Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶୃଙ୍ଖଳିତ ଭାବେ ଚାଲିଛି ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ, ଦିନ ୯ଟା ସୁଦ୍ଧା ୯. ୨୫ ପ୍ରତିଶତ ମତଦାନ ଗ୍ରହଣ

ଭୁବନେଶ୍ବର: ଆଜି ଭୋଟ ଦେଉଛି  ଓଡିଶା । ଶୃଙ୍ଖଳିତ ଭାବେ ରାଜ୍ୟର ୪ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ଚାଲିଛି ପ୍ରଥମ ପର୍ଯ୍ୟାୟ ଭୋଟ ଦାନ । ଦିନ ୯ଟା ସୁଦ୍ଧା ମୋଟ୍ ୯.୨୫ ପ୍ରତିଶତ ଭୋଟ ଗ୍ରହଣ କରାଯାଇଛି । ସକାଳ ୯ଟା ସୁଦ୍ଧା କୋରାପୁଟ ସବୁଠୁ ଅଧିକ ଅର୍ଥାତ ୧୩.୧୨ ପ୍ରତିଶତ ଭୋଟ…

ଗଣତନ୍ତ୍ରର ମହାପର୍ବ: ମତଦାନ ସାବ୍ୟସ୍ତ କଲେ ହେଭିୱେଟ୍‌ ନେତା-ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ଚାଲିଛି ଗଣତନ୍ତ୍ରର ମହାପର୍ବ। ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ବାଜିରେ ଲାଗିଛି ବହୁ ହେଭିୱେଟ୍‌ ନେତାଙ୍କ ଭାଗ୍ୟ। ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇ ଭୋଟ ଦେଲେ ବହୁ ହେଭିୱେଟ୍‌ ନେତା-ମନ୍ତ୍ରୀ। କୋରାପୁଟ କଂଗ୍ରେସ ସାଂସଦ ପ୍ରାର୍ଥୀ ସପ୍ତଗିରି ଉଲାକା…

ଇଭିଏମ ତ୍ରୁଟି, ଭୋଟିଂରେ ବିଳମ୍ବ

ମାଲକାନଗିରି : ଓଡ଼ିଶାରେ ଗଣତନ୍ତ୍ରର ମହାପର୍ବ ମତଦାନ ଆରମ୍ଭ । ମାଲକାନଗିରିରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଇଭିଏମ ତ୍ରୁଟି ପାଇଁ କିଛି ସ୍ଥାନରେ ପୋଲିଂ ଆରମ୍ଭ ବିଳମ୍ବ ହୋଇଛି। ମାଲକାନଗିରିର ବଙ୍ଗାଳି ପ୍ରାଥମିକ ବିଦ୍ଯାଳୟ ମତଦାନ କେନ୍ଦ୍ରର ବୁଥ ନଂ ୬୩ ରେ ଇଭିଏମ୍…

କାଳବୈଶାଖୀ ପ୍ରଭାବରେ ୨୫ ସହରରେ ବର୍ଷା, ୭ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରେ ସାରା ରାଜ୍ୟର ଲାଗି ରହିଛି ବର୍ଷା। ଗତ ରାତିରୁ ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ବାଙ୍କିରେ ସର୍ବାଧିକ ୧୦୮ମିମି ବର୍ଷା ରେକର୍ଡ କରାଯାଇଛି। ଆଜି ସକାଳ ଠାରୁ ସନ୍ଧ୍ୟା ସାଢ଼େ ୬ଟା ସୁଦ୍ଧା ଦାରିଙ୍ଗିବାଡ଼ିରେ ସର୍ବାଧିକ ୨୮ ମିମି, ରାୟଗଡ଼ାରେ ୫.୨ମିମି ଓ…

ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ, ୨୮ ବିଧାନସଭା ଆସନରେ ମତଦାତା ଲେଖୁଛନ୍ତି ପ୍ରାର୍ଥୀଙ୍କ ଭାଗ୍ୟ

ଭୁବନେଶ୍ବର: ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ । ଭୋଟ ଦେଉଛି ଓଡ଼ିଶା । ୪ ଲୋକସଭା ଆସନ ଯଥା କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଲୋକସଭା ଆସନ ଏବଂ ଏହା ଅଧୀନସ୍ଥ ୨୮ଟି ବିଧାନସଭା ଆସନରେ ମତଦାତା ଲେଖୁଛନ୍ତି ପ୍ରାର୍ଥୀଙ୍କ ଭାଗ୍ୟ। ମାଓ ପ୍ରବଣ ଇଲାକାରେ ସକାଳ ୭ଟାରୁ…

ଏପରି ମନ୍ଦିର ଯେଉଁଠି ୫୦ ଡିଗ୍ରୀ ଖରାରେ ମଧ୍ୟ ଲାଗେ ହିମାଳୟ ପରି ଥଣ୍ଡା

ବଲାଙ୍ଗୀର: ଭାରତରେ ବହୁ ରହସ୍ୟମୟ ମନ୍ଦିର ରହିଛି। ସେହି ସବୁ ମନ୍ଦିରରେ ଏମିତି କିଛି ରହସ୍ୟ ଲୁଚି ରହିଥାଏ ଯେ, ବୈଜ୍ଞାନିକମାନେ ମଧ୍ୟ ରହସ୍ୟ ପଛର ସତ୍ୟତା ଖୋଜି ବାହାର କରିପାରିନାହାଁନ୍ତି। ତନ୍ମଧ୍ୟରୁ ଓଡ଼ିଶାରେ ମଧ୍ୟ ରହିଛି ଅନେକ ରହସ୍ୟମୟ ମନ୍ଦିର l ସେଥିମଧ୍ୟରୁ ବଲାଙ୍ଗିର ଜିଲ୍ଲା…

ଦିନରେ ଲଣ୍ଠନ ଦେଖାଉଛନ୍ତି ମୋଦୀ, ବଲାଙ୍ଗୀର ସଭାରେ ବିରୋଧିଙ୍କୁ ନବୀନଙ୍କ ଟାର୍ଗେଟ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିର ବଙ୍ଗୋମୁଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜୋରଦାର ପ୍ରଚାର । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ବିରୋଧିଙ୍କୁ ଟାର୍ଗେଟ କରିଛନ୍ତି ନବୀନ । ବିରୋଧୀ ଦଳ ନେତାମାନେ ମିଛ କହୁଛନ୍ତି, ବିଜେପି ନେତା ମାନେ କୁମ୍ଭୀର କାନ୍ଦଣା…

ଭୋଟ ହାତେଇବାକୁ ବିଜେଡି କଳା ଟଙ୍କା ବାଣ୍ଟୁଛି ଅଭିଯୋଗ ଆଣି ଇସିଙ୍କ ଆଗରେ ଫେରାଦ ହେଲା ବିଜେପି

ଭୁବନେଶ୍ୱର: ବିଜେଡିକୁ ଘାରିଛି ପରାଜୟର ଭୟ । ଅଭ୍ୟାସଗତ ଭାବେ ନିର୍ବାଚନରେ ଦଳୀୟ କାର୍ଯ୍ୟ ପାଇଁ ସରକାରୀ କର୍ମଚାରୀଙ୍କୁ ବ୍ୟବହାର କରୁଛି ବିଜେଡି । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଆସନ୍ତାକାଲି ଥିବାବେଳେ ଭୋଟ ବିକଳରେ ବିଜେଡି ଟଙ୍କା ବାଣ୍ଟିବା ଆରମ୍ଭ କରିଦେଇଛି । ଲୋକମାନେ ଜୋଡି…

ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ  

ସୁନ୍ଦରଗଡ଼: ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ  । ତଳସରାର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି । ଦଳ ବିରୋଧି କାର୍ଯ୍ୟ ପାଇଁ ବହିଷ୍କାର କଲେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ସୁନ୍ଦରଗଡ଼ ଜିଲ୍ଲାର ତଲସରା ନିର୍ବାଚନ…

‘ମୁଖ୍ୟମନ୍ତ୍ରୀଙ୍କୁ କଣ୍ଢେଇ ଭଳି ନଚାଉଛନ୍ତି’; ବୈଜୟନ୍ତ ପଣ୍ଡା

ଭୁବନେଶ୍ବର: ‘ମୁଖ୍ୟମନ୍ତ୍ରୀଙ୍କୁ କଣ୍ଢେଇ ଭଳି ନଚାଉଛନ୍ତି’, ‘ଏଆଇ ଭିଡିଓ ଏବଂ ମୁଖ୍ୟମନ୍ତ୍ରୀଙ୍କ ପ୍ରକୃତ ଭିଡିଓ ଭିତରେ ଆକାଶ ପାତାଳ ଫରକ’ । ଏଭଳି କିଛି ନିଜର ଏକ୍ସ ଆକାଉଣ୍ଟରେ ରାଜ୍ୟବାସୀଙ୍କ ଆଗରେ ଅପିଲ୍ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ଲୋକସଭା…