Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିପଦ ସଙ୍କେତ ଉପରେ ବଂଶଧାରା ନଦୀ

ରାୟଗଡା: ଲଗାଣ ବର୍ଷା ଯୋଗୁଁ ବଂଶଧାରା ନଦୀ ବିପଦ ସଙ୍କେତ ନିକଟରେ ପ୍ରବାହିତ ହେଉଛି। ଜିଲ୍ଲାର ଗୁଣୁପୁର ଠାରେ ଥିବା କେନ୍ଦ୍ରୀୟ ଜଳ ଆୟୋଗଙ୍କ କାର୍ଯ୍ଯାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ଗୁଣୁପୁର ଠାରେ ବଂଶଧାରାର ଜଳସ୍ତର ୮୩.୭୫ ମିଟରକୁ ବୃଦ୍ଧି ପାଇଛି। ଏହି ସ୍ଥାନରେ ନଦୀର ବିପଦ ସଙ୍କେତ…

ଏବେ ହାଇସ୍କୁଲ ଶିକ୍ଷକ କହିଲେଣି ଦାବି ପୂରଣ ନହେଲେ ଯିବେ ସମୂହ ଛୁଟିରେ

ଭୁବନେଶ୍ୱର: ଯଦିଓ ଓ଼଼ଡ଼ିଶା ସରକାର ପ୍ରାଥମିକ ବିଦ୍ୟାଳୟ ଶିକ୍ଷକଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ବିରୋଧ କରି କାର୍ଯ୍ୟରେ ଯୋଗଦେବାକୁ ଚେତାବନୀ ଦେଇଛନ୍ତି ଅନ୍ୟପଟେ ଆସନ୍ତା ସେପ୍ଟେମ୍ବର ୨୬ ତାରିଖରୁ ହାଇସ୍କୁଲ ଶିକ୍ଷକମାନେ ସେମାନଙ୍କ ଦାବି ପୂରଣ ପାଇଁ ଗଣ ଛୁଟିରେ ଯିବାକୁ ଚେତାବନୀ…

ଏନଆରଆଇ କୋଟାରେ ନାମଲେଖା ନାଁରେ ୨୦ ଲକ୍ଷ ଟଙ୍କାର ଠକେଇ, ଦୁଇ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ଓଡ଼ିଶାରେ ଏନ୍ଆରଆଇ କୋଟାରେ ଇଞ୍ଜିନିୟରିଂ ଓ ମେଡିକାଲ କଲେଜରେ ନାମ ଲେଖାଇବା ନାଁରେ ୧୩ ଜଣ ଆଶାୟୀଙ୍କ ଠାରୁ ୨୦ ଲକ୍ଷରୁ ଅଧିକ ଟଙ୍କା ଠକେଇ ଅଭିଯୋଗରେ ଦୁଇ ଅଭିଯୁକ୍ତ ଗିରଫ। କମିସନରେଟ୍ ପୁଲିସର ସ୍ପେଶାଲ୍ କ୍ରାଇମ୍ ୟୁନିଟ୍ କଲେଜଗୁଡ଼ିକରେ ନାମଲେଖା ଦୁର୍ନୀତି ମାମଲାରେ ଦୁଇ…

ଓଡ଼ିଶାକୁ ୭୧୬.୩୧ କୋଟିର ଆଇଏଫଏଡି ସହାୟତା ସହ OPELIP II ପାଇଁ ଡିଇଏ ମଞ୍ଜୁରି

ଭୁବନେଶ୍ୱର: ଅର୍ଥନୈତିକ ବ୍ୟାପାର ବିଭାଗ ଗୁରୁବାର ଓଡ଼ିଶା ପିଭିଟିଜି (PVTG) ସଶକ୍ତିକରଣ ଏବଂ ଜୀବିକା ଉନ୍ନତି କାର୍ଯ୍ୟକ୍ରମ OPELIP II ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତାବକୁ ଅନୁମୋଦନ କରିଛି। ଆର୍ଥିକ ମନ୍ତ୍ରଣାଳୟର ଏକ ସରକାରୀ ବିଜ୍ଞପ୍ତିରେ କୁହାଯାଇଛି ଯେ ଆନ୍ତର୍ଜାତୀୟ କୃଷି ବିକାଶ…

ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନାର ଶୁଭାରମ୍ଭ; ଆରମ୍ଭ ହେଲା ‘ପଡା ପୁଷ୍ଟି’ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ମା’, କିଶୋରୀ ଝିଅ ଓ ଶିଶୁମାନଙ୍କ ଉପଯୁକ୍ତ ପୁଷ୍ଟିସାଧନ ଉଦ୍ଦେଶ୍ୟରେ ରାଜ୍ୟରେ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ କରିଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ‘ପଡା ପୁଷ୍ଟି’ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ…

କଥା ରଖିଲେ ଅଶ୍ୱିନୀ : ବାଲେଶ୍ୱର ନିକଟ ଉପମାର୍ଗ ପାଇଁ ମଞ୍ଜୁର କଲେ ୧୪.୭ କୋଟି 

ନୂଆଦିଲ୍ଲୀ: କଥା ରଖିଲେ ରେଳ  ମନ୍ତ୍ରୀ  ଅଶ୍ୱିନୀ ବୈଷ୍ଣବ । ବାଲେଶ୍ୱର ନିକଟସ୍ଥ ନିଧିପଣ୍ଡା ନିକଟରେ ଉପମାର୍ଗ ନିର୍ମାଣ ପାଇଁ ୧୪.୭ କୋଟି ଟଙ୍କା ପାଣ୍ଠି ମଞ୍ଜୁର କଲେ  ।  ଗତ  ଜୁନ୨୧ ତାରିଖରେ  ବାଲେଶ୍ୱର ଗସ୍ତ ସମୟରେ ସ୍ଥାନୀୟ ଗ୍ରାମ ଗୁଡିକର ଲୋକମାନଙ୍କୁ ଭେଟି ସମସ୍ୟା ସମ୍ପର୍କରେ…

ରେଢ଼ାଖୋଲ ଷ୍ଟେସନଠାରେ ରହଣି କରିବ ପୁରୀ-ଦୁର୍ଗ-ପୁରୀ ଏକ୍ସପ୍ରେସ୍

ଭୁବନେଶ୍ଵର: ଯାତ୍ରୀମାନଙ୍କ ସୁବିଧା ତଥା ଯାତ୍ରୀମାନଙ୍କୁ ଆରାମଦାୟକ ଯାତ୍ରା ଯୋଗାଇବା ପାଇଁ ରେଳ ମନ୍ତ୍ରଣାଳୟ ୧୫ତାରିଖ (୧୪ ସେପ୍ଟେମ୍ବର ରାତି) ରୁ ପରୀକ୍ଷାମୂଳକ ଭିତ୍ତିରେ ରେଢ଼ାଖୋଲ ଷ୍ଟେସନରେ ୧୮୪୨୫/୧୮୪୨୬ ପୁରୀ-ଦୁର୍ଗ-ପୁରୀ ଏକ୍ସପ୍ରେସର ରହଣି ପାଇଁ ନିଷ୍ପତ୍ତି ନେଇଛି। ପୁରୀରୁ…

ପ୍ରାଥମିକ ଶିକ୍ଷକ ଆନ୍ଦୋଳନକୁ ନେଇ କଡ଼ା ଆଭିମୁଖ୍ୟ; ସ୍କୁଲରେ ଅନୁପସ୍ଥିତ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଆଜକୁ ୬ ଦିନ ହେଲା ପ୍ରାଥମିକ ବିଦ୍ୟାଳୟରେ ପଡ଼ିଛି ତାଲା। ଲକ୍ଷ ଲକ୍ଷ ପିଲାଙ୍କ ପାଠପଢ଼ା ଠପ୍। ସାରା ରାଜ୍ୟର ପ୍ରାୟ ୧ଲକ୍ଷ ୩୦ହଜାର ପ୍ରାଥମିକ ଶିକ୍ଷକ ତିନି ଦଫା ଦାବି ନେଇ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛନ୍ତି। ପ୍ରାଥମିକ ଶିକ୍ଷକ ଆନ୍ଦୋଳନ ରୋକିବାକୁ…

ମିଲେଟ ରେସିପି ନେଇ ସେଫ୍‌ଙ୍କୁ ତାଲିମ; ଏଣିକି ସ୍ୱାଦ ସହ ବଢ଼ିବ ଲୋକପ୍ରିୟତା ଓ ଆଦର

ଭୁବନେଶ୍ୱର: ଓଡିଶା ମିଲେଟସ୍ ମିଶନ୍ (ଓଏମ୍ଏମ୍) ର ଏକ ପ୍ରମୁଖ ଉଦ୍ଦେଶ୍ୟ ହେଉଛି ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳର ଜନସଂଖ୍ୟା ମଧ୍ୟରେ ମିଲେଟର ଲୋକପ୍ରିୟତା ବୃଦ୍ଧି କରିବା। ଏଥିପାଇଁ ଓଏମ୍ଏମ୍ ସକ୍ରିୟ ଭାବରେ ସହରାଞ୍ଚଳରେ ମିଲେଟକୁ କ୍ଷେତରୁ ଖାଦ୍ୟ ଥାଳି ପର୍ଯ୍ୟନ୍ତ ପ୍ରୋତ୍ସାହିତ କରୁଛି।…

ପଟାଙ୍ଗୀ ରାଜନୀତିର ଖେଳ ବିଗାଡିବ କୋଟିଆ !

ଭୁବନେଶ୍ୱର: ଓଡ଼ିଶାରେ ପ୍ରାକ ନିର୍ବାଚନ ବାତାବରଣ ତିଆରି ହୋଇସାରିଥିବାବେଳେ ବିଭିନ୍ନ ନିର୍ବାଚନ ମଣ୍ଡଳୀକୁ ନେଇ ଆଲୋଚନା ଜୋର ଧରିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ନିର୍ବାଚନ ମଣ୍ଡଳୀ ଉପରେ ଏବେ ବିଭିନ୍ନ ରାଜନୈତିକ ଦଳର ନଜର ରହିଛି। ସେଥିମଧ୍ୟରୁ କୋରାପୁଟ ଜିଲ୍ଲା ପଟାଙ୍ଗୀ…