Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡିଶାରେ ପ୍ରଥମ; ୩ ବ୍ରାଉନ୍ ସୁଗର ବେପାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ୧ ଲକ୍ଷ ଟଙ୍କା ଜୋରିମାନା

ଭୁବନେଶ୍ବର: ରାଜ୍ୟରେ ପ୍ରଥମ କରି ୩ ଜଣ ବ୍ରାଉନ୍ ସୁଗର ବେପାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି ଭୁବନେଶ୍ୱର ସ୍ଥିତ ଅତିରିକ୍ତ ଜିଲ୍ଲା ଜଜ୍ ତଥା ସ୍ୱତନ୍ତ୍ର ଜଜ୍‌ଙ୍କ କୋର୍ଟ । ଏନ୍‌ଡିପିଏସ୍ ଆକ୍ଟ ୧୯୮୫ ଅନୁଯାୟୀ ସେମାନଙ୍କୁ ବେଆଇନ ବ୍ରାଉନ୍ ସୁଗାର କାରବାରରେ ଜଡିତ ନେଇ…

୭ ଜିଲ୍ଲାକୁ କାଳବୈଶାଖୀ ସତର୍କତା, ଆଗାମୀ ୩ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ ତୋଫାନ

ଭୁବନେଶ୍ୱର:ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ ତୋଫାନ ହେବାର ଆଶଙ୍କା ରହିଛି। ଏନେଇ ଟ୍ଲିନସିଟି ସମେତ ୭ ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି କଲା ପାଣିପାଗ ବିଭାଗ। ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ସମେତ କନ୍ଧମାଳ, ମୟୁରଭଞ୍ଜ ଏବଂ…

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ନାମାଙ୍କନ ଭରିଲେ ହେବିୱେଟ୍

ଭୁବନେଶ୍ବର: ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ନାମାଙ୍କନ ପତ୍ର ଦାଖଲ କଲେ ହେବିୱେଟ୍ ଓ ସିନେ ତାରକା । ତେବେ ହଜାର ହଜାର ସମର୍ଥକଙ୍କ ସହ ବିରାଟ ବାଇକ୍ ଶୋଭାଯାତ୍ରାରେ ଆସି କେନ୍ଦ୍ରାପଡ଼ା ଲୋକସଭା ଆସନରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବୈଜୟନ୍ତ ପଣ୍ଡା । ସେହିପରି ନିଜର ସମର୍ଥକଙ୍କ…

‘ଷଷ୍ଠଥର ପାଇଁ ଯଦି ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ନ ହେବେ, ତା’ହେଲେ ମୁଁ ରାଜନୀତିରୁ ସନ୍ୟାସ ନେବି’

ଭୁବନେଶ୍ୱର: ଆଜି ବରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଝାରସୁଗୁଡ଼ା ଓ ବ୍ରଜରାଜନଗରରେ ଧୂଆଁଧାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ଭିକେ ପାଣ୍ଡିଆନ । ଏହି ଅବସରରେ ଲୋକସଭା ପ୍ରାର୍ଥୀ ପରିଣିତା ମିଶ୍ର ଏବଂ ଝାରସୁଗୁଡ଼ା ବିଧାନସଭା ପ୍ରାର୍ଥୀ ଦୀପାଳି ଦାସ ଓ…

ଦାରିଦ୍ର୍ୟ ଓ ମାନବ ବିକାଶ ନିରୀକ୍ଷଣ ସଂସ୍ଥାର କାହାଣୀ ଭିତ୍ତିକ ମୂଲ୍ୟାଙ୍କନ ନୀତି ଆୟୋଗ ସମ୍ମିଳନୀରେ ପ୍ରସଂଶିତ

ଭୁବନେଶ୍ବର:ଓଡ଼ିଶା ସରକାରଙ୍କ ଦାରିଦ୍ର୍ୟ ଓ ମାନବ ବିକାଶ ନିରୀକ୍ଷଣ ସଂସ୍ଥା (PHDMA) ର ସଦସ୍ୟ ସଚିବ ରୂପା ରୋଶନ ସାହୁ PHDMAର ଗୁଣାତ୍ମକ ନିରୀକ୍ଷଣ ଆଭିମୁଖ୍ୟ କିପରି ନୀତି ନିର୍ଧାରଣରେ ସହାୟକ ହୁଏ, ସେହି ବିଷୟରେ ଭାରତ ସରକାରଙ୍କ ନୀତି ଆୟୋଗର ଉନ୍ନୟନ ନିରୀକ୍ଷଣ ଓ ମୂଲ୍ୟାୟନ…

ଆଗାମୀ  ୩ରୁ ୪ ଦିନ ହେବ ଝଡ ବର୍ଷା

ଭୁବନେଶ୍ବର: ଆଗାମୀ ୩ରୁ ୪ ଦିନ ଝଡ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ ।  ରାଜ୍ୟରେ ବର୍ତ୍ତମାନ ମିଶ୍ରିତ ପାଗ ରହିଛି । ସକାଳେ ଖରା ହେଉଛି । ଅପରାହ୍ଣରେ ପ୍ରଭାବ ଦେଖାଉଛି କାଳବୈଶାଖୀ । ଗତ କିଛି ଦିନ ହେବ ଖରା ତାତିରୁ ଆଶ୍ୱସ୍ତି ମିଳିଛି । ତେବେ ଏନେଇ ଆଜି ଅଧିକ ସୂଚନା…

ବିଜେଡିର ଇସ୍ତାହାରକୁ ଧମେନ୍ଦ୍ରଙ୍କ କଟାକ୍ଷ: ଫମ୍ପା ପ୍ରତିଶ୍ରୁତି

ସମ୍ବଲପୁର: ବିଜେଡିର ନିର୍ବାଚନୀ ଇସ୍ତାହାରକୁ କଟାକ୍ଷ କରି କହିଲେ ଧର୍ମେନ୍ଦ୍ର ପ୍ରଧାନ । କହିଲେ, ଘୋଷଣାପତ୍ରରେ କିଛି ନୂଆ ନାହିଁ, ଲୋକଙ୍କୁ ଦେଇଛନ୍ତି ଫମ୍ପା ପ୍ରତିଶ୍ରୁତି, ୨୪ ବର୍ଷ ପରେ ମୌଳିକ ସମସ୍ୟାର କିଛି ବି ସମାଧାନ ହୋଇନାହିଁ । ଗତକାଲି ବିଜେଡି ତାର ଇସ୍ତାହାର ପତ୍ର ଜାରି…

କୋର୍ଟରେ ହାଜର ହେଲେନି ଅନୁଭବ, ବ୍ୟକ୍ତିଗତ କାରଣ ଦର୍ଶାଇ ମାଗିଲେ ସମୟ

କଟକ: ବର୍ଷା ପ୍ରିୟଦର୍ଶନୀଙ୍କ ପକ୍ଷରୁ କରାଯାଇଥିବା ଘରୋଇ ହିଂସା ମାମଲାର ଶୁଣାଣିରେ ଆଜି କୋର୍ଟରେ ହାଜର ହୋଇଥାନ୍ତେ ଅନୁଭବ । ହେଲେ ଆଜି କଟକ ଜେଏମଏଫସି ସ୍ୱତନ୍ତ୍ର କୋର୍ଟରେ ହାଜର ହେଲେନି ସାଂସଦ ଅନୁଭବ ମହାନ୍ତି । ବ୍ୟକ୍ତିଗତ କାରଣ ଦର୍ଶାଇ ଓକିଲଙ୍କ ଜରିଆରେ କୋର୍ଟଙ୍କୁ ସମୟ ମାଗିଲେ…

ଟଙ୍କା ବାଣ୍ଟୁଥିବା ବେଳେ ଧରାପଡ଼ିଲେ ଜିଆରଏସ 

ଭଞ୍ଜନଗର: ଉଲଘଂନ କଲେ ନିର୍ବାଚନ ଆଚରଣ ବିଧି । ଟଙ୍କା ବାଣ୍ଟିଲେ ଜିଆରଏସ୍, ଧରାପଡିଲେ । ଗଞ୍ଜାମ ଜିଲ୍ଲା ଭଞ୍ଜନଗର କାଦୁଆ ପଞ୍ଚାୟତରେ ନିର୍ବାଚନ ଆଚରଣ ବିଧି ଉଲଘଂନ ହୋଇଥିବା ଅଭିଯୋଗ ହୋଇଛି । ରାଉତି ପଞ୍ଚାୟତର ଜିଆରଏସ୍ ଶଲିଳ ସାହୁ ଓ ସରପଞ୍ଚ ତଥା ତାଙ୍କ ସ୍ତ୍ରୀଙ୍କ ବିରୋଧରେ ଆସିଛି…

କଲରା ପତରିଆ ବାଘ ଆକ୍ରମଣରେ ଜଣେ ମୃତ

ସମ୍ବଲପୁର: ସମ୍ବଲପୁର ଜିଲ୍ଲାର ରେଢ଼ାଖୋଲ ଅଞ୍ଚଳ ମାନକୁଣ୍ଡା ଜଙ୍ଗଲରେ କଲରା ପତରିଆ ବାଘ ଆକ୍ରମଣରେ ଜଣେ ବ୍ୟକ୍ତି ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହାପରେ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଭୟର ଆତଙ୍କ ଖେଳିଯାଇଛି। ସୂତ୍ରରୁ ପ୍ରକାଶ ଯେ ନାକାଟିଦେଉଳ ରେଞ୍ଜ ଅନ୍ତର୍ଗତ ସାହେବୀ…