Latest Odisha News

BREAKING NEWS

Browsing Category

ଓଡିଶା

Odisha

ହୋମିଓପ୍ୟାଥି ଓ ଆୟୁର୍ବେଦ ଚିକିତ୍ସାରୁ ଓଡ଼ିଶାବାସୀଙ୍କୁ ବଞ୍ଚିତ କରାଯାଉଛି-ବିଜେପି

ଭୁବନେଶ୍ୱର: ହୋମିଓପ୍ୟାଥି ଓ ଆୟୁର୍ବେଦ ଚିକିତ୍ସାରୁ ଓଡ଼ିଶାବାସୀ ସମ୍ପୂର୍ଣ୍ଣ ବଂଚିତ ହେଉଛନ୍ତି ।  ରାଜ୍ୟର ସାଢ଼େ ଚାରିକୋଟି ଜନସାଧାରଣଙ୍କ ପାଇଁ ୧୧୮୨ଟି ଆୟୁଷ ସ୍ୱାସ୍ଥ୍ୟକେନ୍ଦ୍ର ଓ ୯ଟି ଆୟୁଷ ଚିକିତ୍ସାଳୟ କାର୍ଯ୍ୟ କରୁଛି ।  ୧୧୪ଟି ବ୍ଲକରେ କୌଣସି ଆୟୁର୍ବେଦ ସ୍ୱାସ୍ଥ୍ୟକେନ୍ଦ୍ର ଓ…

୨୦୨୪ ପ୍ରସ୍ତୁତି, ଆରମ୍ଭ ହେଲା ଦଳୀୟ କର୍ମୀ ଓ ନେତାଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର: ୨୦୨୪ରେ ନିର୍ବାଚନ ପ୍ରସ୍ତୁତି ଦିଗରେ ଆଉ ଏକ ପଦକ୍ଷେପ ସ୍ୱରୂପ ସୋମବାର ଭୁବନେଶ୍ୱରସ୍ଥିତ ଦଳୀୟ କାର୍ଯ୍ୟାଳୟ ଶଙ୍ଖ ଭବନରେ ବିଜେଡି ପକ୍ଷରୁ କର୍ମୀମାନଙ୍କ ପାଇଁ ମାଷ୍ଟର ଟ୍ରେନିଂ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବିଜେଡି ପକ୍ଷରୁ ଘୋଷଣା କରାଯାଇଥିବା ପ୍ରଶିକ୍ଷଣ କାର୍ଯ୍ୟସୂଚୀ…

ପାଣ୍ଡିଆନଙ୍କୁ ନିରଞ୍ଜନଙ୍କ କ୍ଲିନଚିଟ ! କହିଲେ ତାଙ୍କର କିଛି ଦୋଷ ନାହିଁ

ଭୁବନେଶ୍ୱର: ଫାଇଭ ଟି ସଚିବଙ୍କୁ ନେଇ ବିରୋଧୀ, ସୌମ୍ୟ ଓ ବିଜେଡି ଭିତରେ ଚାଲିଥିବା ବିବାଦକୁ ଭିନ୍ନ ମୋଡ଼ ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ। ଫାଇଭ ଟି ସଚିବ ଭି କେ ପାଣ୍ଡିଆନଙ୍କର କିଛି ଭୁଲ ନାହିଁ ବୋଲି ସ୍ପଷ୍ଟ ଭାବରେ କହିଛନ୍ତି ନିରଞ୍ଜନ। ସାହୁ କହିଛି, ପାକେଲା…

ସାଇବର ଥାନାରେ ଅଭିନେତ୍ରୀ ଅନୁ: ମିଥ୍ୟା ଖବର ପ୍ରଚାର ନେଇ ୱେବ୍ ଚ୍ୟାନେଲ ନାଁରେ ଦେଲେ ଏତଲା

ଭୁବନେଶ୍ଵର: ସାଇବର ଥାନାର ଦ୍ଵାରସ୍ଥ ହେଲେ ଓଡିଶାର ଲୋକପ୍ରିୟ ଅଭିନେତ୍ରୀ ଅନୁ ଚୌଧୁରୀ । ମିଥ୍ୟା ଖବର ପ୍ରସାରଣ କରି ଗୁଜବ ସୃଷ୍ଟି କରୁଥିବା ୱେବ ଚ୍ୟାନେଲ ନାଁରେ ଦେଲେ ଏତଲା । ଅଭିନେତ୍ରୀଙ୍କୁ କ୍ୟାନସର ହୋଇଥିବା ନେଇ ଏକ ୱେବ୍ ପୋର୍ଟାଲରେ ମିଛ ଖବର ପ୍ରକାଶ କରାଯିବା ପରେ ଏପରି ପଦକ୍ଷେପ…

ଠିକା ନିଯୁକ୍ତି ହଟିଲା ପରେ ପୁଣି ୨୦ ହଜାର ଶିକ୍ଷକଙ୍କୁ ଠିକା ନିଯୁକ୍ତି କାହିଁକି ? ସରକାରଙ୍କୁ ବିଜେପିର ପ୍ରଶ୍ନ

ଭୁବନେଶ୍ୱର: ୨୦ହଜାର ଶିକ୍ଷକ ପଦବୀରେ ଠିକା ନିଯୁକ୍ତି କରିବା ପାଇଁ ନେଇଥିବା ନିଷ୍ପତି ବେଆଇନ ଓ ଅଗଣତାନ୍ତ୍ରିକ । ମୁଖ୍ୟମନ୍ତ୍ରୀଙ୍କ ନିୟମିତ ନିଯୁକ୍ତି ପ୍ରତିଶ୍ରୁତି କୁଆଡେ ଗଲା ?  କାନ୍ଥ, ବାଡକୁ ସବୁଜ ରଙ୍ଗ କରିବାରେ ୩,୪୧୦କୋଟି ଖର୍ଚ୍ଚ କରିବା ପାଇଁ ଯଦି ସରକାରଙ୍କ ପାଖରେ ଟଙ୍କା ଅଛି…

ଜଗତସିଂହପୁରରେ ଆରମ୍ଭ ହେଲା ମିଶନ ଇନ୍ଦ୍ରଧନୁଶ୍, ଶୁଭାରମ୍ଭ କଲେ ଜିଲ୍ଲାପାଳ ପାରୁଲ ପଟାୱରୀ

ଜଗତସିଂହପୁର: ରାଜ୍ୟରେ ଆରମ୍ଭ ହୋଇଛି ମିଶନ ଇନ୍ଦ୍ରଧନୁଶ୍ କାର୍ଯ୍ୟକ୍ରମ । ମିଳିମିଳା ଓ ରୁବେଲା ଭଳି ରୋଗକୁ ଦେଶରୁ ମୂଳପୋଛ କରିବା ପାଇଁ ରାଜ୍ୟ ବ୍ୟାପୀ ଆରମ୍ଭ ହୋଇଛି ମିଶନ ଇନ୍ଦ୍ରଧନୁଶ୍ କାର୍ଯ୍ୟକ୍ରମ । ଜଗତସିଂହପୁରରେ ମଧ୍ୟ ଆରମ୍ଭ ହୋଇଛି ମିଶନ ଇନ୍ଦ୍ରଧନୁ କାର୍ଯ୍ୟକ୍ରମ । ଜିଲ୍ଲା…

ଅନୁଗୁଳ ଅବକାରୀ ବିଭାଗକୁ ବଡ ସଫଳତା, ଜବତ ହେଲା ୧୧୦ ଗ୍ରାମ ବ୍ରାଉନସୁଗାର

ଅନୁଗୁଳ: ରାଜ୍ୟରେ ଥମୁନି ବ୍ରାଉନ ସୁଗାର ବେପାର । ବିଭିନ୍ନ ସମୟରେ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ପରିମାଣର ବ୍ରାଉନ ସୁଗାର ଜବତ ସହ ଅଭିଯୁକ୍ତଙ୍କୁ ଗିରଫ କରାଯାଉଛି । ମାତ୍ର ଏଥିରେ ମଧ୍ୟ ଅଭିଯୁକ୍ତ ତଥା ବ୍ରାଉନ ସୁଗାର ବେପାରର ମାଷ୍ଟରମାଇଣ୍ଡ ନଡରି ପୁଣି କେଉଁଠି ନା କେଉଁଠି…

ପକ୍କା ଘର ସାତ ସପନ, ଆବାସ ଯୋଜନାରୁ ବଞ୍ଚିତ ଦିବ୍ୟାଙ୍ଗ ଗଗନ

ଯାଜପୁର: ସରକାର ଯୋଜନା ପରେ ଯୋଜନା କରି ଚାଲିଛନ୍ତି । ଦିବ୍ୟାଙ୍ଗମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଅଗ୍ରାଧିକାର ଦେବାସହ ଯୋଜନା ଗୁଡ଼ିକ ପାଇଁ ସଂରକ୍ଷଣ ବ୍ୟବସ୍ଥା ମଧ୍ୟ କରାଯାଇଛି। କିନ୍ତୁ ଯୋଜନା ଅନେକ ସ୍ଥାନରେ ପ୍ରକୃତ ହିତାଧିକାରୀଙ୍କ ନିକଟରେ ପହଞ୍ଚିପାରୁ ନାହିଁ । ଆବାସ ଯୋଜନା ରେ…

୬୧ତମ ଜନ୍ମତିଥି ଅବସରରେ ଅରବିନ୍ଦ ମୁଦୁଲି ଫାଉଣ୍ଡେସନ ତରଫରୁ ସ୍ୱରାରବିନ୍ଦ ଉତ୍ସବ ଆୟୋଜନ

ଭୁବନେଶ୍ୱର: ବିଶିଷ୍ଠ କଣ୍ଠଶିଳ୍ପୀ ଅରବିନ୍ଦ ମୁଦୁଲିଙ୍କ ୬୧ତମ ଜନ୍ମତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହି ଅବସରରେ ଅରବିନ୍ଦ ମୁଦୁଲି ଫାଉଣ୍ଡେସନ ତରଫରୁ ଆଭାସି ମଞ୍ଚରେ ସ୍ୱରାରବିନ୍ଦ ଉତ୍ସବ ଆୟୋଜିତ ହୋଇଛି  । ଏଥିରେ ଅରବିନ୍ଦ ମୁଦୁଲିଙ୍କର ବହୁ ପ୍ରଶଂସକ, ଅନୁଗାମୀ ଓ…

ଓ୍ୱାର୍ଡ ସଭ୍ୟଙ୍କୁ ମାଡ଼ ମାରିବା ଘଟଣା: ସସପେଣ୍ଡ ହେଲେ ଜଙ୍କିଆ ଏଏସ୍ଆଇ

ଭୁବନେଶ୍ୱର: ଓ୍ୱାର୍ଡ ସଭ୍ୟଙ୍କୁ ମାଡ଼ ମାରିଥିବା ଘଟଣା  । ସସପେଣ୍ଡ ହେଲେ ଜଙ୍କିଆ ଏଏସ୍ଆଇ ନିରଞ୍ଜନ ମହାନ୍ତି । ଗତକାଲି ଜଙ୍କିଆ ପଞ୍ଚାୟତର ୱାର୍ଡ ସଭ୍ୟ ନବକିଶୋର ହରିଚନ୍ଦନ କୌଣସି ଏକ ମାମଲା ସଂପର୍କରେ ବୁଝିବା ପାଇଁ ଜଙ୍କିଆ ଥାନାକୁ ଯାଇଥିଲା ବେଳେ ଆଇଆଇସି ଥାନାରେ ନଥିଲେ । ନବକିଶୋର…