Latest Odisha News

BREAKING NEWS

Browsing Category

ଓଡିଶା

Odisha

ବେଆଇନ ଲିଙ୍ଗ ନିରୂପଣ ମାମଲା: ହସ୍ପିଟାଲ ମାଲିକ ଓ ତାଙ୍କ ସ୍ତ୍ରୀ ଗିରଫ

କଟକ: କଟକ ଦୋଳମୁଣ୍ଡାଇ ଓ ଅରୁଣଦାୟ ନଗର ଅଞ୍ଚଳରେ ବେଆଇନ ଲିଙ୍ଗ ନିରୂପଣ ଓ ଗର୍ଭପାତ କାରବାର ଘଟଣାରେ ଦୁଇ ଗିରଫ। ହସ୍ପିଟାଲ ମାଲିକ ନିଜିତ ମହାପାତ୍ର ଓ ତାଙ୍କ ପତ୍ନୀ ମାମିନା ମହାପାତ୍ରଙ୍କୁ ଗିରଫ କରିଛି ବାଦାମବାଡ଼ି ପୋଲିସ। ଅନ୍ୟତମ ଅଭିଯୁକ୍ତ ରାମଚନ୍ଦ୍ର ଓରଫ ଭିକାରି ପରିଡା ଫେରାର ଅଛି।…

ମାଛ ଧରିବାକୁ ଯାଇ ଗଭୀର ଜଳରେ ଭାସିଗଲେ ୩ ବ୍ୟକ୍ତି: ଜଣେ ମୃତ, ଜଣେ ନିଖୋଜ

ବଲାଙ୍ଗୀର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗିରହିଛି ପ୍ରବଳ ବର୍ଷା। ଏହି ସମୟରେ ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଭରସୁଜା ଗ୍ରାମପଞ୍ଚାୟତ ପିପିଲିପାଲି ଗ୍ରାମରେ ଏକ ବଡ଼ ଅଘଟଣ ଘଟିଛି। ମାଛ ଧରିବାକୁ ଯାଇ ଗଭୀର ଜଳରେ ଭାସିଗଲେ ୩ ବ୍ୟକ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତଦେହ ଉଦ୍ଧାର…

ଡକାୟତି ଯୋଜନା ପଣ୍ଡ, ୭ କୁଖ୍ୟାତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ

ପୁରୀ: ସଦର ଓ ଚନ୍ଦନପୁର ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପୁରୀ ଏସପି ଡଃ କନୱର ବିଶାଳ ସିଂଙ୍କ ନେତୃତ୍ବରେ ଫିଲ୍ ପୁରୀ ସେଫ୍, ଫିଲ ପୁରୀ କ୍ଲିନ୍ ଅଭିଯାନ ଚାଲିଛି। ଏହି କ୍ରମରେ ପୁରୀ ସଦର ୪ ଜଣ ଓ ଚନ୍ଦନପୁର ଥାନା ପୋଲିସ ୩ ଜଣଙ୍କୁ ମିଶାଇ ମୋଟ ୭ ଜଣ କୁଖ୍ୟାତ ଅପରାଧୀକୁ ଗିରଫ କରି…

ଅଖା ଭିତରେ ହାତ ବନ୍ଧା ଯୁବତୀଙ୍କ ମୃତଦେହ ଉଦ୍ଧାର

ପୁରୀ: କଣାସ ବ୍ଲକ୍ ଗଡ଼ିଶାଗଦା ଥାନା ଅନ୍ତର୍ଗତ ଦୟାନଦୀର ନୂଆଗାଁ ସେତୁ ନିକଟରୁ ଅଖା ଭିତରେ ହାତ ବନ୍ଧା ଅବସ୍ଥାରେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିନଥିବା ବେଳେ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ, ଏସପି, ଏସଡିପିଓ ଓ ସାଇଣ୍ଟିଫିକ୍ ଟିମ ପହଞ୍ଚି ତଦନ୍ତ…

ଝାରସୁଗୁଡାରେ ଜରୁରୀ ଅବତରଣ କରିପାରେ ପ୍ରଧାନମନ୍ତ୍ରୀଙ୍କ ବିମାନ, ଏୟାରପୋର୍ଟରେ ସୁରକ୍ଷା କଡାକଡ଼ି

ଝାରସୁଗୁଡା: ଖରାପ ପାଗ ଯୋଗୁଁ ଝାରସୁଗୁଡାରେ ଜରୁରୀ ଅବତରଣ କରିପାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିମାନ। ଏଥିପାଇଁ ଝାରସୁଗୁଡା ବିମାନ ବନ୍ଦରର ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି। ବିମାନବନ୍ଦରରେ ପୋଲିସ ଓ ସେନା କର୍ମଚାରୀ ଘେରି ରହିଥିବା ବେଳେ ସନ୍ଧାନୀ କୁକୁର ଦ୍ୱାରା ଯାଞ୍ଚ…

ରାଜ୍ୟରେ ବଢୁଛି ସ୍କ୍ରବ୍ ଟାଇଫସ ମାମଲା: ସମସ୍ତ CDMO ଓ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଲେ ଜନସ୍ୱାସ୍ଥ୍ୟ…

ଭୁବନେଶ୍ଵର: ମ୍ୟାଲେରିଆ, ଡେଙ୍ଗୁ ପରେ ଏବେ ରାଜ୍ୟରେ ଚିନ୍ତା ବଢାଇଛି ସ୍କ୍ରବ୍ ଟାଇଫସ୍‌ । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହି କୀଟ ଆକ୍ରମଣରେ ଲୋକଙ୍କ ମୃତ୍ୟୁ ମଧ୍ୟ ହେଉଛି । ବର୍ତ୍ତମାନ ସୁଦ୍ଧା ଏହି କୀଟ ଆକ୍ରମଣରେ ୬ ଜଣଙ୍କର ପ୍ରାଣହାନି ହେଲାଣି । ଏହାର…

ଓଡିଶାରେ ପ୍ରବଳ ବର୍ଷିବ: ଏହି ସବୁ ଜିଲ୍ଲାକୁ ରହିଛି ରେଡ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସଦୃଶ୍ୟ ଲଘୁଚାପ ରୂପ  ନେଇଛି । ଏହାର ପ୍ରଭାବରେ ଗୁରୁବାର  ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି । କିଛି ଅଞ୍ଚଳରେ ଅତିରୁ ଅତିପ୍ରବଳ ବର୍ଷା ଲାଗି ରହିଛି । ଲଘୁଚାପ…

ଆଜି ସପ୍ତପୁରୀ ଅମାବସ୍ୟା, ଶ୍ରୀଜିଉଙ୍କ ପାଖରେ ଲାଗି ହେବ ସପ୍ତପୁରୀ ଭୋଗ

ପୁରୀ; ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା, କୁଶୋତ୍ପାଟିନୀ ଅମାବାସ୍ୟା ବା କୁଶଗ୍ରହଣୀ ଅମାବାସ୍ୟା” ଭାବରେ ପାଳନ କରାଯାଏ । ଓଡ଼ିଶାରେ ପାଳନ କରାଯାଏ ବାର ମାସରେ ତେର ପର୍ବ ଏବଂ ଏହା ବ୍ୟତୀତ ଥାଏ ଅନେକ ଗୁଡିଏ ନୀତିକାନ୍ତି । ଓଡ଼ିଶାର ଆରାଧ୍ୟ ଦେବତାଙ୍କୁ କେନ୍ଦ୍ର କରି…

ବିଶିଷ୍ଟ ପରିବେଶବିତ୍ ପ୍ରଫୁଲ୍ଲ ସାମନ୍ତରାଙ୍କ ଅପହରଣ ଘଟଣା: ରାଜ୍ୟପାଳଙ୍କୁ ଦାବୀପତ୍ର ପ୍ରଦାନ କଲା ଉତ୍କଳ ସର୍ବୋଦୟ…

ଭୁବନେଶ୍ଵର: ଗତ ଅଗଷ୍ଟ ୨୯ ତାରିଖରେ ବିଶିଷ୍ଟ ପରିବେଶବିତ୍ ପ୍ରଫୁଲ୍ଲ ସାମନ୍ତରାଙ୍କ ଅପହରଣ ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ପାଇଁ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲା ସର୍ବୋଦୟ ଓ ମାନବ ଅଧିକାର ଗଣ ସଙ୍ଗଠନ ସମୂହ । ପରିବେଶବିତ୍ ପ୍ରଫୁଲ୍ଲ ସାମନ୍ତରାଙ୍କୁ ରାୟଗଡା ସ୍ଥିତ ସ୍ଵାଗତ ହୋଟେଲରୁ ଅପହରଣ…

ଟଙ୍କା ଲୁଟ ମାମଲାରେ ଗୋବିନ୍ଦାଙ୍କୁ ଜେରା କରିବ EOW

ଭୁବନେଶ୍ଵର: ଟଙ୍କା ଲୁଟ ମାମଲାରେ ଗୋବିନ୍ଦାଙ୍କୁ ଜେରା କରିବ EOW । ଓଡିଶା ଅର୍ଥନୈତିକ ଅପରାଧ ଶାଖା ତରଫରୁ ଅଭିନେତା ଗୋବିନ୍ଦା ଆହୁଜାଙ୍କୁ ନୋଟିସ ଜାରି କରାଯାଇଛି । ପଞ୍ଜି ସ୍କିମରେ ସୋଲାର ଟେକ୍ନୋଲୋଜି ଆଲିଆନ୍ସ (STA) ଲୋକଙ୍କ ଠାରୁ ଟଙ୍କା ଲୁଟ ମାମଲାରେ ବଲିଉଡ ଅଭିନେତା…