Latest Odisha News

BREAKING NEWS

Browsing Category

ଓଡିଶା

Odisha

ବ୍ରହ୍ମପୁରରେ ବିଜେପିର ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଅଭିଯୋଗ

ବ୍ରହ୍ମପୁର: ବିଜେପିର ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଅଭିଯୋଗ। ସ୍ବାଧୀନ ବିଧାୟକ ଶିବସୁନ୍ଦର ଦାସ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ଉତ୍କଳମଣି ୟୁପି ସ୍କୁଲର ବୁଥରେ ମତଦାନ ଚାଲିଥିବା ବେଳେ ପ୍ରଦୀପ ପାଣିଗ୍ରାହୀ…

ସରିଲା ପ୍ରଥମ ପର୍ଯ୍ୟାୟ ନିର୍ବାଚନ; ସନ୍ଧ୍ୟା ୫ଟା ସୁଦ୍ଧା ୬୨.୩୧ ପ୍ରତିଶତ ‌ମତଦାନ

ଭୁବନେଶ୍ବର: ରାଜ୍ୟରେ ଶେଷ ହୋଇଛି ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ । ଚାରି ଲୋକସଭା ଆସନ ଓ ଏହାର ଅଧୀନସ୍ଥ ୨୮ଟି ବିଧାନସଭା କ୍ଷେତ୍ରରେ ମତଦାନ ଶେଷ ହେଲା । ସନ୍ଧ୍ୟା ୫ଟା ସୁଦ୍ଧା ୬୨.୩୧ ପ୍ରତିଶତ ‌ମତଦାନ ହୋଇଛି । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ କାର୍ଯ୍ୟାଳୟର ସୂତ୍ରରୁ ଏହି ସୂଚନା ମିଳିଛି…

ଚେକିଂ ବେଳେ କାରରୁ ୧୦ ଲକ୍ଷ ଟଙ୍କା ଜବତ କରିଛି ପୋଲିସ

ବୌଦ୍ଧ:ବର୍ତମାନ ନିର୍ବାଚନ ପାଇଁ ଚାରିଆଡେ ପୋଲିସ  ଚେକିଂ ଆରମ୍ଭ କରିଛି । ଚେକିଂ ବେଳେ  କାର୍ ରୁ ୧୦ ଲକ୍ଷ ଟଙ୍କା ଜବତ କରିଛି ପୋଲିସ । ଆଜି ବୌଦ୍ଧ ଓ ନୟାଗଡ଼ ଜିଲ୍ଲା ସୀମାନ୍ତରେ ପୋଲିସ ଗାଡ଼ି ଚେକିଂ କରୁଥିଲା । ଏହି ସମୟରେ ଏକ କାର୍ ରୁ ୧୦ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ଜବତ କରିଛି…

ମାଓ ପ୍ରବଣ ଅଞ୍ଚଳରୁ ମତଦାନ ସାରି ହେଲିକପ୍ଟର ଯୋଗେ ଫେରିଲେ ନିର୍ବାଚନ ଅଧିକାରୀ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ମାଓ ପ୍ରବଣ ଅଞ୍ଚଳରୁ ମତଦାନ ସାରି ଚାରି ଗୋଟି ବୁଥ୍ ରୁ ନିର୍ବାଚନ ଅଧିକାରୀ ଓ କର୍ମଚାରୀ ମାନେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେହି ଚାରି ଗୋଟି ମତଦାନ କେନ୍ଦ୍ର ଗୁଡିକ ହେଲା ବୋଡ଼େନ ବ୍ଲକ ପାଟଧରା, କାଠଫେର ଓ କୋମନା ବ୍ଲକ ଜାମଗାଁ ଓ ଦେଓସିଲ । ଅପରାହ୍ନ…

କାହାର ହେବ ଭଞ୍ଜନଗର ?

ଭୁବନେଶ୍ବର : ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ବିଧାନସଭା ଆସନ । ଦିନେ କଂଗ୍ରେସର ଗଡ ଥିବା ଏହି ସିଟ୍ ପାଲଟିଛି ବିଜେଡିର ଅଭେଦ୍ୟ ଦୁର୍ଗ। ଭଞ୍ଜନଗରରେ ବିଜେଡିରୁ ପୁଣି ପ୍ରାର୍ଥୀ ହୋଇଛନ୍ତି ଦଳର ଟାଣୁଆ ନେତା ବିକ୍ରମ କେଶରୀ ଆରୁଖ। ଗତ ଛଅ ଥର ହେଲା ଏଠାରୁ ଜିତି ଆସୁଛନ୍ତି ଆରୁଖ । ଏଥର ସପ୍ତମ ଥର…

ଘରକଳି ବିଗାଡିବ ବିଜେପୁର ଅଙ୍କ !

ଭୁବନେଶ୍ବର : ବିଜେପୁରରେ ପ୍ରାର୍ଥୀ ରିପିଟ୍ କରିଛନ୍ତି ଉଭୟ ବିଜେଡି ଓ ବିଜେପି । ବିଜେଡିରୁ ପୁଣି ରୀତା ସାହୁ ପ୍ରାର୍ଥୀ ହୋଇଛନ୍ତି ତ ବିଜେପିରୁ ମଇଦାନକୁ ଓହ୍ଲାଇଛନ୍ତି ସନତ ଗଡତିଆ । ଦିନେ କଂଗ୍ରେସର ଗଡ ରହିଥିଲା ବିଜେପୁର । କଂଗ୍ରେସରୁ ସୁବଳ ସାହୁ ତିନି ତିନି ଥର ବିଜେପୁରରୁ ବିଜୟୀ…

ପଦମପୁରରେ ଏଥର ବଦଳିବ ବାଜି !

ଭୁବନେଶ୍ବର: ବରଗଡ ଜିଲ୍ଲାର ପଦମପୁର ବିଧାନସଭା ନିର୍ବାଚନମଣ୍ଡଳୀ । ଦୁଇ ବର୍ଷ ତଳେ ଚର୍ଚ୍ଚାରେ ରହିଥିଲା ପଦମପୁର ଉପନିର୍ବାଚନ । ୨୦୧୯ର ବିଜେତା ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ବିୟୋଗ ପରେ ତାଙ୍କ ଝିଅ ବର୍ଷା ସିଂ ବରିହା ଉପନିର୍ବାଚନ ଲଢି ବିଜୟୀ ହୋଇଥିଲେ । ବିଜେପି ପ୍ରାର୍ଥୀ…

କାର୍ଯ୍ୟରେ ଅବହେଳା: ୩ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ସହ ୨ ଜଣଙ୍କୁ ଗିରଫ ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟରେ ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଚାଲିଥିବାବେଳେ କାର୍ଯ୍ୟରେ ଅବହେଳା ଯୋଗୁଁ ୩ ଜଣ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ସହ ୨ ଜଣଙ୍କୁ ଗିରଫ ନିର୍ଦ୍ଦେଶ ଦିଆଯାଇଛି । ଗଞ୍ଜାମ ଜିଲ୍ଲାପାଳଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ…

ପ୍ରଚାର ବେଳେ ବିଜେପି କର୍ମୀଙ୍କୁ ମାଡ

ଭଞ୍ଜନଗର : ନିର୍ବାଚନ ପ୍ରଚାର ବେଳେ ବିଜେପି କର୍ମୀଙ୍କୁ ଆକ୍ରମଣ । ତିଲିସିଙ୍ଗା ଗାଁରେ ବିଜେପି ଓ ବିଜେଡି ଉଭୟ ଦଳର ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନୀ ପ୍ରଚାର ଚାଲିଥିଲା । ଏହାରି ଭିତରେ ଦୁଇ ଦଳ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା । ଦୁଇ ଦଳ ହାତାହାତି ସମୟରେ ବିଜେଡି କର୍ମୀଙ୍କ…

ରାଜ୍ୟରେ ଦିନ ୩ଟା ସୁଦ୍ଧା ୫୨.୯୧ ପ୍ରତିଶତ ମତଦାନ

ଭୁବନେଶ୍ବର: ରାଜ୍ୟରେ ଚାଲିଛି ପ୍ରଥମ ପ୍ରର୍ଯ୍ୟାୟ ମତଦାନ । ଭୋଟ୍ ଦେଇ ନିଜର ମତ ସାବ୍ୟସ୍ତ କରୁଛନ୍ତି ଲୋକେ । ତେବେ ଅପରାହ୍ନ ୩ଟା ସୁଦ୍ଧା ୫୨.୯୧ ପ୍ରତିଶତ ମତଦାନ ହୋଇଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ସେଥିମଧ୍ୟରୁ ସର୍ବାଧିକ…