Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୋଟ ହାତେଇବାକୁ ବିଜେଡି କଳା ଟଙ୍କା ବାଣ୍ଟୁଛି ଅଭିଯୋଗ ଆଣି ଇସିଙ୍କ ଆଗରେ ଫେରାଦ ହେଲା ବିଜେପି

ଭୁବନେଶ୍ୱର: ବିଜେଡିକୁ ଘାରିଛି ପରାଜୟର ଭୟ । ଅଭ୍ୟାସଗତ ଭାବେ ନିର୍ବାଚନରେ ଦଳୀୟ କାର୍ଯ୍ୟ ପାଇଁ ସରକାରୀ କର୍ମଚାରୀଙ୍କୁ ବ୍ୟବହାର କରୁଛି ବିଜେଡି । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଆସନ୍ତାକାଲି ଥିବାବେଳେ ଭୋଟ ବିକଳରେ ବିଜେଡି ଟଙ୍କା ବାଣ୍ଟିବା ଆରମ୍ଭ କରିଦେଇଛି । ଲୋକମାନେ ଜୋଡି…

ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ  

ସୁନ୍ଦରଗଡ଼: ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ  । ତଳସରାର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି । ଦଳ ବିରୋଧି କାର୍ଯ୍ୟ ପାଇଁ ବହିଷ୍କାର କଲେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ସୁନ୍ଦରଗଡ଼ ଜିଲ୍ଲାର ତଲସରା ନିର୍ବାଚନ…

‘ମୁଖ୍ୟମନ୍ତ୍ରୀଙ୍କୁ କଣ୍ଢେଇ ଭଳି ନଚାଉଛନ୍ତି’; ବୈଜୟନ୍ତ ପଣ୍ଡା

ଭୁବନେଶ୍ବର: ‘ମୁଖ୍ୟମନ୍ତ୍ରୀଙ୍କୁ କଣ୍ଢେଇ ଭଳି ନଚାଉଛନ୍ତି’, ‘ଏଆଇ ଭିଡିଓ ଏବଂ ମୁଖ୍ୟମନ୍ତ୍ରୀଙ୍କ ପ୍ରକୃତ ଭିଡିଓ ଭିତରେ ଆକାଶ ପାତାଳ ଫରକ’ । ଏଭଳି କିଛି ନିଜର ଏକ୍ସ ଆକାଉଣ୍ଟରେ ରାଜ୍ୟବାସୀଙ୍କ ଆଗରେ ଅପିଲ୍ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ଲୋକସଭା…

ଭାରସାମ୍ୟ ହରାଇ ଓଲଟିଲା କାର:୨ ମୃତ

ଗଞ୍ଜାମ:ଭାରସାମ୍ୟ ହରାଇ ଓଲଟିଲା କାର । ଗଞ୍ଜାମ ଜିଲ୍ଲା ମୁଜାଗଡ଼ ନିକଟରେ ଏହି ଦୁର୍ଘଟଣା ଘଟିଛି । ଏଥିରେ ୨ ଜଣଙ୍କର ମୃର୍ତ୍ୟୁ ହୋଇଥିବା ବେଳେ ଆଉ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ୨ ଗୁରୁତରଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁଯାୟୀ ଚାରି ଜଣ ସାଙ୍ଗ…

ଆସନ୍ତା ୧୫ ତାରିଖରେ ଓଡିଶା ଆସିବେ ରାହୁଲ ଗାନ୍ଧି

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଚାର କାର୍ଯ୍ୟକ୍ରମକୁ ଜୋରଦାର କରିଛି କଂଗ୍ରେସ। ଭୋଟର ମାନଙ୍କୁ ନିଜ ଆଡକୁ ଆକୃଷ୍ଟ କରିବାକୁ ଯୋଜନା ଚଲାଇଛି କଂଗ୍ରେସ ।ଏହି ଅବସରରେ ପୁଣି ଥରେ  ଓଡିଶା ଆସିବେ ରାହୁଲ ଗାନ୍ଧି । ଆସନ୍ତା ୧୫ ତାରିଖରେ ବଲାଙ୍ଗିର ଆସିବେ ରାହୁଲ ।…

ଆସନ୍ତା ୧୪ ତାରିଖରେ ଓଡ଼ିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ବିଶ୍ୱ ଶର୍ମା

ଭୁବନେଶ୍ୱର: ବିଜେପି ଫୋକସରେ ଓଡିଶା । ନିର୍ବାଚନ ପାଇଁ ଘନ ଘନ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପିର ହେଭିଓ୍ବେଟ ନେତା । ଓଡିଶାରେ ଜନସାଧାରଣଙ୍କୁ ଭୋଟ ଭିକ୍ଷା କରିବେ କେନ୍ଦ୍ରୀୟ ନେତା । ଏହାରି ଭିତରେ ଓଡିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ଵ ଶର୍ମା । ନିର୍ବାଚନ ପ୍ରଚାରକୁ…

ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ, ଜରୁରୀ ସ୍ୱାସ୍ଥ୍ୟସେବା ପାଇଁ ଏୟାର ଆମ୍ବୁଲାନ୍ସ ନିୟୋଜିତ

ଭୁବନେଶ୍ୱର: ନିର୍ବାଚନ ପରିଚାଳନାରେ ରହିଥିବା କର୍ମଚାରୀ ଓ ମତଦାତାଙ୍କ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ପାଇଁ କୋରାପୁଟ ଜିଲ୍ଲାରେ ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡ଼ିଶାଙ୍କ ପକ୍ଷରୁ ଏୟାର ଆମ୍ବୁଲାନ୍ସ ନିୟୋଜିତ କରାଯାଇଛି । ଏହା ମଇ ୧୨ରୁ ମଇ ୨୦ ତାରିଖ ପର୍ଯ୍ୟନ୍ତ ନିୟୋଜିତ ରହିବ ବୋଲି ସୂଚନା…

ରାତି ପାହିଲେ ନିର୍ବାଚନ, କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ବୁଥକୁ ଗଲା ଇଭିଏମ୍

ନୂଆପଡ଼ା: ସୋମବାର ନୂଆପଡ଼ା ଜିଲ୍ଲାର ଦୁଇ ଗୋଟି ବିଧାନସଭା ମଣ୍ଡଳୀରେ ପ୍ରଥମ ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ପ୍ରସାର ବନ୍ଦ ହୋଇଥିବା ବେଳେ ବୁଥ ଅଭିମୁଖେ ପୁଲିଙ୍ଗ ପାର୍ଟି କଡା ସୁରକ୍ଷା ବଳୟରେ ବାହାରି ଯାଇଛନ୍ତି। ଜିଲ୍ଲାପାଳ ତଥା ମୁଖ୍ୟ…

କେନ୍ଦ୍ରୀୟ ବିଜେପି ନେତାଙ୍କ ଘନ ଘନ ଓଡିଶା ଗସ୍ତ, ପୁଣି ଆସୁଛନ୍ତି ମୋଦୀ, ଅମିତ୍ ଶାହା ଓ ଜେ.ପି ନଡ୍ଡା

ଭୁବନେଶ୍ବର: ନିର୍ବାଚନ ପାଇଁ ପୁଣି ଓଡିଶା ଗସ୍ତରେ ବିଜେପିର ହେଭିଓ୍ବେଟ ନେତା । ଓଡିଶାରେ ପୁଣି ଜନସାଧାରଣଙ୍କୁ ଭୋଟ ଭିକ୍ଷା କରିବେ କେନ୍ଦ୍ରୀୟ ନେତା । ଏଥି ନିମନ୍ତେ ଆସନ୍ତା ୧୫ ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତରେ ଆସୁଛନ୍ତି । ରାଉରକେଲା, କଣ୍ଟାବାଞ୍ଜି,…

ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ସୁରକ୍ଷା କଡାକଡି, ୧୭ ହଜାର ପୋଲିସ୍ ମୁତୟନ

ଭୁବନେଶ୍ବର: ଆସନ୍ତା କାଲି ଭୋଟ ଦେବ ଓଡିଶା । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ସୁରକ୍ଷା ସୂଚନା ଦେଲେ ପୋଲିସ୍ ଡିଜିପି । ୪ଟି ସଂସଦୀୟ କ୍ଷେତ୍ର ଓ ୨୮ଟି ବିଧାନସଭା କ୍ଷେତ୍ରରେ ଯେପରି ଶୃଙ୍ଖଳିତ ଭାବେ ଭୋଟ ଗ୍ରହଣ ପାଇଁ ହେବ ସେନେଇ ସୁରକ୍ଷା କଡାକଡି କରାଯାଇଛି । ୯ଟି ଜିଲ୍ଲାରେ…