Latest Odisha News
Browsing Category

ଓଡିଶା

Odisha

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ସମୀକ୍ଷା ବୈଠକ

ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କ ଅଧ୍ୟକ୍ଷତାରେ ରାଜ୍ୟର ସମସ୍ତ ଜିଲ୍ଲାପାଳମାନଙ୍କୁ ନେଇ ଆଜି ଖାରବେଳ ଭବନ ସମ୍ମିଳନୀ କକ୍ଷରେ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ଏକ ସମୀକ୍ଷା ବୈଠକ…

ନରସିଂହଙ୍କ ‘ଗୁମାସ୍ତା ଶାସନ’ର ଜବାବ ଦେଲେ କୃଷିମନ୍ତ୍ରୀ; କହିଲେ, ନିଜ ଦଳ ସମ୍ଭାଳ

ଭୁବନେଶ୍ୱର: ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ନେଇ ରାଜନୈତିକ ବୟାନବାଜି ଥମୁନି । ଏହି ବୟାନବାଜି ଖାଲି ସୌମ୍ୟ-ବିଜେଡି ମଧ୍ୟରେ ସୀମିତ ହୋଇନାହିଁ । ସୌମ୍ୟଙ୍କ ନାଁ ନ ନେଇ ଆଜି  ମୁହାଁମୁହିଁ ହୋଇଛନ୍ତି କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଏବଂ କୃଷିମନ୍ତ୍ରୀ  ରଣେନ୍ଦ୍ର…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ନିଲମ୍ବିତ ହେଲେ ଡିଏଫଓ ବିଜୟ କୁମାର ପରିଡା

ରାୟଗଡା: ନିଲମ୍ବିତ ହେଲେ କୋଟିପତି ରାୟଗଡ଼ା ଡିଏଫଓ ଡ.ବିଜୟ କୁମାର ପରିଡ଼ା । ରାଜ୍ୟ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଏଭଳି ନିର୍ଦ୍ଦେଶନାମା ଜାରି କରାଯାଇଛି । ଅଭିଯୁକ୍ତ ବିଜୟ କୁମାର ପରିଡ଼ାଙ୍କୁ କୋରାପୁଟ ସ୍ଥିତ ଆରସିସିଏଫଙ୍କ କାର୍ଯ୍ୟାଳୟରେ ହାଜିରା…

ରେଳ ଧାରଣାରେ ପଡିଲା ବୋଲ୍ଡର, ଗଛ: ଟ୍ରେନ ଚଳାଚଳ ବ୍ୟାହତ

ଭୁବନେଶ୍ୱର: ବର୍ଷା ଯୋଗୁ ରେଳ ଚଳାଚଳ ବ୍ୟାହତ ।   ୱାଲ୍ଟେୟାର ଡିଭିଜନ୍ ଅନ୍ତର୍ଗତ ଓଡିଶାର କୋରାପୁଟରେ ଟିଗିରି ଏବଂ ଲାଲିଗୁମା ମଧ୍ୟରେ ବୁଧବାର ରେଳ ଚଳାଚଳ ବ୍ୟାହତ ହୋଇଛି । ଲଗାଣ ବର୍ଷା ଯୋଗୁ ଏହି  ଟ୍ରାକରେ ବିରାଟ ବୋଲ୍ଡର ଏବଂ ଗଛ ଉପୁଡି ପଡ଼ିବା ଫଳରେ ରାୟଗଡା ଏବଂ କୋରାପୁଟ…

ପୁରୀରେ ଡକାୟତି ଯୋଜନା ପଣ୍ଡ, ୬ଜଣଙ୍କୁ ଗିରଫ କଲା ସମୁଦ୍ରକୂଳ ଥାନା ପୋଲିସ

ପୁରୀ: ପୁରୀରେ ଡକାୟତି ଯୋଜନା ପଣ୍ଡ । ୬ଜଣଙ୍କୁ ଗିରଫ କଲା ସମୁଦ୍ରକୂଳ ଥାନା ପୋଲିସ । ଏନେଇ ସାମ୍ବାଦିକ ସମ୍ମିଳନୀକରି ସୂଚନା ଦେଇଛି ବାସେଳୀ ସାହି ଥାନା ପୋଲିସ । ସୂଚନା ଅନୁସାରେ, ପୁରୀ ପେଣ୍ଠକଟା ନିକଟରେ ଏକ ଡ଼ଙ୍ଗା ତିଆରି କାରଖାନା ନିକଟ ବେହେରା ସାହି ଠାରେ କିଛି ଦୁର୍ବୁତ୍ତ…

ଜାତୀୟ ଯୋଗାସନ ପ୍ରତିଯୋଗିତା: ଭାଗ ନେବେ ମୟୂରଭଞ୍ଜର ୧୧ ଛାତ୍ରଛାତ୍ରୀ

କଟକ: ଓଡିଶା ଯୋଗ ଆସୋସିଏସନ ପକ୍ଷରୁ କଟକ ଠାରେ ଦୁଇ ଦିନିଆ ୨୯ ତମ ରାଜ୍ୟସ୍ତରୀୟ ଯୋଗାସନ ସ୍ପୋଟ୍ସ ଚମ୍ପିଆନସିପ ୨୦୨୩-୨୦୨୪ ଅନୁଷ୍ଠିତ ହୋଇଯାଇଛି । ୨ଦିନ ଧରି ଚାଲିଥିବା ଏହି ରାଜ୍ୟ ସ୍ତରୀୟ ଯୋଗାସନ ପ୍ରତିଯୋଗିତାରେ ୧୭ ରୁ ଅଧିକ ଜିଲ୍ଲାର ୮ ବର୍ଷରୁ ୩୫ ବର୍ଷ ମଧ୍ୟରେ ମୋଟ ୩୬୭ ଜଣ…

ବଦଳିବ ଯାଜପୁର ମେଡିକାଲ କଲେଜ ଓ ହସ୍ପିଟାଲର ନାଁ: ଯଜାତି କେଶରୀଙ୍କ ନାମରେ ହେବ ନାମିତ

ଭୁବନେଶ୍ୱର: ବଦଳିବ ଯାଜପୁର ମେଡିକାଲ କଲେଜର ନାଁ । ଯାଜପୁର ମେଡିକାଲ କଲେଜ ଓ ଡାକ୍ତରଖାନା ନାମରେ ପରିଚିତ ଏହି ଅନୁଷ୍ଠାନ ଏଣିକି ଯଜାତି କେଶରୀଙ୍କ ନାମରେ ପରିଚିତ ହେବ । ନାମ ପରିବର୍ତ୍ତନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ନିକଟରେ ୫ ଟି ସଚିବ…

ଖୋଲିଲା ହୀରାକୁଦର ୨ଟି ଗେଟ, ଉପର ମୁଣ୍ଡରେ ବର୍ଷା ଦେଖି ନିଆଗଲା ନିଷ୍ପତି

ସମ୍ବଲପୁର: ଖୋଲିଲା ହୀରାକୁଦର ଦୁଇଟି ଗେଟ୍ । ଆଜି ଅପରାହ୍ନ ୪ଟାରେ ହୀରାକୁଦ ଡ୍ୟାମ୍‌ର ୨ଟି ଗେଟ୍ ଖୋଲାଯାଇଛି । ଉଭୟ ଡାହାଣ ଓ ବାମ ପଟରେ ଗୋଟାଏ ଲେଖାଏଁ ଗେଟ ଖୋଲାଯାଇଛି । ଉପରମୁଣ୍ଡରେ ଲଘୁଚାପ ଜନିତ ବର୍ଷା ସମ୍ଭାବନା ଥିବାରୁ ଏହି ନିଷ୍ପତ୍ତି ନେଇଛନ୍ତି ହୀରାକୁଦ କତୃପକ୍ଷ । ଏନେଇ…

ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍: ସମ୍ବଲପୁରରୁ ଚିହ୍ନଟ ହେଲେ ଆଉ ୩ ଆକ୍ରାନ୍ତ

ସମ୍ବଲପୁର: ଡ଼େଙ୍ଗୁ ପରେ ଏବେ ରାଜ୍ୟରେ ସ୍କ୍ରପ ଟାଇଫସ ଆତଙ୍କ । ଟ୍ରମ୍ବୀ କୁଲାଇଟ କୀଟ କାମୁଡିବ ଦ୍ୱାରା ଏହି ଜ୍ୱର ହୋଇଥାଏ । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଏଥିରେ ଆକ୍ରାନ୍ତ ହେଉଥିବା ରୋଗୀ ଚିହ୍ନଟ ହେଉଥିବା ବେଳେ ଏହି କୀଟ ଆକ୍ରମଣରେ ଲୋକଙ୍କ ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଛି ।…