Latest Odisha News

BREAKING NEWS

Browsing Category

ଓଡିଶା

Odisha

କୃଥିକା ପ୍ରଭାକରନରଙ୍କ ନାଁରେ ପୁଣି ଜମିହଡପ ଅଭିଯୋଗ : ଏକ୍ସରେ ଗୁମର ଖୋଲିଲେ ସାଂସଦ

ଭୁବନେଶ୍ୱର: କୃଥିକା ପ୍ରଭାକରନରଙ୍କ ନାଁରେ ପୁଣି ଜମିହଡପ ଅଭିଯୋଗ  । ତାମିଲ ବ୍ୟବସାୟୀ କୃଥିକା ପ୍ରଭାକରନରଙ୍କ କଳାକାରନାମାର ଗୁମର ଖୋଲିଲେ ଅପରାଜିତା । ଡେରାସ ପରେ ଭଗବତୀପୁରରେ ଜମି ହଡପ କରିଛନ୍ତି କୃଥିକା ପ୍ରଭାକରନ । କେମିତି କଳ, ବଳ ଖଟେଇ ଶାଗମାଛ ଦରରେ ଜମି ହଡପ କରୁଛନ୍ତି ତାର…

ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ କଂଗ୍ରେସର ବିରୋଧ: ଅତନୁଙ୍କ ବାସଭବନ ଉପରକୁ ଅଣ୍ଡମାଡ

ଭୁବନେଶ୍ୱର:ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ ବିରୋଧ କରି ଗର୍ଜିଲା ଛାତ୍ର କଂଗ୍ରେସ । ପ୍ରତିବାଦରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ବାସଭବନ ଘେରିଲା ଛାତ୍ର କଂଗ୍ରେସ  । ବାସଭବନ ଘେରାଉ ସହ ଅଣ୍ଡାମାଡ଼ କଲା  । ଏଥିସହିତ ତୁରନ୍ତ ଛାତ୍ର ସଂସଦ ନିର୍ବାଚନ କରିବା ଦାବି ପାଇଁ…

ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ କ୍ଷେତ୍ର: ୨ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରେ ପରିଣତ ହୋଇଛି  । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ଏହା ସକ୍ରିୟ ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା…

ରାଜ୍ୟରେ ଜାରି ରହିଛି ତୁହାକୁ ତୁହା ବର୍ଷା, ବଲାଙ୍ଗିରରେ ସବୁ ସ୍କୁଲ ଛୁଟି ଘୋଷଣା କଲା ପ୍ରଶାସନ

ବାଲେଶ୍ଵର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ମଙ୍ଗଳବାର ରାତିରୁ ବର୍ଷାର ପ୍ରକୋପ ବୃଦ୍ଧି ହୋଇଥିବା ବେଳେ ଗତ ୩୬ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହୋଇଛି । ସକ୍ରିୟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ କିଛି…

ଭିଜିଲାନ୍ସ ଜାଲରେ ପୂର୍ବତନ ତହସିଲଦାର, ୪ଟି ସ୍ଥାନରେ ଚାଲିଛି ରେଡ୍

ଗଞ୍ଜାମ: ଭିଜିଲାନ୍ସ ଜାଲରେ ପୂର୍ବତନ ତହସିଲଦାର । ଗଞ୍ଜାମ ଜିଲ୍ଲା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀ ସଂଗ୍ରାମ କେଶରୀ ଜେନାଙ୍କ ଘରେ ଭିଜିଲାନ୍ସ ରେଡ୍‌ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲୁଗାଁ, ଟାଙ୍ଗୀ ଓ ବାଣପୁର ସମେତ ୪ଟି ସ୍ଥାନରେ ଚଢ଼ାଉ  । ପୂର୍ବରୁ…

ରାଜ୍ୟକୁ ଘାରିଛି ସ୍କ୍ରବ ଟାଇଫସ ଚିନ୍ତା: ସୁନ୍ଦରଗଡ଼ରେ ଜଣେ ମୃତ, ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର: ରାଜ୍ୟରେ ଏବେ ଆତଙ୍କ ଖେଳାଇଛି ସ୍କ୍ରବ ଟାଇଫସ । ଗୋଟୋଏ ପରେ ଗୋଟାଏ ରୋଗୀ ଏଥିରେ ଆକ୍ରାନ୍ତ ହେଉଛନ୍ତି । ଏନେଇ ବଢୁଛି ଚିନ୍ତା । ସୁନ୍ଦରଗଡ଼ରେ ଜିଲ୍ଲାରେ ସ୍କ୍ରବ ଟାଇଫସ୍ ମାମଲା ଜାନୁଆରୀ ମାସରୁ ବର୍ତ୍ତମାନ ସୁଦ୍ଧା ୧୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ…

ହୀରାକୁଦ ଡ୍ୟାମରେ ଖୋଲିଲା ଆଉ ୮ଟି ଗେଟ: ଖୋଲିପାରେ ଆଉ ୨ଟି ଗେଟ

ସମ୍ବଲପୁର: ଉପର ମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା କାରଣରୁ ଗତକାଲି ହୀରାକୁଦର ୨ଟି ଗେଟ ଖୋଲାଯାଇଥିବା ବେଳେ ଆଜି ଆଉ ୮ଟି ଗେଟ ଖୋଲିଛି ହୀରାକୁଦ । ବାର୍ତ୍ତମାନ ମୋଟ ୧୦ଟି ଗେଟ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ । ତେବେ ବର୍ଷାର ପରିମାଣ ଦେଖି ଆଉ ୨ଟି ଗେଟ ଖୋଲିପାରେ । ଏନେଇ ସୂଚନା…

ମୁଖ୍ୟମନ୍ତ୍ରୀଙ୍କ ଫଟୋ ଥିବା ଟି-ସାର୍ଟରେ ମୟୂରଭଞ୍ଜ ଜିଲ୍ଲାପାଳ ଓ ଏସପି, ଏନଏଚଆରସିରେ ପହଂଚିଲା ମାମଲା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋଗୋ ଥିବା ଟି-ସାର୍ଟ ପିନ୍ଧି ମୟୂରଭଞ୍ଜର ଏସପି ଓ ଜିଲ୍ଲାପାଳଙ୍କୁ ନେଇ ଯେଉଁ ବିବାଦ ଦେଖାଦେଇଛି, ତାହା ଏବେ ଆଉ ପାଦେ ଆଗକୁ ଯାଇଛି। ମୟୂରଭଞ୍ଜ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ଓ ଏସପି ବି. ଗଙ୍ଗାଧର ବାରିପଦାରେ ଏକ କାର୍ଯ୍ୟକ୍ରମରେ…

ପାହାଡରୁ ପଥର ଖସି ୨ ଶ୍ରମିକଙ୍କ ମୃତ୍ୟୁ, ଅନ୍ୟ ଦୁଇ ଜଣ ଚିକିତ୍ସାଧୀନ

ବ୍ରହ୍ମପୁର: ବର୍ଷା ଜାରି ରହିଥିବା ବେଳେ ପାହାଡ଼ରୁ ପଥର ଧସି ଆସିବା ପରେ ପଥର ତଳେ ଚାପି ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି।ଉଭୟ ସମ୍ପର୍କୀୟ ଦୁଇ ଭାଇ ବୋଲି ସୂଚନା ରହିଛି। ସଦର ଥାନା ଅନ୍ତର୍ଗତ କାଳୁଆ ଛକ ଏକ ପଥର କ୍ଵରିରେ ଏହି ଅଘଟଣ ଘଟିଛି। ମୃତକ ହେଲେ ଦିଗପହଣ୍ଡି ଥାନା ବି…

ରାଜଧାନୀରେ ବେଆଇନ କଫ ସିରପ୍ ରାକେଟର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ରାଜଧାନୀରେ ବେଆଇନ କଫ ସିରପ୍ ରାକେଟର ପର୍ଦ୍ଦାଫାସ କରି ବୁଧବାର ପୁଲିସ ୨୦୫ଟି କଫ ସିରପ୍ ବୋତଲ ଜବତ କରିଛି। ଏହି ଘଟଣାରେ ପୁଲିସ ଜଣେ ନିଶା ବେପାରୀକୁ ମଧ୍ୟ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ଭୁବନେଶ୍ୱର ରବି ଟକିଜ ନିବାସୀ ଅକ୍ଷୟ କୁମାର ବେହେରା ବୋଲି ଜଣାପଡ଼ିଛି। ଅବକାରୀ…