Latest Odisha News

BREAKING NEWS

Browsing Category

ଓଡିଶା

Odisha

କେନ୍ଦ୍ରୀୟ ବିଜେପି ନେତାଙ୍କ ଘନ ଘନ ଓଡିଶା ଗସ୍ତ, ପୁଣି ଆସୁଛନ୍ତି ମୋଦୀ, ଅମିତ୍ ଶାହା ଓ ଜେ.ପି ନଡ୍ଡା

ଭୁବନେଶ୍ବର: ନିର୍ବାଚନ ପାଇଁ ପୁଣି ଓଡିଶା ଗସ୍ତରେ ବିଜେପିର ହେଭିଓ୍ବେଟ ନେତା । ଓଡିଶାରେ ପୁଣି ଜନସାଧାରଣଙ୍କୁ ଭୋଟ ଭିକ୍ଷା କରିବେ କେନ୍ଦ୍ରୀୟ ନେତା । ଏଥି ନିମନ୍ତେ ଆସନ୍ତା ୧୫ ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତରେ ଆସୁଛନ୍ତି । ରାଉରକେଲା, କଣ୍ଟାବାଞ୍ଜି,…

ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ସୁରକ୍ଷା କଡାକଡି, ୧୭ ହଜାର ପୋଲିସ୍ ମୁତୟନ

ଭୁବନେଶ୍ବର: ଆସନ୍ତା କାଲି ଭୋଟ ଦେବ ଓଡିଶା । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ସୁରକ୍ଷା ସୂଚନା ଦେଲେ ପୋଲିସ୍ ଡିଜିପି । ୪ଟି ସଂସଦୀୟ କ୍ଷେତ୍ର ଓ ୨୮ଟି ବିଧାନସଭା କ୍ଷେତ୍ରରେ ଯେପରି ଶୃଙ୍ଖଳିତ ଭାବେ ଭୋଟ ଗ୍ରହଣ ପାଇଁ ହେବ ସେନେଇ ସୁରକ୍ଷା କଡାକଡି କରାଯାଇଛି । ୯ଟି ଜିଲ୍ଲାରେ…

ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଏମ.ଏସ୍ ଭିପୁଲ୍ ଲିମିଟେଡର ସମ୍ପତ୍ତି ସଂଲଗ୍ନ କର

ଭୁବନେଶ୍ୱର: ଭୁବନେଶ୍ୱରରେ ଏକ ରିଏଲ୍ ଇଷ୍ଟେଟ୍ ଫାର୍ମର ସମ୍ପତ୍ତି ସଂଲଗ୍ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ  । ଓଡ଼ିଶା ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଏକ ଆବେଦନକୁ ଗ୍ରହଣ କରିବା ପରେ ରାଜ୍ୟ ସରକାରଙ୍କୁ ଏଭଳି କିଛି ନୋଟିସ୍ ଜାରି କରିଛନ୍ତି ସୁପ୍ରିମକୋର୍ଟ ।…

ପୋଲିସ ପାଟ୍ରୋଲିଂ ବେଳେ ୧୭ ଲକ୍ଷ ଟଙ୍କାର ଡ୍ରଗ୍ସ ଜବତ, ୨ ଗିରଫ

ବାରିପଦା: ଆସନ୍ତାକାଲି ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଭୋଟ ଥିବା ବେଳେ ରାଜ୍ୟରେ ଚାଲିଛି ବେଆଇନ କାରବାର। ରାଜ୍ୟରେ ଯୁଗ୍ମ ନିର୍ବାଚନ ପୂର୍ବରୁ ବେଆଇନ କାର୍ଯ୍ୟକଳାପ ଉପରେ ଚାଲିଥିବା କଟକଣା ସମୟରେ ବାରିପଦାଠାରେ ଧରାପଡିଛନ୍ତି ଡ୍ରଗ୍ସ ବେପାରୀ। ଉକ୍ତ ଘଟଣାରେ ଦୁଇ ଜଣଙ୍କୁ ଗିରଫ…

ବଲାଙ୍ଗୀରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ; ‘ବିରୋଧୀ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି’

ବଙ୍ଗୋମୁଣ୍ଡା: ‘ମିଛ କହୁଛନ୍ତି ବିରୋଧୀ’, ‘କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ।’ କିଛି ଏଭଳି କହି ବିରୋଧୀଙ୍କୁ ସମାଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡାଠାରେ ବିରାଟ ଜନସଭାକୁ ଉଦବୋଧନ ଦେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…

ମହୁମାଛି ଆକ୍ରମଣରେ ପରିବାରର ୪ ସଦସ୍ୟ ଓ ଦୁଇ ପଥଚାରୀ ଆହତ

ଗଜପତି : ମହୁମାଛି ଆକ୍ରମଣରେ ଗୋଟିଏ ପରିବାରର ୪ ସଦସ୍ୟ ଆହତ ହୋଇଥିବା ସୂଚନା ରହିଛି। ଗଜପତି ଜିଲ୍ଲା ମୋହନା ଥାନା ଛତାଭରି ଗାଁ ନିକଟରେ ଘଟିଛି ଏହି ଘଟଣା। ଏହି ଘଟଣାରେ ଆଉ ଦୁଇ ଜଣେ ପଥଚାରୀ ମଧ୍ୟ ଶିକାର ହୋଇଛନ୍ତି। ୬ ଜଣଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଛତାଭରି ନିକଟରେ…

ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ଅଟୋ, ୧୮ ଆହତ

ଉମରକୋଟ: ଚନ୍ଦାହାଣ୍ଡି ଘାଟିରେ ଓଲଟିଲା ଅଟୋ। ଏହି ଦୁର୍ଘଟଣାରେ ୧୮ ଜଣ ଲୋକେ ଆହତ ହୋଇଥିବା ଜଣାପଡିଛି । ଝରିଗାଁର ଚନ୍ଦାହାଣ୍ଡି ଘାଟିରେ ଅଟୋ ନିଜର ଭାରସାମ୍ୟ ହରାଇ ଓଲଟି ପଡିଥିବା ସୂଚନା ରହିଛି। ସମସ୍ତ ଆହତ ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ସାନଭାରଣ୍ଡୀ ଗାଁର। ଆଜି ଗାଁର ପ୍ରାୟ ୨୦ ଜଣ…

ଅଧା ରାତିରେ କାଳବୈଶାଖୀ ତାଣ୍ଡବ, ନିର୍ଧୂମ ବର୍ଷାରେ ବୁଡ଼ିଲା ଟ୍ୱିନ୍ ସିଟି

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଯୋଗୁ ତାତିରୁ ମିଳିଛି ଆଶ୍ୱସ୍ତି । ହେଲେ ଗତକାଲି ବିଳମ୍ବିତ ରାତିରେ ଏହି କାଳବୈଶାଖୀ ବର୍ଷା ଟ୍ୱିନ୍ ସିଟିକୁ ଅସ୍ତବ୍ୟସ୍ତ କରିପକାଇଛି। ହଠାତ ରାତି ଅଧରେ କିଛି ସମୟ ପାଇଁ ଘଡଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ହୋଇଥିଲା। ପବନରେ ଜନଜୀବନ…

ରାତି ପାହିଲେ ରାଜ୍ୟରେ ୧ମ ଓ ଦେଶରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ, ଓଡ଼ିଶାର ୨୮ ବିଧାନସଭା ଆସନ ପାଇଁ ହେବ ମତଦାନ

ଭୁବନେଶ୍ୱର: ରାଜ୍ୟର ପ୍ରଥମ ଏବଂ ଦେଶର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ମତଦାନ ଅନୁଷ୍ଠିତ ହେବ । ଏଥିପାଇଁ ପ୍ରଚାର କାର୍ଯ୍ୟ ଶେଷ ହୋଇଛି । ଏହି ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା ଏବଂ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନ ପାଇଁ ଭୋଟ୍‍ଗ୍ରହଣ ଅନୁଷ୍ଠିତ ହେବ । ମେ' ୧୩ରେ…

ଆଜି ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଓ ବରଗଡ଼ ଗସ୍ତ, ଜନସଭାକୁ କରିବେ ସମ୍ବୋଧନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ବଲାଙ୍ଗିର ଓ ବରଗଡ଼ ଗସ୍ତରେ ଆସିବେ। ସେ ବଲାଙ୍ଗିରର ସିନ୍ଧେକେଲା, ମୁରିବାହାଲ ଓ ବଲାଙ୍ଗିରର ୩ଟି ସ୍ଥାନରେ ନିର୍ବାଚନୀ ସଭାରେ ଯୋଗଦେବେ। ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ। ଏଥିଲାଗି ସେ ପ୍ରଥମେ ଭୁବନେଶ୍ୱର…