Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାଇକ୍ କୁ ଧକ୍କା ଦେଲା ଅଜଣା ଗାଡି; ୨ ମୃତ, ୨ ଗୁରୁତର

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ଜାମଖୁଣ୍ଟା ଗାଁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଇକ ଆରୋହୀଙ୍କ ଉପରେ ମାଡ଼ିଗଲା ଅଜଣା ଗାଡ଼ି । ଦୁର୍ଘଟଣାରେ ୨ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ବୁର୍ଲା ମେଡିକାଲକୁ…

ରାଜ୍ୟରେ କିଏ ହେବେ ନୂଆ ମୁଖ୍ୟମନ୍ତ୍ରୀ? ଆଜି ହେବ ସ୍ପଷ୍ଟ

ଭୁବନେଶ୍ବର: ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ବିଧାୟକ ଦଳ ବୈଠକ । ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୁପିନ୍ଦର ଯାଦବ ଓଡ଼ିଶାରେ ପହଞ୍ଚିବା ପରେ ୪ଟା ୩୦ ମିନିଟ୍‌ରେ ବିଧାୟକ ଦଳ ବୈଠକ ବସିବ । ବୈଠକରେ ବିଜେପି ସରକାରର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ…

ପଣ୍ଡ ହେଲା ମାଓବାଦୀଙ୍କ ଯୋଜନା, ଠାବ ହେଲା ସ୍ପାଇକ ହୋଲ

ମାଲକାନଗିରି: ପଣ୍ଡ ହେଲା ମାଓବାଦୀଙ୍କ ଯୋଜନା । ଠାବ ହେଲା ସ୍ପାଇକ ହୋଲ । ସର୍ଚ୍ଚ ଅପରେଶନ ବେଳେ ମାଓବାଦୀଙ୍କ ଷଡଯନ୍ତ୍ରକୁ ଠାବ କଲା ସୁରକ୍ଷାବାହିନୀ । ମାଲକାନଗିରି ସୀମାନ୍ତ ଜଙ୍ଗଲରେ ସ୍ପାଇକ୍‌ ହୋଲ୍‌ ଠାବ କଲେ ଯବାନ । ତେଲେଙ୍ଗାନା ଭଦ୍ରାଡି କଥାଗୁଡୁମ ଜିଲ୍ଲା ପୁସୁଗୁପା ଜଙ୍ଗଲରେ ଠାବ…

ପଡିଲା ହାତଗଣ୍ଠୀ, ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ନବ ବିବାହିତ ଦେବଦମ୍ପତି

ସମ୍ବଲପୁର: ମହା ଆଡମ୍ବରରେ ଶେଷ ହେଲା ମହାଦେବଙ୍କ ବାହାଘର । ଥାଟ ପଟୁଆରରେ ଜଗତ ଜନନୀଙ୍କ ଘରେ ପହଞ୍ଚିବା ପରେ ପରମ୍ପରା ଅନୁସାରେ ହୋଇଥିଲା ବିବାହ ଉତ୍ସବ । ଜଗତଜନନୀ ମାତା ପାର୍ବତୀଙ୍କ ହାତ ଧରିଥିଲେ ବାବା ଭୋଳାନାଥ । ଗତକାଲି ମଧ୍ୟରାତିରେ ବିରାଟ ପଟୁଆରରେ ବରଯାତ୍ରୀ ନେଇ ଯାଇଥିଲେ…

ଶପଥ ଗ୍ରହଣ ସମାରୋହ ପାଇଁ ଭୁବନେଶ୍ୱରରେ ଅଧାଦିନ ସରକାରୀ ଛୁଟି

ଭୁବନେଶ୍ଵର: ଆସନ୍ତାକାଲି ଅପରାହ୍ନ ୪ ଟା ୪୫ ମିନିଟରେ ଶପଥ ନେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ । ଜନତା ମଇଦାନରେ ଅନୁଷ୍ଠିତ ହେବ ଶପଥ ସମାରୋହ । ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆସନ୍ତାକାଲି ଦିନ ୨ ଟା ୧୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ…

ବିନିକାରୁ ବିପୁଳ ପରିମାଣର ଗଞ୍ଜେଇ ଜବତ, ଜଣେ ଗିରଫ

ସୁବର୍ଣ୍ଣପୁର: ବିନିକା ଅବକାରୀ ବିଭାଗକୁ ବଡ ସଫଳତା । ସୁବର୍ଣ୍ଣପୁର ଜିଲ୍ଲା ବିନିକା ବିଶାଲପାଲି ଛକ ଠାରେ ୧ କୁଇଣ୍ଟାଲ ୪୦ କେଜି ଗଞ୍ଜେଇ ଜବତ କରିଛି ଅବକାରୀ ବିଭାଗ l ଏଥିସହ ୧୦ଟି ଷ୍ଟିଲ ସିଟ ମଧ୍ୟ ଜବତ କରିଛି ଅବକାରୀ ବିଭାଗ । ଗଞ୍ଜେଇ ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି ପୋଲିସ ।…

ଖୋଲିବ ଶ୍ରୀମନ୍ଦିର ୪ ଦ୍ବାର! ସ୍ଥିତି ସମୀକ୍ଷା କଲେ ଅତିରିକ୍ତ ଜିଲ୍ଲାପାଳ ଓ ଶ୍ରୀମନ୍ଦିର ପ୍ରଶାସନ

ପୁରୀ: ଆରମ୍ଭ ହେଲା ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବା ପ୍ରକ୍ରିୟା । ଜିଲ୍ଲାପାଳଙ୍କ ବୈଠକରେ ନିଷ୍ପତି ପରେ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି । ଚାରି ଦ୍ୱାର ଖୋଲିବା ନେଇ ଅନୁଧ୍ୟାନ କଲା ଟିମ୍ । ଆସନ୍ତା ଦୁଇ ଦିନ ମଧ୍ୟରେ ସମସ୍ତ ଦ୍ୱାରରେ ପ୍ରବେଶ ନେଇ କରାଯିବ ବ୍ୟବସ୍ଥା । ସେପଟେ ଖୋଲାଯାଇଛି…

ଓଡିଶାରେ ସିଏମ୍ ସସପେନ୍ସ

ଭୁବନେଶ୍ବର : ଓଡିଶାରେ କିଏ ହେବେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ? ଦିନ ଗଡ଼ିବା ସହ ବଢୁଛି ସସପେନ୍ସ। ରାଜ୍ୟରେ ବିଜେପିକୁ ବହୁମତ ମିଳିବା ପରଠୁ ମୁଖ୍ୟମନ୍ତ୍ରୀ କିଏ ହେବେ, ସେନେଇ ଚର୍ଚ୍ଚା ଚାଲିଛି। ପୂର୍ବରୁ ରାଜସ୍ଥାନ, ମଧ୍ୟପ୍ରଦେଶ ଭଳି ବିଭିନ୍ନ ରାଜ୍ୟରେ ସିଏମ୍ ପଦ ନେଇ ସରପ୍ରାଇଜ୍…

ମୌସୁମୀର ଆଗମନ ସତ୍ତ୍ବେ ୪୦ ଡିଗ୍ରୀ ଉପରେ ୧୮ ସହର

ଭୁବନେଶ୍ଵର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଜୀବନ ବଞ୍ଚିବା କଷ୍ଟକର ହୋଇଗଲାଣି । ଦକ୍ଷିଣ ଓଡ଼ିଶାରେ ମୌସୁମୀ ଛୁଇଁଥିଲେ ବି ପଶ୍ଚିମ ଓଡ଼ିଶାରେ ଜାରି ରହିଛି ଗ୍ରୀଷ୍ମପ୍ରବାହ । ଉପକୂଳରେ ମଧ୍ୟ ଲାଗି ରହିଛି ଅସହ୍ୟ ଗୁଳୁଗୁଳି । ଆହୁରି ୪ ଦିନ…

ହିଟ୍ଓ୍ବେଭ୍ ଆଲର୍ଟ; ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହର ପ୍ରଭାବ । ନିର୍ଦ୍ଧାରିତ ସମୟ ପୂର୍ବରୁ ମୌସୁମୀ ଓଡିଶା ଛୁଇଁଥିଲେ ମଧ୍ୟ ତାତିରୁ ମିଳୁନି ଆଶ୍ବସ୍ତି । ଏହାକୁ ନେଇ ଆଜି ସତର୍କ ଜାରି କରିଛନ୍ତି ଏସଆରସି । ଆହୁରି ବଢିପାରେ ତାତି । ପ୍ରଚଣ୍ଡ ତାତି ଆାକଳନ ନେଇ ଆଜି ୮ ଜିଲ୍ଲାପାଳଙ୍କୁ…