତାଙ୍କ ଭକ୍ତଙ୍କ ପାଇଁ ଗୋଟିଏ ଦିନ ଅଖଚକ ବନ୍ଦ କରାଯିବ ବୋଲି ସେନାର…

ବାଲୁକା କଳାରେ ନୂଆଁଖାଇ ଜୁହାର ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ

ପୁରୀ: ଆଜି ପଶ୍ଚିମ ଓଡିଶାର କୃଷିଭିତ୍ତିକ ପର୍ବ  ନୂଆଁଖାଇ  ।  ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ସମଗ୍ର ପଶ୍ଚିମ ଓଡିଶା । ଚାଷୀ ବର୍ଷର ପହିଲି ଶସ୍ୟକୁ ନିଜର ଇଷ୍ଟଦେବୀଙ୍କ ନିକଟରେ ଅର୍ପଣ କରିଛି  ।   ଏଥିପାଇଁ କେତେ ସଜବାଜ । ଘରକୁ ସଫାସୁତରା ସହ ଲିପାପୋଛା କରାଯାଇଛି  । ଘରେ ଘରେ…

ପାରାଦୀପ ନେହେରୁ ବଙ୍ଗଳା ମାଛ ଧରା ବୋଟ୍ ବୁଡି ଘଟଣା : ୫ ମତ୍ସ୍ୟଜୀବୀ ଉଦ୍ଧାର, ୩ ଜଣ ଏବେବି ନିଖୋଜ

ପାରାଦୀପ ନେହେରୁ ବଙ୍ଗଳା ମାଛ ଧରା ବୋଟ୍ ବୁଡି ଘଟଣା  । ୫ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୩ଜଣ ଏବେବି ନିଖୋଜ ଅଛନ୍ତି । ପାରାଦୀପ ମେରାଇନ ଥାନା  ଓ କୋଷ୍ଟ ଗାର୍ଡ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛନ୍ତି । ସୂଚନା ଅନୁସାରେ ଗତକାଲି ଡଙ୍ଗାଟି ମାଛ ଧରି ଫେରୁଥିବାବେଳେ…