Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଉରକେଲାରେ ପ୍ରଚାର ବେଳେ ନବୀନଙ୍କ ଘୋଷଣା; କହିଲେ, ଜୁଲାଇରୁ ବିଜୁଳି ବିଲ୍‌ ଆସିବନି

ରାଉରକେଲା: ରାଉରକେଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜୋରଦାର ପ୍ରଚାର । ଦଳୀୟ କର୍ମୀଙ୍କ ପାଇଁ ଭୋଟ୍ ମାଗିଲେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ଅବସରରେ ବିଭିନ୍ନ ଜନ କଲ୍ୟାଣ ଯୋଜନାର ସୁଫଳ ସମ୍ପର୍କରେ ଜନମତ ଗ୍ରହଣ କରିଥିଲେ ମୁଖ୍ୟମନ୍ତ୍ରୀ । ଏହା ସହ…

ଜୁନ୍ ୪ରେ ଯାଉଛନ୍ତି ନବୀନ, ଆସୁଛି ବିଜେପି ସରକାର

ସୋରଡା: ‘ନବୀନ ବାବୁଙ୍କର ଆଉ ଆବଶ୍ୟକତା ନାହିଁ । ଓଡିଶା ଲୋକେ ନବୀନ ବାବୁଙ୍କୁ ଟାଟା ବାଏ ବାଏ କହିଲେଣି । ଓଡିଶାରେ ଏବେ ବିଜେପି ସରକାର ଗଠନ ହେବାକୁ ଯାଉଛି । ଜୁନ୍ ୪ରେ ନବୀନ ବାବୁ ଯାଉଛନ୍ତି, ବିଜେପି ସରକାର ଆସୁଛି ।’ ଏମିତି କିଛି କହି ସଭା ଆରମ୍ଭରୁ ହିଁ ମୁଖ୍ୟମନ୍ତ୍ରୀ ନବୀନ…

ରାଜଧାନୀ ରାସ୍ତାରେ ପାଓ୍ବର ଦେଖାଇବେ ଜେ. ପି ନଡ୍ଡା

ଭୁବନେଶ୍ବର: ଆଜି ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ସେ ଭୁବନେଶ୍ୱରରେ ଆୟୋଜିତ ଶୁଭଦ୍ରା ଯୋଜନା କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିସହିତ ଆସନ୍ତାକାଲି ସକାଳେ ଭୁବନେଶ୍ଦରରେ ରୋଡ ସୋ କରିବେ ଜେପି ନଡ୍ଡା । ମାଉସୀ ମା’ ମନ୍ଦିର ଠାରୁ ଲିଙ୍ଗରାଜ…

୧୭ରେ ଓଡ଼ିଶା ଆସୁଛନ୍ତି ଅଭିନେତ୍ରୀ ହେମା ମାଳିନୀ

ଭୁବନେଶ୍ବର: ଗଣନ୍ତ୍ରର ମହାପର୍ବ ପାଇଁ ନେତା ମାନଙ୍କର ପ୍ରସ୍ତୁତି ଜୋରଦାର । ଏହି ମଧ୍ୟରେ ବିଜେପିର ସ୍ପେଶାଲ ଫୋକସ୍ ରହିଛି ଓଡ଼ିଶା ଉପରେ । ସେଥିପାଇଁ ବିଜେପି ନେତାମାନେ ଓଡିଶା ମୁହାଁ ହୋଇଛନ୍ତି । ଆଜି ଅର୍ଥାତ ବୁଧବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓ ଜେ.ପି ନଡ୍ଡା ଓଡିଶା…

ଲତିକାଙ୍କ ରାଲିରେ ମହିଳାଙ୍କୁ ମାଡ ଅଭିଯୋଗ

କବିସୂର୍ଯ୍ୟନଗର: ଲତିକାଙ୍କ ରାଲିରେ ମାଡ ଖାଇଲେ ମହିଳା, ଏମକେସିଜି ମେଡିକାଲରେ ଭର୍ତ୍ତି । କବିସୂର୍ଯ୍ୟନଗର ବିଧାୟକ ଲତିକା ପ୍ରଧାନଙ୍କ ରାଲି ସମୟରେ ମହିଳାଙ୍କୁ ମାଡ ହୋଇଥିବା ଅଭିଯୋଗ ହୋଇଛି । ବେଗୁନିଆପଡା ପଞ୍ଚାୟତରେ ଲତିକା ରାଲି କରୁଥିବା ବେଳେ ବିଜେଡି କର୍ମୀଙ୍କ ମାଡରେ ମହିଳା…

ହାରିବା ଭୟରେ ରକ୍ତମୁଖା ବିଜେଡି; ପିତାମ୍ବର ଆଚାର୍ଯ୍ୟ

ଭୁବନେଶ୍ବର: ‘ବିଜୁ ଜନତା ଦଳ ହାରିବା ଭୟରେ ରକ୍ତମୁଖା ସାଜି ବିରୋଧୀଙ୍କ ଉପରେ ଆକ୍ରମଣ କରୁଛି । ଗତକାଲି ବିଜେପିର ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କ ଉପରେ ହୋଇଥିବା ଆକ୍ରମଣ ସମ୍ପୂର୍ଣ୍ଣ ଭାବେ ପୂର୍ବ ପ୍ରାୟାଜିତ ଓ ସୁପରିକଳ୍ପିତ ।’ କିଛି ଏପରି କହି ବିରୋଧୀ ଓ ରାଜ୍ୟ…

‘କ୍ଷମତାକୁ ଆସିଲେ କୋଟିଏ ଲକ୍ଷପତି ସୃଷ୍ଟି କରିବୁ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାରେ ଆୟୋଜିତ ଜନ ଆଶୀର୍ବାଦ ସଭାରେ ଯୋଗଦେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବିଜେପି ଉପରେ ବର୍ଷିଛନ୍ତି । ରାହୁଲ କହିଛନ୍ତି, ପ୍ରଥମ ଥର ପାଇଁ କୌଣସି ଦଳ କହିଛି ଜିତିଲେ ସମ୍ବିଧାନ ବଦଳାଇବ । ଦୁନିଆର କୌଣସି ଶକ୍ତି ସମ୍ବିଧାନକୁ ଛୁଇଁ ପାରିବ ବୋଲି କହିଛନ୍ତି…

ଲଞ୍ଚ ହେଲା ‘ମୋ ବୁଥ ଆପ୍‌’

ଭୁବନେଶ୍ବର:ଲଞ୍ଚ ହେଲା ମୋ ବୁଥ ଆପ୍‌ । 'ମୋ ବୁଥ୍ ଆପ୍' ଉନ୍ମୋଚନ କଲେ ସିଇଓ ନିକୁଞ୍ଜ ବିହାରୀ ଧଳ  । ସହରାଞ୍ଚଳ ଭୋଟରଙ୍କୁ ସଚେତନ ପାଇଁ 'ମୋ ବୁଥ୍ ଆପ୍' ଉନ୍ମୋଚନ କରାଯାଇଛି ।ଏହି ଆପ୍ ଓ ୱେବସାଇଟ ମାଧ୍ୟମରେ ବୁଥ୍ ସମ୍ପର୍କରେ ସବୁ ତଥ୍ୟ ଜାଣିହେବ । ତେବେ ପ୍ରାଥମିକ ପର୍ଯ୍ୟାୟରେ କେବଳ…

ଓଡ଼ିଶାବାସୀ ଚାହୁଁଛନ୍ତି ବିଜେପି ଆସୁ: ବାଲେଶ୍ୱରରେ ଓମ୍‌ ବିର୍ଲାଙ୍କ ପ୍ରତିକ୍ରିୟା

ବାଲେଶ୍ୱର: ଘନ ଘନ ନିର୍ବାଚନୀ ପ୍ରଚାର ମଧ୍ୟରେ ରାଜ୍ୟ ଗସ୍ତ କରିବାରେ ଲାଗିଛନ୍ତି ଭାରତୀୟ ଜନତା ପାର୍ଟିର ବହୁ କେନ୍ଦ୍ରୀୟ ହେଭିଓ୍ବେଟ । ଲୋକସଭା ବାଚସ୍ପତି ଓମ ବିର୍ଲା ବାଲେଶ୍ୱରରେ ପହଞ୍ଚିଛନ୍ତି ।ଏଠାରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେଇଛନ୍ତି। ଏହି ଅବସରରେ ସେ ନିଜ ପ୍ରତିକ୍ରିୟା ରଖି…

ଭିଜିଲାନ୍ସ ଜାଲରେ ତହସିଲ ଅଫିସ ଅମିନ, ୨ ହଜାର ଟଙ୍କା ନେଉଥିଲେ ଲାଞ୍ଚ

କେନ୍ଦ୍ରାପଡ଼ା: ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ତହସିଲ ଅଫିସ ଅମିନ। କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ତହସିଲ ଅଫିସ ଅମିନ ଉମାକାନ୍ତ ବେହେରା ଦୁଇ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜିଲ୍ଲା ଭିଜିଲାନ୍ସ ଟିମ ଅମିନଙ୍କୁ ଉଠାଇ ଜିଲ୍ଲା କାର୍ଯ୍ୟାଳୟକୁ ନେଇଛି।…